Year: 2024

ଧସିଲା ବ୍ରହ୍ମଣୀ ନଦୀପଠା ନଦୀ ଗର୍ଭକୁ ଚାଲିଗଲା ୬୦ ଫୁଟରୁ ଅଧିକ ଲମ୍ବର ମାଟି ଅତଡା, ଆତଙ୍କରେ ସ୍ଥାନୀୟ ଲୋକେ , ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ଅଧିକାରୀ

ପଟ୍ଟାମୁଣ୍ଡାଇ ୨୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜଳସେଚନ ଉପଖଣ୍ଡ ଅଳଭା-୨ ନିମପୁର ଦେଇ ପ୍ରଭାବିତ ହେଉଥିବା ବ୍ରାହ୍ମଣୀ ନଦୀର ପୋଖରୀସାହି ନିକଟରେ ୬୦ ଫୁଟରୁ ଅଧିକ ଲମ୍ବର...

ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସାଂସ୍କୃତିକ ମହୋତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା,୨୪ା୯: କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଏବଂ ସାଂସ୍କୃତିକ ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।...

ଗାଈ କ୍ଷୀର, ଗୋବର ଏବଂ ମୂତ୍ରରେ ପ୍ଲାଷ୍ଟିକ୍ କଣିକା , ମିିଳୁନି ଗୋଚାରଣ ଭୂମି , ଗାଇଗୋରୁ ଖାଉଛନ୍ତି ପ୍ଲାଷ୍ଟିକ ବ୍ୟାଗ ଅଳିଆ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବହୁଳ ପଲିଥିନ ପ୍ଲାଷ୍ଟିକ୍ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍‌ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବାର୍ଯ୍ୟବସ୍ତୁରେ ପରିଣତ ହୋଇ...

କଳସପୂଜା ଘାଟରେ ଜାଲିବ୍ୟବସ୍ଥା, କୁମ୍ଭୀର ପାଇଁ ସତର୍କତା, ଶାରଦୀୟ ଦୂର୍ଗା ପାଇଁ ତହସିଲରେ ଶାନ୍ତି କମିଟି ବୈଠକ

ପଟ୍ଟାମୁଣ୍ଡାଇ ୨୪/୯ ଜମିଦାର ଅମଳରୁ ପଟ୍ଟାମୁଣ୍ଡାଇରେ ପ୍ରଚଳିତ ହୋଇଆସୁଥିବା ଗଣପର୍ବ ଦୂର୍ଗାପୂଜା କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ସାଂସ୍କୃତିକ ପର୍ବ । ଏହି ପର୍ବକୁ ପୁରୁଷ ପୁରୁଷ ଧରି...

ଦୁଇ ପରିବାରରେ ଗଣ୍ଡଗୋଳ , ୩ ଗୁରୁତର,ଗୁହାଳପୋଡି ଓ ଗୋରୁ ଆହତ

ଡେରାବିଶ ୨୪/୯ ବେବର୍ତା ଅଜୟ ଦାସ-କେନ୍ଦ୍ରାପଡା ସଦର ଥାନା ଅଧିନ ଡେରାବିଶ ବ୍ଲକ ଜଅଁରାବାରିମୁଳ ପଂଚାୟତ ତେରମା ଗ୍ରାମରେ ଜମି ଭାଗବଂଟାକୁ ନେଇ ମଙ୍ଗଳବାର ରାତ୍ର ସାଢେ...

ନବ ନିର୍ବାଚିତ ଜିଲ୍ଲା ଓଷ୍ଟାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

କେନ୍ଦ୍ରାପଡ଼ା,୨୩ା୯: ନବ ନିର୍ବାଚିତ ଜିଲ୍ଲା ଓଷ୍ଟାର ପ୍ରଥମ କାର୍ଯ୍ୟକାରିିଣୀ ବୈଠକ ସଭାପତି ଅଶୋକ କୁମାର ପରିଡାଙ୍କ ସଭାପତିତ୍ୱରେ କେନ୍ଦ୍ରାପଡା ବ୍ଲକ ଅଧିନ କୁତୁରଙ୍ଗ ପଞ୍ଚାୟତ ସିଦ୍ଧ ସେଢୁଆ...

ଶ୍ରମିକ ସଂଗଠନ ପକ୍ଷରୁ କଳା ଦିବସ ପାଳିତ

କେନ୍ଦ୍ରାପଡ଼ା, ୨୩ା୯: ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ସୋମବାର କଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରମିକ ସଂଗଠନର ନେତାମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ୮୫ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ୨୩/୯ -ପଟ୍ଟାମୁଣ୍ଡାଇ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣା, ଶିକ୍ଷକ ଗିରଫ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଏକ ପ୍ରାଥମିକ ସ୍କୁଲରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ...

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୨୨ା୯: ୨୦୩୬ ସୁଦ୍ଧା ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ବିକଶିତ ଓଡ଼ିଶାର ଅଭ୍ୟୁଦୟ ଏବଂ ରାଜ୍ୟ ସରକାରଙ୍କ୧୦୦ଦିନର ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ...

ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ସମାରୋହ ଓ ସମ୍ବର୍ଦ୍ଧନା ପର୍ବ

କେନ୍ଦ୍ରାପଡ଼ା, ୨୨ା୯: କେନ୍ଦ୍ରାପଡା ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ସମାରୋହ ଓ ସମ୍ବର୍ଦ୍ଧନା ପର୍ବ ସ୍ଥାନୀୟ ଦୀନବନ୍ଧୁ ସାହୁ ଆଇନ...

ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବୈଠକ

ପଟାମୁଣ୍ଡାଇ ୨୧/୯ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ପୁରାତନ ଛାତ୍ର ସଂସଦ ବୈଠକ ଅନୁଷ୍ଠିତ ହୋଇଯାଇଛି...

ଛାତ୍ରୀଙ୍କୁ ଅସଦାଚରଣ କରି ଛେଚା ଖାଇଲେ ଶିକ୍ଷକ

ପଟ୍ଟାମୁଣ୍ଡାଇ ୨୧/୯-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଂଚଳରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଏକ ନିର୍ଦ୍ଦିଷ୍ଟ ସ୍କୁଲର ଶିକ୍ଷକଙ୍କୁ ଅଭିଭାବକ ଓ...

ଜିଲ୍ଲା ବିକାଶ ମେଳାରେ ସାଂସ୍କୃତିକ ଦଳକୁ ଅବହେଳା ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୨୧ା୯: କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ବିଭାଗର କେତେକ ମୁଷ୍ଟିମେୟ ସାଂସ୍କୃତିକ ଦଳକୁ ପୂର୍ବ ସରକାରଙ୍କ ସମୟରୁ ଲଗାତର ନୃତ୍ୟ ଓ ସଙ୍ଗୀତ ପରିବେଷଣ ପାଇଁ ସୁଯୋଗ ଦେଇଆସୁଥିବା...

କେନ୍ଦ୍ରାପଡା ପୌର ପରିଷଦ ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡା,୨୦/୯: ପ୍ରତିବର୍ଷ ପରି ଚଳିତବର୍ଷ କେନ୍ଦ୍ରାପଡା ପୌର ପରିଷଦ ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସ୍ୱଚ୍ଛତା ହିଁ ସେବା ଏହି ପରିପ୍ରେକ୍ଷୀରେ...

ପୋଲରେ ତାରଜାଲି ଦେବାକୁ ଦାବି

କେନ୍ଦ୍ରାପଡ଼ା, ୨୧ା୯: ଲୁଣା-କରାଣ୍ଡିଆ ନଦୀର ବସପୁର ପୋଲ ଉପରୁ ନଦୀକୁ ଡେଇଁ ଆତ୍ମହତ୍ୟା କରୁଥିବା ଘଟଣା ବୃଦ୍ଧି ପାଉଥିବା ଯୋଗୁଁ ପୋଲର ଉଭୟ ପାଶ୍ୱର୍ର ବାଡାକୁ ୬ଫୁଟ...

ପାଳପାଟଣା-ମହାସାହାଣୀ ସେତୁ ନିର୍ମାଣ ପାଇଁ ନିର୍ଦେଶ , ରାଜନଗର ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ଥର ପାଇଁ ରାଜନଗର ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଶୁକ୍ରବାର ପଟ୍ଟାମୁଣ୍ଡାଇ ପୌରପରିଷଦ ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ...

ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ

ପଟ୍ଟାମୁଣ୍ଡାଇ,୨୦ା୯ - ପାର୍ବଣ ଋତୁର ଆଗମନରେ ଆସନ୍ତା ଅକ୍ଟୋବର ୯ରେ ପଟ୍ଟାମୁଣ୍ଡାଇ ସହରରେ ୨୬ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ଦୁର୍ଗାପୁଜା ଶାନ୍ତି ଶୃଙ୍ଖଳାର ସହିତ...

ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଂଯୋଜକ ହେଲେ ବିଶ୍ୱଭୂଷଣ

କେନ୍ଦ୍ରାପଡ଼ା,୨୦ା୯: ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଂଯୋଜକ ଭାବେ କେନ୍ଦ୍ରାପଡା ମାଟିର ପୁଅ ବିଶ୍ୱରଞ୍ଜନ ମହାପାତ୍ରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଜାତୀୟ ଛାତ୍ର କଂଗ୍ରେସର ସଭାପତି ବରୁନ୍ ଚୈାଧୁରୀ...

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଅଳଭା ଭାୟା ଗଣ୍ଡାଖିଆ କେନ୍ଦ୍ରାପଡା ଯାଇଥିବା ରାସ୍ତାରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ଆମ୍ବୁଲାନ୍ସ ଓଲଟିପଡିଛି। ଏହି...

ଜିଗରଣରେ ଭାଗବତ ଜନ୍ମ ଉତ୍ସବ ପାଳନ

ବିତ୍ର ଇନ୍ଦୂପୂର୍ଣୀମା ଓ ଭାଗବତ ଜନ୍ମ ଉତ୍ସବ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଖଡିାଂଟା ପଂଚାୟତ ଜିଗରଣ ସ୍ଥିତ ଶ୍ରୀ ଶ୍ରୀ ସିଦ୍ଧେଶ୍ୱର ଭାଗବତ ଟୁଙ୍ଗି ଆନୁକୁଲ୍ୟରେ ଧର୍ମ...

ଦାଣ୍ଡିସାହି କଲେଜରେ ସଚେତନତା ଶିବିର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଏନ ଏସ ଏସ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବ୍ରାହ୍ମଣୀ...

ଭାଜପା ସରକାରକୁ ୧୦୦ଦିନ ପୁରିଲା , ବିଭିନ୍ନ ମହଲରେ ପ୍ରତିକ୍ରିୟା

ଓଡ଼ିଶାରେ ନୂଆ ସରକାର ଭାଜପାକୁ ଗୁରୁବାର ୧୦୦ ଦିନ ପୂରିଛି। ଚଳିତ ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ଅନେକ ପ୍ରତିଶ୍ରୁତି ଓ ଆଶ୍ୱାସନା ଦେଇ ଦଳ...

ନିକିରାଇରେ ଭାଗବତ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା, ୧୯ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଶ୍ଚିମ ନିକିରାଇସ୍ଥିତ ସ୍ୱର୍ଗତ ଦିବ୍ୟସିଂହ ଜେନାଙ୍କ ଭାଗବତ ମନ୍ଦିରଠାରେ ସାତ ଦିନ ଧରି ଚାଲିଥିବା ଭାଗବତ ପାରାୟଣ ଇନ୍ଦୁ ପୂର୍ଣ୍ଣିମା...