କେନ୍ଦ୍ରାପଡା,୨/୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତ ହାଇସ୍କୁଲ ଜରିଆବାଡର ପ୍ରଧାନଶିକ୍ଷକ ଅଲେଖ ଚନ୍ଦ୍ର ଦାସ ଓ କାର୍ଯ୍ୟାଳୟ ବଡବାବୁ ପରୀକ୍ଷିତ ସାମଲଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ରାଜ୍ୟ କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜକିଶୋର ବିଶ୍ୱାଳ, ରାଜ୍ୟ […]
Year: 2024
କେନ୍ଦ୍ରାପଡା ୨/୮ – ପରିସଂଖ୍ୟାନରୁ ଜଣାଯାଏ ଓଡ଼ିଶାରେ ଉଚ୍ଚଶିକ୍ଷାରେ ଭିନ୍ନକ୍ଷମ ଛାତ୍ରୀଙ୍କ ସ୍ଥିତି ସାଧାରଣ ଛାତ୍ରୀଙ୍କ ତୁଳନାରେ ନୈରାଶ୍ୟଜନକ ଅଟେ । କେବଳ ଶିକ୍ଷା ମାଧ୍ୟମରେ ତଥା ପ୍ରଦତ୍ତ ସୁବିଧା ଓ ସଂରକ୍ଷଣ ଦ୍ୱାରା ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଶକ୍ତ କରାଯାଇ ପାରିବ ସତ ଏଥି ସହତ ବର୍ହି ପ୍ରୋତ୍ସାହନର ମଧ୍ୟ ଆବଶ୍ୟକତା ରହିଛି ।କେନ୍ଦ୍ରାପଡ଼ା ଜିଲ୍ଲାରେ ଚଳିତ ଶିକ୍ଷା ବର୍ଷରେ ମାଟ୍ରିକ୍, ଯୁକ୍ତ ଦୁଇ ଏବଂ ସ୍ନାତକ ବର୍ଗରେ […]
କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଗଢି ଉଠିଥିବା ବେଆଇନ ଲାବୋରେଟୋରୀ ଓ ପାଥୋଲ୍ୟାବ ଉପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ରଶ୍ମିରଂଜନ ମହାନ୍ତିଙ୍କ ନେତୃତ୍ୱରେ ତହସିଲଦାର ଅଜୟକୁମାର ମହାନ୍ତି, ସବଇନ୍ସିପେକ୍ଟର ସୈାମ୍ୟରଂଜନ ଜାଲି ପ୍ରମୁଖ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିକଟରେ ଥିବା ଲାବୋରେଟୋରୀ ଓ ପାଥୋଲ୍ୟାବ ଉପରେ ଚଢାଉ କରି କାଗଜପତ୍ର ଯାଂଚ କରିଥିଲେ । ସମସ୍ତ ଲାବୋରେଟୋରୀ ଓ ପାଥୋଲ୍ୟାବ ମଧ୍ୟରୁ ଗୋଟିଏ […]
ଭୁବନେଶ୍ୱର,୧ା୮: ଖୋଲିବ ସମବାୟ ଦୁର୍ନୀତି ପେଡି! ବନ୍ଧା ହେବେ ଅଧିକାରୀ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା! ବୁଧବାର ବିଧାନସଭାରେ ଆସିଛି ଆଖିତରାଟି ଦେଲା ଭଳି ତଥ୍ୟ । ମିଳିଥିବା ସୂଚନା ଅନୁସାରେ ସମବାୟ ବ୍ୟାଙ୍କ ଗୁଡିକରେ ହୋଇଛି ୨୦୦ କୋଟିରୁ ଅଧିକ ଦୁର୍ନୀତି । ତଥ୍ୟ କହୁଛି, ରାଜ୍ୟରେ ମୋଟ ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ହୋଇଛି ୧୪୭ କୋଟି ଟଙ୍କାର ଦୁର୍ନୀତି । କିନ୍ତୁ ଆଶ୍ଚର୍ଯ୍ୟର […]
କେନ୍ଦ୍ରାପଡା ୧/୮- ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ବୁଧବାର ସଂଧ୍ୟା ଘ ୭.୩୦ ମିନିଟ ସମୟରେ ଆବାସୀ ବୈଠକ ଭର୍ତ୍ତୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ମାସିକ ରାଜଶ୍ରୀ “ଇ’ ପତ୍ରିକାର ଜୁଲାଇ ସଂଖ୍ୟା ରଥଯାତ୍ରା ବିଶେଷାଙ୍କ “ରାଜଶ୍ରୀ’ କୁ ଶ୍ରୀ ଜଗନ୍ନାଥ ସଂସ୍କୃତିର ବିଶିଷ୍ଟ ଗବେଷକ ତଥା ପ୍ରବକ୍ତା ପ୍ରଫେସର ଡ ହରିହର କାନୁନଗୋ ଉନ୍ମୋଚନ […]
କେନ୍ଦ୍ରାପଡ଼ା, ୧ା୮: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ଚାରିଦିନ ଧରି ଚାଲିଥିବା ଧାରଣାକୁ ଆଜି ସ୍ଥଗିତ ରଖାଯାଇଛି । ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲାପରିଷଦର ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ନିଲୁ ମହାପାତ୍ର ଧାରଣାସ୍ଥଳକୁ ଆସି ଧାରଣାକାରୀଙ୍କ ସହ ଆଲୋଚନା କରିବା […]
କେନ୍ଦ୍ରାପଡ଼ା,୧ା୮: ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେନତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଗଡ଼ିବ ‘କୌଶଳ ରଥ ।’ ଏହି କୌଶଳ ରଥର ବାଧାମୁକ୍ତ ପରିକ୍ରମା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଏହି […]
ପଟ୍ଟାମୁଣ୍ଡାଇ. ୧/୮-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତର ପୁର୍ବତନ ସରପଞ୍ଚ ସମାଜସେଵୀ ଅଧିକାରୀ ଶରତ ଚନ୍ଦ୍ର ଦାଶ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । [the_ad id=”11060″] ଶିକ୍ଷାବିତ ରାଜକୁମାର ବିଶ୍ଵାଳଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଜିଲା ପରିଷଦ ସଦସ୍ୟା ପ୍ରିୟଦର୍ଶିନୀ ତରାଇ,ଅଳପୁଆ ସରପଞ୍ଚ ପଦ୍ମିନୀ ବେହେରା, ସମିତି ସଭ୍ୟ ରାମ ଚନ୍ଦ୍ର ସେଠୀ,ପେଣ୍ଠପାଳ ସମିତ ସଭ୍ଯ ଶଶାଙ୍କ ଶେଖର ବିଶ୍ଵାଳ, […]
କେନ୍ଦ୍ରାପଡ଼ା , ୩୧ା୭: କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ଭଗେଶ୍ୱରପୁରସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ ମସିହାର ଚତୁର୍ଥ ବାର୍ଷିକ ପୂର୍ତ୍ତି ଉପଲକ୍ଷେ ଉକ୍ତ ବିଦ୍ୟାଳୟରେ ୨୨ ତାରିଖରୁ ଆରମ୍ଭ କରାଯାଇ ୨୯ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୭ଦିନ ବ୍ୟାପୀ ଉତ୍ସବ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୁବିନା ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଥମ ଦିବସରେ ଶିକ୍ଷଣ ସାମଗ୍ରୀ […]
କେନ୍ଦ୍ରାପଡ଼ା, ୩୧ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ତୃତୀୟ ଦିନରେ ପହଞ୍ଚିଛିି । ଆଜି ଜିଲ୍ଲାପାଳଙ୍କ ନିର୍ଦେଶରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ ଧାରଣାସ୍ଥଳକୁ ଆସି ଧାରଣାକାରୀଙ୍କୁ ବୁଝାଇବା ପରେ ଧାରଣାକାରୀଙ୍କ ଏଓଡିଶା ଜୀବିକା ମିଶନରେ ଦୁର୍ନୀତି ନେଇ ,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଓସାର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମଠସାହି ଗ୍ରାମର ୨୧ ବର୍ଷର କୃତିବାଷ ସାହୁ ଗତ କିଛିଦିନ ହେବ ଜୀବନ ଯୁଦ୍ଧରେ ସଂଘର୍ଷ କରୁଛନ୍ତି । କୃତିବାଷଙ୍କ ଦୁଇଟି କିଡନୀ ଖରାପ ହୋଇଯାଇଥିବା ବେଳେସ୍ପ୍ାହରେ ଦୁଇ ଥର ଡାଇଲେସସ୍ କରିବାକୁ ଡାକ୍ତର କହିଛି । ହେଲେ ପରିବାର ଆର୍ôଥକ ଅବସ୍ଥା ସ୍ୱଚ୍ଛଳ ନ ଥିବାରୁ ପୁଅର ଭଲ ଚିକିତ୍ସା କରିପାରୁନାହାନ୍ତି ପରିବାର ଲୋକେ । ଅନ୍ୟପକ୍ଷରେ ତାଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ […]
କେନ୍ଦ୍ରାପଡ଼ା ସଦର, ୩୦ା୭: କେନ୍ଦ୍ରାପଡା ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ସୁଜାନଗର ଗ୍ରାମର ବାବାଜୀ ବାରିକଙ୍କ ପୁଅ ଦୟାନିଧି ବାରିକ(୩୫)ଙ୍କର ଦିଲ୍ଲୀସ୍ଥିତ ବାସ ଭବନରେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଯାଇଛି । ଶ୍ରୀ ବାରିକ ୧୨ବର୍ଷ ତଳେ ଦିଲ୍ଲୀ ଆଇଟିଆଇ ପଢିବାକୁ ଯାଇଥିଲେ । ଏହାପରେ ହରିୟାନା ଗୁଡ୍ଗାଓଁ ଠାରେ ଏକ ଘରୋଇ କମ୍ପାନିରେ କାର୍ଯ୍ୟରତ ଥିଲେ । ଆଜି ସକାଳେ ତାଙ୍କ ବାସ ଭବନରେ ଇନଭର୍ଟର ମରାମତି କରୁଥିବା ବେଳେ […]
କେନ୍ଦ୍ରାପଡ଼ା, ୩୦ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦ୍ୱିତୀୟ ଦିନରେ ପହଞ୍ଚିଛିି । ସରକାରୀ ଯୋଜନାରେ ଆସୁଥିବା ଅନୁଦାନକୁ ଲୁଟ୍ କରିବାରେ ସାମିଲ ଥିବା ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ପ୍ରକଳ୍ପ ପରିଚାଳକ କୈଳାସ ଚନ୍ଦ୍ର ସେନାପତିଙ୍କୁ ବହିଷ୍କାର କରାଯିବା ଓ ମିଥ୍ୟା […]
ଡେରାବିଶ ୩୦/୭ ବେବର୍ତ୍ତା ଅଜୟ ଦାଶ-କେନ୍ଦ୍ରାପଡା ସଦର ଥାନା ଅଂଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ରାତି ୯ରେ ପିଡୀତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ ଜଣେ ଯୁବକ ପ୍ରଲୋଭନ ଦେଖେଇ ବାରମ୍ବାର ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶା ଯାଇଛି। ଏହା ପରେ ଯୁବକ ତାଙ୍କୁ ଧରାଛୁଆଁଦେଇନଥିବା ବେଳେ ଯୁବତୀ ତାଙ୍କ ପରିବାରଙ୍କୁ ନେଇ ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ […]
କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡା ବ୍ଲକର ଭାଗବତପୁର ପଞ୍ଚାୟତ ଅନ୍ତର୍ଗତ ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ ବରିଷ୍ଠ ନାଗରିକ ମଞ୍ଚ, ବାଲିଆ ପକ୍ଷରୁ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ୬ଟି ଉଚ୍ଚ ବିଦ୍ୟାଳୟର ୮ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସଭାପତି ପୁରୁଷୋତ୍ତମ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଡ. […]
କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ର ଚତୁର୍ଥ ବାର୍ଷିକ ପୂର୍ତ୍ତୀ ଉପଲକ୍ଷେ ବିଦ୍ୟାଳୟରେ ଜୁଲାଇ ମାସ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ସାତଦିନ ବ୍ୟାପୀ ଏହି ଉତ୍ସବ ପାଳିତ ହୋଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାସଙ୍କ ତତ୍ତ୍ୱାବଧାନରେ ପ୍ରଥମ ଦିବସରେ ଟିଏଲ୍ଏମ୍ ପ୍ରସ୍ତୁତି ଓ ପ୍ରୟୋଗ, ଦ୍ୱିତୀୟ ଦିବସରେ ଏଫ୍ଏଲ୍ଏନ୍ ଦିବସ, […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ପୌରାଂଚଳରେ ଥିବା ସର୍ବ ପୂରାତନ ବିଦ୍ୟାଳୟ ଏମଏନ ହାଇସ୍କୁଲ ଠାରେ ଶିକ୍ଷା ସପ୍ତାହ ଆରମ୍ଭ ହୋଇଥିବା ବେଳେ ସପ୍ତାହ ବ୍ୟାପି ଏହି ଶିକ୍ଷଣୀୟ କାର୍ଯ୍ୟକ୍ରମ ସୋମବାର ଦିନ ଶେଷ ହୋଇଛି ।ପ୍ରଥମ ଦିନରେ ଛାତ୍ରୀଛାତ୍ରମାନେ ବିଷୟ ଭିତିକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ପ୍ରଦର୍ଶନ କରିଥିଲେ । ଦ୍ୱିତୀୟ […]
ନୂଆଦିଲ୍ଲୀ, ୨୯ା୭- ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ସୋମବାର ଲୋକସଭାରେ ବଜେଟ୍ ବିଷୟରେ କହିଛନ୍ତି । ଏହି ସମୟରେ ସେ ଅଭିମନ୍ୟୁ, ଚକ୍ରବ୍ୟୁହ, ଶିବଙ୍କ ଶୋଭାଯାତ୍ରା, ଭୟର ବାତାବରଣ ଆଦି ସମ୍ପର୍କରେ କହିଛନ୍ତି । ସେ କହିଛନ୍ତି ଯେ ଦେଶ ଆଜି ‘ଚକ୍ରବ୍ୟୁହ’ରେ ଫଶି ଯାଇଛି । ଦେଶକୁ ଏଭଳି ସ୍ଥିତିରେ ବିଜେପି ସରକାର ପକାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛାତିରେ ପିନ୍ଧୁଥିବା ପଦ୍ମଫୁଲ (ବିଜେପି) ସରକାର ଦେଶର […]
ଭୁବନେଶ୍ୱର, ୨୯ା୭ ବିଧାନସଭାରେ ବଜେଟ ଆଲୋଚନାବେଳେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଏଥର ବଜେଟ ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର । ବିଜେଡି ସରକାରର ୮୦%ରୁ ଅଧିକ ଯୋଜନା ଆପଣେଇଛନ୍ତି ନୂଆ ସରକାର । ବାକି ୨୦ ପ୍ରତିଶତ ସରକାର ପ୍ରତିଶ୍ରୁତି ଉପରେ କହୁଛନ୍ତି । ସୁଭଦ୍ରା ପାଇଁ ୧ ଲକ୍ଷ କୋଟି ଦରକାର, କିନ୍ତୁ ବଜେଟରେ […]
କେନ୍ଦ୍ରାପଡ଼ା, ୨୯ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ସେହି ଦୁର୍ନୀତିର ତଦନ୍ତ କରାଯିବା ଦାବିରେ ସୋମବାର ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ବିଭିନ୍ନ ଯୋଜନାରେ ଆଖିବୁଝା ଲୁଟ୍ରେ ସାମିଲ ଥିବା ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ପ୍ରକଳ୍ପ ପରିଚାଳକ କୈଳାସ ଚନ୍ଦ୍ର ସେନାପତିଙ୍କୁ ବହିଷ୍କାର କରିବା ଓ ମିଥ୍ୟା […]
କେନ୍ଦ୍ରାପଡ଼ା,୨୯ା୭: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କିଡନୀ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଆର୍ôଥକ ସହାୟତା ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ଆମେରିକାର ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି କେନ୍ଦ୍ରାପଡା ବ୍ଲକର କପାଳେଶ୍ୱର ପଞ୍ଚାୟତର ଆଳିଜଙ୍ଗା ଗ୍ରାମର କିଡନୀ ରୋଗରେ ପିଡିତ […]
କେନ୍ଦ୍ରାପଡ଼ା,୨୯ା୭: ଆଜି ମିଶନ ଶକ୍ତି ଜୟ ଜଗନ୍ନାଥ ଗ୍ରାମ ପଞ୍ଚାୟତସ୍ତରୀୟ ମହାସଂଘ କେନ୍ଦ୍ରାପଡା ବ୍ଲକ ଶାଖା ପକ୍ଷରୁ ସଂଘର ସଭାନେତ୍ରୀ ରାଜଲକ୍ଷ୍ମୀ ପଣ୍ଡାଙ୍କ ନେତୃତ୍ୱରେ ପ୍ରାୟ ୨୭ଗୋଟି ଗ୍ରାମ ପଞ୍ଚାୟତର ସଭାପତି ଓ ସମ୍ପାଦିକାମାନଙ୍କ ସହିତ ସମସ୍ତ ଇ.ସି ସଦସ୍ୟା ମାଆମାନଙ୍କୁ ନେଇ ଏକ ପ୍ରତିବାଦ ଓ ବିକ୍ଷୋଭ ଶୋଭାଯାତ୍ରା ସାନ୍ତସାହି ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରୁ ବାହାରି ବ୍ଲକ ଛକ ନିକଟରେ ପହଞ୍ôଚଛି । ସଂଘ ସମ୍ପାଦିକା ସସ୍ମିତା […]
ବେଟେରୀ ଚାଳିତ ପ୍ୟାସେଞ୍ଜର ଅଟୋକୁ ଧକ୍କା ଦେଲା କ୍ଷୀର ପରିବାହୀ ଟ୍ୟାଙ୍କର । ୬ଜଣ ଯାତ୍ରୀ ଗୁରୁତର । ମହାକାଳପଡା ଥାନା ଓଳିହା ଠାରେ ଏହି ଦୂର୍ଘଟଣା ଘଟିଥିବା ସୂଚନା । ଟ୍ରେନିଂ ପାଇଁ ବ୍ଲକ ଯାଉଥିବା ୬ ଜଣ ଅଙ୍ଗନବାଡି କର୍ମୀଙ୍କ ଆହତ ହୋଜ୍ଟ୍ଡ଼୍ବା ବେଳେ ଦୁଇଜଣ କଟକ ବଡମେଡିକାଲ ସ୍ଥାନାନ୍ତର। କରାଯାଇଛି । ୪ଜଣ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କିକିତ୍ସାଧୀନ ଅଛନ୍ତି ।
ଶିକ୍ଷା ଏକ ଯୁଗ୍ମ ତାଲିକା ଅନ୍ତର୍ଭୁକ୍ତ ବିଷୟ । ମାତ୍ର ନୂତନ ଶିକ୍ଷା ନୀତି-୨୦୨୦ ରେ ରାଜ୍ୟର ଭୂମିକାକୁ ନ୍ୟୁନ କରି କେନ୍ଦ୍ର ହାତରେ ଅଧିକ କ୍ଷମତା ଠୁଳ କରିବାକୁ ନରେନ୍ଦ୍ର ମୋଦିଙ୍କ ସରକାର ଚେଷ୍ଟା କରିଛନ୍ତି । ଏହାର ଅପ୍ରୀତିକର ଫଳ ଦେଖିବାକୁ ମିଳିଛି ତାମିଲନାଡ଼ୁରେ । ମେଡିକାଲ କଲେଜରେ ନାମଲେଖା ପାଇଁ କେନ୍ଦ୍ର ସରକାର ପ୍ରବର୍ତିତ କରିଥିବା ସର୍ବଭାରତୀୟ ନିଟ୍ ପରୀକ୍ଷାକୁ ପ୍ରତ୍ୟାଖ୍ୟାନ କରି ତାମିଲନାଡ଼ୁ ବଧାନସଭାରେ […]