Year: 2024

ରାଜଧାନୀରେ ଅଧା ବର୍ଷରେ ଆତ୍ମହତ୍ୟା କଲେଣି ୨୫୩ ଜଣ , ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଆତ୍ମହତ୍ୟା ହାର ଅଧିକ

ଭୁବନେଶ୍ୱର,୨୮/୦୭: ରାଜଧାନୀରେ ଗତ କିଛିଦିନ ହେଲା ପ୍ରେମ ପତାରଣା, ହେଉ ବା ପାରିବାରିକ କଳହ ହେଉ ଆତ୍ମହତ୍ୟା କ୍ରମଶଃ ବଢ଼ିବାରେ ଲାଗିଛି । ବିଶେଷକରି ମହିଳାଙ୍କ ଅପେକ୍ଷା...

ଶିକ୍ଷା ବିକାଶ ସଂସ୍ଥାନର ଜିଲ୍ଲା ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ କର୍ମଶାଳା

କେନ୍ଦ୍ରାପଡ଼ା, ୨୮ା୭: ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଓଡିଶା ଶାଖା ଆନୁକୂଲ୍ୟରେ କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ଓ ସମ୍ପାଦକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ଭାଗନତପୁର...

କେନ୍ଦ୍ରାପଡା ବ୍ଲକରେ ବ୍ୟାପକ ଦୁର୍ନୀତି ନେଇ ଦୁର୍ନୀତି ନିବାରଣ ମହାନିର୍ଦ୍ଦେଶକଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡ଼ା ବ୍ଲକରେ ବ୍ୟାପକ ଦୁର୍ନୀତି ଓ ଜାଲିଆତି ହୋଇଥିବା ନେଇ ରାଜ୍ୟ ଦୁର୍ନୀତି ନିବାରଣ ମହାନିର୍ଦ୍ଦେଶକଙ୍କୁ ଅଭିଯୋଗ କରାଯାଇଛି । ଏହି ଅଭିଯୋଗରେ ଦର୍ଶାଯାଇଛି...

ଭିଜିଲାନ୍ସ ମାମଲା ଥାଇ ଶିକ୍ଷକ ପାଇଛନ୍ତି ପଦୋନ୍ନତି, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଶିକ୍ଷାବିତ୍

କେନ୍ଦ୍ରାପଡ଼ା,୨୮ା୭: ଭିଜିଲାନ୍ସ ମାମଲାକୁ ଚପାଇ ଦେଇ କେନ୍ଦ୍ରାପଡ଼ା ଜିଲ୍ଲାରେ ପୂର୍ବରୁ କାର୍ଯ୍ୟ କରୁଥିବା ଜନୈକ ଶିକ୍ଷକ ଗୋଟିଏ ପରେ ଗୋଟିଏ ପଦୋନ୍ନତି ନେଇ ଏବେ ବ୍ଲକ ଶିକ୍ଷାଧିକାରୀ...

କ୍ୟାନ୍ସର ପିଡୀତା ମହିଳାଙ୍କୁ ସହାୟତା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଭାଜପା ସଭାପତି ସ୍ୱାଗତ କୁମାର ଦାଶଙ୍କ ତତ୍ୱାବଧାନରେ କର୍ମକର୍ତାମାନେ ସ୍ଥାନୀୟ ଗୋପ୍ତିରା ଗ୍ରାମର ଦିନ ଦରିଦ୍ର କ୍ୟାନ୍ସର ପିଡୀତା...

ମଦନପୁର ମହାବୀର ହାଇସ୍କୁଲରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

  କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଂଚାୟତ ମଦନପୁର ମହାବୀର ହାଇସ୍କୁଲ ଠାରେ ୧୯୭୯ ବ୍ୟାଚ ପୂରାତନ ଛାତ୍ର ଓ ଭୁବନେଶ୍ୱର ନାରାୟଣୀ ଆଇ ହସ୍ପିଟାଲର...

ଓଡିଶା ଜୀବିକା ମିଶନରେ ଦୁର୍ନୀତ , ସୋମବାର ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଓସାର ଧାରଣା

କେନ୍ଦ୍ରାପଡ଼ା, ୨୭ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିସନ ଓ ମିଶନଶକ୍ତିରେ ବ୍ୟାପକ ଦୁର୍ନୀତି ହୋଇଛି । ଏହି ଦୁର୍ନୀତିର ତଦନ୍ତ କରିବା ଦାବିରେ ଆସନ୍ତା ସୋମବାର ଠାରୁ...

ମାର୍ଶାଘାଇ ବିଡିଓଙ୍କ କାର୍ଯ୍ୟାଳୟ କାନ୍ଥରେ ଓସ୍ତଗଛ : ଭବିଷ୍ୟତରେ କାର୍ଯ୍ୟାଳୟ ପ୍ରତି ବିପଦର ସମ୍ଭାବନା

କେନ୍ଦ୍ରାପଡ଼ା, ୨୭ା୭:କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ କାନ୍ଥରେ ଏକ ଓସ୍ତଗଛ ଉଠିଛି । ସେହି ଗଛଟି ଧିରେ ଧିରେ ବଢିବାରେ ଲାଗିଥିବା ଦେଖିବାକୁ...

ଅବଦୁଲ କଲାମଙ୍କ ତିରୋଧାନ ଦିବସ ପାଳିତ

କେନ୍ଦ୍ରାପଡ଼ା,୨୭ା୭: ଭାରତରତ୍ନ ପ୍ରାପ୍ତ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଅଷ୍ଟମ ତିରୋଧାନ...

ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀକ୍ଷେତ୍ର ଶାଖା ଗଠନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୭ା୭: ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ଶାଖା ସ୍ଥାପନର ଏକ ପ୍ରସ୍ତୁତି ବୈଠକ ସଂଯୋଜକ ପ୍ରମୋଦ କୁମାର ଧଳଙ୍କ ସଂଯୋଜନା...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନମେଳା

କେନ୍ଦ୍ରାପଡ଼ା,୨୭ା୭: କେନ୍ଦ୍ରାପଡା ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକାର ବିଭାଗର ‘ବିଜ୍ଞାନମେଳା’ ଗତ ଜୁଲାଇ ମାସ ୨୭ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

NITI Aayag କ’ଣ-ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ ।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି ।...

ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡ଼ାର ୨୫ ତମ କାର୍ଗିଲ ବିଜୟ ଦିବସ ପାଳନ

କେନ୍ଦ୍ରାପଡା ୨୬/୭- ପୂର୍ବତନ ସୈନିକ ସଂଘ ଆନୁକୂଲ୍ୟରେ ସଙ୍ଘର ସଭାପତି ଅନରାରୀ କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ଅଧକ୍ଷତାରେ ତିନିମୁହାଣୀ ଛକ ସ୍ଥିତ ସହୀଦସ୍ତମ୍ଭ ପରିସରରେ ୨୫...

ନକଲି ଡାକ୍ତର ଗିରଫ

କେନ୍ଦ୍ରାପଡ଼ା, ୨୬ା୭- କେନ୍ଦ୍ରାପଡ଼ା ସହରରୁ ଜଣେ ନକଲି ଡାକ୍ତରଙ୍କୁ ଟାଉନ୍ ଥାନା ପୋଲିସ ଗିରଫ୍ କରିଛି । ଖବର ନେବାରୁ ଜଣାପଡିଛି ଯେ - ପୌରପରିଷଦର ୮...

ଅଗ୍ନିବୀର(ବାୟୁସେନା)ଚୟନ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, ୨୬ା୭: ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ କାରଗିଲ ବିଜୟ ଦିବସ ଅବସରରେ ଅଗ୍ନିବୀର (ବାୟୁସେନା) ଚୟନ ନିମନ୍ତେ ଏକ ପରାମର୍ଶ ଶିବିର...

ପୂର୍ବତନ ଓଏଲଏମ ଡିପିଏମଙ୍କକ ପ୍ରରୋଚନାରେ ଇସିମେମ୍ବରଙ୍କ ଦ୍ୱାରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦ୍ରାପଡ଼ା, ୨୬ା୭: ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଓଡିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ଭାବେ ଅତିରିକ୍ତ ଦାୟୀତ୍ୱରେ ଥିବା ମିଶନଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ କୈଳାସ ଚନ୍ଦ୍ର...

ପଟ୍ଟାମୁଣ୍ଡାଇ ସବଡିଭିଜନ ଦାବି ପ୍ରତି ବିପୁଳ ସମର୍ଥନ ; ବିଭିନ୍ନ ମହଲରୁ ପ୍ରତିକ୍ରିୟା

କେନ୍ଦ୍ରାପଡା - ପଟ୍ଟାମୁଣ୍ଡାଇ ରାଜସ୍ୱ ସବଡିଭିଜନ ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇବାସୀଙ୍କ ପକ୍ଷରୁ ଦୀର୍ଘ ୧୮ ବର୍ଷ ହେଲା ଆନ୍ଦୋଳନ, ଧାରଣା, ଅନଶନ ଜାରି ରହି ଆସିଥିବା ବେଳେ ଏବେ...

କ୍ରୀଡା ଶିକ୍ଷୟିତ୍ରୀଙ୍କ ବିରୋଧରେ ପରିଚାଳନା କମିଟିର ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ

କେନ୍ଦ୍ରାପଡ଼ା,୨୫ା୭: କେନ୍ଦ୍ରାପଡ଼ା ବ୍ଲକ ଜମଧର ପଞ୍ଚାୟତରେ ଥିବା ବଡ଼ଗାଁ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରୁଥିବା କ୍ରୀଡ଼ା ଶିକ୍ଷୟିତ୍ରୀଙ୍କ ମନମାନିି କାର୍ଯ୍ୟକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ମଣ୍ଡଳ...

ବିଧାନସଭାରେ ଅସତ୍ୟ ତଥ୍ୟ ଦେଇ ସରକାର ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରନ୍ତୁ ନାହିଁ: ବିଜେଡି

ଭୁବନେଶ୍ୱର : ବିଧାନସଭାରେ ରାଜ୍ୟର ଜଳସେଚନ ସ୍ଥିତିକୁ ନେଇ ଆଜି ଦିଆଯାଇଥିବା ତଥ୍ୟ ଆଧାରରେ, ମାନ୍ୟବର ଜଳସେଚନ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ...

୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭ : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବାର୍ଷିକ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୋଟ ୨ ଲକ୍ଷ ୬୫...

ଅନାବାଦୀ ଜମିକୁ ବିଲଡ଼ରକୁ ଦେବାକୁ ମସୁଧା: ପୋଲିସର ଦମନଲିଳା ପ୍ରତିବାଦରେ ଜିଲ୍ଲାସ୍ତରୀୟ ପ୍ରତିବାଦ ସଭା ୨୯ରେ , ବିଦ୍ୟାଧର ଦେହୁରୀଙ୍କ ସମେତ ୨୭ ଆଦିବାସୀଙ୍କ ଗିରଫକୁ ନିନ୍ଦା

କେନ୍ଦ୍ରପଡ଼ା- ତା ୨୫/୦୭- ଆଦିବାସୀ ଦଳିତଙ୍କ ଉପରେ ନିର୍ଯ୍ୟାତନା ପ୍ରତିବାଦରେ ସାବିତ୍ରୀ ବାଈଫୁଲେ ସେବା ସଂଘ ତରଫରୁ କେନ୍ଦ୍ରାପଡା ସହରର ତିନିମୂହାଣୀ ଠାରେ ଜିଲ୍ଲାସ୍ତରୀୟ ସମାମ୍ବାଦିକ ସମ୍ମିଳନୀ...

ଡବଲ ଇଂଜିନ ସରକାର ଡବଲ ନିରାଶ କରିଛି; ମୋହନଙ୍କ ବଜେଟ୍‌‌ ନେଇ ଖୁସି ଖବର ନାହିଁ: ନବୀନ

  ଭୁବନେଶ୍ୱର,୨୫/୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି । । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା...

ଅଟୋ-ବାଇକ୍ ଧକ୍କା: ଜଣେ ମୃତ ଓ ଜଣେ ଗୁରୁତର

କେନ୍ଦ୍ରାପଡା ୨୪/୭- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଚାଂୟତ ଜରିମୂଳ ବଜାରରୁ ପଶ୍ଚିମଭେଡା ଗ୍ରାମର ସୁନାକର ମଳିକଙ୍କ ପୁଅ ସାଗର ମଳିକ(୨୨) ସେହି ଗ୍ରାମର ରଂଜନ...

ସରକାରୀ ଜାଗା ସହ ଡ୍ରେନ୍ ଜବରଦଖଲ

ପଟ୍ଟାମୁଣ୍ଡାଇ ୨୩/୭ – କେନ୍ଦ୍ରାପଡା ଜିଲ୍ଲା ପ୍ରମୁଖ ବ୍ୟବସାୟିକ କେନ୍ଦ୍ରସ୍ଥଳ ଭାବେ ପଟ୍ଟାମୁଣ୍ଡାଇ ସହର ପରିଚିତ ହୋଇଥିବା ବେଳେ ଦିର୍ଘ ୩୬ ବର୍ଷହେବ ବିଜ୍ଞାପିତ ଓ ପୌରପରିଷଦ...