Year: 2024

ନବୀନଙ୍କ ସ୍ୱତନ୍ତ୍ର ରଣନୀତି, ରାଜ୍ୟ ସଭାରେ ଘେରିବ ବିଜେଡି

ଭୁବନେଶ୍ୱର,୧୯/୭: ନବୀନ ନିବାସରେ ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଂଧ୍ୟାରେ ସଂସଦୀୟ ଦଳ ବୈଠକ ବସିଛି । ବୈଠକରେ ୯ ରାଜ୍ୟସଭା ଏମପିମାନେ ଉପସ୍ଥିତ ଥିଲେ ।...

ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କ ୪୧ତମ ପୂଣ୍ୟତିଥି ପାଳିତ / ଗୋକୁଳ ଚନ୍ଦ୍ର ସଂଗୀତ ପକ୍ଷରୁ ଚଳିତ ବର୍ଷ ଠାରୁ ରାଜ୍ୟସ୍ତରୀୟ ,  ବାଣୀକଣ୍ଠ ପ୍ରତିଭା ସମ୍ମାନ ପ୍ରଦାନ ପାଇଁ ପ୍ରସ୍ତାବ ଗୃହୀତ

କେନ୍ଦ୍ରାପଡ଼ା,୧୯/୭: ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନ ଥିଲେ ଭକ୍ତ କଣ୍ଠଶିଳ୍ପୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନିକଟରେ ନିଜକୁ ସମର୍ପିତ କରିଦେଇଥିଲେ । ସେଥିପାଇଁ ତାଙ୍କୁ ଚାମର...

ଜାତୀୟ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲାସ୍ତରୀୟ ବୈଷୟିକ ଟାକ୍ସଫୋର୍ସ ବୈଠକ

କେନ୍ଦ୍ରାପଡା, ୧୯/୭: କେନ୍ଦ୍ରାପଡା ଜିଲ୍ଲାକୁ ଡେଙ୍ଗୁ ଓ ମ୍ୟାଲେରିଆ ରୋଗମୁକ୍ତ କରିବା ଆମର ଲକ୍ଷ୍ୟ ବୋଲି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ମତବ୍ୟକ୍ତ କରିଛନ୍ତି । ଆଜି...

ସ୍ୱଚ୍ଛ ଭାରତ ଅଭିଯାନରେ ସାମିଲ ସ୍ୱଚ୍ଛ ସାଥୀଙ୍କ ଦରମା ବୃଦ୍ଧି ପାଇଁ ଦାବୀପତ୍ର

ପଟ୍ଟାମୁଣ୍ଡାଇ ତା ୧୯/୯-ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଂଚଳରେ ସ୍ୱଚ୍ଛଭାରତ ଅଭିଯାନକୁ ସଫଳ କରିବା ସହିତ ପୌର ପରିଷଦକୁ ସ୍ଵଛ ନିର୍ମଳ ଓ ସରସ ସୁନ୍ଦର କରି ଗଢି...

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୦ତମ ଜୟନ୍ତୀରେ ବିଶିଷ୍ଠ ବ୍ୟକ୍ତିଙ୍କ ମନ୍ତବ୍ୟ

ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଗଲେ ଆନନ୍ଦ ଜେନାଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ କେନ୍ଦ୍ରାପଡ଼ା,୧୮ା୭: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୦ତମ ଜୟନ୍ତୀ ପାଳନ ଅବସରରେ କେନ୍ଦ୍ରାପଡା ବିଧାୟକ...

ବାହୁଡା ଯାତ୍ରାରେ ଭଜନ ଓ ନୃତ୍ୟ ସମାରୋହ

କେନ୍ଦ୍ରାପଡା, ୧୮/୭: ତୁଳସୀ କ୍ଷେତ୍ରାଧିଶ ଶ୍ରୀ ସିଦ୍ଧବଳବେଜୀଉଙ୍କ ପବିତ୍ର ବାହୁଡା ଯାତ୍ରା ସନ୍ଧ୍ୟାରେ ମନ୍ଦିର ସନ୍ନିକଟ ଦୋଳ ମଣ୍ଡପରେ ବାରୋସ୍ଥିତ ଜିଲ୍ଲାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ...

ବାହୁଡା ଯାତ୍ରାରେ ଜଳଛତ୍ର ଓ ଅନ୍ନପ୍ରସାଦ ବିତରଣ ଉତ୍ସବ

କେନ୍ଦ୍ରାପଡ଼ା, ୧୮ା୭: କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଂଘ ତରଫରୁ କେନ୍ଦ୍ରାପଡା ଜିଲ୍ଲାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କର ପବିତ୍ର ବାହୁଡା ଯାତ୍ରା ଉପଲକ୍ଷେ...

ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ , ସମସ୍ତ ସରକାରୀ ଯୋଜନା ସଫଳ ରୂପାୟନ ଓ ମୌଳିକ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ପଟ୍ଟାମୁଣ୍ଡାଇ ୧୮/୭ - ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ ପୌରାଧକ୍ଷ ହେମନ୍ତ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ...

ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ

ପଟ୍ଟାମୁଣ୍ଡାଇ୧୮/୭ - ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର...

ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ

ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର...

ବେଆଇନ ପାଥୋଲାବକୁ ସିଲ୍ କଲା ପ୍ରଶାସନ

ପଟ୍ଟାମୁଣ୍ଡାଇ ୧୮/୭ - ପଟ୍ଟାମୁଣ୍ଡାଇରେ ଚାଲିଥିବା ଏକ ବେଆଇନ ପାଥୋଲାବକୁ ଆଜି ସିଲ୍ କରିଛି ପ୍ରଶାସନ । ପଟ୍ଟାମୁଣ୍ଡାଇ କେନାଲ ମୁଖ୍ୟ ରାସ୍ତା ଖୋଲିଥିବା ପାଥୋ ଲ୍ୟାବ...

ଜବରଦଖଲରେ ଗାଁ ରାସ୍ତା, ପ୍ରତିକାର ପାଇଁ ତହସିଲଦାରଙ୍କୁ ନିବେଦନ

ପଟ୍ଟାମୁଣ୍ଡାଇ ୧୮/୭ -ଜବରଦଖଲ ଯୋଗୁଁ ଗାଁ ଗଳି ରାସ୍ତା ଏବେ ସଂକିର୍ଣ୍ଣ ହୋଇଯାଇଛି । ଫଳର ଲୋକେ ରାସ୍ତା ଦେଇ ଯାତାୟତ କରିବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି...

ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି

ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ...

ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ………

ଭୁବନେଶ୍ୱର,: ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ...

ରଥ ଉପରେ ଶ୍ରୀଜିଉଙ୍କ ଅପରୂପ , ସୁନାବେଶରେ ବିଶ୍ୱନିୟନ୍ତା, ବଡ଼ଦାଣ୍ଡ ଜନସମୁଦ୍ର , ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ,୧୭ା୭: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ସୋମବାର ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି...

ଶ୍ରୀ ବଳଦେବଜୀଉଙ୍କୁ ଚୂଡାଘଷା ଭୋଗ ଅର୍ପଣ

କେନ୍ଦ୍ରାପଡା, ୧୭/୭: ପବିତ୍ର ବାହୁଡା ଯାତ୍ରାରେ ବ୍ରହ୍ମତାଳଧ୍ୱଜ ରଥାରୂଢ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ଜିଲ୍ଲା କୌବର୍ତ୍ତ ସମାଜ ପକ୍ଷରୁ ପାରମ୍ପରିକ ଚୂଡାଘଷା ଭୋଗ ଅର୍ପଣ କରାଯାଇଛି ।...

ପତିତପାବନଜୀଉଙ୍କ ସୁନାବେଶ ଦେଖିବାକୁ ଭକ୍ତଙ୍କ ସମାବେଶ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୋଖରୀଆପଡା ସ୍ଥିତ ପତିତପାବନଜୀଉଙ୍କ ରଥଯାତ୍ରାର ବାହୁଡ଼ା ପର୍ବ ସୋମବାର ଶେଷ ହୋଇଥିବା ବେଳେ ବୁଧବାର ବଡ଼ ଏକାଦଶୀ ତିଥିରେ ଚତୁର୍ଦ୍ଧାମୂର୍ତି ଭକ୍ତଙ୍କୁ ସୁନାବେଶରେ...

ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୭- ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରଭାହିତ ପାଟଶାଳ ନଦୀରୁ କୁମ୍ଭୀର ଛୁଆ ଉଠିଆସି ବିଦ୍ୟୁତ ଖୁଣ୍ଟ ଉପରେ ଚଢିବା...

ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା

ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି । ପଟ୍ଟାମୁଣ୍ଡାଇ ଅଂଚଳ୍‌ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି...

ରେସ୍ୱା ସ୍ୱେଛାସେବୀ ସଂଗଠନ ପକ୍ଷରୁ ମୃଦୁ ପାନୀୟ ବଣ୍ଟନ

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ଏକ ଭାଇଚାରାର ସହର । ଏଠି ସମସ୍ତ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମସ୍ତ ପର୍ବପର୍ବାଣୀ ପାଳନ କରିଥାନ୍ତି । ଏହାର ଏକ...

ପୁରାତନ ଛାତ୍ରମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ , କଲେଜ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ତଦନ୍ତ ଦାବି

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ମହାବିଦ୍ୟାଳୟ ପାଣ୍ଠିରୁ ହଡପ ହୋଇଥିବା...

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି...

ଓଡିଶା ଆଦର୍ଶ ଯୁବ ସଂଗଠନ ପକ୍ଷରୁ ବୃକ୍ଷରୋପଣ

କେନ୍ଦ୍ରାପଡା, ୧୫/୭: ଓଡିଶା ଆଦର୍ଶ ଯୁବ ସଂଗଠନ ତରଫରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଞ୍ଚାୟତର ଗୁଣ୍ଡୁଚି ମଠ ନିକଟରେ ଆଜି ୨୦୦ରୁ ଅଧିକ ବୃକ୍ଷରୋପଣ କରାଯାଇଥିଲା...

କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

କେନ୍ଦ୍ରାପଡା ୧୫/୭ - କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମବାୟ, ହସ୍ତତନ୍ତ, ବୟନ ଓ...