ପଟ୍ଟାମୁଣ୍ଡାଇ ୧୦/୭ -ଓଡିଆ ଶାସ୍ତ୍ରୀୟ ସଂଗୀତର ମହାନ ଗାୟକ ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କର ୧୨୪ତମ ଜନ୍ମଜୟନ୍ତୀ ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଓ ପାୟଲ ମ୍ୟୁଜିକ୍ ସ୍କୁଲର ମିଳିତ ସହେଯାଗରେ ପଟ୍ଟାମୁଣ୍ଡାଇ ପୌରପରିଷଦ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ ନୀଳମାଧବ ପତିଙ୍କ ପୌରହିତରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀର କାର୍ଯ୍ୟନିର୍ବାହୀ ସଭ୍ୟ ପବିତ୍ର ପଟ୍ଟନାୟକ ,ଓଡ଼ିଆ […]
Year: 2024
ଭୁବନେଶ୍ୱର,୧୦୭- ପୁରୀରେ ମହାପ୍ରଭୁ ବଡଠାକୁରଙ୍କ ଆଡପ ପହଣ୍ଡିବେଳେ ଚାରମାଳ ଉପରେ ଝୁମି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର । ଯାହାକୁ ନେଇ ଭକ୍ତମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଏହାକୁ ନେଇ ଭିନ୍ନ ଭିନ୍ନ ଆଡୁ ମତ ପ୍ରକାଶ ପାଉଥିବାବେଳେ ଏହାକୁ ନେଇ ସାଂଘାତିକ କଥା କହିଛନ୍ତି ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ।ଜଗନ୍ନାଥ ମହାପାତ୍ର କହିଛନ୍ତି, ରଥ ଉପରକୁ ଯଦି ମୋବାଇଲ ବନ୍ଦ ହୋଇ ଆଇକାର୍ଡ ଲାଗୁ […]
ପଟ୍ଟାମୁଣ୍ଡାଇ ୯/୭ -ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ‘ଶ୍ରୀଜଗନ୍ନାଥ’ ଶୀର୍ଷକ ଚିତ୍ରଶିଳ୍ପୀ ଶିବିରରେ ପଟ୍ଟାମୁଣ୍ଡାଇ ଅଂଚଳର ଚିତ୍ରଶିଳ୍ପି ରମେଶ ଚନ୍ଦ୍ର ଦେ ଯୋଗ ଦେଇ ନିଜର କଳା ନୈପୂର୍ଣ୍ଣ ତାକୁ ପ୍ରଦର୍ଶନ କରି ପଟ୍ଟାମୁଣ୍ଡାଇ ପାଇଁ ଗର୍ବ ଗୌରବ ଆଣିଛନ୍ତି । […]
କେନ୍ଦ୍ରାପଡା (ajay bebaratta )କେନ୍ଦ୍ରାପଡା ଜିଲା ଡେରାବିସ ଥାନା ଅଂଚଳରେ ଜଣେ ପଂଚମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦଆଚରଣ ହୋଇଥିବା ଅଭିଯୋଗ ହୋଇଛି । ଜଣେ ଟୁଉସନ ଶିକ୍ଷକ ଛାତ୍ରୀଙ୍କୁ ଅସାଦଆଚରଣ କରିଥିବା ନେଇ ନାବାଳିକା ଛାତ୍ରୀଙ୍କ ମା’ଡେରାବିସ ଥାନାରେ ଅଭିଯୋଗ କରିଛନ୍ତି ।
ପୁରୀ,୭ ।୯: ଶ୍ରୀକ୍ଷେତ୍ରର ଶରଧାବାଲିରେ ମଙ୍ଗଳବାର ଆଡପ ପହଣ୍ଡି ବେଳେ ବଡ଼ଠାକୁର ମହାପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ନୀତି ବେଳେ ତଳକୁ ପଡିଥିଲେ । ଫଳରେ ୫ ଜଣ ସେବାୟତ ଆହତ ଥିବା ଜଣାପଡ଼ିଛି । ଆହତମାନଙ୍କୁ ଆମ୍ବୁଲାନ୍ସରେ ନେଇ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶ୍ରୀଜିଉମାନଙ୍କର ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଚକ୍ରରାଜ […]
ପଟ୍ଟାମୁଣ୍ଡାଇ ୯/୭- ଇସ୍ପାତ ନଗରୀ ରାଉରକେଲାରେ ୩୦ ତମ ରାଜ୍ୟସ୍ତରୀୟ ଉଷୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଗଠନ ସହ ଆତ୍ମରକ୍ଷାର ବିଭିନ୍ନ କୌଶଳ ଓ ମାର୍ଶାଲ ଆର୍ଟ ଭଳି ବିଭିନ୍ନ କୌଶଳ ରେ ପରିପୂର୍ଣ “ଉଷୁ ” ଖେଳ ର ଚାହିଦା ସମ୍ପ୍ରତି ସମଗ୍ର ବିଶ୍ୱ ରେ ଆଦୃତ ଲାଭ କରିଛି । ପଟ୍ଟାମୁଣ୍ଡାଇ ବ୍ଲକ ବାଛରା ପଂଚାୟତ ମଣ୍ଡପଡା ଗାଁ ସ୍କୁଲର […]
ପଟ୍ଟାମୁଣ୍ଡାଇ ୯/୭ -ପଟ୍ଟାମୁଣ୍ଡାଇ ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ, ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ବିଡ଼ିଓ ଶୁଭ୍ରାଂଶୁ ସାହୁ, ସହକାରୀ ଜିଲ୍ଲାପାଳ ପ୍ରିୟଦର୍ଶନୀ ପ୍ରମୁଖ ଯୋଗ ଦେଇ ଜନସାଧାରଣଙ୍କ ଆପତି ଅଭିଯୋଗ ଶୁଣିଥିଲେ । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପଟ୍ଟାମୁଣ୍ଡାଇ ବିଜୁ ପଟନାୟକ ଛକ ଠାରେ ଗୁରୁତର ଟ୍ରାଫିକ […]
ନୂଆଦିଲ୍ଲୀ ,୮ା୭: ଲୋକସଭାରେ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ହିନ୍ଦୁ ବିରୋଧ କହି ତାଙ୍କୁ ସମାଲୋଚନା କରିଛି । ଏହାକୁ ନେଇ ବିବାଦ ଚାଲିଥିବା ବେଳେ ରାହୁଲ ଗାନ୍ଧିଙ୍କ ସମର୍ଥନରେ ବାହାରିଛନ୍ତି ଜ୍ୟୋତିଷ ପୀଠର ୪୬ତମ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ । ସେ ରାହୁଲ ଗାନ୍ଧିଙ୍କୁ ଖୋଲାଖୋଲି ଭାବେ ସମର୍ଥନ କରିଛନ୍ତି । ଲୋକସଭାରେ ରାହୁଲ ଗାନ୍ଧି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଦେବା […]
ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ । ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି । ତେଣୁ […]
କେନ୍ଦ୍ରାପଡ଼ା,୮ା୭:ଆଜି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟା ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରାର ଦ୍ୱିତୀୟ ଦିନରେ ଅପରାହ୍ନ ୩ଟାରେ ରଥ ଟଣାଯାଇ ପ୍ରାୟ ଏକଶହ ମିଟର ଯିବା ପରେ ଦେବୋତ୍ତର କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ପରେ ରଥ ବାମପଟକୁ ମାଡିଯାଇଥିଲା । ରଥକୁ ଡାହାଣ ପାଶ୍ୱର୍କୁ ମୋଡଦେବାକୁ ରେଳବାଇରୁ ଜଗ୍ ଅଣାଯାଇ ରଥକୁ ଡାହାଣ ପାଶ୍ୱର୍କୁ ମୋଡ ଦେବାପରେ ପୁନର୍ବାର ରଥ ଟଣା ଯାଇ ମାତ୍ର ୨୫ମିଟର ଯିବା ପରେ […]
କେନ୍ଦ୍ରାପଡ଼ା, ୮ା୭: କେନ୍ଦ୍ରାପଡା କଲେଜରେ ୧୪ଟି ଏସି, ଲାପଟପ୍ ଓ ଅଗ୍ନି ନିର୍ବାପକ ଯନ୍ତ୍ର ଚୋରି ଘଟଣାରେ ସମ୍ପୂକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ କଲେଜର ପୁରାତନ ଛାତ୍ରମାନେ ସୋମବାର ଟାଉନ ଥାନା ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦେଇଛନ୍ତି । ଘଟଣା ଅନୁଯାୟୀ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଏକ ନୂତନ ଏସି ଚୋରି ହୋଇଥିବା ସମ୍ପର୍କରେ କଲେଜ ପକ୍ଷରୁ କେନ୍ଦ୍ରାପଡା ଟାଉନ […]
କେନ୍ଦ୍ରାପଡା, ୮ା୭: ତୁଳସୀ କ୍ଷେତ୍ରର ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଏକ ସଚେତନତା ଷ୍ଟଲ ଖୋଲାଯାଇଛି । ବିଶେଷ କରି ନୂତନ ଭିନ୍ନକ୍ଷମ ଅଧିକାର ଆଇନ,୨୦୧୬ରେ ଅନ୍ତର୍ଭୁକ୍ତ ଥିବା ନାନାଦି ସୁବିଧା, ସଂରକ୍ଷଣ, ପ୍ରାବଧାନ ଓ ସ୍ୱତନ୍ତ୍ର ଅଧିକାର ସମ୍ପର୍କିତ ସଂକ୍ଷିପ୍ତ ସୂଚନା ଏବଂ ନୂତନ ୨୧ପ୍ରକାରର ଭିନ୍ନକ୍ଷମତା ଓ ଏହାର ଲକ୍ଷଣ ସମ୍ପର୍କିତ ସଂକ୍ଷିପ୍ତ ସୂଚନା ଏଠାରେ ପ୍ରଦାନ କରାଯାଉଛି । […]
ପଟ୍ଟାମୁଣ୍ଡାଇ୮/୭ ପ୍ରତିବର୍ଷ ଜୁଲାଇ ମାସର ୧ ତାରିଖ ରୁ ୭ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ପାଳିତ ହେଉଛି ୭୫ତମ ବନମହୋତ୍ସବ । ଏହି ଅବସରରେ ରବିବାର ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ୧୯୯୩ ମସିହା ପୂର୍ବତନ ଛାତ୍ରୀଛାତ୍ରଙ୍କ ତରଫରୁ ମିଁଜାଉଁଣୀ ପଡିଆରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା । ପୁରାତନ ଛାତ୍ର ଅନ୍ତର୍ଯ୍ୟାମୀ ବେଜ୍ଙ୍କ ସଂଯୋଜନାରେ ପୁରାତନ ଛାତ୍ରୀଛାତ୍ର ବସନ୍ତ ନାୟକ, ଶୁଭଦୀପ ଗୁପ୍ତା, ଉପେନ୍ଦ୍ର ନାୟକ, ଜ୍ୟୋତ୍ରୀମୟ ତ୍ରୀପାଠି, ମୃତ୍ୟୁଞୟ […]
ପଟ୍ଟାମୁଣ୍ଡାଇ ତା ୮/୭-ରାଜ୍ୟ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ନିର୍ଦେଶକ୍ରମେ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ କରାଯାଇଛି । ପବିତ୍ର ରଥଯାତ୍ରା ଅବସରରେ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯିବା ସହିତ ପ୍ରଚଣ୍ଡ ରୌଦ୍ରତାପରୁ ମୁକ୍ତି ପାଇଁଜଗନ୍ନାଥ ପ୍ରେମୀ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପତିତପାବନ ମନ୍ଦିର […]
ପଟ୍ଟାମୁଣ୍ଡାଇ, ତା ୮/୭-ଦୀର୍ଘ ୨୫ବର୍ଷ ଧରି ରାଜ୍ୟ ଶାସନ କରିବା ପରେ ଚଳିତ ନିର୍ବାଚନରେ ବିଜେଡି ପରାଜୟ ବରଣ କରିଛି । ସମ୍ପ୍ରତି ବିରୋଧୀ ଦଳ ଭୂମିକାରେ ଥିବା ବିଜେଡିର ସଂଗଠନକୁ ତୃଣମୂଳ ସ୍ତରରେ ମଜଭୁତ କରିବା ପାଇଁ ରାଜ୍ୟ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସାଙ୍ଗଠନିକ ସ୍ତରରେ ବ୍ୟାପକ ଅଦଳବଦଳ କରି ଜନସାଧାରଣଙ୍କ ସମସ୍ୟା ନେଇ ଜୋରଦାର ଲଢେଇ କରିବାକୁ ବିଜେଡିକୁ ଏକ ସଶକ୍ତ ବିରୋଧୀଦଳରେ ପରିଣତ କରିବା […]
ପଟ୍ଟାମୁଣ୍ଡାଇ୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ସହଦେବବାବା ଯୁବ ପରିଷଦ ଦିଲ୍ଲୀ ଶାଖାପକ୍ଷରୁ ସେବାକାର୍ଯ୍ୟ ପରିବେଷଣ ନେଇ ବିଭିନ୍ନ ମହଲରୁ ସାଧୁବାଦ । ନୂଆଦିଲ୍ଲୀ ହାଉଜଖାସ ଭିଲେଜସ୍ଥିତ ଜଗନ୍ନାଥ ମନ୍ଦିର ଠାରେ ୪୬ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ଦିଲ୍ଲୀ ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଓଡ଼ିଆ ଓ ଅଣଓଡ଼ିଆ […]
କେନ୍ଦ୍ରାପଡା, ୭/୭: କେନ୍ଦ୍ରାପଡା ସହରର ପୁରାତନ ଟାଉନ୍ ବଳରାମପୁର ଶନିଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ରଥଯାତ୍ରା ଅବସରରେ ଶନିଲକ୍ଷ୍ମୀ କ୍ଳବ୍ରେ ଆଜି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ଳବ୍ର ସଦସ୍ୟ ଓ ସ୍ଥାନୀୟ ଗ୍ରାମବାସୀ ଉତ୍ସାହର ସହିତ ରକ୍ତଦାନ କରିଥିଲେ । ୪୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । କେନ୍ଦ୍ରାପଡ଼ା ରକ୍ତ ଭଣ୍ଡାର ସହଯୋଗରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ପାରିବାର କଲ୍ୟାଣ ବିଭାଗ ସହାୟତାରେ ଏହି ରକ୍ତଦାନ […]
କେନ୍ଦ୍ରାପଡ଼ା,୭ା୭:ଆଜି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟା ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜୀଉମାନେ ପହଣ୍ଡି ହୋଇ ବ୍ରହ୍ମତାଳଧୋଜ ରଥରେ ଆସିନ ହୋଇଥିଲେବି ସୂର୍ଯ୍ୟାସ୍ତ ହୋଇଯିବାରୁ ରଥ ଆଉ ଟଣା ହୋଇପାରିନଥିଲା । ଆସନ୍ତା କାଲି ରଥ ଟଣା ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରଥ ଟାଣି ନ ପାରି ଭକ୍ତମାନେ ନିରାଶରେ ଘରକୁ ଫେରିଥିବା ଦେଖାଯାଇଥିଲା । ଅପରାହ୍ନ […]
କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କୋରୋ ସ୍ଥିତ ପାବନ କ୍ଷେତ୍ରରେ ବିରାଜିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅଗ୍ରଣୀ ସ୍ୱେଚ୍ଛସେବୀ ସଂଗଠନ ରୁରଲ୍ ଡେଭ୍ଲପ୍ମେଂଟ୍ କଲ୍ଚରାଲ୍ ୟୁଥ୍ ଅର୍ଗାନାଇଜେନ୍ ଆନୁକୂଲ୍ୟରେ ଶ୍ରୀଗୁଣ୍ଡିଚା ମହୋତ୍ସବ ଯଥାବିଧି ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସ୍ଥୟୀ ସଭାପତି ବିଶିଷ୍ଟ ସଂଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଜିଲ୍ଲା ଅଗ୍ନି ନିର୍ବାପକ ଅଧିକାରୀ ତଥା ମନ୍ଦିର ଟ୍ରଷ୍ଟର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ୮ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟୁଷରୁ ମନ୍ଦିର ପୂଜକ ମାନେ ପହଡ ଖୋଲିଥିଲେ । ମଙ୍ଗଳ ଆରତି ସକାଳ ୭ଟା ବେଳେ ମହାସ୍ନାନ ଓ ବାଲ୍ୟଧୂପ ହୋଇଥିଲା । ସକାଳ ସାଢେ ୯ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିରରୁ ନିମନ୍ତ୍ରଣ ମାଳ ପହଚିଂଥିଲା । ସକାଳ […]
କେନ୍ଦ୍ରାପଡା, ୬ା୭: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେ ବିଭିନ୍ନ ବ୍ରାଣ୍ଡର ଏକ୍ସପାଇରୀ ସିମେଣ୍ଟ ବିକ୍ରି ହେଉଛି । ସିମେଣ୍ଟର ଦାମ ଯେତିକି ବେପାରୀମାନେ ଗ୍ରାହକଙ୍କ ଠାରୁ ସେତିକି ନେଉଛନ୍ତି । କିନ୍ତୁ ବେପାରୀମାନେ ହୋଲସେଲରଙ୍କ ଠାରୁ ଏହି ସିମେଣ୍ଟକୁ ଅଧା ଦାମରେ କିଣୁଛନ୍ତି । ଏହାଦ୍ୱାରା ସିମେଣ୍ଟ ବେପାରୀମାନେ ଲାଭବାନ ହେଉଛନ୍ତି । କିନ୍ତୁ ଯେଉଁମାନେ ଘର ନିର୍ମାଣ କରୁଛନ୍ତି ସେମାନେ କାନ୍ଦୁଛନ୍ତି । କାରଣ ସିମେଣ୍ଟ କିଣିବା […]
ପଟ୍ଟାମୁଣ୍ଡାଇ ବ୍ଲକ ଉତ୍କଳମଣି ଯୁବକ ସଂଘ ତରଫରୁ ୭୫ ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ସଙ୍ଗଠନର ଅଧ୍ୟକ୍ଷ ଗୌତମ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି। ଏଥିରେ ସଙ୍ଗଠନ ସଦସ୍ୟ ବୈଷ୍ଣବ ବେହେରା , ଶାନ୍ତନୁ ବେହେରା , ଜ୍ଞାନଜ୍ୟୋତି ବାରିକ୍ , ଅନନ୍ତ ବେହେରା , ଶିବୁ ବେହେରା ପ୍ରମୁଖ ଯୋଗ ଦେଇ ଚାରା ରୋପଣ କରିଥିଲେ।
କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁରସ୍ଥିତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାଶଙ୍କ ତତ୍ତ୍ୱାବଧାନରେ ନିକଟସ୍ଥ ମଧୁସାଗର ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସୁଧିରଞରଜନ ବାରିକ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇ ବିଦ୍ୟାଳୟର ୟୁଥ୍ ଆଣ୍ଡ ଇକୋ କ୍ଲବ ଓ ଲିଗାଲ ଲିଟେରାସି ଓ କ୍ଲବର ଗାଇଡ୍ ଶିକ୍ଷକ […]
କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ଦୁତୀଆଳ ଆଦର୍ଶ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୃକ୍ଷରୋପଣ ସଚେତନତା କାର୍ଯ୍ୟକ୍ରମରେ ଡ. ଦିଲ୍ଲୀପ କୁମାର ମିଶ୍ର ବୃକ୍ଷରୋପଣର ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ । ପୃଥିବୀର ତାପମାତ୍ରା ବୃଦ୍ଧିଜନିତ ସମସ୍ୟା ଓ ତାହାର ନିରାକରଣ ପାଇଁ ଜଳବାୟୁର ସୁରକ୍ଷା ପାଇଁ ଗଛର […]