Year: 2024

ନିମ୍ନମାନର ଛତୁଆ ବିକ୍ରୀ ବିବାଦରେ ସ୍ୱୟଂ ସହାୟକ ଗୋଷ୍ଠୀ

କେନ୍ଦ୍ରାପଡ଼ା, ୬ା୭: ଦିନକୁ ଦିନ ଅଧିକରୁ ଅଧିକ ବିବାଦରେ ଛନ୍ଦି ହୋଇପଡୁଥିବା ରାଜକନିକା ବ୍ଲକର ଦୁଇ ଛତୁଆ ପ୍ରସ୍ତୁତକାରୀ ସ୍ୱୟଂ ସହାୟିକା ଗୋଷ୍ଠୀ ନିଜ ନିଜର ନିମ୍ନମାନର...

କେନ୍ଦ୍ରାପଡା ମହାବିଦ୍ୟାଳୟରୁ ନୂତନ ଏସି ଚୋରୀ ଅଭିଯୋଗ : ଚୋର ଗିରଫ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଏକ ନୂତନ ଏ.ସି. ଚୋରୀ ହୋଇଥିବା ସମ୍ପର୍କରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷଙ୍କ ପକ୍ଷରୁ କେନ୍ଦ୍ରାପଡା ଟାଉନ ଥାନାରେ...

ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବନ ମହୋତ୍ସବ ବ୍ୟାପକ ବୃକ୍ଷରୋପଣ ଜୀବଜଗତର ରକ୍ଷାକବଚ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରଶାସନ ଓ ମିଶନ ଶକ୍ତି ପକ୍ଷରୁ ୭୫ତମ ବନ ମହୋତ୍ସବ ଅବସରରେ ପରିବେଶ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ...

ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମୁଡ୍‌ର ମିଳିତ ଉଦ୍ୟମରେ ବନ ମହୋତ୍ସବ ପାଳନ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମୁଡ୍ ତରଫରୁ ନିକିରାଇ କଲେଜର ଉପାଧ୍ୟକ୍ଷ ଡଃ ହେମନ୍ତ...

ପୁରାତନ ଛାତ୍ରମାନଙ୍କ ପକ୍ଷରୁ ୭୫ତମ ବନମହୋତ୍ସବ

ପ୍ରତିବର୍ଷ ଜୁଲାଇ ମାସର ୧ ତାରିଖ ରୁ ୭ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ପାଳିତ ହେଉଛି ୭୫ତମ ବନମହୋତ୍ସବ । ଏହି ଅବସରରେ କେନ୍ଦ୍ରାପଡା ଜିଲା...

ରାତି ପାହିଲେ ରଥଯାତ୍ରା ; ଶ୍ରୀ ପତିତପାବନଜୀଉଙ୍କ ଅପେକ୍ଷାରେ ରଥ ଆଉ ପଥ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀ ଶ୍ରୀ ପତିତପାବନ ଜିଉଙ୍କର ରାତି ପାହିଲେ ଜମିବ ଭକ୍ତଙ୍କ ଭିଡ଼ । ଘଂଟିଘଂଟା, ଶଙ୍ଖ ଧ୍ୱନିରେ ଉଛୁଳି ଉଠିବ ଚର୍ତୁଦିଗ ।...

ବିଜେଡିରୁ ଇସ୍ତଫା ଦେଲେ ନଗର ଯୁବବିଜେଡି ସଭାପତି ମିଟୁ ନାୟକ

ପଟ୍ଟାମୁଣ୍ଡାଇ ନଗର ଯୁବବିଜେଡି ସଭାପତି ମିଟୁ ମନୋଜ ନାୟକ ଦଳୀୟ ପଦବୀ ଓ ଦଳର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ନିଜର...

ନିର୍ମାଣର ୬ମାସ ଭିତରେ ୫-ଟି ସ୍କୁଲର ଛାତ ଓ କାନ୍ଥରେ ଫାଟ

କେନ୍ଦ୍ରାପଡା, ୫ା୭:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟର ଗୃହ ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ ହୋଇଛି । ୨୦୨୨-୨୩ ଆର୍ଥିକ...

ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ବ୍ଲକ ଅଧିନ ଓସ୍ତପୁର ଗ୍ରାମପଞ୍ଚାୟତର ଦେପୁର ଗ୍ରାମସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ- ୨୦୨୪ ଆଜି ପାଳିତ ହୋଇଯାଇଛି...

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ବିକାଶ ମିଶନ ବୈଠକ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ମିଶନ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି...

ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କଲେ କଲେଜ ଆଗକୁ ଯିବ : ପଟ୍ଟାମୁଣ୍ଡାଇ କଲେଜ ୫୪ତମ ପ୍ରତିଷ୍ଠା ଦିବସ

ପଟ୍ଟାମୁଣ୍ଡାଇ କଲେଜ ତାର ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କରି ଆଗକୁ ବଢିଲେ ଓଡିଶାର ଏକ ଅଗ୍ରଣୀ କଲେଜ ଭାବେ ସୁନାମ ଅର୍ଜନ କରିବା ସହିତ...

ପଟ୍ଟାମୁଣ୍ଡାଇରେ ଉପଖଣ୍ଡ ସ୍ତରିୟ ସରକାରୀ ଦପ୍ତର ଅଛି କିନ୍ତୁ ସବ୍‌ଡିଭିଜନ ମାନ୍ୟତା ମିଳିନି

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇକୁ ଏକ ସ୍ୱତନ୍ତ୍ର ସବଡିଭିଜନ ମାନ୍ୟତା ଦେବା ପାଇଁ ଅଂଚଳବାସୀଙ୍କ ତରଫରୁ ଦୀର୍ଘ ବର୍ଷ ହେଲା ଦାବି ହୋଇ ଆସୁଛି ।ଏଥିନେଇ ରାଜ୍ୟ ସରକାର...

ବଳଦେବ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ

କେନ୍ଦ୍ରାପଡ଼ା, ୪/୭: କେନ୍ଦ୍ରାପଡା ପୌରାଞ୍ଚଳସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରୁବିନା ପ୍ରଧାନଙ୍କ ନେତୃତ୍ୱରେ ଜୁନିୟର ରେଡ୍‌କ୍ରସ ତରଫରୁ ବନ ମହୋତ୍ସବ ପାଳନ କରାଯାଇଛି ।...

ବାଳିକା ହାଇସ୍କୁଲ ରାସ୍ତା ଖାଲଖମାରେ ଭର୍ତ୍ତି

ଭରତପୁର କେନାଲବନ୍ଧ  କେନ୍ଦ୍ରାପଡ଼ା, ୪ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର କେନାଲ ପୋଲ ଠାରୁ ବାଳିକା ବିଦ୍ୟାଳୟ ପର୍ଯ୍ୟନ୍ତ ଯାଇଥିବା କେନାଲବନ୍ଧ ରାସ୍ତାଟି ଖାଲଖମାରେ ପୂର୍ଣ୍ଣ...

କୋଭିଡ ଟୀକା ନେଇଥିବାରୁ ପୁରସ୍କାର ମିଳିବ କହି ଟଙ୍କା ଠକି ନେଲେ ସାଇବର ଲୁଟେରା

କେନ୍ଦ୍ରାପଡ଼ା, ୨ା୭: ଆପଣ କୋଭିଡ ଟୀକା ନେଇଥିଲେ । ତେଣୁ ଆପଣଙ୍କୁ ସରକାର ଙ୍କ ପକ୍ଷରୁ ଚାରି ହଜାର ଟଙ୍କା ପୁରସ୍କାର ରାଶି ମିଳିବ । ତେଣୁ...

 ଯୁବ ଭାରତ କୃଷକ ସଙ୍ଘର ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ୨ା୭: ଯୁବ ଭାରତ କୃଷକ ସଂଘ ପକ୍ଷରୁ ଆଜି ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟା ସୁପ୍ରଭା ଦାସ ମହାନ୍ତିଙ୍କ ସଭାପତିତ୍ୱରେ ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ...

ରେସୱାରେ କାଥରିନ ଦାସଙ୍କ ଜନ୍ମଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟା ସ୍ୱର୍ଗତା କାଥରିନ ଦାସଙ୍କ ଜନ୍ମ ଦିବସ ରାଜ୍ୟର ବିଭିନ୍ନ ସ୍ତାନରେ ପାଳିତ ହୋଇଯାଇଛି...

ବାଲିଆରେ ଜାତୀୟ ଚିକିତ୍ସକ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ବଜାରସ୍ଥିତ ସାରସ୍ୱତ ମାର୍କେଟ କମ୍ପେ୍ଲକ୍ସ ପରିସରରେ ପ୍ରଥମ ଥର ପାଇଁ ପ୍ରାଣକୃଷ୍ଣ ସାମଲଙ୍କ ସଂଯୋଜନାରେ ପାଳିତ...

ପୁନର୍ବାସ ପକ୍ଷରୁ ‘ସବୁଜିମା: ଏକ ଜୀବନଧାରା’ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨ା୭: ସମ୍ପ୍ରତି ପୃଥିବୀ ପାଇଁ ଅସହ୍ୟ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ଓ ଜୁଲାଇ ମାସ ୧ ତାରିଖ ଠାରୁ ଆରମ୍ଭ ହେଉଥିବା ଜାତୀୟ ବନ ମହୋତ୍ସବ...

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ଟ୍ରେଡ ୟୁନିୟନର ବୈଠକ

କେନ୍ଦ୍ରାପଡା, ୨/୭: ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ ୟୁନିୟନର ବୈଠକ ଆଜି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟବର୍ତ୍ତୀ ମଦରଟେରେସା ଇଣ୍ଟରନ୍ୟାସନାଲ ସ୍କୁଲ...

ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ

କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ...

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ...

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ...

ଦେଶରେ ନୂତନ ଭାରତୀୟ ନ୍ୟାୟ ସଂହିତା ଆରମ୍ଭ ନେଇ ଟାଉନ ଥାନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା, ୨୯ା୬: ସାରା ଦେଶରେ ଆଜିଠାରୁ ନୂତନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବାକୁ ଯାଉଥିବାରୁ ସାଧାରଣ ଲୋକମାନଙ୍କୁ ସେ ସମ୍ପର୍କରେ ସଚେତନ କରିବା ପାଇଁ କେନ୍ଦ୍ରାପଡା...