Year: 2024

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

ଭୁବନେଶ୍ୱର ୧୭/୧୨- ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣାଧୀନ ଏକ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ...

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ସାମବାଦିକ ସମ୍ମିଳନୀକୁ ବିଜେପି ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ବିଜେପି ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୭ା୧୨ - କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା...

କେନ୍ଦ୍ରାପଡ଼ା ମାଟିର ପୁଅ ଓଡ଼ିଶା ଭଲି ଟିମର ଅଧିନାୟକ ଅଭିନ୍ନ ସାମଲଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧୬/୧୨ - କେନ୍ଦ୍ରାପଡ଼ା ମାଟି ଭଲିବଲର ମାଟି। ଏହି ମାଟିର ସନ୍ତାନ ଅନେକ ରାଜ୍ୟ ସ୍ତରୀୟ ଓ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ କେନ୍ଦ୍ରାପଡ଼ାକୁ...

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା,୧୬ା୧୨: କଂସାର-ସାହାସପୁର ଉଚ୍ଚବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିତାମାତା ଛାତ୍ରଛାତ୍ରୀଙ୍କର...

ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

କେନ୍ଦ୍ରାପଡ଼ା,୧୬ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ମେହେନ୍ଦିପୁରସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୧ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଓଷ୍ଟାର ପ୍ରାକ୍ତନ...

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,

କେନ୍ଦ୍ରାପଡା୧୬ା୧୨-ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ।...

ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ପାଳିତ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ୧୪ ତାରିଖ ଶନିବାର ପାଳିତ ହୋଇଯାଇଛି । ପ୍ରାଥମିକ ବିଭାଗର ସମସ୍ତ ଛାତ୍ରଛାତ୍ରୀଙ୍କର ଜେଜେ,...

ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ କନ୍ତିଆ ମଠରେ ବନ୍ଧୁ ମିଳନ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ ଏକ ବନ୍ଧୁମିଳନ ଓ ବଣଭୋଜି ଭରତପୁରସ୍ଥିତ ମହାପୁରୁଷ ମଧୁଦାସ ପୀଠ କନ୍ତିଆ ମଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି ।...

ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ

ପଟ୍ଟାମୁଣ୍ଡାଇ ୧୫/୧୨-ବହୁ ମୁହୂର୍ତରେ ବରିଷ୍ଠ ନାଗରିକ ମାନଙ୍କୁ ଅବହେଳା କରାଯାଉଥିବାର ଅନେକ ଉଦାହରଣ ରହିଛି । ମୁଖ୍ୟତଃ ବରିଷ୍ଠ ନାଗରିକ ମାନେ ବସ ଟ୍ରେନରେ ଯାତାୟତ କରିବା...

କଂସାର-ସାହାସପୁର ଉଚ୍ଚବିଦ୍ୟାଳୟ ହୀରକ ଜୟନ୍ତୀର ଦ୍ୱିତୀୟ ସନ୍ଧ୍ୟା

କେନ୍ଦ୍ରାପଡ଼ା,୧୪ା୧୨: କେବଳ ପାଠପଢିଲେ ହେବ ନାହିଁ। ପାଠ ସହିତ ଶାଠର ଆବଶ୍ୟକତା ରହିଛି। ଯାହାର ଯେଉଁ ପ୍ରତିଭା ଅଛି ତାହା ପିଲାମାନଙ୍କ କ୍ଷେତ୍ରରେ ପ୍ରୟୋଗ କରିବା ଉଚିତ।...

ଜିଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଲାୟନ୍ସ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା ଜିଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୮ମ ମ୍ୟାଚ୍‌ରେ ଲାୟନ୍ସ...

ଗୁଲନଗରରେ କୁରାଳ ପଞ୍ଚମୀ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର କୁମ୍ଭାର ସାହିରେ ଲକ୍ଷ୍ମୀନାରାୟଣ କ୍ଲବ ପକ୍ଷରୁ କୁରାଳ ପଞ୍ଚମୀ ଉତ୍ସବ ଉଦ୍‌ଯାପିତ ହୋଇଛି । ଏହି ଉତ୍ସବ ୬...

ଗୀତା ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ରୋଡର ଈଶ୍ୱରପୁରସ୍ଥିତ ବ୍ରହ୍ମ ଗୈାଡିୟ ସେବା ସଂସ୍ଥାନ ଭାଗବତ ଦାସ ମଠ ପରିସରରେ ପବିତ୍ର ଗୀତା ଜୟନ୍ତୀ ପାଳିତ ହୋଇଯାଇଛି। ମଠର ମହନ୍ତ...

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି...

ପଟ୍ଟାମୁଣ୍ଡାଇରେ ଚତୃର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ୧୪/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚତୃର୍ଥ ଲୋକ ଅଦାଲତ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛିା ତାଲୁକ ଆଇନ ସେବା...

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ

କେନ୍ଦ୍ରାପଡ଼ା,୧୩ା୧୨: ଗ୍ରାମ ପରିବେଶ ସହିତ ବିଦ୍ୟାଳୟର ପରିବେଶ ଶିକ୍ଷାଦାନ ଉପରେ ପ୍ରଭାବ ପକାଇଥାଏ। ଗାଁ ଗଣ୍ଡାରେ ମଦର ପ୍ରସାର ଶିକ୍ଷା ବ୍ୟବସ୍ଥା ଏବଂ ଉତ୍ତରପିଢିଙ୍କି ପଙ୍ଗୁ କରିଦେବ।...

୨୭ ଡିସେମ୍ବରରେ ଯୁବ ସାଂସ୍କୃତିକ ମହୋତ୍ସବ

କେନ୍ଦ୍ରାପଡା, ୧୩ା୧୨: ବିବିଧ କଳାର ସମାବେଶୀ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଚଳିତ ମାସ ୨୭ ଡିସେମ୍ବରରେ ପ୍ରଥମ ଜିଲ୍ଲା ଯୁବ ସାଂସ୍କୃତିକ ମହୋତ୍ସବ "ଯୁବ ତରଙ୍ଗ’ର ଆୟୋଜନ...

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ ନେତାଜୀ ୟୁଥ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୩ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ରେ ନେତାଜୀ ୟୁଥ...

ଚମକିଲେ ଡେରାବିଶର ଛାତ୍ର,ଇସ୍ରୋ ଯିବେ ଯୁବ ଜ୍ୟୋତିର୍ବିଜ୍ଞାନୀ ସନ୍ତୋଷ

କେନ୍ଦ୍ରାପଡା ୧୩/୧୨-କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକର ଛାତ୍ର ସନ୍ତୋଷ କୁମାର ମହାନ୍ତି ନିଜର ପାରଦର୍ଶିତା ଦେଖାଇ ଇସ୍ରୋ ଯିବାପାଇଁ ମନୋନୀତ ହୋଇଛନ୍ତି। ଭୁବନେଶ୍ୱର ପଠାଣୀସାମନ୍ତ ପ୍ଲାନୋଟୋରିୟମ ଓ...

ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

କେନ୍ଦ୍ରାପଡ଼ା,୧୨ା୧୨: ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଗୁରୁବାର ଜିଲ୍ଲାପାଳଙ୍କ ସମିଳନୀକକ୍ଷରେ ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)...

ବାଲିପାଟଣାରେ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଲିପାଟଣା ପଂଚାୟତ ଠାରେ ଗୃହ ଲଷ୍ମୀ ପୂଜା କମିଟି ପକ୍ଷରୁ ଏକ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟଜଳ ଓ ପରିମଳ ତାଲିମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ପକ୍ଷରୁ ଘରେ ଘରେ ବିଶୁଦ୍ଧ ପାନୀୟଜଳ ଯୋଗାଇବା, ଜଳର ସୁପରିଚାଳନା ଓ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ବ୍ୟବସ୍ଥିତ ପରିମଳ ବ୍ୟବସ୍ଥା...

ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୧୨ା୧୨: କେନ୍ଦ୍ରାପଡା ବ୍ଲକ ଅଧିନ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଯାଗର ରାଉତଙ୍କ ଦ୍ୱାଦଶାହ ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ...