କେନ୍ଦ୍ରାପଡ଼ା, ୧୭ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ମହାବୀର ଆଶ୍ରମ ହନୁମାନ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଶୁଭ ଜନ୍ମ ମହୋତ୍ସବ ଶ୍ରୀରାମ ନବମୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନବଦିନ ବ୍ୟାପୀ ପ୍ରତ୍ୟେହ ସକାଳେ ଓ ଅପରାହ୍ନରେ ଶ୍ରୀରାମଚରିତ ମାନସ ପାରାୟଣ, ତୁଳସୀ ରାମାୟଣ ପାରାୟଣ ଓ ସନ୍ଧ୍ୟାରେ ବିଭିନ୍ନ ସାଧୁସନ୍ଥ ଏବଂ ବିଜ୍ଞ ପ୍ରବଚକମାନଙ୍କ ଦ୍ୱାରା ଶ୍ରୀରାମ କଥାମୃତ୍ତ ପ୍ରବଚନ ଅନୁଷ୍ଠିତ […]
Year: 2024
କେନ୍ଦ୍ରାପଡ଼ା, ୧୭ା୪: ଆଜି ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ କେନ୍ଦ୍ରାପଡା ବିଜୁ ଜନତା ଦଳ ତରଫରୁ କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ପୌରାପାଳ ଧିରେନ କୁମାର ସାହୁଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଆଜି ସକାଳ ୭ଟା ବାଜି ୩୦ ମିନିଟ୍ ସମୟରେ ନୂଆବସ୍ଷ୍ଟାଣ୍ଡ୍ ପାଖ ଗୋବରୀ […]
ଓଡିଶାର ବରପୁତ୍ର, ପ୍ରବାଦ ପୁରୁଷ, ମହାନ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବିଜୁ ଜନତା ଦଳ ତରଫରୁ ବୁଧବାର ସ୍ଥାନୀୟ ହରପାର୍ବତୀ ମନ୍ଦିର ଠାରେ ଅନୁଷ୍ଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟଅତିଥି ଭାବେ ରାଜନଗର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ […]
କେନ୍ଦ୍ରାପଡ଼ା, ୧୫ା୪: ଓଡିଶା ସୂଚନା ଅଧିକାର ଅଭିଯାନ,କେନ୍ଦ୍ରାପଡା ତରଫରୁ ଆଜି ସନ୍ଧ୍ୟାରେ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଭିଯାନର କେନ୍ଦ୍ରାପଡା ଜିଲ୍ଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଥିଲେ ଯେ ଓଡିଶା ସରକାରଙ୍କ ମିଶନ ଶକ୍ତି ବିଭାଗରେ କେନ୍ଦ୍ରାପଡା ଜିଲ୍ଲାରେ ଚାଲିଥିବା ଯୋଜନା ନାମରେ ଆଖି ବୁଜା ଦୁର୍ନିତି ଓ ମନମୁଖୀ କାର୍ଯ୍ୟ ଚାଲିଛି । ୨୦୨୧ ମସିହାରେ ରାଜ୍ୟ ସରକାର […]
କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଆଡହକ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରୀବିକ୍ରମ କେଶରୀ ଚିହ୍ନରା ଜନୈକ ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୩୧ହଜାର ଟଙ୍କା ଜରିମାନା କରିଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜନୈକ ମହିଳା ତାଙ୍କ ଘରେ ଶୋଇଥିବା ବେଳେ ଗତ ୨୦୧୯ ମସିହା ଜୁନ ମାସ ୧୬ ତାରିଖ ରାତି ୮ଟା ସମୟରେ ଟାଉନ ଥାନା […]
କେନ୍ଦ୍ରାପଡ଼ା, ୧୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଗ୍ରାମର ନାରାୟଣ ମଳିକଙ୍କ ପତ୍ନୀ ଅମ୍ବିକା ମଳିକ(୫୨) ତାଙ୍କ ବିଲକୁ ମୁଗ ଉପାଡିବାକୁ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୫ଟା ସମୟରେ ବଜ୍ରପାତ ହେବାରୁ ଅମ୍ବିକା ବିଲରେ ଟଳି ପଡିଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର […]
କେନ୍ଦ୍ରାପଡ଼ା, ୧୬ା୪: ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ପୁରୁଷୋତ୍ତମପୁର ଗ୍ରାମର ବିଶିଷ୍ଟ ପ୍ରବଚକ ତଥା ଅବସରପ୍ରାପ୍ତ ଶିକ୍ଷକ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଧର୍ମପତ୍ନୀ ରୁକ୍ମଣୀ ରଥଙ୍କର ୭୧ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପଣ୍ଡିତ କଳ୍ପତରୁ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା । ସେଥିରେ ମୁଖ୍ୟ ଅତିଥି ଭାବେ ବଳଦେବ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନୃସିଂହ […]
ପଟ୍ଟାମୁଣ୍ଡାଇ ୧୬/୪ କଳ୍ପତରୁ ନାୟକ -ଉପକୂଳ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି । ବିଜୁ ଜନତା ଦଳ ବର୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ଚଳିତ ନିର୍ବାଚନ ପାଇଁ ପୁଣିଥରେ ଭରସା କରି ଟିକେଟ ଦେଇଛନ୍ତି । ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ ଭାଜପା ମଙ୍ଗଳବାର ଲଳିତ ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ କଂଗ୍ରେସ […]
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ କଳା, ସାହିତ୍ୟ, ସାଂସ୍କୃତିକ ଅନୁଷ୍ଠାନ ଆମ ସମ୍ପର୍କ ପକ୍ଷରୁ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ ଅବସରରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ମହାବିଷୁବ ମିଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ଅତୁଳ ବଳଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଅଧିବେଶନରେ ପ୍ରତିଷ୍ଠିତ ସାହିତ୍ୟିକା ଡ଼ ପ୍ରତିଭା ମହାରଥୀ ମୁଖ୍ୟଅତିଥି, ପ୍ରଫେସର ଦେବବ୍ରତ ପ୍ରଧାନ, ନାଟ୍ୟକାର ଅଧ୍ୟାପକ ଗୋଲକ ମହାରଣା ଓ […]
କେନ୍ଦ୍ରାପଡ ଜିଲ୍ଲା ପଟ୍ଟାମୁ୍ଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ମଙ୍ଗଳବାର ପଟ୍ଟାମୁଣ୍ଡାଇ କୋଟ୍ ଠାରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନସେବା ସମିତିର ଅଧ୍ୟକ୍ଷା ତଥା ବରିଷ୍ଠ ଦେୱାନୀ ବିଚାରପତି ସୃଶ୍ରୀସଙ୍ଗୀତା ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରିଥିଲେ । ସ୍ଥାନୀୟ ଏସଡିଜେଏମ ସମିକ୍ଷା ମହାନ୍ତି ଓ ମୋନାଲିସା ପ୍ରଧାନ ଯୋଗ ଦେଇ ବିଭିନ୍ନ ଆଇନ ସାଙ୍ଗକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ […]
ଭୁବନେଶ୍ୱର,୧୬ ।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା) । ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ । ସେହିପରି ରାଜନଗର- ଲଳିତ ବେହେରା, ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ […]
ଯାଜପୁର କୁଆଖିଆ ବାରବାଟୀ ଛକଠାରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି। ଏନଏଚ-16ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍ ତଳକୁ ଯାତ୍ରୀବାହୀ ବସ୍ ଖସିପଡିଛି। ଏଥିରେ 5 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 40 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ରହିଛନ୍ତି। ବସରୁ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଛି। ଆହତଙ୍କୁ ଧର୍ମଶାଳା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଆହତଙ୍କୁ ଯାଜପୁର ଏବଂ […]
କେନ୍ଦ୍ରାପଡ଼ା, ୧୫ା୪:ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରବଳ ଖରାରେ ଶ୍ରମିକମାମଙ୍କୁ କାମ ନକରାଇବାକୁ କଡାକଡି ଭାବେ ବାରଣ କରାଯିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି । ଏନେଇ ରାଜ୍ୟର ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ କଡା ନିର୍ଦେଶ ମିଳିଛି । ଏହି ସମୟ ମଧ୍ୟରେ ବାହାରେ ଶ୍ରମିକମାନଙ୍କୁ କାମକରାଇଲେ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁସାରେ ଦୃଢ କାର୍ଯ୍ୟାନୁଷ୍ଠାନ […]
କେନ୍ଦ୍ରାପଡ଼ା, ୧୫ା୪: ପୂର୍ବତନ କେନ୍ଦ୍ରାପଡା ବିଧାୟକ ତଥା ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଉତ୍କଳକେଶରୀ ପରିଡା ହଠାତ ଗୁରୁତ୍ତର ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ପରିଡାଙ୍କୁ ଆଇ.ସି.ୟୁ.ରେ ରଖାଯାଇ ଚିକିତ୍ସା କରାଯାଉଥିବା ତାଙ୍କ ପରିବାର ସୁତ୍ରରୁ ଜଣାପଡିଛି । ତେବେ ତାଙ୍କ ଅବସ୍ଥା ଗୁରୁତ୍ତର ରହିଥିବା ସୂଚନା ମିଳିଛି ।
କେନ୍ଦ୍ରାପଡ଼ା, ୧୪ା୪: ଆଜି ଓଡିଆ ନବବର୍ଷ ତଥା ହନୁମାନଜୀଉଙ୍କ ଜୟନ୍ତୀ ଉତ୍ସବ ଅବସରରେ ପାଞ୍ଚଶହ ବର୍ଷର ସଂଘର୍ଷମୟ ଇତିହାସର ବିଜୟ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ଜିଲ୍ଲା “ଧର୍ମରକ୍ଷା ସେନା” ଓ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ଆନୁକୂଲ୍ୟରେ ଏକ “ବିଶାଳ ହିନ୍ଦୁ ଗୌରବ ଯାତ୍ରା” ଆୟୋଜନ କରାଯାଇଥିଲା । ଏହି ଯାତ୍ରା ସହରର ତିନିମୁହାଣୀସ୍ଥିତ ଶ୍ରୀରାମ ମନ୍ଦିରଠାରୁ ଆବାଳ ବୃଦ୍ଧ ବନିତା ଶତାଧିକ ହିନ୍ଦୁ ପାରମ୍ପରିକ ପଟୁଆରରେ ସନାତନ ହିନ୍ଦୁମାନଙ୍କର […]
କେନ୍ଦ୍ରାପଡ଼ା, ୧୪ା୪: କେନ୍ଦ୍ରାପଡା କଂଗ୍ରେସ ପକ୍ଷରୁ ରବିବାର ଭାରତରତ୍ନ ସମ୍ବିଧାନ ପ୍ରଣେତା ଡ. ଭୀମରାଓ ଆମ୍ବେଦକରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ହାଇସ୍କୁଲ ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଓ ସହରର ପୁରୁଣା ବସଷ୍ଟାଣ୍ଡରେ ଥିବା ଜାତିରପିତା ମହାତ୍ମା ଗାନ୍ଧୀ ଓ ଡ. ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମତ୍ସ୍ୟଜୀବୀ […]
କେନ୍ଦ୍ରାପଡ଼ା, ୧୪ା୪: ଭାରତର ସମ୍ବିଧାନ ପ୍ରଣେତା ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ କେନ୍ଦ୍ରାପଡା ସହରର କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ରବିବାର ପାଳନ କରାଯାଇଛି । ପ୍ରଥମେ ସେଠାରେ ଥିବା ଜାତିରପିତା ମହାତ୍ମାଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଭବନ ସଭାଗୃହରେ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଜିଲ୍ଲା କଂଗ୍ରେସର ଉପସଭାପତି ପ୍ରଫୁଲ୍ଲ ଦାସଙ୍କ ପୈାରହିତ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା […]
କେନ୍ଦ୍ରାପଡା ୧୪/୪ – ପୁର୍ବତନ ସୈନିକ ସଂଘ ପରିବାର ତରଫରୁ ପଣା ସଂକ୍ରାନ୍ତି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ତିନିମୁହାଣୀ ଛକ ସ୍ଥିତ ଅମର ଯବାନ ସ୍ତମ୍ଭ ପରିସରରେ ଜଳଛତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଘର ସଭାପତି କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ତତ୍ୱାବଧାନ ରେ କାର୍ଯ୍ୟ କ୍ରମକୁ ଶୁଭାରମ୍ଭ କରାଯାଇଥିଲା । ଏଥିରେ ସଂମ୍ପାଦକ ସୁବେଦାର ମେଜର ବୀରବର ପାତ୍ର, କ୍ୟାପଟେନ ଅଭୟ କୁମାର […]
କେନ୍ଦ୍ରାପଡା ୧୪/୪- ଆଜି କେନ୍ଦ୍ରାପଡା ଡକ୍ଟର ଆମ୍ବେକରଙ୍କ ବିଚାର ମଂଚ ତରଫରୁ ସମ୍ବିଧାନର ମୁଖ୍ୟ ସ୍ଥପତି ଡକ୍ଟର ଭୀମରାଓ ବାବା ସାହେବ୍ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ବାବା ସାହେବ ଙ୍କ ପ୍ରତି ମୂର୍ତ୍ତର୍ି ସ୍ଥଳରେ ଅନୁଷ୍ଠିତ ହେଇ ଯାଇଛି । ବିଚାର ମଞ୍ଚର ଅଧ୍ୟକ୍ଷ ପ୍ରଫେସର ନନ୍ଦକିଶୋର ପରିଡ଼ାଙ୍କ ପୌରହିତରେ ଆୟୋଜିତ ଏହି ଜୟନ୍ତୀ ଉତ୍ସବରେ ବକ୍ତା ମାନେ ଡକ୍ଟର ଆମ୍ବେଦକରଙ୍କୁ ଭାରତୀୟ ସମ୍ବିଧାନର […]
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଓଡ଼ିଆ ନୂଆ ବର୍ଷ ଓ ମହାବିଷୁବ ସଂକ୍ରାନ୍ତି ସମାରୋହରେ ପାଳିତ ହୋଇଯାଇଛି । ଉତିକଣ ଅଂଚଳର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଚନ୍ଦ୍ରମଉଳି, ପଟ୍ଟାମୁଣ୍ଡାଇ ଶ୍ରୀରାମମନ୍ଦିର ପୋଖରୀଆପଡା ହରପାର୍ବତୀ ମନ୍ଦିର, ପତିତପାବନ ମନ୍ଦିର, ବେଲତଳ ଭୋଳିବାବା ମଠ, ପଟ୍ଟାମୁଣ୍ଡାଇ ରାଧାରମଣ ମଠ, କଷଣଅଂଟା ଲକ୍ଷେଶ୍ୱର ମହାଦେବ ମନ୍ଦିର ଆଦି ବିଭିନ୍ନ ଦେବାଦେବୀ ମନ୍ଦିରରେ ପ୍ରତ୍ୟୁଷରୁ ଠାକୁରଙ୍କୁ ପୂଜା ର୍ଚନା କରାଯାଇଥିଲା । ପ୍ରତ୍ୟେକ ଦେବାଦେବୀ ମନ୍ଦିରରେ […]
କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଭାରତୀୟ ସମ୍ବିଧାନର ମୁଖ୍ୟ ବିନ୍ଧାଣୀ ଡ଼ଃ ଭି. ଆର୍. ଆମ୍ବେଦକରଙ୍କ ୧୩୩ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗଦେଇ ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ନିଜର […]
କେନ୍ଦ୍ରାପଡ଼ା ତା ୧୪/୪-ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭେଟିଛି ବିଜେଡି ସଂଖ୍ୟାଲଘୁ ସେଲ । ଆଗାମୀ ସାଧାରଣ ନିର୍ବାଚନ ଦୃଷ୍ଟିରୁ କେନ୍ଦ୍ରାପଡ଼ା ବିଜେଡି ସଂଖ୍ୟାଲଘୁ ସେଲର ପାଣ୍ଡିଆନଙ୍କୁ ଭେଟଘାଟ ସ୍ୱତନ୍ତ୍ର ଗୁରୁତ୍ୱ ବହନ କରିଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କର୍ମଭୂମି କେନ୍ଦ୍ରାପଡ଼ାରେ ସଂଖ୍ୟାଲଘୁ ଭୋଟ ଉଭୟ ବିଧାନସଭା ଓ ଲୋକ ସଭା ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରୁଥିବାରୁ ସଂଖ୍ୟାଲଘୁ ସେଲର ପାଣ୍ଡିଆନଙ୍କୁ ଭେଟି […]
କେନ୍ଦ୍ରାପଡ଼ା ୧୩/୪ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ସଂସାରଫଳ ଗ୍ରାମରେ ନୂତନ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପବିତ୍ର ଶ୍ରୀରାମ ନବମୀ ମହୋତ୍ସବ ଅବସରରେ ଆଧ୍ୟାତ୍ମିକ ଭାବଧାରା ମଧ୍ୟରେ ପଣ୍ଡିତ ସୁନୀଲ କୁମାର ନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପଣ୍ଡିତ ଚନ୍ଦ୍ରଶେଖର ଶତପଥୀ, ପଣ୍ଡିତ ଶିଶିର ଦାଶ, ପଣ୍ଡିତ ସୁଧାଂଶୁ ତ୍ରିପାଠୀ, ପଣ୍ଡିତ ନିରଞ୍ଜନ ତ୍ରିପାଠୀ ପ୍ରମୁଖ ବହୁ ପଣ୍ଡିତମଣ୍ଡଳୀ ଙ୍କ […]
କେନ୍ଦ୍ରାପଡ଼ା ୧୩/୪ -ଆଗାମୀ ସାଧାରଣ ନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ଜୋରଦାର କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଆଞ୍ଚଳିକ ବିକାଶର ବାର୍ତା ଘରେ ଘରେ ପହଞ୍ଚାଇ ସାଧାରଣ ନିର୍ବାଚନ ରେ ବିଜେଡିର ବିପୁଳ ବିଜୟକୁ ନିଶ୍ଚିତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଏଇ ପରିପ୍ରେକ୍ଷୀରେ ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ […]










