କେନ୍ଦ୍ରାପଡ଼ା, ୧୩ା୪: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅଧିନ ଗଞ୍ଜା-ସାତଘରିଆ ବଗିବନ୍ଧ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଥିବା ବେଳେ ସେହି ରାସ୍ତାରେ ଯାତାୟତ କରିବାରେ ଅଞ୍ଚଳବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ବ୍ଲକ ସଦର ମହକୁମା ରାଜକନିକାକୁ ଯିବା ପାଇଁ ଲୋକମାନେ ଏହି ରାସ୍ତାକୁ ଦୈନିକ ବ୍ୟବହାର କରିଥାନ୍ତି । କିନ୍ତୁ ରାସ୍ତା ସାରା ଗାଢ ହୋଇଯାଇଥିବା ବେଳେ ସାମାନ୍ୟ ବର୍ଷାରେ ସେହି ରାସ୍ତାରେ ଯିବା ଅତ୍ୟନ୍ତ ଅସମ୍ଭବ […]
Year: 2024
କେନ୍ଦ୍ରାପଡ଼ା, ୧୩ା୪: ଓଡିଶା ରାଜ୍ୟ ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା ଏକ ଦିନିକିଆ କେନ୍ଦ୍ରାପଡା ଗସ୍ତରେ ଆସି ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିଦର୍ଶର୍ନ କରିବା ସହ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । କମିଶନର ଶ୍ରୀ ଜେନା ମନ୍ଦିର ବେଢା ପରିକ୍ରମା କରିବା ସହ ଦେବୋତ୍ତର କାର୍ଯ୍ୟାଳୟରେ ପହଞ୍ଚି ଶ୍ରୀଜୀଉଙ୍କ ମନ୍ଦିରର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିସହିତ ସେବାୟତଙ୍କ ପାଇଁ ଉଦ୍ଦିଷ୍ଟ ବୀମା […]
କେନ୍ଦ୍ରାପଡ଼ା, ୧୩ା୪: କେନ୍ଦ୍ରାପଡା ବିଜୁ ପରିବାର ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତ କଲୟାଣ ମଣ୍ଡପରେ ସାମାଜିକ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆଜି ଜିଲ୍ଲା ବିଜୁଛାତ୍ର ଜନତାଦଳର ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ରାଜେଶ ପଣ୍ଡାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ରାପଡା ଲୋକସଭା ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଯୋଗଦେଇ ଆଗାମୀ […]
ଆମ ଦେଶରେ ପ୍ରତି ପାଞ୍ଚବର୍ଷରେ ଥରେ ଆସେ ନିର୍ବାଚନ ଋତୁ । ଏହି ଋତୁ ପ୍ରକୃତିର ଛଅ ଋତୁ ଭଳି ନୁହେଁ କି ଏ ଋତୁରେ ବଦଳେନି ଜଳବାୟୁ କି ପାଣିପାଗ । କେବଳ ସରଗରମ ହୋଇ ଉଠେ ରାଜନୈତିକ ପାଣିପାଗ ଓ ବଦଳିଯାଏ ନେତାଙ୍କ ଚିତ୍ର ଓ ଚରିତ୍ର । ନାଭମଣ୍ଡଳରେ ତୈଳ ଲେପନ କରି ଶୋଇଥିବା କିଛି ନେତା ହଠାତ୍ ଚିହିକି ଉଠନ୍ତି ଓ ଭୋଟର ମାନଙ୍କୁ […]
ପଟ୍ଟାମୁଣ୍ଡାଇ – ତୃଣ ମୂଳ ସ୍ତରରେ ସଂଗଠନକୁ ମଜବୁତ କରି ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ବିଜେପି ଦଳକୁ କଡା ମୁକାବିଲା କରିବା ପାଇଁ ରେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ କଂଗ୍ରେସ ନେତା ଧନେଶ୍ୱର ଦାସଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ ଦାସ, ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶ,ଜିଲ୍ଲା ପଛୁଆବର୍ଗ ଅଧକ୍ଷ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନଶିକ୍ଷକ ଶୁଭାପ୍ସଶୁ କୁମାର ଦାସଙ୍କ ପୌରହିତ୍ୟରେ ମା’ ଛୁଆଳିଆ କଲ୍ୟାଣ ମଣ୍ଡପରେ ଆୟୋଜିତ ମନୋଜ୍ଞ ଉତ୍ସବରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଦାସ ମୁଖ୍ୟଅତିଥି ଭାବେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରି ଏହି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନେକ ସ୍ଥାନରେ ବିପଦ ସଙ୍କୁଳ ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ହାତପାହାନ୍ତରେ ପଡିରହିଛି । ଖୋଲାମେଲା ଭାବେ ଟ୍ରାନ୍ସଫର୍ମର ପଡ଼ି ରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି । ଟ୍ରାନ୍ସଫର୍ମରରେ ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ ପ୍ରବାହିତ ହେଉଥିବା ବେଳେ ଏହା ମନୁଷ୍ୟ ଓ ବୁଲା ପଶୁଙ୍କ ଜୀବନ ପାଇଁ କାଳ ସାଜିଛି । ପୂର୍ବରୁ ବୁଲା ଗୋରୁଗାଈ […]
ଦରମା ପ୍ରଦାନ ଦାବୀରେ ପଟ୍ଟାମୁଣ୍ଡାଇ ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ସଫେଇ କର୍ମଚାରୀମାନେ ସଫେଇ କାମ ବନ୍ଦ କରି ଆନ୍ଦୋଳନ କରିଛନ୍ତି । ଦୀର୍ଘ ଦିନ ଧରି ସେମାନଙ୍କର ବର୍ଦ୍ଧିତ ଦରମା ପାଇ ନଥିବା ଓ ପ୍ରତି ମାସର ଦରମା ନିର୍ଧାରିତ ସମୟରେ ପାଉନଥିବାରୁ ଅସନ୍ତୋଷ ପ୍ରକାଶକରି ଶୁକ୍ରବାର ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ସଫେଇ କର୍ମଚାରୀ କାମ ବନ୍ଦକରି ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ପ୍ରକାଶ ଯେ ପଟ୍ଟାମୁଣ୍ଡାଇ […]
କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡାର ପଲ୍ଲୀ ପ୍ରଗତି ଯୁବକ ସଂଘ ପକ୍ଷରୁ ବଛରାଇ ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାର୍ଶାଘାଇ ବ୍ଲକର ବଛରାଇ ଗ୍ରାମରେ ପଲ୍ଲୀ ପ୍ରଗତି ଯୁବକ ସଂଘର ଯୁବ ସମାଜ ପକ୍ଷରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି । ୧୯୮୫ ମସିହାରେ ସ୍ଥାପିତ ଏହି ଯୁବକ ସଂଘ ଗ୍ରାମର ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ କରିବା ସହ ସଫେଇ ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇ ଜନ […]
କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସର ପୂର୍ବତନ ସଭାପତି ରଶ୍ମିରଞ୍ଜନ ଚୌଧୁରୀଙ୍କ ଆହ୍ୱାନ କ୍ରମେ କଜଳାସ୍ଥିତ କଂଗ୍ରେସ ଭବନରେ କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୁଖା କଂଗ୍ରେସ ନେତା, ବରିଷ୍ଠ ନେତୃବୃନ୍ଦ, ପଞ୍ଚାୟତ ଓ ପୌରାଞ୍ଚଳର ପ୍ରତିନିଧି, ଦଳର ପ୍ରାକ୍ତନ ଓ ବର୍ତ୍ତମାନର କର୍ମକର୍ତ୍ତାମାନଙ୍କୁ ନେଇ ଏକ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ପଛୁଆ ବର୍ଗ କଂଗ୍ରେସର ଉପାଧ୍ୟକ୍ଷ […]
କେନ୍ଦ୍ରାପଡ଼ା, ୧୨ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ସପ୍ତମ ପ୍ରଧାନ ଶିକ୍ଷକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କାଦମ୍ବିନୀ ନାୟକ ଏହି ସମ୍ମିଳନୀରେ ଉପସ୍ଥିତ ସମସ୍ତ ପ୍ରଧାନ ଶିକ୍ଷକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଏବଂ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ମହେଶ୍ୱର […]
Kendrapara: The Gobari River flowing by Pattamundai area in Kendrapara district for a 20-km stretch is getting buried fast and its existence has been threatened, a report said Sunday. Taking advantage of the situation, land sharks are manipulating the land classification and selling plots on the riverbed. With the river […]
ଦିନେ ଏହି ନଦୀଦେଇ କଳିଙ୍ଗର ସାଧବମାନେ ନୌବାଣିଜ୍ୟ କରୁଥିଲେ ଏଠାରେ ଇଂରେଜଙ୍କ ବୋଟ୍ ଚାଲୁଥିଲା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଦେଇ ବହିଯାଉଥିବା ଗୋବରୀ ନଦୀ ଏବେ ସୁପ୍ତ ଅବସ୍ଥାରେ ଖେଳପଡ଼ିଆରେ ପରିଣତ ହୋଇ ଜବରଦଖଲ କାରୀଙ୍କ କବଜାକୁ ଚାଲିଯାଉଛି । କେବଳ ଯେ ନଦୀ ସୁପ୍ତ ହୋଇ ଜବରଦଖଲ ହେଉଛି ତାହା ନୁହେଁ ପରିବେଶ ଉପରେ ମଧ୍ୟ ଯଥେଷ୍ଟ […]
କେନ୍ଦ୍ରାପଡ଼ା, ୧୧ା୪: ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନିର୍ବାଚନ ସମନ୍ୱୟ କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ତାଙ୍କ ଏକାନ୍ତ ଅନୁଗତ ବିଭୁତି ଭୂଷଣ ମହାପାତ୍ରଙ୍କୁ ପ୍ରତିନିଧି ରୂପେ ନିଯୁକ୍ତି ଦେଇଛନ୍ତି । ବିଭୁତି ଏବେ ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ରୂପେ ଦାୟିତ୍ୱ ନିର୍ବାହ କରୁଥିବା ବେଳେ ବିଭିନ୍ନ ଛାତ୍ର ଆନ୍ଦୋଳନରେ ସକ୍ରିୟ ଅଛନ୍ତି । ନିକଟ ଅତୀତରେ ବିଶ୍ୱ ଭାଷା ସମ୍ମିଳନୀ ସମୟରେ ନବୀନ […]
କେନ୍ଦ୍ରାପଡ଼ା, ୧୧ା୪: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ, ଅଧ୍ୟାପକ ଡ଼. ରାମାନାଥ ମହାନ୍ତି, ଡ଼. ପ୍ରଭାକର ମଲିକ, ରେବତୀ କର, ଶିକ୍ଷା ବିଭାଗର ଅଧ୍ୟାପିକା ରତ୍ନମଞ୍ଜରୀ ଦାସଙ୍କ ସହ ବହୁ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ଶେଷ ବର୍ଷର ଛାତ୍ରଛାତ୍ରୀମାନେ କିଭଳି ଏକ ସୁନ୍ଦର ଭାବିଷ୍ୟତ ଗଠନ […]
କେନ୍ଦ୍ରାପଡ଼ା, ୧୧ା୪: ଚଳିତ ସାଧାରଣ ନିର୍ବାଚନ ପାଇଁ ଗଠିତ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିରେ କେନ୍ଦ୍ରାପଡ଼ା ଜିଲ୍ଲା ଓବିସିସେଲ୍ର ପ୍ରାକ୍ତନ ସଭାପତି, ରାଜ୍ୟ ମାଟି ବାଲି ଓ ପାଣି ସୁରକ୍ଷା ସମିତିର ଆବାହକ ତଥା ଆଇନଜୀବୀ ବିଧୁଭୂଷଣ ମହାପାତ୍ର ସଦସ୍ୟ ଭାବରେ ମନୋନିତ ହୋଇଛନ୍ତି । ଏହି କମିଟିରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ଶ୍ରୀ ମହାପାତ୍ର ଏକମାତ୍ର କଂଗ୍ରେସ ନେତା ଭାବେ ସ୍ଥାନ ପାଇଥିବାରୁ ନିଖିଳ ଭାରତ କଂଗ୍ରେସ କମିଟି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଶ୍ରୀରାମ କଥାମୃତ ପ୍ରଚାରିଣୀ ସଭା ଓ ବଣିକ ସଂଘ ମିଳିତ ଆନୁକୂଲ୍ୟରେ ଶ୍ରୀରାମ ଚରିତ ମାନସ ଓ ପ୍ରବଚନ ଜ୍ଞାନଯଜ୍ଞ ଆସନ୍ତା ୯ ତାରିଖରୁ ସ୍ଥାନୀୟ ଶ୍ରୀରାମ ମନ୍ଦିର ମାନସ ମଣ୍ଡପ ଠାରେ ଆରମ୍ଭ ହୋଇଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମକୁ ସନ୍ଥ ରାଘବେନ୍ଦ୍ର ଦାସ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ୯ ଦିନ ବ୍ୟାପି ଆୟୋଜିତ ଆଧ୍ୟାତ୍ମିକ ମହୋତ୍ସବର ପ୍ରଥମ ଦିବସରେ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଓ ଗ୍ରାମାଂଚଳରେ ଇସଲାମ ଧର୍ମର ଅନ୍ୟତମ ପବିତ୍ର ଗଣମହୋତ୍ସବ ଇଦ ବିପୁଳ ଆନନ୍ଦଉଲ୍ଲାସ ମଧ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଇ ଅବସରରେ ଇଦଗାହା ପଡିଆ ସମୂହ ନମାଜ ପାଠ କରାଯାଇଥିଲା । ଏମାମ ସାହେବ ମହମଦ ଇସ୍ରାଫିଲ ଆମଜାଦି ସମୂହ ନମାଜ ପାଠ କରାଇଥିବାବେଳେ ସହଯୋଗୀ ମୌଲାନା ୱାସୀମ ଅକ୍ତର କାଦିର ଓ ହାଫିଜ ସଲ୍ଲାଉଦିନ ନମାଜ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ […]
କେନ୍ଦ୍ରାପଡା,୧୧/୪- ଇସଲାମ ଧର୍ମର ଅନ୍ୟତମ ପବିତ୍ର ଗଣମହୋତ୍ସବ ଇଦ୍-ଉଲ୍-ଫିତର ଆଜି କେନ୍ଦ୍ରାପଡା ଜିଲ୍ଲାର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ସହରର ସକାଳ ୮ଟା ଠାରୁ ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ପୁରୁଣା ଇଦ୍ଘା ମଜଜିଦ୍, ନୂଆ ଇଦ୍ଘା ମଜଜିଦ୍, ହାଇସ୍କୁଲ ପାଖ ମଜଜିଦ୍,ଦିଲାରପୁର ମସଜିଦ୍,ଫକିରାବାଦ୍ ମଜଜିଦ୍, ମିରପାଟଣା ମସଜିଦ୍,ବଡହାଟ ମଜଜିଦ୍, କଜଳା ମସଜିଦ୍, ଗରାପୁର ମସଜିଦ୍ରେ ସମୂହ ପ୍ରାର୍ଥନା କରାଯାଇ ଆନନ୍ଦ ଉଲ୍ଲାସରେ […]
କେନ୍ଦ୍ରାପଡ଼ା, ୧୦ା୪: ଏକ ବିଶେଷ ସୁତ୍ରରୁ ଖବର ପାଇ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ପକ୍ଷରୁ ଚଢାଉ କରାଯିବା ଫଳରେ ୭୯ଲିଟର ୨୦୦ମିଲି ଲିଟର ବିଦେଶୀ ମଦ ଜବତ କରାଯାଇଛି । ଟାଉନ ଥାନା ଇନିସପେକ୍ଟର ଦିଲ୍ଲିପ କୁମାର ସାହୁଙ୍କ ନିର୍ଦେଶ କ୍ରମେ ସବଇନିସପେକ୍ଟର ରତିରଞ୍ଜନ ନାୟକ ପୋଲିସ ଫୋର୍ସ ସହିତ ଚଢାଉ କରି ଟାଉନ ଥାନା ଅନ୍ତର୍ଗତ ଏକଣାଖଣ୍ଡି ଛକ ନିକଟରେ ବୁଧବାର ସକାଳ ୧୦ଟାରେ ଏକ ଟିଭିଏସ […]
କେନ୍ଦ୍ରାପଡ଼ା,୧୦ା୪: କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କ ଲାଞ୍ଚ ମାଗୁଥିବା ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ସହିତ ଦେଶୀ ଓ ବିଦେଶୀ ମଦ ଦୋକାନୀଙ୍କୁ ଲାଇସେନ୍ସ ରିନ୍ୟୁଆଲ ନିମନ୍ତେ ଲକ୍ଷାଧିକ ଟଙ୍କା ଲାଞ୍ଚ ଦାବି କରି ନମିଳିବାରୁ ଦୋକାନ ସିଲ କରିଦେବା ଘଟଣାର ତଦନ୍ତ ପାଇଁ ଅବକାରୀ ବିଭାଗ ଡେପୁଟୀ କମିଶନର ରାମଚନ୍ଦ୍ର ମିଶ୍ର ବୁଧବାର ସକାଳେ କେନ୍ଦ୍ରାପଡା ଅବକାରୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତର୍ାଙ୍କ ଶପଥ ଗ୍ରହଣ ଉତ୍ସବ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଓକିଲ ସଂଘ ପ୍ରାକ୍ତନ ସଭାପତି ଆଡ଼ଭୋକେଟ ଅନନ୍ତ ଚରଣ ଦାସଙ୍କ ପୌରହିତ୍ୟ ଓ ପ୍ରାକ୍ତନ ସଭାପତି ଆଡ଼ଭୋକେଟ ସୂର୍ଯ୍ୟ ରଞ୍ଜନ ରାଉଳଙ୍କ ସଂଯୋଜନାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଟ୍ଟାମୁଣ୍ଡାଇ କୋର୍ଟ ସବଜଜ୍ କମ ସହକାରୀ ସେସନ୍ସ ଜଜ୍ ସୁଶ୍ରୀ ସଂଗୀତା ମଲ୍ଲିକ, ଜେ ଏମ ଏଫ ସି କମ୍ […]
କେନ୍ଦ୍ରାପଡ଼ା, ୧୦ା୪: ଗତକାଲି ଗରାପୁରସ୍ଥିତ ବାବା ବୈକୁଣ୍ଠ ବ୍ରହ୍ମଚାରୀଙ୍କ ଦ୍ୱାରା ପ୍ରତିଷ୍ଠିତ ଶ୍ରୀମହାବୀର ହନୁମାନ ଆଶ୍ରମରେ ଶ୍ରୀରାମଚରିତ ମାନସ ପରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞ ମନ୍ଦିର ପରିଚାଳନା କମିଟିର ସଭାପତି ବୈଷ୍ଣବ ପଦରଜ ଭିକ୍ଷୁ ବାବାଜୀ ଚେତନାନନ୍ଦ ଦାସ ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶୁଭାରମ୍ଭ ହୋଇଯାଇଛି । ପ୍ରଥମ ଉଦ୍ଘାଟନ ସନ୍ଧ୍ୟାରେ ମଙ୍ଗଳା ଚରଣ, ବନ୍ଦନା, ନାମ ମହାତ୍ମ୍ୟ ଓ ଶିବପାର୍ବତୀ ସମ୍ବାଦ ପ୍ରସଙ୍ଗ ପ୍ରବଚନ ଜ୍ଞାନଯଜ୍ଞ ପ୍ରଦାନ କରିଥିଲେ […]
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସପ୍ନେଶ୍ୱର ନୋଡାଲ କ୍ଲଷ୍ଟର ପକ୍ଷରୁ କଜଳବନ୍ଧ କେ. ବି. ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଅବସରକାଳିନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ସି ଆର ସି ସି ଉମାକାନ୍ତ ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମୁଖ୍ୟଅତିଥି, ସିଆରସିସି ମଳୟ ଜେନା ମୁଖ୍ୟବକ୍ତା, ବି ଆର ସି ସି ଚନ୍ଦ୍ରଶେଖର ତ୍ରିପାଠୀ, ସି ଆର […]










