ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ଏମ୍ଏନ୍ ହାଇସ୍କୁଲର ୭୧ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ ରାଉତରାୟଙ୍କ ପୌରୋହିତ୍ୟ ଅନୁଷ୍ଠିତ ଉତ୍ସବ ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ତପନ କୁମାର ଦାଶ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦର ସମ୍ପାଦକ ଗୋପିନାଥ ତ୍ରିପାଠୀ ଏବଂ ସମ୍ମାନିତ […]
Year: 2024
କେନ୍ଦ୍ରାପଡ଼ା,୧୨ା୧୨: ଗୁରୁବାର ଅପରାହ୍ନ ୩ଟାରେ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆରୋଗ୍ୟ ମନ୍ଦିର, ବାରୋ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ ପାଳନ କରିଛି । କଳାମାଟିଆ ଗ୍ରାମ ରାଧାକୃଷ୍ଣ ମନ୍ଦିର ଓ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆଶାକର୍ମୀ ସଂଯୁକ୍ତା ପ୍ରଧାନ ଗ୍ରାମବାସୀଙ୍କୁ ଏକଜୁଟ କରାଇଥିଲେ । ୱାର୍ଡମେମ୍ବର ପ୍ରଫୁଲ୍ଲ କୁମାର ରାଉତ, ଅଙ୍ଗନୱାଡି କର୍ମୀ କମଳା ସାମଲ, ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ସଦସ୍ୟା ସଭାକାର୍ଯ୍ୟରେ ସାମିଲ ହୋଇଥିଲେ । ସିଏଚ୍ଓ ଉପସ୍ଥିତ […]
କେନ୍ଦ୍ରାପଡ଼ା,୧୨ା୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଦେଶର ସମ୍ପତ୍ତିକୁ ବିଦେଶୀ ଓ ଦେଶୀ କମ୍ପାନୀକୁ ବିକ୍ରୀ କରିବା, ଆଦାନୀ ଭଳି କମ୍ପାନୀ ଦେଶର ସମ୍ବଳ ଲୁଣ୍ଠନ କରୁଥିବା ବେଳେ ରାଜ୍ୟର ଡବଲ ଇଞ୍ଜିନ ସରକାର ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଆକାଶ ଛୁଆଁ ଦରବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ ୭ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳଙ୍କ ଦାୟୀତ୍ୱରେ […]
କେନ୍ଦ୍ରାପଡ଼ା,୧୧ା୧୨: ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -୨୦୨୪ ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ବୁଧବାର ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳଙ୍କ ଦାୟୀତ୍ୱରେ ଥିବା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଯୋଗଦେଇ ପ୍ରଦର୍ଶନୀକୁ ଉଦଘାଟନ କରି କୁନି କୁନି ବୈଜ୍ଞାନିକମାନଙ୍କ ପ୍ରକଳ୍ପ ଗୁଡିକ ଅନ୍ୟ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରେରଣା ଦାୟକ ହେବ […]
ଆଜି ଚାହା ଦୋକାନ ଟେବୁଲରେ କେତେ ଜଣ ଲୋକ ବସି ବାତତଳାପ ହେଉଥିଲେ । ସେଥିରେ କେତେ ଜଣ ମୁହଁ ଚିହ୍ନା ଲୋକ ବସିଥାନ୍ତି । ସେମାନଙ୍କ ବାର୍ତାଳାପରେ ରାଜେନ୍ଦ୍ର ବାବୁ କହିଲେ – ରାଜନିତିରେ ସବୁ ସମ୍ଭବ । ଏକ ପ୍ରବାଦ ଅଛି ଯେ ମିଛର ଗୋଡ ନାହିଁ, କିନ୍ତୁ ରାଜନୀତିରେ ମିଥ୍ୟାର ଗୋଡ ଅଛି ଏବଂ ସେମାନେ ମଧ୍ୟ ଦ୍ରୁତ ଗତି ଦୌଡିପାରନ୍ତି । କେବଳ ଏତିକି […]
କେନ୍ଦ୍ରାପଡ଼ା,୧୦ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ସ୍କାଉଟସ ଓ ଗାଇଡସର ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡ. କାଳି ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କ୍ୟାମ୍ପୋରୀ ଅତ୍ୟନ୍ତ ସୁନ୍ଦର, ଚିତାକର୍ଷକ ଓ ଶାନ୍ତିଶୃଙ୍ଖଳାର ସହିତ […]
ପଟ୍ଟାମୁଣ୍ଡାଇ ୧୦/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଓ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ସମିତି ଅଧ୍ୟକ୍ଷା ତଥା ବରିଷ୍ଠ ଦେୱାନୀ ବିଚାରପତି ସୁଶ୍ରୀସଙ୍ଗୀତା ମଲ୍ଲିକ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ମାନବ ଅଧିକାର ଦିବସ ହେଉଛି ଏକ ଐତିହାସିକ ଦିବସ , ସ୍ୱାଧୀନ ଚେତନା ନେଇ ସମ୍ମାନର […]
ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା । ଏହି ଉପଲକ୍ଷେ କଷଣଅଂଟା ହାଇସ୍କୁଲ ଠାରେ ଏକ ଦିନିକିଆ ଅଭିମୁଖୀକରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ରାଜ୍ୟସ୍ତରୀୟ ଶିକ୍ଷକ ନେତା ସିଆରସିସି ମଳୟ ଜେନାଙ୍କ ସଂଯୋଜନାରେ […]
କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ନଅ ଦଫା ସମ୍ବଳିତ ଦାବିପତ୍ର ସୋମବାର ପ୍ରଦାନ କରାଯାଇଛି। ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ପାଚିକାମାନେ ଦୀର୍ଘ ବର୍ଷ ଧରି ମାସିକ ମାତ୍ର ୨ହଜାର ଟଙ୍କା ପାରିଶ୍ରମିକରେ ସକାଳ ୯ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବିଦ୍ୟାଳୟରେ ରୋଷେଇ କରି ଦେଶର ଭବିଷ୍ୟତ ବଂଶଧର […]
କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା ଜିଲ୍ଲାଶାଖାର ସାମ୍ବିଧାନିକ ସମ୍ମିଳନୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂଗଠନର ସଭାପତି ଦୟାନିଧି ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସକାଳେ ସଙ୍ଘ ପତାକା ଉତ୍ତୋଳନ କରାଯାଇ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଉଦଘାଟକ ଭାବେ ବରିଷ୍ଠ ଶିକ୍ଷାବିତ୍ ଅବନୀ କୁମାର ମହାନ୍ତି ପ୍ରଦୀପ ପ୍ରଜ୍ୱଳନ କରି ପୁଣ୍ୟାତ୍ମା ବନମାଳୀ ବ୍ରହ୍ମଚାରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ […]
ପଟ୍ଟାମୁଣ୍ଡାଇ ୯/୧୨- ପଟ୍ଟାମୁଣ୍ଡାଇ ଅଂଚଳରେ କାର୍ଯ୍ୟରତ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ରମାନେ ଦୀର୍ଘ ୯ ମାସ ହେଲା ଦରମା ନପାଇ ହନ୍ତସନ୍ତ ହେଉଛନ୍ତି । ଦରମା ଦାବୀ କରି ସେମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି । ଏ ସମ୍ପର୍କରେ ସେମାନେ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କୁ ଭେଟି ତୁରନ୍ତ ଦରମା ପାଇବା ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ରାଜନଗର ବିଧାୟକ ଧ୍ରୁବ ସାହୁ […]
କେନ୍ଦ୍ରାପଡ଼ା,୯ା୧୨: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ ପକ୍ଷରୁ ମାନ୍ୟତାପ୍ରାପ୍ତ ହୋଇ ପାରିନଥିବା ଅତ୍ୟନ୍ତ ପରିତାପର ବିଷୟ । ତେଣୁ ଏ ସମ୍ପର୍କରେ କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଂଘ ଶିବାନନ୍ଦ ଆଶ୍ରମର ସନ୍ନ୍ୟାସିନୀ ଶ୍ରୀମା’ ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଉଦ୍ୟମରେ୨୦୧୭ ମସିହାରୁ ଦୀର୍ଘ ୭ବର୍ଷ ଧରି ପ୍ରାର୍ଥନା ଦିବସ […]
କେନ୍ଦ୍ରାପଡା, ୯ା୧୨: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ଅଫିସ୍ରେ ୨୦୧୮ ମସିହାରୁ ୪୦୦୦ ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ଛାତ୍ରବୃତ୍ତି ଆବେଦନପତ୍ର, ୧୭୦୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ କନ୍ୟା ବିବାହ ସହାୟତା ପାଇଁ ଦରଖାସ୍ତ ଓ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁକାଳୀନ ସହାୟତା ଲାଗି ଦରଖାସ୍ତମାନ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ପଡିରହିଛି । ୨୦୨୩-୨୪ ଆର୍ôଥକ ବର୍ଷରେ ସମସ୍ତ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସେମାନଙ୍କ ଜିଲ୍ଲାରେ ଥିବା ଶ୍ରମିକମାନଙ୍କୁ ସେମାନଙ୍କର ସହାୟତା ରାଶି ପ୍ରଦାନ କରିଥିବା […]
କେନ୍ଦ୍ରାପଡ଼ା,୯ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍ର ଚତୁର୍ଥ ଦିବସରେ ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ଓ ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । କ୍ଷେତ୍ରପାଳ ସ୍ପୋଟିଂ ପ୍ରଥମେ ବ୍ୟାଟିଂ କରି ୩୯ ଓଭରରେ ୨୩୪ରନ କରି ଅଲଆଉଟ ହୋଇଥିଲା । ସେହିପରି ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ୧୦ ଓଭରେ […]
ପଟ୍ଟାମୁଣ୍ଡାଇ ୯ା୧୨: ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ନିକଟସ୍ଥ ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟରେ ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁମିଳନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ପ୍ରେମାନନ୍ଦ ପ୍ରଧାନଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟରେ ଅବସରପ୍ରାପ୍ତ ଶିକ୍ଷକ ସନାତନ ବେହୁରା, ଚର୍ତୁଭୁଜ ରାଉତ, କାଳନ୍ଦି ମହାରଣାଙ୍କ ସମେତ ପ୍ରଦୀପ୍ତ ବିଶ୍ୱାଳ, ଗୁରୁଚରଣ ବିଶ୍ୱାଳ, ଭାସ୍କର ମଲ୍ଲିକ, ରଞ୍ଜିତ ସାହୁ, କୈଳାସ ସେଠୀ, ପ୍ରଦୀପ ମଲ୍ଲିକ ପ୍ରମୁଖ […]
ପଟ୍ଟାମୁଣ୍ଡାଇ ୮/୧୧ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ “ଓଡ଼ିଆ ସାହିତ୍ୟରେ ଆଦିବାସୀ ଜୀବନଚର୍ଯ୍ୟା”ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପିକା ଶାନ୍ତି ସିଂହଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନାଚକ୍ରରେ ଜେକେବିକେ କଲେଜ ପ୍ରଫେସର ଅନନ୍ତକିଶୋର ଜେନା ମୁଖ୍ୟଅତିଥି ରେଭେନ୍ସା ବିଶ୍ୱବିଦ୍ୟାଳୟ ସହକାରୀ ପ୍ରଫେସର ଡ଼ ବିଜୟ ଲଷ୍ମୀ ଦାଶ ମୁଖ୍ୟବକ୍ତା, ମଦନପୁର ୟୁକେ ମହାବୀର କଲେଜ […]
କେନ୍ଦ୍ରାପଡ଼ା,୮ା୧୨: ବିଶିଷ୍ଟ ସମାଜସେବୀ, ସାମ୍ବାଦିକ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ସ୍ୱର୍ଗତ ଗୁରୁଚରଣ ଦାସଙ୍କ ଚର୍ତୁଦଶତମ ଶ୍ରାଦ୍ଧ ବାର୍ଷିିକୀ ସମାରୋହ ରବିବାର କେନ୍ଦ୍ରାପଡା ପୈାରସଂସ୍ଥା ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥିଭାବେ ଯୋଗଦେଇ ସ୍ୱର୍ଗତ ଦାସଙ୍କ କର୍ମମୟ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ । ସେ […]
କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍ର ତୃତୀୟ ଦିବସରେ ବାଲାବାବା କ୍ଲବ ଓ କେନ୍ଦ୍ରାପଡା ଟାଇଗର୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ବାଲାବା କ୍ଲବ କେନ୍ଦ୍ରାପଡା ଟାଇଗର୍ସ କ୍ଲବକୁ ୩୭ରନରେ ପରାସ୍ତ କରିଥିଲା । ବାଲାବାବା କ୍ରିକେଟ କ୍ଲବ ପ୍ରଥମେ ବ୍ୟାଟିଂ କରି ୪୫ ଓଭରରେ୬ ଉଇକେଟ ପତନରେ […]
ପଟ୍ଟାମୁଣ୍ଡାଇ ୮/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଦଳିତସାହିର ଏକ ପୋଖରୀରେ ବୁଡ଼ି ୪ ବର୍ଷର ଶିଶୁ ପୁତ୍ରର ମୁତ୍ୟୁ ହୋଇଛି।ମୃତ ଶିଶୁ ହେଲେ ଶଶିକାନ୍ତ ମଳିକଙ୍କ ଶିଶୁପୁତ୍ର ପ୍ରଭୁପାଦ ମଳିକ (୪) ବୋଲି ଜଣାପଡିଛି ।ସାମାନ୍ୟ ଅସାବଧାନତା କାରଣରୁ ଏହି ଘଟଣା ଘଟିଛି । ପ୍ରକାଶ ଯେ ପ୍ରଭୁପାଦ ରବିବାର ମଧ୍ୟହ୍ନ ଖାଦ୍ୟଘରେ ଖାଇ ସାରିବା ପରେ ବାଡି ପଛ ପଟ୍ଟକୁ ଯାଇଥିଲା । ବାଡ଼ି ପଛକୁ ଯାଇଥିବା […]
ପଟ୍ଟାମୁଣ୍ଡାଇ ୭/୧୨-ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪ ନରସିଂହପୁର ପଂଚାୟତ ଅନ୍ତର୍ଗତ ଅଠରବାଟିଆ ବଜ୍ର ମା କାଳୀ ହାଇସ୍କୁଲ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ସଭାପତି ବିଜୟ କୁମାର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସ୍ୱରେ ନରସିଂହପୁର ସରପଂଚ ଦୀପ୍ତିମୟୀ ପରିଡା ମୁଖ୍ୟଅତିଥି, ଓଷ୍ଟା କେନ୍ଦ୍ରାପଡ଼ା ଜିଲ୍ଲା ପୂର୍ବତନ ସମ୍ପାଦକ ତପନ କୁମାର ସିଂହ ମୁଖ୍ୟବକ୍ତା, ବଜ୍ର ମା କାଳୀ […]
କେନ୍ଦ୍ରାପଡା ତା୮/୧୨ – ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ସହାୟତା ଅର୍ଥ ମୋଟ ୩୧୦୦/- ଟଙ୍କା ପ୍ରଦାନ ନିମନ୍ତେ ବରଗଡ ଜିଲ୍ଲାର ସୋହେଲା ଠାରେ ଅନୁଷ୍ଠିତ ହୋଇଯାଇଅଛି। ଯାହାର ସିଧାପ୍ରସାରଣ କାର୍ଯ୍ୟକ୍ରମ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡା ଜିଲ୍ଲାର […]
କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ରବିବାର ଉଦଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କ୍ୟାମ୍ପୋରୀକୁ ଉଦଘାଟନ କରି ସ୍କାଉଟସ ଓ ଗାଇଡସ୍ ଶିବିରାର୍ଥୀ ଛାତ୍ରଛାତ୍ରୀମାନଙ୍କୁ ସେବା, ସ୍ୱଛତା, ଶୃଙ୍ଖଳା, ସଂସ୍କୃତି ଓ ପରମ୍ପରା ସହିତ ବିଶ୍ୱ ଭାତୃଭାବ ସୃଷ୍ଟି କରିବା ଉପରେ ପରାମର୍ଶ […]
କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ସେଣ୍ଟ ଯୋସେଫ ସ୍କୁଲ ପରିସରରେ ବାର୍ଷିକ ବାଣିଜ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଫାଦର ନବକିଶୋର ଦିଗଲଙ୍କ ସଭାପତିତ୍ୱରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ କୁମାର ବେହେରା ଯୋଗଦେଇ ଏହାକୁ ଉଦ୍ଘାଟନ କରି ଛାତ୍ରଛାତ୍ରୀମାନଙ୍କ ସଫଳ ଭବିଷ୍ୟତ ନିର୍ମାଣ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ ଓ ପିଲାମାନଙ୍କର ବାଣିଜ୍ୟ ପ୍ରତି ଆଗ୍ରହକୁ ଉତ୍ସାହିତ କରିଥିଲେ । […]
କେନ୍ଦ୍ରାପଡ଼ା,୬ା୧୨: ଆଜି କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍ ହୋଇଯାଇଛି । ଜିଲ୍ଲା ସଂଘ ସମ୍ପାଦକ ଶୁଭାଶୀଷ ସେନାପତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ କାଉନସିଲର ତଥା ଯୁବ ନେତା ରଞ୍ଜିତ କୁମାର ସାହୁ, ସମ୍ମାନିତ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ବିଜେପି ଯୁବନେତା ତଥା ଏମ୍ପିଙ୍କ ପ୍ରତିନିଧି […]