Year: 2024

ଏମ୍ ପାୱାର ପବ୍ଲିକ ସ୍କୁଲର ୭ମ ବାର୍ଷିକ ଉତ୍ସବ “ଅନ୍ତରାଗ୍ନୀ”ପାଳିତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଏମ୍ ପାୱାର ପବ୍ଲିକ ସ୍କୁଲ ଗରାପୁରର ୭ମ ବାର୍ଷିକ ଉତ୍ସବ କେନ୍ଦ୍ରାପଡା ସଂସ୍କୃତି ଭବନ ଠାରେ ପାଳିତ ହୋଇଯାଇଛି । ସ୍କୁଲର ପ୍ରିନ୍ସପାଲ୍ ସ୍ନେହା...

ଆଦର୍ଶ ଆଚରଣ ବିଧି ପାଳନ ପାଇଁ ସମସ୍ତ ରାଜନୈତିକ ଦଳର ପ୍ରତିଶ୍ରୁତି

କେନ୍ଦ୍ରାପଡ଼ା,୧୭ା୩: ସୁସ୍ଥ ଗଣତନ୍ତ୍ରର ପରମ୍ପରାକୁ ବଜାୟ ରଖିବା ପାଇଁ ଆମେ ନିଷ୍ଠାର ସହ ପାଳନ କରିବୁ ଆଦର୍ଶ ଆଚରଣ ବିଧି । ଜିଲ୍ଲା ପ୍ରଶାସନକୁ ଏ ଦିଗରେ...

କଡ଼ାକଡ଼ିଭାବେ ପାଳନ ହେବ ନିର୍ବାଚନ ଆଦର୍ଶ ଆଚରଣ ବିଧି

କେନ୍ଦ୍ରାପଡ଼ା,୧୭ା୩: ନିର୍ବାଚନ ଆଦର୍ଶ ଆଚରଣ ବିଧିକୁ କଡ଼ାକଡ଼ିଭାବେ ପାଳନ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର...

ଦେଶର ଆର୍ଥୀକ ମେରୁଦଣ୍ଡ ସବଳ ନ ହେଲେ ସାମାଜିକ ସ୍ତରରେ ବିକାଶ ହୋଇପାରିବ ନାହିଁ

ଭାରତରେ ଏବେ ସାଧାରଣ ନିର୍ବାଚନ ଲାଗି ବିଗୁଲ ବାଜି ସାରିଛି । ପ୍ରତ୍ୟେକ ରାଜନୈତିକ ଦଳ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ପ୍ରକାର ଲୋଭନୀୟ ପ୍ରତିଶ୍ରୁତି...

ଗ୍ରିଲ କାଟି ଘରେ ପଶିଲେ ଡକାୟତ ,ଆଇନଜୀବିଙ୍କୁ ଛୁରୀ ଭୁସି ଲୁଟି ନେଲେ ଟଙ୍କା ଓ ସୁନା

ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବଡ଼ମୂଳବସନ୍ତ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ବଡ଼ଧରଣର  ଚୋରୀ ହୋଇଯାଇଛି । ଏପରିକି ଘଟଣାସ୍ଥଳରୁ ୧୦୦ମିଟର ଦୁରେଇ ଥିବା ହାଇସ୍କୁଲ...

ରାଜ୍ୟରେ ମଡେଲ କୋର୍ଡ ଅଫ କଣ୍ଡକ୍ଟ ଲାଗୁ

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି...

ନିର୍ବାଚନରେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ କାହା ଉପରେ ଲାଗିଯାଏ ପ୍ରତିବନ୍ଧକ?

୨୦୨୪ ଲୋକ ସଭା ସହ ଓଡ଼ିଶା ବିଧାନସଭା ଲାଗି ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଦେଶରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ...

ନିଜ ନିର୍ବାଚନ ମଣ୍ଡଳୀରେ କେବେ ଭୋଟ୍ ହେବ ଜାଣି ରଖନ୍ତୁ

ଭୁବନେଶ୍ୱର,୧୬ା୩- ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ...

ପୌରସଂସ୍ଥା ପକ୍ଷରୁ ପଲିଥିନ୍ ବିରୋଧୀ ଅଭିଯାନ,ପଲିଥିନ୍ ଜବତକୁ ନେଇ ବ୍ୟବସାୟୀଙ୍କ ଦୁର୍ବ୍ୟବହାର

କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ପୌରସଂସ୍ଥା ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସହରର ତିନିମୁହାଣି ମାର୍କେଟ୍‌ରେ ପଲିଥିନ ବିରୋଧୀ ଅଭିଯାନ ଚାଲିଥିବା ବେଳେ ପଲିଥିନ ଜବତକୁ ନେଇ ଜନୈକ ବ୍ୟବସାୟୀ...

ଭାରତୀୟ ସ୍ଥଳସେନା ପକ୍ଷରୁ କେନ୍ଦ୍ରାପଡା ମହାବିଦ୍ୟାଳୟରେ ଅଗ୍ନିବୀର ଯୋଜନା ସମ୍ପର୍କରେ ସଚେତନତା ଶିବିର

କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ସ୍ଥଳସେନା ପକ୍ଷରୁ ଅଗ୍ନିବୀର ସ୍କିମ୍ ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଏନ୍‌ସିସି ୟୁନିଟ୍...

ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ ଇନ୍ଦୁପୁର ସିଏଚ୍‌ସି କମିଟି ପକ୍ଷରୁ ଗଣଧାରଣା

କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ସିଏଚ୍‌ସି କମିଟି ପକ୍ଷରୁ ଆଜି ଗଣଧାରଣା ଦିଆଯାଇଥିଲା ।...

ନିର୍ବାଚନ ଘୋଷଣା ପରେ ପ୍ରଶାସନିକ ପ୍ରସ୍ତୁତି ଜୋରଦାର, ପୋଲିସର ପ୍ଲାଗମାର୍ଚ୍ଚ

ଲୋକ ସଭା ନିର୍ବାଚନ ସହ ଓଡିଶା ସମେତ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ କେନ୍ଦ୍ର ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ଓଡିଶାରେ ୪ଟି ପର୍ଯ୍ୟାୟରେ...

୧ କୋଟି ୨୦ଲକ୍ଷ ଟଙ୍କା ବ୍ୟୟରେ ଅଳପୁଆ -ବଲୁରିଆ ସୌର ଆଲୋକୀକରଣ ପ୍ରକଳ୍ପ ଶିଳାନ୍ୟାସ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳର ବନ୍ୟା ବିପନ୍ନ ଲୋକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ଘୋଷଣା ପୂର୍ବରୁ ଏକ ବୃହତ ସୌର ଆଲୋକୀକରଣ ପ୍ରକଳ୍ପ ଭେଟି...

ଭୋଜି ଖାଇ ୪୦ ଅସୁସ୍ଥ: ୧୬ ମେଡିକାଲରେ ଭର୍ତି

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ବିଲିକଣା ଗ୍ରାମର ଶ୍ରୀଧର ବେହେରାଙ୍କ ଘରେ ଭୋଜି ଖାଇ ୪୦ ଜଣ ଅସୁସ୍ଥ ହୋଇପଡିଛନ୍ତି । ଏମାନଙ୍କ ମଧ୍ୟରୁ ୧୬...

ବାଜିଲା ନିର୍ବାଚନୀ ବିଗୁଲ୍ , ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍‌

ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍ । ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ...

ପେନସନ ପୋକ୍ଟେସନ ଦାବିରେ ସାମ୍ବାଦିକଙ୍କ ପ୍ରତିବାଦ

କେନ୍ଦ୍ରାପଡ଼ା,୧୫ା୩: କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକ ୟୁନିଅନ ଓୟୁଜେ ନିର୍ଦ୍ଦେଶରେ ସାମ୍ବାଦିକମାନଙ୍କୁ ପେନସନ ପ୍ରୋକ୍ଟେସନ ଦାବିରେ କଳାବ୍ୟାଚ ପରିଧାନ କରି ପ୍ରତିବାଦ ଜଣାଇଛନ୍ତି । ସରକାର ସବୁ ଶ୍ରେଣୀର...

ବିଶ୍ୱ ସ୍ତରୀୟ ଆଇନ ଉପଭୋକ୍ତା ସଚେତନତା କର୍ମଶାଳା

କେନ୍ଦ୍ରାପଡ଼ା,୧୫ା୩ : ଇଚ୍ଛାପୁରର ଶ୍ୟାମକାଳୀ ଏନକ୍ଲେଭରେ ଏକ ଜିଲ୍ଲାସ୍ତରୀୟ ଉପଭୋକ୍ତା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସତ୍ୟସାଇ ବୈଷୟିକ ଅଗ୍ରଗତି ସେବା ସଂସ୍ଥାର ସହଯୋଗରେ...

ଇଲୋକ୍ଟରଲ ବଣ୍ଡକୁ ନେଇ ଅମିତ ଶାହାଙ୍କ ବଡ ବୟାନ

  ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ ପରେ ଏସବିଆଇ ନିର୍ବାଚନୀ ବଣ୍ଡର ତଥ୍ୟ ସାର୍ବଜନୀନ କରିଛି । ଏଥିରେ ଦେଶର ବିଭିନ୍ନ ପାର୍ଟିକୁ କୌଣସି ବ୍ୟକ୍ତି କିମ୍ବା କମ୍ପାନୀ...

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଅମିତ ଶାହାଙ୍କ ବଡ଼ ବୟାନ , ରାଜନୀତିରେ ଫିଜିକ୍ସ କାମ ଦିଏନାହିଁ ; ୧ ଯୁକ୍ତ ୧ ସବୁବେଳେ ଦୁଇ ହୋଇନଥାଏ ବେଳେବେଳେ ଏହା ୧୧ ମଧ୍ୟ ହୋଇଥାଏ

ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଂଟକୁ ନେଇ ଉଭୟ ଦଳର କର୍ମୀଙ୍କ ସହ ନେତା ଦ୍ୱନ୍ଦରେ ଥିବାବେଳେ ଏହାକୁ ନେଇ...

ନବନିର୍ମିତ ମାର୍କେଟକମ୍ପେ୍ଲକ୍ସର ଗୃହ ବଣ୍ଟନକୁ ନେଇ କାଉନସିଲ ଦୁଇଫାଳ

କେନ୍ଦ୍ରାପଡ଼ା, ୧୫ା୩: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ପୁରୁଣା ବସଷ୍ଟାଣ୍ଡରେ ଏକ ଦୁଇମହଲା ବିଶିଷ୍ଟ ମାର୍କେଟ କମ୍ପେ୍ଲକ୍ସ କିଛିଦିନ ତଳେ ଉଦଘାଟିତ ହୋଇଛି । ସେହି ମାର୍କେଟ କମ୍ପେ୍ଲକ୍ସରେ...

ଶିକ୍ଷକନେତା ଗୋଲକ ସାହୁ ଶ୍ରାଦ୍ଧ ବାର୍ଷିକୀ ଓ ସ୍ମରଣିକା ଉନ୍ମୋଚନ

ବିପ୍ଲବୀ ଶିକ୍ଷକ ନେତା ନିଖିଲ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ପୂର୍ବତନ ସଭାପତି ସ୍ୱର୍ଗତ ଗୋଲେଖ ବିହାରୀ ସାହୁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଓ ସ୍ମରଣିକା...

ଉତ୍କଳମଣି ଯୁବକ ସଂଘ ପକ୍ଷରୁ ଭୋଟର ସଚେତନତା ଶିବିର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଲେଜ ପରିସରରେ ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟ , ନେହେରୁ ଯୁବ କେନ୍ଦ୍ର କେନ୍ଦ୍ରାପଡ଼ା, ଜାତୀୟ ସେବା ଯୋଜନା ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ଉତ୍କଳମଣି...

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ନୂଆଦିଲ୍ଲୀ ୧୫ା୩: ଆସନ୍ତାକାଲି ଅର୍ଥାତ୍ ଶନିବାର ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ । ନିର୍ବାଚନ ଆୟୋଗ ଶନିବାର ଅପରାହ୍ନ ୩ଟାରେ ଲୋକସଭା ନିର୍ବାଚନର ତାରିଖ ଘୋଷଣା...

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ ଗୃହର ଶିଳାନ୍ୟାସ

କେନ୍ଦ୍ରାପଡ଼ା, ୧୪ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ ଗୃହକୁ ଆଜି ଅପରାହ୍ନରେ କେନ୍ଦ୍ରାପଡା ବିଦାୟକ ଶଶିଭୂଷଣ ବେହେରା ଶିଳାନ୍ୟାସ କରିଅଛନ୍ତି । ଦୁହୁରିଆ ସ୍ଥିତ ଏକ...