କେନ୍ଦ୍ରାପଡ଼ା,୨୦ା୨ : ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ଅଣ ଗେଜେଟେଡ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଦାବି ପୁରଣ ହେବା ପର୍ଯ୍ୟନ୍ତ କେନ୍ଦ୍ରାପଡାର ସମସ୍ତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । କେବଳ ପରୀକ୍ଷା ଦାୟୀତ୍ୱ ସମେତ ଅନ୍ୟାନ୍ୟ ଜରୁରୀକାଳୀନ କାର୍ଯ୍ୟକୁ ଛାଡି ଦେଲେ ଅନ୍ୟ କୈାଣସି ସରକାରୀ କାର୍ଯ୍ୟ ସେମାନେ […]

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲାର ପ୍ରଥମ ସମବାୟ ସମିତି(ପ୍ୟାକ୍ସ) ଭାବରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିକୁ ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥା ଆଜି ଉଦଘାଟିତ ହୋଇଯାଇଛି । ସମବାୟ ସମିତି ସମୁହର ଉପନିବନ୍ଧକ ମୋନିକା ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥାକୁ ଉଦଘାଟନ କରିବା ସହ ଭରତପୁର ମିନି ବ୍ୟାଙ୍କର ଗ୍ରାହକମାନଙ୍କୁ କମ୍ପ୍ୟୁଟରାଇଜଡ୍ ପାସବୁକ୍‌(ଜମାବହି )ବଣ୍ଟନ କରିଥିଲେ […]

କେନ୍ଦ୍ରାପଡ଼ା,୨୦ା୨ : ଆଜି ଠାରୁ ମାଟ୍ରିକ ପରିକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ବିଷୟରେ ଜିଲ୍ଲାର ୧୦୩ଟି ପରୀକ୍ଷା କେନ୍ଦ୍ରରେ ୧୮,୯୭୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥିସହିତ ୨ଟି କେନ୍ଦ୍ରରେ ମୁକ୍ତ ବିଦ୍ୟାଳୟର ୨୨୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୨୪୮ ଜଣ ମଧ୍ୟମା ପରୀକ୍ଷାର୍ଥୀ ୧୫ଟି ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ମାଟ୍ରିକ ପରୀକ୍ଷା […]

କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ମହାଆଡମ୍ବରରେ ଆଶ୍ରମର ପ୍ରତିଷ୍ଠାତ୍ରୀ ତଥା ବିଦ୍ୟାମନ୍ଦିରର ସଭାପତି ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ପଣ୍ଡିତ […]

  କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ମହାକାଳପଡାର ଚିତ୍ତରଞ୍ଜନ ଦାସଙ୍କୁ ଦଳ ବିରୋଧୀ କାର୍ଯ୍ୟ ନିମନ୍ତେ ବିଜୁ ଜନତା ଦଳର ରାଜ୍ୟ ସଭାପତିଙ୍କ ଅନୁମୋଦନ କ୍ରମେ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ।

କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ପୌର ପରିଷଦର ପୂର୍ବତନ ପୌରାଧ୍ୟକ୍ଷ ଯଥା ବରିଷ୍ଠ ର୍ନିବାଦିୟ ବିଜେଡି ନେତା ଧିରେନ କୁମାର ସାହୁ ଆଜି କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଭାବେ ଦଳ ପକ୍ଷରୁ ଅବସ୍ଥାପିତ କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ପଦବୀରେ ଗତ […]

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା । ସରପଞ୍ଚ ନିରାକାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗ୍ରାମାଞ୍ଚଳ ବିକାଶ ପାଇଁ ଆମ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବିଲିକଣା ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସରପଂଚ ଲଷ୍ମୀପ୍ରିୟା ଷଢଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ବିଜେଡି ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ପାଇଁ ପ୍ରଣୟନ କରିଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ ।ଏହି […]

ଆଜି ଠାରୁ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷା ସୁପରିଚାଳନା ପାଇଁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ କଷଣଅଣ୍ଟା ହାଇସ୍କୁଲ ପ୍ରଶ୍ନପତ୍ର ହବ କେନ୍ଦ୍ର କରାଯାଇଛି ।  ସମୁଦାୟ ପରୀକ୍ଷା ପରିଚାଳନା ପାଇଁ ୧୩ ହବ କେନ୍ଦ୍ର କରାଯାଇଛି ।  ଚଳିତ ମାଟ୍ରିକ ପରୀକ୍ଷାରେ ଫର୍ମ ପୂରଣ କରିଥିବା ୨୬୩୩ ମଧ୍ୟରୁ ୨୫୭୮ ଜଣ ପିଲା ପରୀକ୍ଷା ଦେଉଛନ୍ତି ।  ଆଜି ମାଟ୍ରିକ ପରୀକ୍ଷା […]

ଦୁରେଇ ଦୁରେଇ ଯାଉଛି ଗୁରୁ ଶିଷ୍ୟର ସମ୍ପର୍କ । ସେଦିନ ପରି ଗୁରୁଙ୍କୁ ଭକ୍ତି କରୁନି ଛାତ୍ର ଆଉ ଛାତ୍ର ମଧ୍ୟ ଗୁରୁଙ୍କ ସ୍ନେହ ଶ୍ରଦ୍ଧାରୁ ବଞ୍ଚିତ ହେବାରେ ଲାଗିଛି । କିନ୍ତୁ ଆପଣ ଜାଣି ବିଶ୍ମିତ ହେବେ କି ୪୬ ବର୍ଷ ଧରି ସ୍କୁଲ ଛାଡି ଥିବା ବୟବୃଦ୍ଧ ଛାତ୍ର ଛାତ୍ରୀ ମାନେ ଏବେ ସେମାନଙ୍କ ଚିରବନ୍ଦନୀୟ ଗୁରୁଙ୍କ ପାଦପୁଜା କରିଛନ୍ତି । ଏପରି ଏକ ଅଭୁଲା ମୁହୁର୍ତ୍ତ […]

କେନ୍ଦ୍ରାପଡ଼ା,୧୯ା୨ : ଆଜି ଠାରୁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଆଜି ଠାରୁ ଦାବି ପୁରଣ ହେବା ପର୍ଯ୍ୟନ୍ତ ଆଉ କୈାଣସି ରାଜସ୍ୱ ବିଭାଗର କାର୍ଯ୍ୟ କରିବେ ନାହିଁ । କେବଳ ପରୀକ୍ଷା ଦାୟୀତ୍ୱ ସମେତ ଅନ୍ୟାନ୍ୟ ଜରୁରୀକାଳୀନ କାର୍ଯ୍ୟକୁ ଛାଡି ଦେଲେ ଅନ୍ୟ କୈାଣସି ସରକାରୀ […]

କେନ୍ଦ୍ରାପଡ଼ା,୧୯ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ବିଜ୍ଞାନର ଇଂରାଜୀ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୮୬୨ଜଣ ପରୀକ୍ଷାର୍ଥୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଦେଇଛନ୍ତି । ଏଥିସହିତ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ୮ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭୋକେସନାଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୫୧୦ଜଣ ଛାତ୍ରଛାତ୍ରୀ ଥିବା […]

କେନ୍ଦ୍ରାପଡ଼ା, ୧୯ା୨: ଜଣେ ଦୁଷ୍କର୍ମ ଅଭିଯୁକ୍ତକୁ କେନ୍ଦ୍ରାପଡା ଫାଷ୍ଟଟ୍ରାକ ଆଡହକ୍ କୋର୍ଟର ଅତିରିକ୍ତ ଜିଲ୍ଲାଜଜ୍ ତ୍ରିବିକ୍ରମ କେଶରୀ ଚିନ୍ନାରା ୧୦ବର୍ଷ ଜେଲଦଣ୍ଡାଦେଶ ସହ ୨୫ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଥାନା ଅନ୍ତର୍ଗତ ଗୁପ୍ତି ଗ୍ରାମର ଜନୈକ ମହିଳା ଗତ ୨୦୨୦ମସିହା ମାର୍ଚ୍ଚମାସ ୧ତାରିଖ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ତାଙ୍କର ଏକ ବାହାରିଆ ଘରେ ଧାନ ଉସାଁଉଥିବା ବେଳେ […]

କେନ୍ଦ୍ରାପଡ଼ା,୧୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରିକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତ ବର୍ଷ ଜିଲ୍ଲାରେ ୧୦୩ ଟି ପରୀକ୍ଷା କେନ୍ଦ୍ରରେ ୧୯,୨୫୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ମୁକ୍ତ ହାଇସ୍କୁଲରେ ୩୧୦ ଜଣ ପରୀକ୍ଷାର୍ଥୀ ୨ଟି ପରୀକ୍ଷା କେନ୍ଦ୍ରରେ , ୩୦୮ ଜଣ ମଧ୍ୟମା ପରୀକ୍ଷାର୍ଥୀ ୧୫ଟି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ […]

କେନ୍ଦ୍ରାପଡା, ୧୮/୨: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ସଭାପତି ପ୍ରଭାକର ପଲାଇଙ୍କ ସଭାପତିତ୍ୱରେ ଜିଲ୍ଲା ଯାଦବ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ପ୍ରକାଶ ପାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ଯାଦବମାନଙ୍କ ସଂଖ୍ୟା ୩ଲକ୍ଷ ୩୧ହଜାର ଥିବାବେଳେ ଆଗାମୀ ୨୦୨୪ ନିର୍ବାଚନରେ ନିର୍ଣ୍ଣାୟକ ହେବ ବୋଲି ପ୍ରକାଶ ପାଇଛି । ଯାଦବ ବହୁଳ ନିର୍ବାଚନ ମଣ୍ଡଳୀ ମହାକାଳପଡ଼ାରୁ ଚିତ୍ତରଞ୍ଜନ ଦାସ ପ୍ରାର୍ଥୀ ହେବା ନେଇ ସ୍ଥିର ହୋଇଛି […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଡ଼ିଅଣ୍ଟା ଓ ବଡପଡା ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ  ଖଡ଼ିଅଣ୍ଟା ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଥିବା ବେଳେ ବଡପଡା ପଂଚାୟତକୁ ମଧ୍ୟ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି ।ଏହି […]

କେନ୍ଦ୍ରାପଡା, ୧୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଅଷ୍ଟାଦଶତମ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଯାଇଛି । ଗତ ଗୁରୁବାର ଦିନ ସକାଳେ ମା ଶାରଳାଙ୍କ ପାଖକୁ ଶ୍ରୀ କୁବେର ଯାଇ ଆଜ୍ଞାମାଳ ଆଣିଥିଲେ । ଆଜ୍ଞାମାଳ ଆସିବା ପରେ ଗୋବରୀ ଘାଟରୁ ଭକ୍ତମାନେ କଳସରେ ପାଣିଆଣିବା ପରେ ଘଟ ସ୍ଥାପନ କରାଯାଇ ପୂଜାଅର୍ଚ୍ଚନା କରାଯାଇଥିଲା । ଏହି ଉପଲକ୍ଷେ […]

ଆଜି ଓଡିଶାର ୧୫ଟି ଜିଲ୍ଲାର ୭୩ଟି ଆମ ହସ୍ପିଟାଲ ରୂପାନ୍ତରିକରଣ କାର୍ଯ୍ୟକ୍ରମକୁ ଭୁବନେଶ୍ୱର ଠାରେ ଭିଡିଓ କନଫରେନ୍ସ ଯୋଗେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉତ୍ସବରେ ୫ଟି ଅଧ୍ୟକ୍ଷ ଭିକେ ପଣ୍ଡିଆନ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ସବଡିବିଜନ ହସ୍ପିଟାଲରେ ଆମ ହସ୍ପିଟାଲ ରୂପାନ୍ତରିକରଣ କାର୍ଯ୍ୟକ୍ରମକୁ ମଧ୍ୟ ଭିଡିଓ କନଫରେନ୍ସ ଯୋଗେ […]

କେନ୍ଦ୍ରାପଡା, ୧୭/୨: ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କେନ୍ଦ୍ରାପଡା ବାଟ ଦେଇ ଚାନ୍ଦବାଲି ଗସ୍ତରେ ଆସିବା ଅବସରରେ ଗରାପୁର କଂଗ୍ରେସ କାର୍ଯ୍ୟାଳୟ ଠାରେ ତାଙ୍କୁ କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଶହଶହ କଂଗ୍ରେସ କର୍ମୀ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ସମବେତ ହୋଇ ପିସିସି ସଭାପତିଙ୍କୁ ପୁଷ୍ପମାଲ୍ୟ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ […]

ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଦାଣ୍ଡିସାହି, ଚଉଦକୁଲାଟ ଓ ପଟ୍ଟାମୁଣ୍ଡାଇ ବାଇପାସ ଛକ ରାସ୍ତାରେ ଦୈନିକ ଶତାଧିକ ବାଲି ବୋଝେଇ ହାଇୱା ଟ୍ରକ ଚଳାଚଳ ହେଉଛି ବୋଲି ଅନ୍ଵେଷଣକୁ ଅଭିଯୋଗ ଆସିବା ପରେ କିଛି ସମାଜସେବୀନ୍କଠାରୁ ପ୍ରତିକ୍ରିୟା ନେବାରୁ  ରାସ୍ତାର ଉଭୟ ପାର୍ଶ୍ୱରେ ବଳି ଟ୍ରକ  ଚାଲୁଥିବାରୁ ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି । ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ସାଧାରଣଜନତା ନିଜ ଗନ୍ତବ୍ୟ ପଥକୁ ଯିବା ସମୟରେ ବାଟରେ ଅଟକି ସମସ୍ୟା […]

କେନ୍ଦ୍ରାପଡା, ୧୭/୨: ଆଜି ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ସଭା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ରାପଡା ପ୍ରତି ଅବିଚାର ପ୍ରତିବାଦରେ ଆସନ୍ତା ଫେବୃୟାରୀ ୨୭ରେ ‘ମାଟି ପାଇଁ ଜେଲ୍ ଚାଲ’ ଆନ୍ଦୋଳନ କରାଯିବାର ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା, […]

ଶନିବାର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଏକ ଦଳିୟ କାର୍ଯ୍ୟକ୍ରମରେ ଚାନ୍ଦବାଲି ଗସ୍ତ ସମୟରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଶତାଧିକ ମହିଳା/ପୁରୁଷ କର୍ମକର୍ତା ଓ ନେତା ପଟ୍ଟାମୁଣ୍ଡାଇ ବିଜୁ ପଟ୍ଟନାୟକ ଛକଠାରେ ତାଙ୍କୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହିତ ଏକ ବିରାଟ ଶୋଭାଯାତ୍ରରେ ଡ. ଆମ୍ବେଡକର ଛକ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା । ସେଠାରେ ସେ ଗଣମାଧ୍ୟମକୁ ରାଜନଗରର […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଛି । ଏହି ଉପଲକ୍ଷେ କଳସ ଶୋଭାଯାତ୍ରା କରାଯାଇ ପବିତ୍ର ବ୍ରାହ୍ମଣୀ ନଦୀରୁ ଶୁଦ୍ଧ ଜଳ ଅଣାଯାଇ ଯଜ୍ଞ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି । ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତଙ୍କ ମନ୍ତ୍ର ଧ୍ୱନି ଓ ହୋମ ଯଜ୍ଞ ମଧ୍ୟରେ ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟ ଆରମ୍ଭ କରାଯାଇଛି ଓ ମହାଯଜ୍ଞ ପାଇଁ […]

କେନ୍ଦ୍ରର ମୋଦି ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୁଦ୍ଧରେ ଦେଶର ଅଧିକାଂଶ କୃଷକ,ଶ୍ରମିକ ଓ କର୍ମଚାରୀ ସଂଗଠ ମାନଙ୍କ ପକ୍ଷରୁ ଶୁକ୍ରବାର ସାଧାରଣ ଧର୍ମଘଟ ଓ ଗ୍ରାମୀଣ ଭାରତ ବନ୍ଦ ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ବାଇପାସ ରେ ଗଣଧାରଣା ସହିତ ରାସ୍ତାରୋକ ସଂଗଠିତ ହୋଇଯାଇଛି । ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ ମଂଚ,କଳିଙ୍ଗ ଭାରତ ଶ୍ରମିକ ସଂଘ ଓ ସ୍ୱାଧୀନ ଫେଡରେସନ ସମୂହ ପକ୍ଷରୁ […]