କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକର ତରଡ଼ିପାଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ତରଡ଼ିପାଳ ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ ଗୃହ […]
Year: 2024
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଶ୍ରୀରାମପୁର ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଶ୍ରୀରାମପୁର ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ […]
କେନ୍ଦ୍ରାପଡ଼ା,୧୬ା୨: ଫକିରାବାଦ୍ର ଆଜାଦ କ୍ଲବ ଆନୁକୂଲ୍ୟରେ ଆଜି ଅପରାହ୍ନରେ କେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ସର୍ବଭାରତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ୍ ଉଦଘାଟିତ ହୋଇଯାଇଛି । ଏହି ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚରେ ବରଗଡର ୟୁନାଇଟେଡ ସ୍ପୋର୍ଟସ କ୍ଲବ କୋଲକାତାର ହିନ୍ଦୁସ୍ତାନ ହିରୋଜ୍ ଫୁଟବଲ୍ ଏକାଡେମୀକୁ ୧-୦ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି । କାଲିର […]
କେନ୍ଦ୍ରାପଡା ୧୬/୨- ଗରଦପୁର ବ୍ଲକ ଭଗବାନପୁର ପଞ୍ଚାୟତରେ ବିଜେଡି କଳି ଘରୁ ବାହାରକୁ ଆସି ପଦାରେ ପଡିଯାଇଛି । ଏହି ପଞ୍ଚାୟତର ସରପଞ୍ଚ ରାଜେନ୍ଦ୍ର କୁମାର ମଲ୍ଲିକ ବିଧାୟିକା ସାବିତ୍ରୀ ଅଗ୍ରୱାଲଙ୍କ ଅନୁଗତ ହୋଇନଥିବା ହେତୁ ଆଜି ଅନୁଷ୍ଠିତ ହେଉଥିବା ଆମ ଓଡ଼ିଶା ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ ପକ୍ଷରୁ ବିଡ଼ିଓ,ଜିପିଓଙ୍କ ସମେତ ବ୍ଲକ ଅଧ୍ୟକ୍ଷ ବି ଯୋଗ ନଦେବା ଆଲୋଚନା ବିଷୟ ପାଲଟିଛି । […]
କେନ୍ଦ୍ରାପଡ଼ା,୧୬ା୨: ଓଡିଶାର ବିଭିନ୍ନ ଜିଲ୍ଲାରେ ଗ୍ରାମାଞ୍ଚଳ ଲୋକମାନଙ୍କ ଗମନାଗମନରେ ସୁବିଧା ପାଇଁ ଲକ୍ଷ୍ମୀ ବସ୍ ଗଡିଥିବା ବେଳେ ଆଜି କେନ୍ଦ୍ରାପଡାରେ ଲକ୍ଷ୍ମୀ ବସ୍ ଗଡିଲା । ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ବସ୍ ସଂଯୋଗ ସୁନିଶ୍ଚିତ କରିବା ସହ ସୁଲଭ ଓ ନିର୍ଭର ଯୋଗ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନା ପାଇଁ କେନ୍ଦ୍ରାପଡାର ଗ୍ରାମାଞ୍ଚଳର ଜନସାଧାରଣଙ୍କ ମନରେ ଅଙ୍କୁରିତ ହୋଇଛି ଆଶା ଓ ବିଶ୍ୱାସ । ପଞ୍ଚାୟତର […]
କେନ୍ଦ୍ରାପଡ଼ା,୧୬ା୨: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପରୀକ୍ଷା ଆରମ୍ଭ ହୋଇଛି । ପ୍ରଥମ ଦିନରେ +୨ ବିଜ୍ଞାନର ମାତୃଭାଷା ଓଡିଆ ବିଷୟରେ ୭୭୫ପରୀକ୍ଷାର୍ଥୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୫୧୦ଜଣ ଛାତ୍ରଛାତ୍ରୀ ଥିବା ବେଳେ ୨୬୪ଜଣ ହେଉଛନ୍ତି ଅନ୍ୟ ଆବାସୀକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକର । ଏହି ପରୀକ୍ଷା କେନ୍ଦ୍ରର ଅଧିକ୍ଷକ […]
ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ବ୍ଲକର ଅମୃତମଣୋହି ପଂଚାୟତରେ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଅମୃତମଣୋହି ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ ଗୃହ ଉନ୍ନତିକରଣ ଆଦି […]
କେନ୍ଦ୍ରାପଡ଼ା,୧୫ା୨: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶ୍ରୀଜୀୟୁ ଶୀତ ବସ୍ତ୍ର ଘୋଡିଲାଗି ହୋଇଥାନ୍ତି । ବସନ୍ତ ପଞ୍ଚମିରେ ବସନ୍ତ ଋତୁ ଆଗମନରେ ରାଧା ଗୋବିନ୍ଦ ଜୀୟୁ ତାଙ୍କ ଅଷ୍ଠସଖାମାନଙ୍କ ସହିତ […]
କେନ୍ଦ୍ରାପଡ଼ା, ୧୫ା୨: କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟିର ନୂତନ ଜିଲ୍ଲା ସଭାପତି ଭାବେ ଲୋକନାଥ ମହାରଥୀ ନିଯୁକ୍ତ ହେବାପରେ ଆଜି ସେ ପ୍ରଥମେ ସକାଳ ୧୦ଘଟିକା ସମୟରେ ବଳଦେବଜୀଉ ମନ୍ଦିରରେ ପହଞ୍ôଚ ବଳଦେବଜୀଉ ମହାପ୍ରଭୁୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ । ପରେପରେ ସେ କଂଗ୍ରେସର ବରିଷ୍ଠ ନେତାମାନଙ୍କ ସହ ଭେଟି ଦଳର ସଂଗଠନକୁ ମଜବୁତ କରିବା ନେଇ ଆଲୋଚନା କରିଥିଲେ । ବରିଷ୍ଠ ନେତା ଗଣେଶ୍ୱର ବେହେରା, […]
ରାଜନଗରର ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ବୁଧବାର କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ରାଜନଗର ନିର୍ବାଚନ ମଣ୍ଡଳି ହତଶିରି ହେଲାଣି କଂଗ୍ରେସ । ଗୁରୁରୁବାର ରାଜନଗର ବ୍ଲକରୁ କଂଗ୍ରେସ ନେତା ଓ କର୍ମୀ ଦଳରୁ ଜଣିଏ ପରେ ଜଣିଏ ଇସ୍ତଫା ଦେଉଥିବା ବେଳେ ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଏକ ପ୍ରେସ ମିଟ କରି ସମୁହ […]
କେନ୍ଦ୍ରାପଡ଼ା, ୧୪ା୨: କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘର ଏକ ପ୍ରତିନିଧି ଦଳ ଜିଲ୍ଲା ସଭାପତି ଶରତ କୁମାର ବେହେରାଙ୍କ ନେତୃତ୍ୱରେ ନୂଆ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ସୈାଜନ୍ୟ ମୂଳକ ସାକ୍ଷାତ କରି ଜିଲ୍ଲାର କେତେକ ମୈାଳିକ ସମସ୍ୟା ଓ ତାହାର ସମାଧାନ ସମ୍ପର୍କରେ ଆଲୋଚନା କରିଥିଲେ । ସେସବୁ ସମସ୍ୟାର ଆଶୁ ସମାଧାନ ପାଇଁ ଜିଲ୍ଲାପାଳ ପ୍ରତିଶୃତି ଦେଇଥିଲେ । ଏତଦ୍ବ୍ୟତିତ ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲଙ୍କୁ […]
କେନ୍ଦ୍ରାପଡ଼ା: ଆସନ୍ତା ୧୬ତାରିଖରୁ ଆରମ୍ଭ ହେବାକୁ ଯାଉଛି +୨ ବାର୍ଷିକ ପରୀକ୍ଷା । ଏହି ପରୀକ୍ଷା ମାର୍ଚ୍ଚମାସ ୨୦ତାରିଖରେ ଶେଷ ହେବ । ଏହି ପରୀକ୍ଷା ପାଇଁ ଜିଲ୍ଲାର ୭ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଶ୍ନପତ୍ର ହବ୍ କରାଯାଇ ସେଠାରେ କଡା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ଗୁଡିକୁ ଗଛିତ ରଖାଯାଇଛି । ୨୪ ଙ୍ଘ ୭ଏହି ପ୍ରଶ୍ନପତ୍ର ହବ୍ ଗୁଡିକ ଲାଇଭ୍ ଷ୍ଟ୍ରିମିଙ୍ଗ ବ୍ୟବସ୍ଥାରେ ରହିବାର ବ୍ୟବସ୍ଥା କରାଯାଇଛି […]
କେନ୍ଦ୍ରାପଡ଼ା,୧୪ା୨: ଅଖିଳ ଭାରତ କଂଗ୍ରେସ କମିଟି ଅନୁମୋଦନ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦେଶ କଂଗ୍ରେସ କମିଟିର ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ରୂପେ ଲୋକନାଥ ମହାରଥୀଙ୍କୁ ନିଯୁକ୍ତ କରିଛନ୍ତି । ଶ୍ରୀ ମହାରଥୀ ପୂର୍ବରୁ ରାଜ୍ୟ ଯୁବ କଂଗ୍ରେସ ସଭାପତି, ରାଜ୍ୟ ଛାତ୍ର କଂଗ୍ରେସ ଉପସଭାପତି ଓ ପିସିସି ସଭ୍ୟ, ମହାକାଳପଡା ଭଳି ବହୁ ଗୁରୁତ୍ୱପୂର୍ଣ୍ଣ […]
କେନ୍ଦ୍ରାପଡ଼ା, ୧୪ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଥିବା ବାଲିଯାତ୍ରା ପଡିଆରେ ଏନ୍.କେ. ରୋଲେକ୍କ ସର୍କସ ଉଦଘାଟନ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥି ଭାବରେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଯୋଗଦେଇ ଉଦ୍ଘାଟିତ କରି କହିଲେ ଯେ ଆଧୂନିକ ଯୁଗରେ ସର୍କସର ଚାହିଦା କମିଆସୁଥିବା ବେଳେ ଏହା ବର୍ତ୍ତମାନ ଇତିହାସ ପାଲଟି ଯାଇଛି । ଏହି ସର୍କସ କେନ୍ଦ୍ରାପଡା ସହର ଓ ଆଖପାଖ ଅଞ୍ଚଳର […]
ସାଧାରଣ ନିର୍ବାଚନ ୨୦୨୪ ତାରିଖ ପାଖେଇ ଆସୁଥିବା ବେଳେ କେନ୍ଦ୍ରପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀର ରାଜନୀତି ପାଣିପାଗ ମଧ୍ୟ ଧିରେଧିରେ ଗରମ ହେବାରେ ଲାଗିଲାଣି । ଦଳୀୟ କନ୍ଦଳ, ଦଳୀୟ ଅସନ୍ତୁଷ୍ଟ ଓ ଦଳ ବଦଳ ନୀତି ଜୋର ଧରିଥିବା ବେଳେ ଦଳରୁ ବରିଷ୍ଠ ନେତା ଇସ୍ତଫା ଦେବାର ଖବର ସାମ୍ନାକୁ ଆସିଲାଣି । ଶାସକ ଓ ବିରୋଧୀ ଦଳ ୨୦୨୪ ନିର୍ବାଚନ ପାଇଁ ସଜବାଜ ହେଉଥିବାବେଳେ ବିରୋଧୀ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ନୂତନ ତହସିଲଦାରଙ୍କ ନିକଟରେ ଜଣାଇଛନ୍ତି ।ଏହି ତହସିଲ ଉପରେ ୩୧ ପଂଚାୟତର ୧୫୫ ଗ୍ରାମର ଜନସାଧାରଣ, ଛାତ୍ରୀଛାତ୍ର ଜମିଜମା କାଗଜପତ୍ର ଓ ସାର୍ଟିଫିକେଟ ପାଇଁ ନିର୍ଭରଶୀଳ ବୋଲି ଅନୁମାନ ନୁହେଁ ଅନ୍ୱେଷଣରୁ ଜଣାପଡିଛି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଅନ୍ତର୍ଗତ ବନ୍ତୋ ସେଂଟ ଜ୍ୟାଭିୟର ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଲଷ୍ମୀକାନ୍ତ ବେହେରା, ଉତିକଣ ଚାଷୀମୁଲିଆ ସଂଘ ଆବାହକ ଭାସ୍କର ରାଉତରାୟ ମୁଖ୍ୟବକ୍ତା, ଚନ୍ଦନନଗର ସରପଂଚ ବନୋଜ ସେଠୀ, ସ୍କୁଲ ପ୍ରତିଷ୍ଠାତା ଖଗେଶ୍ୱର ପାଗଳ,ସି ଆର ସି […]
ପଟ୍ଟାମୁଣ୍ଡାଇ/ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଅର୍ଥ ବିନିଯୋଗ କମାଇବାର ଲାଗିଛି । ଅନ୍ୟ ପକ୍ଷରେ ଦରଦାମ ଆଶାତୀତ ବୃଦ୍ଧି ହେବା ସାଙ୍ଗକୁ ଟିକସ ବୃଦ୍ଧି କରୁଥିଲା ବେଳେ କର୍ପୋରେଟ କ୍ଷେତ୍ରକୁ ଟିକସ କମାଇବା ସହିତ ଋଣ ଛାଡ କରାଯାଇଛି । ବେକାରୀ ସର୍ବକାଳୀନ ରେକର୍ଡ ଭାଙ୍ଗିଛି । ମୋଦୀ […]
କେନ୍ଦ୍ରାପଡ଼ା, ୧୩ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ହୋଇଥିବା ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ଦାସଙ୍କୁ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ଯୋଗଦେଇ ଛାତ୍ରୀ ସୁଶ୍ରୀ ଦାସଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ […]
କେନ୍ଦ୍ରାପଡ଼ା,୧୩ା୨: ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଗତ ୯ବର୍ଷ ମଧ୍ୟରେ ଲଗାତାର ଭାବେ ଶ୍ରମିକ-କୃଷକ ମାରଣ ନୀତି ନେବା ସହିତ କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଅର୍ଥ ବିନିଯୋଗ କମାଇବାର ଲାଗିଛି ।ଅନ୍ୟ ପକ୍ଷରେ ଦରଦାମ ଆଶାତୀତ ବୃଦ୍ଧି ହେବା ସାଙ୍ଗକୁ ଟିକସ ବୃଦ୍ଧି କରୁଥିଲା ବେଳେ କର୍ପୋରେଟ କ୍ଷେତ୍ରକୁ ଟିକସ କମାଇବା ସହିତ ଋଣ ଛାଡ କରାଯାଇଛି ।ବେକାରୀ ସର୍ବକାଳୀନ ରେକର୍ଡ ଭାଙ୍ଗିଛି ।ମୋଦୀ ସରକାର ଭୋଟ […]
କେନ୍ଦ୍ରାପଡା, ଓଡ଼ିଶାରେ ଡାହାଣୀ ଆଖ୍ୟା ଓ ଡାହାଣୀ ଶିକାର ଏକ ନିନ୍ଦିତ, ଘୃଣ୍ୟ, ଅସମାନତା ସୃଷ୍ଟିକାରୀ ଏବଂ ଅଧିକାର କ୍ଷୁର୍ଣ୍ଣକାରୀ ପ୍ରଥା। ଏଭଳି ଅନ୍ଧ ବିଶ୍ୱାସ ଓ କୁସଂସ୍କାରକୁ ସମାଜରୁ ଦୂରେଇବା ପାଇଁ କେନ୍ଦ୍ରାପଡା ଜିଲ୍ଲାପ୍ରଶାସନ ସଦଭାବନା ସଭାଗୃହରେ ଡାହାଣୀ ଶିକାର ପ୍ରତିରୋଧ ଅଧିନିୟମ ଓ ଦଣ୍ଡ ବିଧାନ ଉପରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଜିଲ୍ଲାସ୍ତରୀୟ କର୍ମଶାଳାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ […]
କେନ୍ଦ୍ରାପଡା, ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟ ସରକାରଙ୍କର ସଂକଳ୍ପ ହେଉଛି ସହରାଞ୍ଚଳର ବିକାଶ । ସର୍ବପୁରାତନ କେନ୍ଦ୍ରାପଡ଼ା ପୌରପରିଷଦ ଅଧୀନରେ ଥିବା ୱାର୍ଡଗୁଡିକର ଉନ୍ନତିକରଣ କରିବାକୁ ନିଆଯାଉଥିବା ଜନହିତକର କାର୍ଯ୍ୟକ୍ରମଗୁଡିକ ବିଷୟରେ ସଚେତନତା ସୃଷ୍ଟି ପାଇଁ ପୌରପରିଷଦ ପକ୍ଷରୁ ସଚେତନତା ଶିବିର ଆୟୋଜନ କରାଯାଉଛି । ଏହି କ୍ରମରେ ଆଜି ଇଚ୍ଛାପୁରଠାରେ ଆୟୋଜିତ ସଚେତନତା ଶିବିରରେ ପୌରଧ୍ୟକ୍ଷା ସରିତା ସାହୁ, ଉପାଧ୍ୟକ୍ଷା ଆକବରୀ ଖାତୁନ, ନିର୍ବାହୀ […]
ଭୁବନେଶ୍ୱର ଫୁଟବଲ ଏକାଡେମୀ ପରିସରରେ ଚାଲିଥିବା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟରେ କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ଫୁଟବଲ ଦଳ ଚାମ୍ପିୟାନ ହୋଇଛି । ରାଜ୍ୟ ସରକାରଙ୍କ କ୍ରୀଡା ଏବଂ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ କେନ୍ଦ୍ରାପଡ଼ା ମହିଳା ଦଳ, ସୁନ୍ଦରଗଡ଼ ମହିଳା ଦଳକୁ ଭେଟିଥିଲା । ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ କେହି କାହାକୁ ଗୋଲ […]
କେନ୍ଦ୍ରାପଡ଼ା, ୧୩ା୨: କେନ୍ଦ୍ରାପଡା ଜିଲ୍ଲାର ସର୍ବବୃହତ ପଞ୍ଚକଳା ଶିକ୍ଷାନୁଷ୍ଠାନ ପାୟଲ ମ୍ୟୁଜିକ୍ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସର(ଇନ୍ଦୁପୁର)ରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାୟଲ ମ୍ୟୁଜିକ୍ ସ୍କୁଲର ଚିତ୍ରକଳା ବିଭାଗ ଗୁରୁ ପୁଷ୍ପାଞ୍ଜଳି ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠାନର ରଙ୍ଗତରଙ୍ଗରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଚିତ୍ରକଳା ପ୍ରଦର୍ଶିତ ହୋଇଥିଲା । ଏହି ଚିତ୍ରକଳା ପ୍ରଦର୍ଶନୀରେ ପିଲାମାନଙ୍କ ଦ୍ୱାରା ପ୍ରସ୍ତୁତ ଫାଇନ୍ ଆର୍ଟ, ପୋଟ୍ରେଟ, ଭାରତୀୟ ଚିତ୍ରକଳା, ପଟ୍ଟଚିତ୍ର, […]










