ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ ଗ୍ରାମାଂଚଳର ବିଭିନ୍ନ ପଂଚାୟତ ଓ ପୌରାଂଚଳର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି । ଏହି କ୍ରମରେ ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବଳଭଦ୍ରପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ […]
Year: 2024
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଅନ୍ତର୍ଗତ ବନ୍ତୋ ସେଂଟ ଜ୍ୟାଭିୟର ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଲଷ୍ମୀକାନ୍ତ ବେହେରା, ଉତିକଣ ଚାଷୀମୁଲିଆ ସଂଘ ଆବାହକ ଭାସ୍କର ରାଉତରାୟ ମୁଖ୍ୟବକ୍ତା, ଚନ୍ଦନନଗର ସରପଂଚ ବନୋଜ ସେଠୀ, ସ୍କୁଲ ପ୍ରତିଷ୍ଠାତା ଖଗେଶ୍ୱର ପାଗଳ,ସି ଆର ସି […]
ଭୁବନେଶ୍ୱର,୧୨ା୨: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା । ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍ […]
କେନ୍ଦ୍ରାପଡ଼ା, ୧୨ା୨: ସର୍କସ ଆଜି ଇତିହାସ ହୋଇଯାଇଥିବା ବେଳେ କେନ୍ଦ୍ରାପଡା ବାଲିଯାତ୍ରା କମିଟି ଆନୁକୂଲ୍ୟରେ ସହର ଉପକଣ୍ଠ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଥିବା ବାଲିଯାତ୍ରା ପଡିଆରେ ଚଳିତମାସ ୧୩ତାରିଖରୁ ଏନ୍.କେ. ରୋଲେକ୍କ ସର୍କସ ଉଦଘାଟନ ହୋଇ ଏକ ମାସ ଧରି ଚାଲିବ ବୋଲି ସର୍କସର ମ୍ୟାନେଜର ମୁଲ୍ଲା ସାଦିକ ରହେମନ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ୧୩ତାରିଖ ସନ୍ଧ୍ୟା ୬ଟା ୪୫ମିନିଟରେ କେନ୍ଦ୍ରାପଡା ବିଧାୟକ […]
କେନ୍ଦ୍ରାପଡ଼ା,୧୨ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ ଏବଂ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ ସମାରୋହ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଲୟ ର ଅଧ୍ୟକ୍ଷ ଅଧ୍ୟାପକ ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ଇଂରାଜୀ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ. ବ୍ରଜ ମୋହନ ମିଶ୍ର ଯୋଗଦେଇ ମହାବିଦ୍ୟାଳୟକୁ ନିଜର ମା’ ଭାବିବାକୁ ପରାମର୍ଶ ଦେଇଥରଲେ । ଏଥିସହିତ ପିଲାମାନଙ୍କୁ […]
ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ ଗ୍ରାମାଞ୍ଚଳର ବିଭିନ୍ନ ପଂଚାୟତ ଓ ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକର ବଡ଼ମୂଳବସନ୍ତ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ବଡ଼ମୂଳବସନ୍ତ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଅଳପୁଆ ପଂଚାୟତ ରାମମନ୍ଦ୍ିର ପଡିଆଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଳପୁଆ ପଂଚାୟତର କଂଗ୍ରେସ ସଭାପତି ଚନ୍ଦନ କୁମାର ସାହୁ ଓ ଯୁବ ସଭାପତି ଉମାକାନ୍ତ ବିହାରୀଙ୍କ ନେତ୍ରୁତ୍ୱରେ ଶତାଧିକ ମହିଳା ଓ ପୁରୁଷ କର୍ମକର୍ତା ଯୋଗଦେଇଥିଲେ । ପୂର୍ବତନ ସରପଂଚ ତଥା ବରିଷ୍ଠ କଂଗ୍ରେସ ନେତା ଅଧିକାରୀ ଶରତଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର […]
ଗତକାଲି ଦୁର୍ଘଟଣାରେ ଗୁରୁତର ହୋଇଥିବା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ତଥା ସଂସାର ଫଳ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ, ବରିଷ୍ଠ ଆଇନଜୀବୀ ଶିବ ପ୍ରସାଦ ସାମନ୍ତରାୟଙ୍କ ପରଲୋକ ଘଟିଛି। ଗତକାଲି ଦୁର୍ଘଟଣାର ଶିକାର ହୋଇ ଅତ୍ୟନ୍ତ ମୁମୁର୍ଷ ଅବସ୍ଥାରେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ମାତ୍ରେ ପଟ୍ଟାମୁଣ୍ଡାଇ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞକୁ ବିପୁଳ ଆନନ୍ଦ ଓ ଭକ୍ତିପୂର୍ଣ୍ଣ ଭାବେ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ପରାମର୍ଶକ୍ରମେ ବଣିକ ସଂଘ ଓ ସରକାରୀ ପଦାଧିକାରୀଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶ୍ରୀରାମ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ବଣିକ ସଂଘ ସଭାପତି ଗୋପୀନାଥ କରଙ୍କ ପୌରହିତ୍ୟରେ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କ୍ରେଜ ମହଲଠାରେ ରବିବାର ଜୀବନ ସୁରକ୍ଷା କଳ୍ୟାଣ ସମିତି ପକ୍ଷରୁ ଜିଲ୍ଲା ସ୍ତରିୟ ପ୍ରତିଭା ସମ୍ମାନ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଜୀବନ କଲ୍ୟାଣ ସମିତି ଆବାହକ ରଞନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ପଟ୍ଟାମୁଣ୍ଡାଇ ମଣ୍ଡଳ ସହକାରୀ ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ତ୍ରିପାଠୀ, ପଟ୍ଟାମୁଣ୍ଡାଇ ଜୀବନବୀମା ଶାଖା ପରିଚାଳକ ଜୟକୃର୍ଷ୍ଣ ସାହୁ, ଜୀବନ ବୀମା ସର୍ବ ଭାରତୀୟ ସାଧାରଣ ସଂପାଦକ ସିଡ୍ୱୁଏ […]
କେନ୍ଦ୍ରାପଡ଼ା,୧୧ା୨ : ଗାଁ ସାଥି(ମେଟ୍) ସଙ୍ଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ବିଶାଳ ସମାବେଶ କରାଯିବା ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଗୋପାଳଜୀଉଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସମ୍ପାଦକ ଅନିଲ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସଙ୍ଘର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବି ବିଷୟରେ ଆଲୋଚନା କରାଯାଇଥିଲା । ସଙ୍ଘ ପକ୍ଷରୁ ଗାଁସାଥିଙ୍କୁ ମାସିକ ପ୍ରୋତ୍ସାହନରାଶି ୧୦ହଜାର […]
କେନ୍ଦ୍ରାପଡ଼ା,୧୧ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଦୁଇଦିନିଆ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଭାଗୀୟ ମୁଖ୍ୟ ପ୍ରଫେସର ବଶ୍ୱରଞ୍ଜନ ପୁହାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରର ପ୍ରଥମ ଦିନରେ ପ୍ରାକ୍ତନ ଅଧ୍ୟକ୍ଷ ତଥା ପଦାର୍ଥ ବିଜ୍ଞାନ ବିଭାଗ ପ୍ରାଧ୍ୟାପକ ଡ. ଅନ୍ତରାମ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ଓ ପ୍ରଜୁକ୍ତି ବିଦ୍ୟାରେ ପଦାର୍ଥର ଗୁଣ ଓ ଉପଯୋଗିତା […]
କେନ୍ଦ୍ରାପଡ଼ା,୧୧ା୨ : କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ଇନ୍ଦୁପୁର ପାୟଲ ମ୍ୟୁଜିକ୍ ସ୍କୁଲର ଏକବିଂଶତମ ଗ୍ରାମୀଣ ମହୋତ୍ସବ ଦୁଇଦିନ ବ୍ୟାପି ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ସଭାପତି ନୀଳମାଧବ ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଓଡିଶୀ ନୃତ୍ୟଶିଳ୍ପୀ ଗୁରୁ ଡା. ଗଜେନ୍ଦ୍ର କୁମାର ପଣ୍ଡା ,ମୁଖ୍ୟବକ୍ତା ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ, ସମ୍ମାନୀତ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୧୧ା୨ : ଓଡିଶା ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘର ଜିଲ୍ଲା ସ୍ତରୀୟ ତ୍ରୟବାର୍ଷିକ ସମ୍ମିଳନୀ ଆଜି ଟାଉନହଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସୁକାନ୍ତ କୁମାର ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ସହକାରୀ ଜିଲ୍ଲାପାଳ ଅଶୋକ କୁମାର ବେହେରା, ଭଣ୍ଡାରୀ ପୋଖରୀ ତହସିଲର ଅତିରିକ୍ତ ତହସିଲଦାର ରଶ୍ମୀରଞ୍ଜନ ମଲ୍ଲିକ, […]
କେନ୍ଦ୍ରାପଡ଼ା,୧୧ା୨ : ମହାନ୍ ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଜନନେତା, ପୂର୍ବତନ ସାଂସଦ, ଅରୁଣାଚଳ ପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ ସୁରେନ୍ଦ୍ର ଦ୍ୱିବେଦୀଙ୍କ ୧୧୨ତମ ଜୟନ୍ତୀ ଆଜି କେନ୍ଦ୍ରାପଡାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତିସଭାରେ ବରିଷ୍ଠ କଂଗ୍ରେସ ନେତା ଫକୀର ଚରଣ ଖଟୁଆ, ସୁଶିଲ କୁମାର ସାମଲ, ପ୍ରଫୁଲ୍ଲ କୁମାର ଦାସ, ହିମାଂଶୁ ଶେଖର ଲେଙ୍କା, ଗୋପାଳ […]
କେନ୍ଦ୍ରାପଡ଼ା, ୧୧/୨: କେନ୍ଦ୍ରାପଡ଼ା ସାହିତ୍ୟ ଉତ୍ସବ ଆଜି ଉଦଯାପିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାଞ୍ଚଳ ଆରଡିସି ତଥା ବିଶିଷ୍ଟ କବି ରଞ୍ଜନ ଦାସ ଯୋଗଦେଇ କହିଥିଲେ ଯେ ସାହିତ୍ୟ ସମାଜକୁ ରୁଦ୍ଧିମନ୍ତ ଓ ରଙ୍ଗମୟ କରେ । ଜଣେ ସାହିତ୍ୟିକ ବା କବି ସୃଷ୍ଟି କୁ ସୌନ୍ଦର୍ଯ୍ୟମୟ କରାଏ । ପ୍ରତ୍ୟେକ ଲୋକ ନିଜସ୍ୱ ବାଟରେ ଆଗକୁ ଯାଆନ୍ତି । ତେବେ ସବୁ ପରିସ୍ଥିତିରେ ଜଣେ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବେଲତଳ ଗ୍ରାମର ସୁଦର୍ଶନ ଦାଶଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ଚାଳଛପର ଘର ସମେତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ତେବେ କେହି ଦୁବୃର୍ତ୍ତ ଘରେ ନିଆଁ ଲଗାଇ ଦେଇଥିବା ଗୃହ କର୍ତ୍ତା ସୁଦର୍ଶନ ଦାଶ ସନ୍ଦେହ କରି ପଟ୍ଟାମୁଣ୍ଡାଇ ଥାନାରେ ଲିଖିତ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓ ଆଳି ଥାନାର ସଂଯୋଗସ୍ଥଳୀ ପତ୍ରପୁର ପୋଲ ଉପରୁ ଜଣେ ଅଜଣା ଯୁବକ ଗତ ୭ ତାରିଖ ବୁଧବାରରେ ବ୍ରାହ୍ମଣୀ ନଦୀ ମଧ୍ୟକୁ ଡେଇଁ ଆତ୍ମ ହତ୍ୟା ଉଦ୍ୟମ କରିଥିଲେ । ଏହି ଖବର ମିଳିବା ପରେ ଅଗ୍ନିଶମ ବାହିନୀ କର୍ମଚାରୀମାନେ ବୋଟ ସାହାଯ୍ୟରେ ବ୍ରାହ୍ମଣୀ ନଦୀ ମଧ୍ୟରେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ସମ୍ପୃକ୍ତ ଯୁବକର କୌଣସି ପତ୍ତା ପାଇନଥିଲେ । ଆଜି ସକାଳୁ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସତସଙ୍ଗ କେନ୍ଦ୍ର ଆନୁକୂଲ୍ୟରେ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୬ତମ ଜନ୍ମୋତ୍ସବ ତଥା ସତସଙ୍ଗ କେନ୍ଦ୍ର ବାର୍ଷିକ ଉତ୍ସବ ସତସଙ୍ଗ ବିହାର ଠାରେ ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରତ୍ୟୁଷରୁ ଉଷା କୀର୍ତନ ସହ ମlଙ୍ଗଳିକ କାର୍ଯ୍ୟକ୍ରମ ପରେ ଠାକୁର ଙ୍କୁ ସୁସଜ୍ଜିତ ରଥରେ ଆସୀନ କରାଯାଇ ବାଦ୍ୟ ସଂକୀର୍ତନ ଓ ଶହ ଶହ ଭକ୍ତଙ୍କ ଗହଣରେ ବାଲିପଡ଼ା ହନୁମାନ […]
କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନ ଶାସ୍ତ୍ର ବିଭାଗ ଆନୁକୂଲ୍ୟରେ “ଅତି ଭୈାତିକ ବିଦ୍ୟା ଅନୁସାରେ ଆତ୍ମାର ପରିଚୟ ଏବଂ ପରିଭାଷା”ଶୀର୍ଷକ ଏକ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଆଜି ଅନୁଷ୍ଠିତ ହୋଇଯାଇଛି । ଦର୍ଶନଶାସ୍ତ୍ର ବିଭାଗ ମୁଖ୍ୟ ପ୍ରାଧ୍ୟାପକ ସତ୍ୟରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ମୁଖ୍ୟଅତିଥି ଭାବେ ମାର୍ଶାଘାଇ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ମୁଖ୍ୟ ପ୍ରାଧ୍ୟାପକ ରବିନ୍ଦ୍ର କୁମାର ପାତ୍ର ଯୋଗଦେଇ ଆତ୍ମାର […]
କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ଅତି ଆଜି ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିବା ଜଣାପଡିଛି । ଘଟଣା ଅନୁଯାଇ ସେହି ହାଇସ୍କୁଲର ପିଅନ ସନ୍ତୋଷ କୁମାର କୁଣ୍ଡୁଙ୍କର ଦ୍ୱିତୀୟ କିସ୍ତି ଗୃହ ନିର୍ମାଣ ଋଣ ପ୍ରଦାନ କରିବା ନିମନ୍ତେ ପ୍ରଧାନ ଶିକ୍ଷକ ଶ୍ରୀ ଆତି ଲାଞ୍ଚ ଦାବି କରିବା ସହିତ ଆଜି ପିଅନ ଶ୍ରୀ କୁଣ୍ଡୁଙ୍କ ନିକଟରୁ […]
ସମ୍ପ୍ରତି କୁମ୍ଭୀର ଓ ମଣିଷ ମଧ୍ୟରେ ଲଢେଇ ଆରମ୍ଭ ହୋଇଛି । ଯାହାକି ପ୍ରକୃତି ଓ ପରିବେଶ ଉପରେ କୁପ୍ରଭାବ ପକାଇଛି । ପ୍ରାକୃତିକ ଜୈବ ବିବିଧତା ଆହ୍ୱାନର ସମ୍ମୁଖୀନ ହୋଇଛି । କୁମ୍ଭୀର ଆକ୍ରମଣରେ ବହୁ ଲୋକଙ୍କ ପ୍ରାଣହାନୀ ଘଟିଥିବାବେଳେ କୁମ୍ଭୀରମାନଙ୍କ ସୁରକ୍ଷା ବିପନ୍ନ ହୋଇଛି । ପ୍ରକୃତି ଓ ପରିବେଶ ମଧ୍ୟରେ ସନ୍ତୁଳନ ରକ୍ଷା କରିବା ପାଇଁ ଉଭୟ ମଣିଷ ଓ କୁମ୍ଭୀରଙ୍କ ସୁରକ୍ଷିତ ସହାବସ୍ଥାନ ଜରୁରୀ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ପକ୍ଷରୁ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା ନିରାକାର ପରିଡା ଉତମ ସ୍ୱାସ୍ଥ୍ୟ ରକ୍ଷା ପାଇଁ କୃମିକୁ ସମୂଳେ ବିନାଶ କରିବା ଉପରେ ଗୁରୁତ୍ୱଆରୋପ କରିବା ସହିତ ପିଲାମାନେ କିପରି କୃମି ନାଶକ ଔଷଧ ସେବନ […]
କଳ୍ପତରୁ ନାୟକ ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଅଳପୁଆ ପଂଚାୟତ ଦୀନବନ୍ଧୁ ସେଠୀଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଏକ ବଖରା ଘର ଓ ଗୁହାଳ ଭଶ୍ମିଭୁତ ହେବା ସହିତ ଆସବାବପତ୍ର ଚାଉଳ ବିରି ପୋଡି ନଷ୍ଟ ହୋଇଯାଇଛି । ଏଥି ସହିତ ଅଗ୍ନିକାଣ୍ଡରେ ପୋଡି ହୋଇ ୫ଛେଳି ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଗୋଟିଏ ଗାଈ ମଧ୍ୟ ଆହତ ହୋଇଛି । ଗୁହାଳକୁ ଲାଗି ରହିଥିବା ଘରେ […]










