କେନ୍ଦ୍ରାପଡ଼ା, ୧୦ା୨: ଏସ୍ଓଏସ୍ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁସନ୍ସର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଆୟୋଜିତ ସ୍ୱାଗତ ଉତ୍ସବ ଅନୁଷ୍ଠାନ ପରିସର ମଧ୍ୟରେ ଦୁଇଦିନ ଧରି ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏଥିରେ ତୁଳସୀ ଏଏନ୍ଏମ୍ ଓ ଜିଏନ୍ଏମ୍ ଟ୍ରେନିଂ ସେଣ୍ଟରର ଏଏନ୍ଏମ୍ ଓ ଜିଏନ୍ଏମ୍ ଏବଂ ଏସ୍ଓଏସ୍ କଲେଜ୍ ଅଫ୍ ନର୍ସିଂର ବିଏସ୍ସିରେ ନାମ ଲେଖାଇଥିବା ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଛି । ପ୍ରଥମ ଦିନ […]
Year: 2024
କେନ୍ଦ୍ରାପଡ଼ା,୧୦ା୨: କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳ ପଡିଆରେ ଜିଲ୍ଳାଜଜ୍ ଏକାଦଶ ଏବଂ ଜିଲ୍ଳା ଓକିଲ ସଘଂ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ କ୍ରିକେଟ ମ୍ୟାଚ ଆଜି ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମେ ଜିଲ୍ଳା ଜଜ୍ ଏକାଦଶ ଟଚ ଜିଣି ବ୍ୟାଟିଙ୍ଗ କରିବା ସହିତ ୨୦ ଓଭର ରେ ୮ ୱିକେଟ୍ ହରାଇ ୧୪୩ ରନ୍ କରିଥିଲେ । ଏହାର ଜବାବରେ ଜିଲ୍ଳା ଓକିଲ ସଂଘ ଏକାଦଶ ୧୧ […]
କେନ୍ଦ୍ରାପଡ଼ା,୧୦/୨: ଚତୁର୍ଥ କେନ୍ଦ୍ରାପଡ଼ା ସାହିତ୍ୟ ଉତ୍ସବ-୨୦୨୪ ଆଜିଠାରୁ କେନ୍ଦ୍ରାପଡ଼ା ସଂସ୍କୃତି ଭବନରେ ଆରମ୍ଭ ହୋଇଛି । ଏହା ଦୁଇ ଦିନ ଚାଲିବ । କେନ୍ଦ୍ରାପଡ଼ା ଡେଭଲପମେଣ୍ଟ ଫାଉଣ୍ଡେସନ୍ ପକ୍ଷରୁ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେର୍ଜସ ସହଯୋଗରେ ଆୟୋଜିତ ଏହି ଉତ୍ସବକୁ ପ୍ରଖ୍ୟାତ କଥାକାର ଡ. ରାମଚନ୍ଦ୍ର ବେହେରା ଉଦଘାଟନ କରିଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପ୍ରଖ୍ୟାତ କଥାକାର ତରୁଣକାନ୍ତି ମିଶ୍ର ଓ ମୁଖ୍ୟବକ୍ତା […]
କେନ୍ଦ୍ରାପଡ଼ା,୯ା୨: କେନ୍ଦ୍ରାପଡା ସହରର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜାତୀୟ କୃମିନାଶକ ଦିବସ ଉପଲକ୍ଷେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ଫେବୃୟାରୀ୧୦ତାରିଖରେ ଜାତୀୟ କୃମିନାଶକ ଦିବସ ପାଳନ କରାଯିବ । ଏହି ଉପଲକ୍ଷେ ଅଧିକ ପ୍ରଚାର ପ୍ରସାର ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ୧ବର୍ଷରୁ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀବିଜ୍ଞାନ ବିଭାଗ ଓ ରାଜନଗର ଶ୍ରୀ ଶ୍ରୀ ଜଗନ୍ନାଥ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ମିଳିତ ସହଯୋଗରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଭୁବନେଶ୍ୱର ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ଼ ଶିବ ପ୍ରସାଦ ପରିଡା ଓ ସହକାରୀ ପ୍ରଫେସର ଡ଼ ଯଶସ୍ବୀ ନାୟକ ଯୋଗ ଦେଇ ଓଡିଶାରେ ବନ୍ୟଜନ୍ତୁଙ୍କ […]
କେନ୍ଦ୍ରାପଡ଼ା,୯ା୨ : କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍ମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛ । ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ପ୍ରଶିକ୍ଷଣ ଶିବିରକୁ ଉଦ୍ଘାଟନ କରିଥିଲେ […]
କେନ୍ଦ୍ରାପଡ଼ା,୯ା୨ : କେନ୍ଦ୍ରାପଡା ଜିଲ୍ଲାରେ କଳା ତାଲିକାଭୁକ୍ତ ହୋଇଥିବା ମାନବସମ୍ବଳ ଯୋଗାଣକାରୀ ସଂସ୍ଥା ଗୁଡିକ ରାଜ କରୁଥିବା ନେଇ ଅଭିଯୋଗ ହୋଇଛି । ଏମିତିକି ଭାରତ ସରକାରଙ୍କ ଦି ଓଡିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ ଲିଃ(ଓଏମଡିସି) ଭଳି ସରକାରୀ ସଂସ୍ଥା ଦ୍ୱାରା କଳା ତାଲିକା ଭୁକ୍ତ ହୋଇଥିବା ମାନବସମ୍ବଳ ଯୋଗାଣକାରୀ ସଂସ୍ଥା କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ବହୁତ ଗୁଡିଏ ସରକାରୀ ସଂସ୍ଥାରେ ଚୁକ୍ତିକରି କାର୍ଯ୍ୟ କରୁଥିବା […]
କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ, ମୁଖ୍ୟବକ୍ତା ଜିଲ୍ଲା ପରିଷଦ ସଦସ୍ୟ ମଧୁଛନ୍ଦା ମହାନ୍ତି, ସମ୍ମାନୀତ ଅତିଥି ବାରୋ ଗ୍ରାମ ପଞ୍ଚାୟତ ସରପଞ୍ଚ ଗୋପୀନାଥ ମଳିକ, ସମିତି ସଭ୍ୟା ସସ୍ମିତା ପଲାଇ, […]
କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ରୀଡା ପ୍ରତିଯୋଗିତା ଓ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସବିତା ପଣ୍ଡା ସଭା ପରିଚାଳନା କରିଥିଲେ । କେନ୍ଦ୍ରାପଡା ଅତିରିକ୍ତ ଶିକ୍ଷା ମଣ୍ଡଳ ଅଧିକାରୀ ହିରଣ୍ୟ କୁମାର ବାରିକ ମୁଖ୍ୟ ଅତିଥି […]
କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନବୋଦୟ ବିଦ୍ୟାଳୟ ପରିସରରେ କେନ୍ଦ୍ର ସରକାରଙ୍କ ଗଣଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ସହିତ ଭାରତୀୟ ଫୁଟବଲ ଫେଡେରସନ୍(ଏଆଇଏଫ୍ଏଫ୍) ଓ ଆନ୍ତର୍ଜାତୀୟ ଫୁଟବଲ ଫେଡେରେସନ୍(ଫିଫା)ର ମିଳିତ ଆନୁକୂଲ୍ୟରେ ‘ଫୁଟବଲ ଫର୍ ସ୍କୁଲ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲାର ୧୯୪ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମୁଦାୟ ୯୪୨ଟି ଫିଫା ଫୁଟବଲ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ରୁଦ୍ରପ୍ରସାଦ […]
ଏକ ବିକଶିତ ସମୃଦ୍ଧ ନୂତନ ଓଡିଶା ଗଠନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଭିନ୍ନ ମହାବିଦ୍ୟାଳୟରେ ଆୟୋଜନ ପରେ ଗ୍ରାମାଂଚଳର ବିଭିନ୍ନ ପଂଚାୟତ ଓ ପୌରାଂଚଳର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକର ଦୋଷିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଜନାରେ ଦୋଷିଆ ପଂଚାୟତ ବିକାଶ ପାଇଁ […]
କେନ୍ଦ୍ରାପଡା, ୮ା୨- କେନ୍ଦ୍ରାପଡା ବ୍ଲକ ଜମଧର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ଶିକ୍ଷକ, ଶିକ୍ଷୟିତ୍ରୀଙ୍କର ସହଯୋଗରେ ସମାପନ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳୀ ସେଠୀ, ତପନ କୁମାର ସିଂହ, ପ୍ରାକ୍ତନ ପ୍ରଧାନ ଶିକ୍ଷକ […]
କେନ୍ଦ୍ରାପଡ଼ା, ୮ା୨: ସମାଜରେ ଉଭୟ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ଅବହେଳିତ ହୋଇ ରହିଥିବା ଭିନ୍ନକ୍ଷମ ମହିଳାମାନଙ୍କୁ ଆତ୍ମ ସମ୍ମାନର ସହ ଜୀବିକା ନିର୍ବାହର ସୁଯୋଗ ଦେବାପାଇଁ ପୁନର୍ବାସ ପକ୍ଷରୁ ଜିଲ୍ଲାର ଭିନ୍ନକ୍ଷମ କ୍ଷୁଦ୍ର ମହିଳା ଉଦ୍ୟୋଗୀଙ୍କୁ ଏକ ଆର୍ଥିକ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ସ୍ଥାନୀୟ ଅମର ଉଦ୍ୟାନ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଭିନ୍ନକ୍ଷମ କମିଶନର ବ୍ରତତୀ ହରିଚନ୍ଦନ ଏକଦିବସୀୟ ପରିଦର୍ଶନରେ କେନ୍ଦ୍ରାପଡା ଆସିଥିବା ସମୟରେ […]
କେନ୍ଦ୍ରାପଡ଼ା,୮ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମରେ ଥିବା ମା’ଦକ୍ଷିଣ କାଳୀ ମନ୍ଦିରର ଦ୍ୱିତୀୟ ବାର୍ଷିକ ମହୋତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ୪ଦିନ ଧରି ହେବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ଯଜ୍ଞବେଦି ପ୍ରତିଷ୍ଠା, ଶ୍ରୀଶୁଭାଧିବାସ ଓ ଅଙ୍କୁରାରୋପଣ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା କାଲି ଦେବୀଙ୍କ ଘଟନିମଗ୍ନ, କଳସ ଯାତ୍ରା, ଦେବୀଙ୍କ ନଗର ପରିକ୍ରମା, ଗୁରୁପୂଜା, ସୂର୍ଯ୍ୟପୂଜା, ଗୋପୂଜା, ଶାଳାମାର୍ଜନ, କୁଣ୍ଡ […]
ନୀଳାଚଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ଆସନ୍ତା ୨୩, ୨୪, ୨୫ ତାରିଖରେ ରାଜ୍ୟ ସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏଠି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଶଶୀଭୁଷଣ ବେହେରା ଗଣ୍ଡକୁଳ ଜୟଗୁରୁ ଆଶ୍ରମରେ ଆୟୋଜିତ ରାଜ୍ୟସ୍ତରୀୟ ସମ୍ମିଳନୀକୁ ସଫଳ କରିବା ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ […]
କେନ୍ଦ୍ରାପଡ଼ା ଜିଲ୍ଲାର ଦ୍ୱିତୀୟ ବୃହତମ ସହର ତଥା ଓଡ଼ିଶାର ପ୍ରସିଦ୍ଧ ବାଣିଜ୍ୟକ ପେଣ୍ଠ ପଟ୍ଟାମୁଣ୍ଡାଇ ଠାରେ ଏଡିଜେ କୋର୍ଟ ଖୋଲିବା ପାଇଁ ଅଂଚଳବାସୀଙ୍କ ଦାବୀକୁ ଗୁରୁତର ସହ ଗ୍ରହଣ କରି ରାଜନଗର ବିଧାୟକ ଧ୍ରୁବ ସାହୁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଦୃଷ୍ଟି ଆକର୍ଷଣ କରି ଏ ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ପଟ୍ଟାମୁଣ୍ଡାଇରେ ଏଡିଜେ କୋର୍ଟ ଖୋଲିବା ପାଇଁ ସରକାର […]
କେନ୍ଦ୍ରାପଡ଼ା,୮ା୨ : ଓଡିଆ ଭାଷାକୁ ବିଶ୍ୱ ସ୍ତରରେ ଅଧିକ ବ୍ୟାପକ ପରିଚୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ପ୍ରଚେଷ୍ଟାରେ ସମଗ୍ର ଓଡିଶା ରାଜ୍ୟରେ ଓଡିଆ ଭାଷା ଓ ସାହିତ୍ୟର ବିକାଶ ପାଇଁ ‘ନୂଆ-ଓ’ ଓଡିଆ ସାହିତ୍ୟ ପ୍ରତିଯୋଗିତା ଆଖୁଆ – ଓଡଙ୍ଗ ଚିତ୍ରୋତ୍ପଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ସେମାନଙ୍କ ଅର୍ନ୍ତନିହିତ ପ୍ରତିଭାକୁ ବିକଶିତ କରିବାର ସୁଯୋଗ ପାଉଛନ୍ତି […]
କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଆନ୍ଦୋଳନ ଦିଆଯାଇଛି । ମିଳିତ କ୍ରିୟାନୁଷ୍ଠାନ କମିଟିର ପଟ୍ଟାମୁଣ୍ଡାଇ ବ୍ଲକ ଆବାହକ ଶିକ୍ଷାବିତ ରାଜକୁମାର ବିଶ୍ୱାଳଙ୍କ ପୌରହିତ୍ୟରେ ଆୟୋଜିତ ପ୍ରତିବାଦ ସଭାରେ ମିଳିତ କ୍ରିୟା ନୁଷ୍ଠାନ କମିଟିର ଜିଲ୍ଲା ସଭାପତି ପ୍ରଫେସର ଅଜୟ ସାମଲ, ସମ୍ପାଦକ ଆଡଭୋକେଟ ରମଣୀରଞ୍ଜନ […]
କେନ୍ଦ୍ରାପଡ଼ା,୮ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତର ଫୋରଡ ଉନ୍ନିତ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ରାଉତଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ହିରଣ୍ୟ ବାରିକ, ପୂର୍ବତନ ଶିକ୍ଷା ପରିଦର୍ଶକ ହେମନ୍ତ କୁମାର ଜେନା, ପୂର୍ବତନ […]
କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ୫ମ ବାର୍ଷିକ ଉତ୍ସବ ଦୁଇ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି । ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ସଭାପତି କୁଞ୍ଜ ବିହାରୀ ତ୍ରିପାଠୀଙ୍କ ପୌରହିତ୍ୟରେ ପ୍ରଥମ ଦୀବସରେ ଜିଲ୍ଲାସ୍ତରୀୟ ନୃତ୍ୟ ଓ ଚିତ୍ରାଙ୍କନ ପ୍ରତିଯୋଗିତା ନୃତ୍ୟଗୁରୁ ପ୍ରଶାନ୍ତ ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଟିତ ହୋଇଥିଲା । ଦ୍ୱିତୀୟ ସଂଧ୍ୟାରେ ସ୍ୱନାମଧନ୍ୟା ସତ୍ତ୍ରିୟା ନୃତ୍ୟଗୁରୁ […]
ପଟ୍ଟାମୁଣ୍ଡାଇ ତା୭/୨- ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ଓ ମାର୍ଶାଘାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମିଳିତ ଭାବେ ରାଷ୍ଟ୍ର, ଅର୍ଥନୀତି ଓ ସମାଜ ସମ୍ପର୍କିତ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି | କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନା ଚକ୍ରରେ ବାଲେଶ୍ଵର ଫକିରମୋହନ ବିଶ୍ଵବିଦ୍ୟାଳୟ କୁଳପତି ଡ କୁମରବର ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମାଜ ଓ ଅର୍ଥନୀତି ବିକାଶରେ ରାଷ୍ଟ୍ରର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବେଳତଳ ଗୁଲନଗର ଗାୟତ୍ରୀ ପୀଠରେ ଜିଲ୍ଲାସ୍ତରୀୟ ସମନ୍ଵୟ ଓ କର୍ମକର୍ତ୍ତା ଚୟନ ବୈଠକ ଅନୁଷ୍ଠିତ ହୋଇଯାଇଛି | ସର୍ବପ୍ରଥମେ ଧ୍ଵଜା ଉତ୍ତୋଳନ ଓ ବେଦ ଗାୟତ୍ରୀ ମନ୍ତ୍ର ପଠ ପରେ ବୈଠକ ଅନୁଷ୍ଠିତ ହୋଇଥିଲା । ଜୋନ ପ୍ରଭାରୀ ବଲରାମ ସାହୁ ଗୌତମ, ସହ ପ୍ରଭାରୀ କୃପାସିନ୍ଧୁ ଷଡଙ୍ଗୀ ଶାନ୍ତିକୁଞ୍ଜ ପ୍ରତିନିଧି ଭାବେ ଯୋଗ ଦେଇ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ […]
କେନ୍ଦ୍ରାପଡ଼ା,୭ା୨ : କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଂଚାୟତ ରାଜୀବ ଗାନ୍ଧୀ ଭବନ ପରିସରରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ପଂଚାୟତର ସରପଞ୍ଚ କଳ୍ପନା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ କେଶବ ସେଠୀ, ସମ୍ମାନିତ ଅତିଥି ଭାବେ ବ୍ୟଙ୍ଗକବି ଶ୍ରୀଧର କୁମାର ମହାନ୍ତି ଓ କବି ତଥା ରାମଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମନୋରଞ୍ଜନ ତ୍ରିପାଠୀ ଓ ପଂଚାୟତ […]
କେନ୍ଦ୍ରାପଡା, ୬ା୨ – କେନ୍ଦ୍ରାପଡା କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି । ଅଧ୍ୟକ୍ଷ ହିମାଂଶୁ ଶେଖର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ନିରୋଦ କୁମାର ଦାସ ମୁଖ୍ୟବକ୍ତା, ପ୍ରଫୁଲ୍ଲ କୁମାର ମହାନ୍ତି ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଓଡିଆ ଭାଷା ଉପରେ ଆଲୋଚନା କରିଥିଲେ । ଅତିଥିମାନେ ଓଡିଆ ଜାତିର ପ୍ରାଣକେନ୍ଦ୍ର […]










