କେନ୍ଦ୍ରାପଡ଼ା, ୨୯/୧: ସମୟ ସ୍ରୋତରେ ବର୍ତ୍ତମାନ ଅତୀତ ହୋଇଯାଏ ସତ ମାତ୍ର ସେହି ଅତୀତ ପୁଣି ସ୍ମୃତିକୁ ଉଜ୍ଜିବୀତ କରି ଚେଇଁ ଉଠିଥାଏ ବନ୍ଧୁମିଳନର ରୂପରେ । କେନ୍ଦ୍ରାପଡାସ୍ଥିତ ବଳଦେବ ହାଇସ୍କୁଲର ୧୯୮୭ ବ୍ୟାଚ ଛାତ୍ରଛାତ୍ରୀମାନେ ନିଜର ପୁରୁଣା ସ୍ମୃତିକୁ ଓ ପୁରୁଣା ଦିନର ଶୈକ୍ଷିକ ଅନୁଭୂତିକୁ ସାଉଁଟିବା ପାଇଁ ଏକ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଅନୁଷ୍ଠିତ ଏହି ବନ୍ଧିମିଳନରେ ଉକ୍ତ ସ୍କୁଲର […]
Year: 2024
କେନ୍ଦ୍ରାପଡ଼ା,୨୯ା୧ : ସହର ଉପକଣ୍ଠ ଉଦୟନଗରସ୍ଥିତ ସଂସ୍କୃତି ଭବନରେ ଟି.ଏସ. ଗୁରୁକୁଳର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଉଦଘାଟକ ଭାବେ ଡ. ସୁଧାକର କର ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ । ମୁଖ୍ୟ ଅତିଥି ରୂପେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ. ପୂର୍ଣ୍ଣଚନ୍ଦ୍ର ବ୍ରହ୍ମା ଯୋଗ ଦେଇଥିଲେ । ପ୍ରଥମେ ସଂକୀର୍ତ୍ତର୍ନ କରାଯିବା […]
କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପ୍ରଥମ ଥର ପାଇଁ ଆନ୍ଦୋଳନକୁ ଜିଲ୍ଲା ସ୍ତରରୁ ବ୍ଲକ ସ୍ତରକୁ ନେବାକୁ ନିଷ୍ପତି ଗ୍ରହଣ କରିଛି । ଏହି ଉପଲକ୍ଷେ ଦାଣ୍ଡିସାହି ସି୍ଥତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ପରିସରରେ ପଟ୍ଟାମୁଣ୍ଡାଇ ଧୋୟାଂଚଳ ବିକାଶ ପରିଷଦର ସଭାପତି ରାଜକୁମାର ବିଶ୍ୱାଳଙ୍କ ପୌରହିତ୍ୟରେ ଆୟୋଜିତ ଜନଜାଗରଣ ସଭାରେ […]
ରାଜନଗର ବିଧାୟକ ଧୃବ ସାହୁ କୁନ୍ଦୁପୁର-ବାବର ପୂର୍ତ ବିଭାଗ ରାସ୍ତାର ପ୍ରଶସ୍ତି ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିଛନ୍ତି । କୁନ୍ଦୁପୁରଠାରୁ ବଡପଲୀ-ବାବର ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ୭କିଲୋମିଟର ପର୍ଯ୍ୟନ୍ତ ରାସ୍ତାକୁ ୧୦କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରଶସ୍ତିକରଣ କାର୍ଯ୍ୟ କରାଯିବାକୁ ସୂଚନା ରହିଛି । ଏହି ରାସ୍ତାର ଅର୍ଦ୍ଧାଧିକ କାମ ନିର୍ମାଣ ହୋଇସାରିଥିବା ବେଳେ ବିଧାୟକ ରାସ୍ତା ପ୍ରଶସ୍ତିକରଣ ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିବା ଘଟଣା […]
ଶିଶୁମାନେ ହେଉଛନ୍ତି ଦେଶର ଆଗାମୀ ଭବିଷ୍ୟତ ପଟ୍ଟାମୁଣ୍ଡାଇ ତା୨୮.୧- ଶିଶୁମାନେ ଦେଶର ଆଗାମୀ ଭବିଷ୍ୟତ ହୋଇଥିବାରୁ ସେମାନଙ୍କୁ ଉଚିତ ମାର୍ଗ ଦର୍ଶନ ପ୍ରଦାନ କରି ଭଲ ମଣିଷ ତିଆରି କରିବା ସହିତ ଏକ ସୁଦୃଢ, ବିକଶିତ ରାଜ୍ୟ ଓ ଦେଶ ଗଠନରେ ସହାୟକ ହେବାକୁ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୂଳବସନ୍ତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୨ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ […]
ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ କେନ୍ଦ୍ରାପଡ଼ା,୨୮ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ କ୍ୱାଟର ଫାଇନାଲ ମ୍ୟଚ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବର ସଭାପତି ସଲିମ […]
କେନ୍ଦ୍ରାପଡ଼ା,୨୮ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ‘ନୂଆ – ଓ ଆମ ଓଡିଶା ନବୀନ ଓଡିଶା’ ଯୋଜନା ଅନ୍ତର୍ଗତ ‘ଓଡିଆ ସାହିତ୍ୟ ପ୍ରତିଯୋଗିତା’ କାର୍ଯ୍ୟକ୍ରମ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନୋଡାଲ ଅଧିକାରୀ ଡ. ଆଲୋକ କୁମାର ରାୟ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଡ. ହିମାଂଶୁ ଭୂଷଣ ପରିଡା ଅତିଥି ପରିଚୟ […]
କେନ୍ଦ୍ରାପଡ଼ା, ୨୮/୦୧: ଆଜି ସ୍ଥାନୀୟ ବାରୋ ପଡ଼ିଆରେ ଜିଲ୍ଲାସ୍ତରୀୟ “ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ଯୁବଶକ୍ତିଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ଏକ ସଶକ୍ତ ନବୀନ ଓଡ଼ିଶା ଗଠନ ପାଇଁ ଭିଡିଓ ବାର୍ତା ମାଧ୍ୟମରେ ଆହ୍ୱାନ ଜଣାଇଥିଲେ । ୫ଟି-ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି.କେ ପାଣ୍ଡିଆନ୍ କେନ୍ଦ୍ରାପଡ଼ାରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ସରକାରଙ୍କ ବିଭିନ୍ନ […]
କେନ୍ଦ୍ରାପଡ଼ା ଜିଲ୍ଳାପାଳଭାବେ କାର୍ଯ୍ୟକରୁଥିବା ଅମ୍ରିତ୍ ଋତୁରାଜ ଶ୍ରମ କମିଶନ ଭାବେ ବଦଳି ହୋଇଛନ୍ତି । ରବିବାର ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର ଜିଲ୍ଲାପାଳ ଭାବେ ଅମ୍ରିତ୍ ଋତୁରାଜଙ୍କର କାର୍ଯ୍ୟକାଳରେ ଜିଲ୍ଲା ପାଇଁ ହୋଇଥିବା ବିକାଶ ଲାଗି ସମସ୍ତେ ତାଙ୍କୁ ମନେ ରଖିବେ । […]
କେନ୍ଦ୍ରାପଡ଼ା,୨୮ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପୁରାତନ ଛାତ୍ରଛାତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ବାଣିଜ୍ୟ ବିଭାଗ ମୁଖ୍ୟ ପ୍ରଫେସର ୱାଇ. ପଦ୍ମାବତୀ ଅଧ୍ୟକ୍ଷତାକରି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । କଲେଜ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଶିକ୍ଷାନୁଷ୍ଠାନର ସର୍ବାଙ୍ଗିନ ଉନ୍ନତି ପାଇଁ ପୁରାତନ ଛାତ୍ରଛାତ୍ରୀମାନେ ସହଯୋଗର ହାତ ବଢାଇବାକୁ ଆହ୍ୱାନ ଦେଇଥିଲେ […]
ଶିକ୍ଷାନୁଷ୍ଠାନ ହେଉଛି ବାସ୍ତବରେ ମଣିଷ ତିଆରି କାରଖାନା । ଶିକ୍ଷାନୁଷ୍ଠାନର ଶୈକ୍ଷିକ ପରିବେଶ, ଗୁରୁମାନଙ୍କ ଉପଯୁକ୍ତ ମାର୍ଗଦର୍ଶନ, ନିଷ୍ଠା ଓ ଅଧ୍ୟବସାୟ ଜାରି ରଖିଲେ ବିଦ୍ୟାର୍ଥୀମାନେ ଦୁନିଆର ସବୁ ଆହ୍ଵାନକୁ ସମ୍ମୁଖୀନ ହୋଇ ଜୀବନରେ ସଫଳ ହୋଇପାରିବେ ବୋଲି ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଞ୍ଚାଯତସ୍ଥ ବନ୍ତୋ ଆଦର୍ଶ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପ୍ରକାଶ କରିଛନ୍ତି । ଆଦର୍ଶ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୭୨ ମ୍ୟାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ଚିତ୍ତରଞ୍ଜନ ଦାସଙ୍କ ସଂଯୋଜନାରେ ଅମୃତମଣୋହି ଛତାମତ ଜଗନ୍ନାଥ ମନ୍ଦିର ପରିସରରେ ଆୟୋଜିତ ବନ୍ଧୁମିଳନ ଉତ୍ସବ ଡ଼ ଚକ୍ରଧର ଦାଶ, ସୋଆ ଅଧିକାରୀ ହରଜିତ ଦାସ, ଅଜୟ ସାହୁ, ବସନ୍ତ ମଲ୍ଲିକ, କିଶୋର ମଲ୍ଲିକ, ଅଶୋକ ସାମଲ , ସୁଧୀର ଧଳ, ପ୍ରତାପ […]
କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ସମୂହ ସ୍ୱାର୍ଥ ଦୃଷ୍ଟିରୁ କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ଓ ପଟ୍ଟାମୁଣ୍ଡାଇ ଆଳି, ରାଜନଗର ଓ ରାଜକନିକା ଅଂଚଳବାସୀଙ୍କୁ ଉତମ ରାଜସ୍ୱ ସେବା ଯୋଗାଇବା ପାଇଁ ପଟ୍ଟାମୁଣ୍ଡାଇକୁ ରାଜସ୍ୱ ସବଡ଼ିଭିଜନ ଘୋଷଣା କରିବାକୁ ଜିଲ୍ଲାର ଅଗ୍ରଣୀ ଗଣସଂଗଠନ ଜନମଂଚ ପକ୍ଷରୁ ଦାବୀ କରାଯାଇଛି । ଏହି ଉପଲକ୍ଷେ ଅନ୍ତର୍ଯ୍ୟାମୀ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଜନମଂଚ ଆବାହକ ପ୍ରଫେସର ଦୁର୍ଯ୍ୟୋଧନ ପରିଡା ଭାଷଣ ଦେଇ ଜିଲ୍ଲାର ସାମଗ୍ରିକ […]
କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରର ମୋଦି ସରକାରଙ୍କ କରପୋରେଟ୍ ସପକ୍ଷବାଦୀ ଓ ଜନବିରୋଧୀ ଆର୍ଥିକ ନୀତି ଫଳରେ ଦେଶରେ ଧନି ଓ ଦରିଦ୍ରଙ୍କ ମଧ୍ୟରେ ତାରତମ୍ୟ ରକେଟ ବେଗରେ ବଢି ଚାଲିଛି । ସାଧାରଣ ଜନତାଙ୍କ ଉପରେ ବିଭିନ୍ନ ଧରଣର ଟାକ୍ସ ମାଧ୍ୟମରେ ସେମାନଙ୍କ କ୍ରୟଶକ୍ତି ସଙ୍କୁଚିତ କରାଯାଉଥିବା ବେଳେ ବିଦେଶରୁ ଲକ୍ଷ ଲକ୍ଷ କୋଟି ଟଙ୍କା ରଣ କରି ବଡ ବଡ ପୁଞ୍ଜିପତିମାନଙ୍କୁ ଋଣ ମାଫ କରିଦିଆଯାଉଛି । ଯେଉଁଥି ପାଇଁ […]
କେନ୍ଦ୍ରାପଡ଼ା,୨୭ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟ ଗଣତନ୍ତ୍ର ଦିବସରେ ଉଦଘାଟିତ ହୋଇଯାଇଛି । କ୍ଲବର ସଭାପତି ସଲିମ ଖାନ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟକୁ କେନ୍ଦ୍ରାପଡା ପୈାରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ପ୍ରଥମ ଥର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ପ୍ୟାରେଡ ପଡିଆ ଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ତହସିଲଦାର ପଂଚାନନ ନାୟକଙ୍କ ପୈାରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରି କହିଥିଲେ ସାଧାରଣତନ୍ତ୍ର ଦିବସ ପାଳନର ମହକରେ ଆଜି […]
କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ । ସମୃଦ୍ଧ ଓ ସଶକ୍ତ ଗଣତନ୍ତ୍ରରେ ସମସ୍ତେ ଜଣେ ଜଣେ ଅଂଶୀଦାର । ସେ ଅଙ୍ଗନୱାଡ଼ି ଦିଦି ହୁଅନ୍ତୁ ଅବା ଆଶାକର୍ମ. ମଣିଷ ଗଢ଼ୁଥିବା […]
କେନ୍ଦ୍ରାପଡ଼ା,୨୫ା୧: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶ୍ୟାମସୁନ୍ଦରପୁର ପଞ୍ଚାୟତର ମରଡପୁରସ୍ଥିତ ମୁଣ୍ଡାବସ୍ତିରେ ଶୀତବସ୍ତ୍ର କମ୍ବଳ, ପିଲାମାନଙ୍କୁ ସାର୍ଟପ୍ୟାଣ୍ଟ୍ ଓ ବିସ୍କୁଟ ବଣ୍ଟନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାର ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ସେଠାରେ ପହଞ୍ଚି ବସ୍ତିର ବୃଦ୍ଧ,ବୃଦ୍ଧାଙ୍କ ସମେତ ପ୍ରତ୍ୟେକ ପରିବାରର ସଦସ୍ୟମାନଙ୍କୁ ଶୀତବସ୍ତ୍ର ପ୍ରଦାନ କରିବା ସହ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡା ଡିଗ୍ରୀ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀଜଗନ୍ନାଥ ସଂସ୍କୃତି ସମ୍ପର୍କିତ ନୂଆ-ଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ରମାକାନ୍ତ ଆଚାର୍ଯ୍ୟ ମୁଖ୍ୟଅତିଥି ଓ ଓଡ଼ିଆ ବିଭାଗ ଅଧ୍ୟାପକ ମନୋରଞ୍ଜନ ଆଚାର୍ଯ୍ୟ ମୁଖ୍ୟବକ୍ତା, ରାଜନୀତି ବିଜ୍ଞାନ ଅଧ୍ୟାପକ ପଂଚାନନ ମଲ୍ଲିକ ସମ୍ମାନିତବକ୍ତା, ଇତିହାସ ବିଭାଗ ଅଧ୍ୟାପକ ଡ଼ ରାଜେନ୍ଦ୍ର ପାତ୍ର ଓ ଅଧ୍ୟାପିକା ପୁଷ୍ପାଞ୍ଜଳି ପୃଷ୍ଟି ସମ୍ମାନିତ ଅତିଥି ଭାବେ ଯୋଗ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦରେ ମୁକ୍ତା ଯୋଜନା ସମ୍ପର୍କିତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ, ଉପାଧ୍ୟକ୍ଷା ଅନୁପ୍ରିୟା ସାହୁ, କାର୍ଯ୍ୟନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରି ଯୋଗ ଦେଇ ସହର ରୂପାନ୍ତକରଣରେ ମୁକ୍ତା ଏକ ଅଭିନବ ଯୋଜନା ବୋଲି ମତପ୍ରକାଶ କରିଥିଲେ । ମୁକ୍ତା ଯୋଜନାରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରିତା ଓ ପରିଚାଳନା ସମ୍ପର୍କରେ କାର୍ଯ୍ୟକ୍ରମ ସଂଯୋଜିକା […]
କେନ୍ଦ୍ରାପଡା, ୨୫/୧:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ରୁଷା ଭବନରେ ଓଡିଶା ସରକାରଙ୍କ ଦ୍ୱାରା ଆୟୋଜିତ ନୂଆ-ଓ ଓଡିଶା ସାହିତ୍ୟ ପ୍ରତିଯୋଗିତାର ଉଦ୍ଘାଟନ ଉତ୍ସବ ପାଳିତ ହୋଇଯାଇଛି । ଏହି ଉଦ୍ଘାଟନୀ ଉତ୍ସବରେ ଉଦ୍ଘାଟକ ଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ଯୋଗଦେଇଥିବା ବେଳେ ମୁଖ୍ୟ ଅତିଥି ଥିଲେ ସାଲେପୁର ସ୍ୱୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଓଡିଆ ପ୍ରାଧ୍ୟାପକ ବିଶିଷ୍ଟ ଭାଷାବିତ୍ ଡ. ପ୍ରଭାତ କିଶୋର ନାୟକ, ସମ୍ମାନୀତ ଅତିଥି ଥିଲେ […]
ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ଅଂଚଳର ଅନ୍ୟତମ ଗଣପର୍ବ ଓ ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞର ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁଭ ଦିଆଯାଇଛି । ଏହି ଉପଲକ୍ଷେ ପଣ୍ଡିତ ବ୍ରହ୍ମାନନ୍ଦ ନନ୍ଦ ଓ ଭ୍ରମରବର ତ୍ରିପାଠୀଙ୍କ ଯଥାବିଧି ପୂଜାର୍ଚନା ଓ ମନ୍ତ୍ରଧ୍ୱନି ମଧ୍ୟରେ ରାଜନଗର ବିଧାୟକ ଧ୍ରୁବ ସାହୁ ଏହି ଯଜ୍ଞର ଶୁଭ ଦେଇଥିଲେ । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ସରପଂଚଙ୍କ ଦେହାନ୍ତ ପରେ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏଥିନେଇ ଗତ ୨୨ରେ ପଂଚାୟତ କାର୍ଯ୍ୟାଳୟରେ ୱାଡ ୱାଇଜ ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର ବ୍ଲକ ରିଟର୍ଣ୍ଣିଂ ଅଫିସର ଭାବେ ଦାୟିତ୍ୱରେ ଥିବା ପଟ୍ଟାମୁଣ୍ଡାଇ ବିଡ଼ିଓ ୨୫ ତାରିଖ ସୁଦ୍ଧା ତାଲିକା ପ୍ରକାଶନ ନ […]
କେନ୍ଦ୍ରାପଡ଼ା,୨୫ା୧: ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ଛାତ୍ର ସାହାଦତ ଖାନ ଅନ୍ତର୍ଜାତୀୟ ଦୈାଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ସେ ଆମ କେନ୍ଦ୍ରାପଡା ଜିଲ୍ଲା ପାଇଁ ଗୈାରବ ଆଣିଦେଇଛନ୍ତି । ସେ ହେଉଛନ୍ତି କେନ୍ଦ୍ରାପଡାର ଆଥଲେଟିକ କୋଚ ସୈାକତ ଖାନଙ୍କ ପୁତ୍ର । ସାହାଦତର କ୍ରୀଡା ପ୍ରତି ଆଗ୍ରହ ରହିଥିବାରୁ ଓ ପ୍ରତ୍ୟେହ ସକାଳୁ ସେ ଅଭ୍ୟାସ ଜାରି ରଖିଥିବାରୁ ଆଜି ଅନ୍ତର୍ଜାତୀୟ […]










