ପଟ୍ଟାମୁଣ୍ଡାଇ ୩୧/୧ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଦ୍ମଲୋଚନ ବିଦ୍ୟାପୀଠର ୬୭ତମ ବାର୍ଷିକ ଉତ୍ସବ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ହେମନ୍ତ କୁମାର ରାଉତଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉତ୍ସବକୁ ଉଦଘାଟନ କରିବା ସହିତ ଗୁଣାତ୍ମକ ଶିକ୍ଷା ଓ ନିଷ୍ଠା ଅଧ୍ୟବସାୟ ଛାତ୍ରଛାତ୍ରୀଙ୍କୁ ଲକ୍ଷ୍ୟ ସ୍ଥଳରେ ପହଁଚାଇ ଥାଏ ବୋଲି ପ୍ରକାଶ କରିଥିଲେ […]
Month: January 2025
କେନ୍ଦ୍ରାପଡା,୩୧ା୧: କେନ୍ଦ୍ରାପଡା ଜିଲ୍ଲା ସଡକ ସୁରକ୍ଷା ସମିତି ପକ୍ଷରୁ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ଜାନୁଆରୀ ୧ ତାରିଖଠାରୁ ଆରମ୍ଭ କରାଯାଇଥିବା ସଚେତନତା କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବ କେନ୍ଦ୍ରାପଡା ମୁନିସିପାଲଟି ଟାଉନ ହଲ୍ଠାରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ପରିବହନ ଅଧିକାରୀ ଧିରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଯାପନୀ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀୟ […]
କେନ୍ଦ୍ରାପଡ଼ା,୩୧ା୧: କେନ୍ଦ୍ରାପଡା ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ସମିତିର ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷା ରଶ୍ମିତା ସେଠୀଙ୍କ ପୈାରହିତ୍ୟରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ କୈାଣସି ସୂଚନା ନ ମିଳିବାରୁ ବୈଠକରେ କେତେକ ସଦସ୍ୟ ତୁମ୍ଭି ତୋଫାନ କରିଥିଲୋ । ବିଜେପି ସମର୍ଥକ ସରପଞ୍ଚଓ ସମିତିସଭ୍ୟମାନେ ଏହି ଘଟଣାକୁ ନେଇ ହୋହାଲ୍ଲା କରିଥିବା ବେଳେ ଅଣଜନ ପ୍ରତିନିଧି ପଞ୍ଚାୟତ ସମିତି କାର୍ଯ୍ୟରେ ହସ୍ତକ୍ଷେପ […]
କେନ୍ଦ୍ରାପଡ଼ା,୩୧ା୧: କେନ୍ଦ୍ରାପଡ଼ା ସ୍ୱତନ୍ତ୍ର ପୋକସୋ କୋର୍ଟ ବିଚାରପତି ପ୍ରଜ୍ଞା ପରମିତା ରାଉଳ ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଆସାମୀ କିରଣ ଦାସକୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ ଆସାମୀକୁ ୫୦ ହଜାର ଟଙ୍କା ଜରିମାନା ଦଣ୍ଡରେ ମଧ୍ୟ ଦଣ୍ଡିତ କରିବା ପାଇଁ ବିଚାରପତି ତାଙ୍କ ରାୟରେ ଦର୍ଶାଇଛନ୍ତି। ଜରିମାନା ଅନାଦେୟ ଆସାମୀ ଅଧିକ ଏକ ବର୍ଷ ସଶ୍ରମ […]
ପଟ୍ଟାମୁଣ୍ଡାଇ ୩୦/୧କଳ୍ପତରୁ ନାୟକ- ସୁପ୍ରିମ କୋର୍ଟଙ୍କ ରାୟକୁ ଇଂରାଜୀ ଭାଷା ବଦଳରେ ଆଂଚଳିକ ଭାଷାରେ ଅନୁବାଦ କରିବା ସମ୍ପର୍କରେ ତାଳୁକ ଆଇନ ସେବା ସମିତି ପକ୍ଷରୁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟର ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟ ଓ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ସବଜଜ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ ସଂଯୋଜନାରେ ଆୟୋଜିତ ସଚେତନତା […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅଂଚଳରେ ଏକ ଲୋମଟାଙ୍କୁରା ଘଟଣା ଘଟିଯାଇଛି । ନିଜର ପ୍ରେମିକ ସହିତ ବିଭା ହେବାକୁ ଥିବା ଜନୈକା କନ୍ୟାକୁ ପ୍ରେମିକା ବିବାହିତା ମହିଳା ଜଣକ ବିଷ ଦେଇଥିବା ନେଇ ଗୁରୁତର ଅଭିଯୋଗ ହୋଇଛି । ଯାହାଫଳରେ ପ୍ରେମିକଙ୍କ ପ୍ରସ୍ତାବିତ ପତ୍ନୀଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଆଲୋଡନ ସୃଷ୍ଟି କରିଛି […]
ପଟ୍ଟାମୁଣ୍ଡାଇ ତା ୩୦/୧-ଓଡ଼ିଆ ଭାଷାର ଅସ୍ମିତା ସମ୍ପର୍କରେ ଆଲୋଚନାଚକ୍ର, ପତ୍ରିକା “ଦୁହିତା” ଉନ୍ମୋଚନ ଓ ମନୋଜ୍ଞ କବିତା ପାଠ ଉତ୍ସବ କଥାକାର ପ୍ରଫେସର ଡ଼ ନୀଳମଣି ଲେଙ୍କାଙ୍କ ପୌରହିତ୍ୟରେ ବଡ଼ମୋହନପୁର ଠାରେ ଅନୁଷ୍ଠିତ ହୋଇଯାଇଛି । କବି ଡା ମନୋରଞ୍ଜନ ଦାଶ ମୁଖ୍ୟଅତିଥି, ପରିବେଶବିତ ହେମନ୍ତ ରାଉତ ମୁଖ୍ୟବକ୍ତା ସତୀର୍ଥ ସମ୍ପାଦକ ମନ୍ମଥ ବରାଳ, କବୟିତ୍ରୀ ଆରାଧନା ଦାଶ, ସମାଜସେବୀ ରବୀନ୍ଦ୍ର ବେହେରା, ଯୁବ ପ୍ରତିଭା ସୁଶ୍ରୀ ସଂଗୀତା ସମ୍ମାନିତ […]
କେନ୍ଦ୍ରାପଡା,୨୯ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ତୃତୀୟ ଲିଗ ମ୍ୟାଚ୍ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତୃତୀୟ ଲିଗ ମ୍ୟାଚକୁ ଉଦଘାଟନ କରିଥିଲେ। […]
କେନ୍ଦ୍ରାପଡ଼ା, ୨୯ା୧: ସ୍ୱାଧିନତା ସଂଗ୍ରାମୀ ସ୍ମ୍ରୁତି ସଂସଦ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ୨୪ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ସଂଗ୍ରାମୀଙ୍କ ସ୍ମ୍ରୁତି ଚାରଣ ଓ ସମ୍ବର୍ଦ୍ଧନା ସଭା ବଗଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରବୀନ୍ଦ୍ର ପ୍ରସାଦ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସମ୍ପାଦକ ଆଦିକନ୍ଦ ରାଉଳ ସଂସଦର ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିବା ବେଳେ ପଣ୍ଡିତ ପ୍ରତାପ ପତି ସ୍ୱାଗତ ଭାଷଣ ଓ […]
କେନ୍ଦ୍ରାପଡ଼ା, ୨୯ା୧ : ରାମଚଣ୍ଡି କୃଷକ ସଭା ଓ ଅଖିଳ ଭାରତ କୃଷକ ସଭାର ମିଳିତ ଡାକରାରେ ଗୋପ ଛକ ଠାରୁ ଏକବିଶାଳ କୃଷକ ଶୋଭାଯାତ୍ରା, ସାଥି ନିରଞ୍ଜନ ଦାଶ, ସାଥି ବିଚିତ୍ର ମଲ୍ଲ, ସାଥି ସୁବାଷ ମହାପାତ୍ର, ସାଥି ଶୋହାନା ବେଗମ୍, ସାଥି ଭଜହରି ପ୍ରଧାନ, ସାଥି ଅକ୍ଷୟ ମଲ୍ଲିକ ପମୁଖଙ୍କ ନେତୃତ୍ୱରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଁଚିଲା ପରେ ସାଥି ବିକାଶ ଚନ୍ଦ୍ର ବେଉରାଙ୍କ ସଭାପତିତ୍ୱରେ […]
କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ଶାଖାର ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର ବାର୍ଷିକ ଉତ୍ସବ ରାଣୀପୋଖରୀଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୂତନ ଭାବେ କର୍ମକର୍ତ୍ତା ନିର୍ବାଚିତ ହୋଇଥିବା ସଦସ୍ୟମାନଙ୍କୁ ବୁଧବାର ତିନିମୁହାଣୀ ରାମମନ୍ଦିରଠାରେ ପାଲାଗାୟକ ପର୍ଶୁରାମ ପଣ୍ଡାଙ୍କ ସଭାପତିତ୍ୱରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଉପଦେଷ୍ଟା ଚିନ୍ମୟ ଦାଶ ଉପସ୍ଥିତ ରହି ଶପଥପାଠ କରାଇଥିଲେ । ସଂଗଠନର ସ୍ଥାୟୀ ସଭାପତି ଲକ୍ଷ୍ମୀଧର ରାଉତ, କାର୍ଯ୍ୟକାରୀ ସଭାପତି […]
କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତ ଜରିଆବାଡସ୍ଥିତ ବଜ୍ର ମହାକାଳୀ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦୁଇଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଉଦ୍ଘାଟନ ଉତ୍ସବରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ମଣ୍ଡଳ ଶିକ୍ଷାଧିକାରିଣୀ ଅନ୍ନପୂର୍ଣ୍ଣା ପଣ୍ଡା ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କେଶବ ଚନ୍ଦ୍ର ବିଶ୍ୱାଳ ମୁଖ୍ୟବକ୍ତା, ଅବସରପ୍ରାପ୍ତ ଶିକ୍ଷକ […]
ପଟ୍ଟାମୁଣ୍ଡାଇ ୨୯/୧-ପଟ୍ଟାମୁଣ୍ଡାଇ କଲେଜ ଉଦ୍ଭିଦ ବିଜ୍ଞାନ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ଉଦ୍ଭିଦ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ଡ଼ ମାନସ ନାୟକଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନାଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର ଡ଼ ହେମନ୍ତ କୁମାର ପାତ୍ର, କୋରାପୁଟ କେନ୍ଦ୍ରୀୟ […]
ପଟ୍ଟାମୁଣ୍ଡାଇ ୨୯/୧- ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି ଆନୁକୂଲ୍ୟରେ ଏନଭାରମେଂଟ ଏଂଟରପେନିଓରସିପ ଆଣ୍ଡ ଇଣ୍ଡଷ୍ଟ୍ରି ଇନ ଦ କଂଟେଟ ଅଫ ଏନଇପି-୨୦୨୦ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ସୁଭାଶିଷ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନାଚକ୍ରରେ ରସାୟନବିତ ବୈଜ୍ଞାନିକ ଚିତ ରଞ୍ଜନ ମିଶ୍ର ମୁଖ୍ୟଅତିଥି,ପରିବେଶବିତ ବଦ୍ରି ନାରାୟଣ ମହାନ୍ତି ଓ ଗ୍ରାମ ଉନ୍ନାନ ସମ୍ପାଦକ ଗୋବିନ୍ଦ ନାୟକ ସମ୍ମାନିତ ଅତିଥି […]
ପଟ୍ଟାମୁଣ୍ଡାଇ ୨୮/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବାଲିପଡା ଗ୍ରାମରେ ଜଣଙ୍କ ଘରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ନକଲି ମଦ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି । ତାଙ୍କ ନାମରେ ଏକ ଅବକାରୀ ମାମଲା ରୁଜୁ ହୋଇ କୋଟ ଫରୁଆଡ କରାଯାଇଛି ବୋଲି ଇନ୍ସପେକ୍ଟର ପଦ୍ମଲୋଚନ ନାଏକ ସୁଚନା ଦେଇଛନ୍ତି । ବାଲିପଡାରେ ନକଲି ବେଆଇନ ମଦ ପ୍ରସ୍ତୁତ କରାଯାଇ […]
କେନ୍ଦ୍ରାପଡ଼ା,୨୮ା୧: କେନ୍ଦ୍ରାପଡା ଜିଲ୍ଲା ନାଟ୍ୟ-କଳା-ସାହିତ୍ୟ ପରିଷଦ ତରଫରୁ ଆୟୋଜିତ କବିତା ପାଠୋତ୍ସବ, ସମ୍ବର୍ଦ୍ଧନା ପର୍ବ ଓ ନାଟ୍ୟ ଉତ୍ସବ ପରିଷଦର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ଥାନୀୟ ଚଣ୍ଡିଆ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କବି ଈଶ୍ୱର ଚନ୍ଦ୍ର ପୃଷ୍ଟି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁଭାଂଶୁ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । […]
ପଟ୍ଟାମୁଣ୍ଡାଇ ୨୮।୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତରେ ସରପଂଚ ପଦ ନିମନ୍ତେ ମଙ୍ଗଳବାର ଉପନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିବା ବେଳେ ଏଥିରେ ୬୫.୦୩ ପ୍ରତିଶତ ମତଦାନ ହୋଇଛି । ୩ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଭୋଟ ବାକ୍ସରେ ସିଲ୍ ହୋଇଛି। ବୁଧବାର ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି ହେବ। ଏହି ପଂଚାୟତର ୧୩ଟି ୱାର୍ଡରେ ୨୧୯୩ ଜଣ ମହିଳା ଭୋଟର ଓ […]
କେନ୍ଦ୍ରାପଡା,୨୮ା୧: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ପଞ୍ଚାୟତସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଯୁଗରୂପା ବିଦ୍ୟା ଭବନର ସୁବର୍ଣ୍ଣ ଜୟନ୍ତୀ ପାଇଁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦର ସଭାପତି ପ୍ରଭାସ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ସଂସଦର ସମ୍ପାଦକ ଭାସ୍କର ଚନ୍ଦ୍ର ସାମଲ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ସଂଗୃହୀତ ଅର୍ଥରାଶିର ହିସାବ ପ୍ରଦାନ କରିଥିଲେ । ପ୍ରାକ୍ତନ ଛାତ୍ର ତଥା ପରିବେଶବିତ୍ କାଶୀନାଥ ରାଉତରାୟ ସୁବର୍ଣ୍ଣ […]
କେନ୍ଦ୍ରାପଡା,୨୭ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଥିବା ଗାନ୍ଧିଭବନରେ ଇତିହାସ ବିଭାଗ ମୁଖ୍ୟ ପ୍ରଫେସର ତୁଷାରକାନ୍ତି ଭୂୟାଁଙ୍କ ସଭାପତିତ୍ୱରେ “ଭାରତରେ ଜାତୀୟତାବାଦୀ ଆନ୍ଦୋଳନର ଉତ୍ପତ୍ତି” ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ପାନରେ ବିଷୟ ବିଶାରଦ ଭାବରେ ପ୍ରଫେସର ତପନ କୁମାର ପତି ଯୋଗଦେଇ କହିଥିଲେ ଯେ ଭାରତରେ ଜାତୀୟତାବାଦୀ ଆନ୍ଦୋଳନ ଉନବିଂଶ ଶତାବ୍ଦିର ଦ୍ୱିତୀୟାର୍ଦ୍ଧରେ ଆରମ୍ଭ ହୋଇଥିଲା । ବ୍ରିଟିଶ ଶାସନର ଶୋଷଣ, କୁଟିର […]
କେନ୍ଦ୍ରାପଡା,୨୮ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ପ୍ରଥମ ସେମିଫାଇନାଲ ମ୍ୟାଚ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲାପାଳ ସ୍ମ୍ମୃତିରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ପ୍ରଥମ ସେମିଫାଇନାଲ ମ୍ୟାଚକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି […]
କେନ୍ଦ୍ରାପଡା,୨୮ା୧: ଜବର ଦଖଲରେ ରହିଛି କନିକା ରାଜାଙ୍କ ଜମି। କେତେକ ଦୁର୍ବୁତ୍ତ ରାଜାଙ୍କ ସମ୍ପତ୍ତିକୁ ଜବରଦଖଲ କରିଛନ୍ତି। ଏହି ଜବରଦଖଲକୁ ରାଜାଙ୍କ ପରିବାର ବିରୋଧ କଲେ ସେମାନଙ୍କୁ ମରଣାନ୍ତକ ଆକ୍ରମଣର ଧମକ ଦିଆଯାଉଛି। ଏନେଇ ଥାନାରେ ଅଭିଯୋଗ କଲେ ପୋଲିସ ଅଭିଯୁକ୍ତମାନଙ୍କ ସପକ୍ଷରେ କଥା କହୁଛି। ତେଣୁ ବାଧ୍ୟ ହୋଇ ଜିଲ୍ଲାପାଳଙ୍କୁ ଭେଟି ଏହି ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି କନିକାରାଜ ଚାରିଟେବୁଲ ଟ୍ରଷ୍ଟର ଟ୍ରଷ୍ଟି ତଥା କନିକାରାଜା ଶିବେନ୍ଦ୍ର […]
କେନ୍ଦ୍ରାପଡ଼ା,୨୭ା୧: ଏସଓଏସ ଗ୍ରୁପ ଅଫ୍ ଇନ୍ଷ୍ଟିଚ୍ୟୁସନ୍ସର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଦୁଇ ଦିନିଆ ନବାଗତ ସ୍ୱାଗତ ମହୋତ୍ସବର ଉଦ୍ଯାପନୀ ହୋଇଯାଇଛି । ଏହି ଉଦ୍ଯାପନୀ ଦିବସରେ ତୁଳସୀ ଏଏନଏମ ଓ ଜିଏନଏମ ଟ୍ରେନିଂ ସେଣ୍ଟରର ଏଏନଏମ, ଜିଏନଏମ ଓ ଏସଓଏସ କଲେଜ ଅଫ୍ ନର୍ସିଂର ବିଏସସି ନର୍ସିଂରେ ନାମ ଲେଖାଇଥିବା ପ୍ରଥମ ବର୍ଷର ଛାତ୍ରଛାତ୍ରୀ ତଥା ନବାଗତଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ […]
କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗରସ୍ଥିତ ଶୀବାୟ ଟ୍ୟୁଟୋରିଆଲ୍ସର ଛାତ୍ରଛାତ୍ରୀମାନେ ସାଧାରଣତନ୍ତ୍ର ଦିବସ ଓ ଅନୁଷ୍ଠାନର ୧୪ତମ ବାର୍ଷିକ ଉତ୍ସବ ପାଳନ କରିଛନ୍ତି । ଅନୁଷ୍ଠାନର ଅଧ୍ୟକ୍ଷ ରଜନୀକାନ୍ତ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିକ୍ଷାବିତ୍ ଜଗଦାନନ୍ଦ ଜେନା ଓ ମୁଖ୍ୟବକ୍ତା ଭାବରେ ଗାଳ୍ପୀକା ଅବନ୍ତୀ ବେହେରା ଯୋଗଦେଇ ଶିକ୍ଷା ସହିତ ସଂସ୍କୃତିର ସଠିକ୍ ପ୍ରୟୋଗ କରି ଶିକ୍ଷାନୁଷ୍ଠାନମାନେ ଦେଶପ୍ରେମୀ ତଥା ସାମାଜିକ […]
କେନ୍ଦ୍ରାପଡା ୨୭/୧୨ – ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ୍ୱାରୋ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୁଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ କେନ୍ଦ୍ରାପଡ଼ାର ସ୍ୱର – କାଲି ଓ ଆଜିର ଶୀର୍ଷକ ଅଭିନବ ସଙ୍ଗୀତ ଓ ନୃତ୍ୟ କାର୍ଯ୍ୟକ୍ରମ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି। କଳା ନିକେତନ ତଥା ରେଡ଼ିଓ ଭାବଗ୍ରାହୀ ର ପ୍ରତିଷ୍ଠାତା ସଙ୍ଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]