କେନ୍ଦ୍ରାପଡା, ୧ା୧: ଗାଡି ଭଡା ବାବଦ ବକେୟା ଅର୍ଥ ଅଦାୟକୁ ନେଇ ଜଣେ ଗାଡି ମାଲିକଙ୍କୁ ହତ୍ୟା କରାଯାଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ବିରସ୍ୱତୀ ଗ୍ରାମର ନରହରି ନାଥଙ୍କ ପୁଅ କାହ୍ନୁ ଚରଣ ନାଥ ଓରଫ କାଳିଆ (୫୦) ତାଙ୍କ ଟାଟା ଏସି ଗାଡିରେ ଭଡାସୁତ୍ରରେ ସେହି ଗ୍ରାମର କେତେକ ଧାନବେପାରୀଙ୍କ ଧାନ ବିଭିନ୍ନ ସ୍ଥାନକୁ […]
Day: 1 January 2025
ପଟ୍ଟାମୁଣ୍ଡାଇ ତା ୧/୧-ପଟ୍ଟାମୁଣ୍ଡାଇ ବ୍ଲକର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ବଡ଼ପଡା ପଂଚାୟତ ପରିଚିତ । ବଡପଡା ସରପଞ୍ଚ ସୌଦାମିନୀ ସେଠୀଙ୍କ ବିୟୋଗ ଯୋଗୁ ପ୍ରାୟ ଦେଢ଼ ବର୍ଷ ପରେ ପଂଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ରାଜନୈତିକ ସ୍ପର୍ଶକାତର ପଂଚାୟତ ହୋଇଥିବାରୁ ଏହି ଉପନିର୍ବାଚନର ଫଳାଫଳ ଯଥେଷ୍ଟ ଗୁରୁତ୍ୱ ବହନ କରୁଛି । ଏହି ଉପନିର୍ବାଚନରେ ସରପଞ୍ଚ ପଦବୀ ହାସଲ କରିବା ପାଇଁ ଶାସକ ବିଜେପି ବିରୋଧୀ […]
କେନ୍ଦ୍ରାପଡ଼ା,୧ା୧: ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ମୁଖ୍ୟ କେନ୍ଦ୍ର ପୁରାଣ ପ୍ରସିଦ୍ଧ ତୁଳସୀ କ୍ଷେତ୍ର। ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଜାନୁଆରୀ ୧ ତାରିଖ ଦିନ କେନ୍ଦ୍ରାପଡ଼ା ଦିବ୍ୟଜୀବନସଂଘ ପକ୍ଷରୁ ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ଅତି ଭକ୍ତିପୂତ ପରିବେଶରେ ପାଳିତ ହୋଇଯାଇଛି।ମହାମନ୍ତ୍ର ମୃତ୍ୟୁଞ୍ଜୟ ମନ୍ତ୍ର, ନାରାୟଣ ମନ୍ତ୍ର, ଦେବୀମନ୍ତ୍ର ଜପ ସହିତ ବିଶ୍ୱ ପ୍ରାର୍ଥନା ଆବୃତ୍ତିି କରାଯାଇଥିଲା। ଅତିରିକ୍ତ […]
କେନ୍ଦ୍ରାପଡ଼ା,୧ା୧: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଷ୍ଟାଫ୍ କମିଟି ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଇଂରାଜୀ ନବବର୍ଷ ଉପଲକ୍ଷେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଆରମ୍ଭ ହୋଇଥିଲା ଏକ ନିଆରା ଓ ମାନବଧର୍ମୀ ମହତ କାର୍ଯ୍ୟ “ରକ୍ତଦାନ ଶିବିର”। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏହାକୁ ଶୁଭ ଉଦ୍ଘାଟନ କରିବା ସହ ଏଭଳି ମହତ କାର୍ଯ୍ୟ ପାଇଁ ଷ୍ଟାଫ୍ […]
ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର ଦୃଷ୍ଟାନ୍ତ ସରକାରୀ ତଥ୍ୟ ଓ ଉଚ୍ଚ ପଦବୀରେ ଥିବା ଲୋକଙ୍କ ବକ୍ତବ୍ୟରୁ ପ୍ରମାଣ ମିଳୁଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବ ସମୟକୁ ଦେଖିଲେ ସର୍ବଦା ଦେଶପ୍ରେମ, ବିକାଶ ଓ ଅଗ୍ରଗତିର ଧ୍ୱନି ଦେଇ ଜନସାଧାରଣଙ୍କ […]










