ପଟ୍ଟାମୁଣ୍ଡାଇ ୨/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚାଷୀର ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡି ଦେଇଛି । ବର୍ଷା ଛାଡି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି । ବର୍ଷା ଜଳ ନିଷ୍କାସନ ପଥ ଗୁଡ଼ିକୁ ବିଭିନ୍ନ ସ୍ଥାନରେ ଜବର ଦଖଲ ହୋଇଥିବାରୁ ଚାଷ ଜମି ଗୁଡ଼ିକରେ ବର୍ଷା ପାଣି ଲହଡ଼ି ମାରୁଛି । ବର୍ଷା ପାଣିରେ ଧାନ ବୁଡିରହିଥିବାରୁ ଗଜା ବାହାରି ଗଲାଣି । ଜଳ ପ୍ରବେଶ […]

ପଟ୍ଟାମୁଣ୍ଡାଇ ୩/୧-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଏମଏନ ହାଇସ୍କୁଲ ଏନସିସି କ୍ୟାଡ଼େଟଙ୍କ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସବଡିଭିଜନ ହସ୍ପିଟାଲ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା ନିରାକାର ପରିଡା ଉଦଘାଟନ କରିଥିଲେ । ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଏନସିସି କାଡେଟ୍ସ ମାନଙ୍କ ଦ୍ୱାରା ହସ୍ପିଟାଲ ପରିସର ସଫେଇ ସହିତ ଏକ ପରିବେଶ ସଚେତନତା ଅଭିଯାନ କରାଯାଇଥିଲା । ଏମଏନ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ […]

ପଟ୍ଟାମୁଣ୍ଡାଇ ତା ୩/୧-ଓଡିଶାର ସର୍ବବୃହତ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଂଗଠନ (ଗଡ଼ମେକର)ର ୧୮ତମ ଶିଶିର ଉତ୍ସବ ଓ ୩୮ତମ ବାର୍ଷିକ ଉତ୍ସବ ଅବସରରେ ନୂଆ ବର୍ଷ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଶ୍ରୀରାମ ମନ୍ଦିର ସମ୍ମୁଖ ସୁସଜ୍ଜିତ ମଞ୍ଚରେ ଗଡ଼ମେକର ପ୍ରତିଷ୍ଠାତା ନିର୍ଦେଶକ ଗୀତି କବି ସୁଶାନ୍ତ ପାଣିଙ୍କ ପୌରହିତ୍ୟରେ ଗୀତ-ବାଦ୍ୟ, ନୃତ୍ୟ,-ନାଟ୍ୟ, ଚିତ୍ରାଦି ପଞ୍ଚକଳାକୁ ନେଇ ଗଡ଼ମେକରର ଆକାଶବାଣୀ ଦୂରଦର୍ଶନର ସ୍ୱୀକୃତିପ୍ରାପ୍ତ କଳାକାରମାନେ ଚିତାକର୍ଷକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ […]

କେନ୍ଦ୍ରାପଡା ୩/୦୧- କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଅନ୍ନପୁର୍ଣ୍ଣା ଥୁଏଟର ପୁରୀଠାରେ ଜାତୀର ସ୍ତରୀୟ ଶ୍ରୀକ୍ଷେତ୍ର ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ଓ ସମ୍ପାଦକ ବସନ୍ତ କୁମାର ଦାସଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଶ୍ରୀକ୍ଷେତ୍ରରତ୍ନ ସମ୍ମାନ ଓ ଶଙ୍ଖକ୍ଷେତ୍ର ସମ୍ମାନ ଓଡିଶାରୁ ୨୦୦ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ ଉତ୍ସବରେ ରାଷ୍ଟପତି ପୁରସ୍କାର […]

କେନ୍ଦ୍ରାପଡ଼ା,୩ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ତ୍ରୟୋଦଶ ମ୍ୟାଚ୍‌ରେ ଗୋପବନ୍ଧୁ କ୍ରିକେଟ କ୍ଲବ ବିଜୟୀ ହୋଇଛି। ଶୁକ୍ରବାର ଦିନ ଆଳି କ୍ରିକେଟ ଓ ସ୍ପୋର୍ସ କାଉନ୍‌ସିଲ ଏବଂ ଗୋପବନ୍ଧୁ କ୍ରିକେଟ କ୍ଲବ ମଧ୍ୟରେ ସୁପର ଲିଗ୍ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଗୋପବନ୍ଧୁ କ୍ରିକେଟ କ୍ଲବ ଟସ୍ ଜିତି ବ୍ୟାଟିିଂ କରି […]

କେନ୍ଦ୍ରାପଡ଼ା,୨ା୧: ଜାନୁୟାରୀ ୧ ତାରିଖରୁ ୩୧ତାରିଖ ପର୍ଯ୍ୟନ୍ତ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଏକ ସଚେତନତା ରଥ ଜିଲ୍ଲା ପରିକ୍ରମା କରିବାର ବ୍ୟବସ୍ଥା କରାଯାଇଛି । ଗୁରୁବାର ସକାଳ ସାଢେ ୧୦ଟା ବେଳେ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା ଦେଖାଇ ଏହି ସଚେତନତା ରଥର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସଚେତନତା ରଥ ଜିଲ୍ଲାର […]