ନବାଙ୍କ ବେଢା ଭଜନ ଓ ନୃତ୍ୟ ସମାରୋହ ପ୍ରସ୍ତୁତି

କେନ୍ଦ୍ରାପଡା,୬ା୧: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ସଂସ୍କୃତି ଓ ପରମ୍ପରା ଅନୁସାରେ ମକର ସଂକ୍ରାନ୍ତିର ପୂର୍ବ ଦିବସକୁ ନବାଙ୍କ ବେଢା କୁହାଯାଏ । ଏହି ଦିନ ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଜଗନ୍ନାଥ ମନ୍ଦିରରେ ନବାଙ୍କ ବେଢା ଉତ୍ସବ ଯଥାବିଧି ପାଳନ କରାଯାଏ । ଏହି…

ଡକ୍ଟରେଟ୍ ଉପାଧି ପାଇଲେ ତ୍ରିଲୋଚନ ବରାଳ

କେନ୍ଦ୍ରାପଡା,୬ା୧: କେନ୍ଦ୍ରାପଡା ଜିଲ୍ଲା ଆୟବା ଗ୍ରାମର ସ୍ୱର୍ଗତ ପୁରୁଷୋତ୍ତମ ବରାଳ ଓ ପଦ୍ମାବତୀ ବରାଳଙ୍କ ସୁପୁତ୍ର ତ୍ରିଲୋଚନ ବରାଳଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ଗତ ଡିସେମ୍ବର ୩୧ ତାରିଖରେ ପୁରୀ ଟାଉନହଲଠାରେ ୱାର୍ଲ୍ଡ ଚାରିଟି ୱେଲଫେୟାର ଫାଉଣ୍ଡେସନ ପକ୍ଷରୁ…

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍‌ଘାଟିତ , ବହିର ଉତ୍ସବ ହେଉଛି ପୁସ୍ତକ ମେଳା

କେନ୍ଦ୍ରାପଡା, ୬ା୧- କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦ୍‌ଘାଟିତ ହୋଇଯାଇଛି । କେମ୍‌ର ସଭାପତି ଇଂ ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଓ ଉଦ୍‌ଘାଟକ ଭାବେ ବର୍ଷିଆନ…