ନିଲାମ ହୋଇପାରୁନି ବାଲି ସୈରାତ ଚୋରାରେ ଚାଲିଛି ବାଲି ଉଠାଣ

କେନ୍ଦ୍ରାପଡ଼ା,୮ା୧: କେନ୍ଦ୍ରାପଡା ଜିଲ୍ଲାରେ ୭ଟି ନଦୀ ଓ ୨୭ଟି ଉପନଦୀ ରହିଥିବା ବେଳେ ଏଠାରେ ଥିବା ବାଲି ସୈରାତ ନିଲାମ ହୋଇପାରୁନାହିଁ। ମାତ୍ର ଗୋଟିଏ ବାଲି ସୈରାତକୁ ଛାଡି ଦେଲେ ଅନ୍ୟ ସୈରାତ ଗୁଡିକରୁ ଚୋରାରେ ବାଲି ଉଠାଣ ହେଉଛି। ଏହାଦ୍ୱାରା…

ପୁସ୍ତକମେଳାର ତୃତୀୟ ସନ୍ଧ୍ୟା ୫ ଜଣଙ୍କୁ ଜିଲ୍ଲା ଗୌରବ ସମ୍ମାନ

କେନ୍ଦ୍ରାପଡା,୮ା୧: ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ତୃତୀୟ ସନ୍ଧ୍ୟାରେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ସାହିତ୍ୟ ସଭା ଆଲୋଚନା ଚକ୍ର, ସାହିତ୍ୟରେ ମାନବବାଦ, କବିତା ପାଠୋତ୍ସବ ଓ ସମ୍ବର୍ଦ୍ଧନା ପର୍ବ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ…

ପଟ୍ଟାମୁଣ୍ଡାଇ ଅର୍ବାନ ବ୍ୟାଙ୍କ ୨୯ତମ ପ୍ରତିଷ୍ଠା ଦିବସ

ପଟ୍ଟାମୁଣ୍ଡାଇ ୮/୧ ପଟ୍ଟାମୁଣ୍ଡାଇ ଅର୍ବାନ ବ୍ୟାଙ୍କର ୨୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପଟ୍ଟାମୁଣ୍ଡାଇ ଅର୍ବାନ ବ୍ୟାଙ୍କ ଶାଖା ନିର୍ଦ୍ଦେଶକ ଅମୂଲ୍ୟ କୁମାର ପ୍ରଧାନଙ୍କ ପୈାରହିତ୍ୟରେ ଆୟୋଜିତ ପ୍ରତିଷ୍ଠା ଦିବସ ଉତ୍ସବରେ ସିଇଓ ଭାଗ୍ୟଲକ୍ଷ୍ମୀ ପଣ୍ଡା ମୁଖ୍ୟଅତିଥି, ଜେନେରାଲ ମ୍ୟାନେଜର (…

ଚାଷୀଙ୍କ ଦୁର୍ଦ୍ଦଶା ଲାଘବ କରିବାରେ ସରକାର ବିଫଳ , ସଂଯୁକ୍ତ କିଷାନ ମୋର୍ଚ୍ଚା ସମାବେଶ ୧୦ରେ

କେନ୍ଦ୍ରାପଡ଼ା,୮ା୧ : ଭାଗଚାଷୀଙ୍କୁ କ୍ଷତିପୂରଣ, ରାଜ୍ୟବ୍ୟାପୀ ମଣ୍ଡି ଖୋଲିବା ଏବଂ ମୃତ କୃଷକ ପରିବାରକୁ ୨୦ ଲକ୍ଷ ଟଙ୍କା ପ୍ରଦାନ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଜାନୁଆରୀ ୧୦ରେ ରାଜ୍ୟବ୍ୟାପୀ କୃଷକ ଚେତାବନୀ ଦିବସ ପାଳନ ହେବ। କେନ୍ଦ୍ରାପଡାରେ ଏହାକୁ…

୧୮ତମ ପ୍ରବାସୀ ଭାରତୀୟ ଦିବସ ୨୦୨୫ ପାଳନ

କେନ୍ଦ୍ରାପଡା,୮ା୧: ସମଗ୍ର ଶିକ୍ଷା କେନ୍ଦ୍ରାପଡା ଆନୁକୂଲ୍ୟରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସ୍ଥାନୀୟ ମୁନିସିପାଲଟି ଟାଉନହଲ୍‌ଠାରେ ଜିଲ୍ଲାର ୯ଗୋଟି ବ୍ଲକର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷାଧିକାରୀ, ପ୍ରଶାସନିକ ଅଧିକାରୀ, ଅଭିଭାବକ ଓ ଲୋକ ପ୍ରତିନିଧିମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ…

ପଟ୍ଟାମୁଣ୍ଡାଇରେ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଉଦଘାଟିତ

ପଟ୍ଟାମୁଣ୍ଡାଇ ୮/୧- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ନୂତନ ଅତିରିକ୍ତ ଜିଲ୍ଲା କୋର୍ଟ ଉଦଘାଟିତ ହୋଇଯାଇଛି । ଓଡିଶା ଉଚ୍ଚନୟାଲୟର ମାନ୍ୟବର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ, ମାନ୍ୟବର ବିଚାରପତି ଏସ. କେ. ପାଣିଗ୍ରାହୀ ଭର୍ଚୁଆର ମୋଡରେ…