ପଟ୍ଟାମୁଣ୍ଡାଇ ବ୍ଲକ ପିଇଓ ସଂଘ କର୍ମକର୍ତ୍ତା ନିର୍ବାଚନ

ପଟ୍ଟାମୁଣ୍ଡାଇ ତା ୧୦/୧-ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଂଚାୟତରେ କାର୍ଯ୍ୟରତ ପଂଚାୟତ ନିର୍ବାହୀ ଅଧିକାରୀ ( ପି ଇ ଓ )ମାନଙ୍କ ଏକ ବୈଠକ ପ୍ରଭାତ ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ହୋଇଯାଇଛି । ଏଥିରେ ମାଧବ ଦଳାଇ, ସୁରଜ କୁମାର ମହାନ୍ତି,…

କେନ୍ଦ୍ରାପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ଚେତାବନୀ ସମାବେଶ

ଦାବି ପୂରଣ ନହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ କେନ୍ଦ୍ରାପଡ଼ା, ୧୦ା୧: ପାଞ୍ଚଦଫା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ଶୁକ୍ରବାର ରାଜ୍ୟ ବ୍ୟାପି ଚେତାବନୀ ସମାବେଶ ପରିପ୍ରେକ୍ଷୀରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ…

ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡି ଶୁଭ ଉଦଘାଟନ

କେନ୍ଦ୍ରାପଡ଼ା,୧୦ା୧: ଜମଧରସ୍ଥିତ ନିୟନ୍ତ୍ରିତ ବଜାର କମିଟିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡିର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, କେନ୍ଦ୍ରାପଡା ଲୋକସଭା ସାଂସଦଙ୍କ ପ୍ରତିନିଧି ତଥା…

ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ସୁପର ଲିଗ୍ ମ୍ୟାଚ୍‌ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୮ତମ ମ୍ୟାଚ୍‌ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ ହୋଇଛି। ସୋମବାର ଦିନ ଇଲେଭେନ ଷ୍ଟାର…

ଅଣନିଶ୍ୱାସ ଜୀବନରେ ଜୀବନର ସଂଜ୍ଞା ବୋଧହୁଏ ଲେଖିବାରେ ମିଳିଯାଏ

ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା କେନ୍ଦ୍ରାପଡା,୧୦ା୧: କେନ୍ଦ୍ରାପଡା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା ଅପରାହ୍ନରେ ନେତାଜୀ ମଡେଲ ସ୍କୁଲ ଆନୁକୂଲ୍ୟରେ ଚିତ୍ତାକର୍ଷକ ସାଂସ୍କୃତିକ ବିଚିତ୍ରା ଓ କୁଇଜ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ…

ସ୍ୱାଭିମାନୀ ପଟ୍ଟାମୁଣ୍ଡାଇର ପରିଚୟ ଫେରାଇବା ପାଇଁ ଦାବୀ

ପଟ୍ଟାମୁଣ୍ଡଇ ୧୦/୧;ସ୍ୱାଧୀନ ଭାରତରେ ଓଡ଼ିଶାର ଅନ୍ୟତମ ପ୍ରମୁଖ ନିର୍ବାଚନମଣ୍ଡଳୀ ଭାବେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ସ୍ୱତନ୍ତ୍ର ପରିଚିତି ଲାଭ କରିଥିଲା। ୨୦୦୯ ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନଆସନର ବିଲୋପ ଘଟିଛି । ସୀମା ପୁନଃ ନିର୍ଦ୍ଧାରଣ…