ପଟ୍ଟାମୁଣ୍ଡାଇ ୧୧/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ୟୁନାଇଟେଡ଼ ୟୁଥ କ୍ଲବ ପକ୍ଷରୁ ୪୦ବର୍ଷରୁ ଉର୍ଦ୍ଧ ଯୁବକଙ୍କୁ ନେଇ ଆୟୋଜିତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ ହୋଇଯାଇଛି । ୟୁ ୱା ସି ସଭାପତି ସଂଗ୍ରାମ କେଶରୀ ସ୍ୱାଇଁଙ୍କ ପୌରହିତ୍ୟରେ ନିତାଇ ଚୈତନ୍ୟ ହାଇସ୍କୁଲ ପଡିଆରେ ଆୟୋଜିତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟର ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ ଆଦର୍ଶ […]
Day: 11 January 2025
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୯ତମ ମ୍ୟାଚ୍ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ ହୋଇଛି। ଶନିବାର ଦିନ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ଓ କେନ୍ଦ୍ରାପଡା ଟାଇଗର୍ସ କ୍ରିକେଟ୍ କ୍ଲବ ମଧ୍ୟରେ ସୁପର ଲିଗ୍ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଟାଇଗର୍ସ […]
କେନ୍ଦ୍ରାପଡ଼ା ୧୧/୧: ଦ୍ୱାବିଶଂତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି । ଏହି ଆକର୍ଷଣୀୟ ପରିପାଟିରେ ପ୍ରକାଶିତ ଏହି ସଂଗ୍ରହ୍ୟ ବିଶେଷାଙ୍କରେ ଭିତରକନିକାର ଜୈବ ବିବିଧତା, ପ୍ରାକୃତିକ ବିଭବ, ହେନ୍ତାଳବଣ, ବିରଳ ପ୍ରଜାତିର ଜୀବଜନ୍ତୁ, ବଗ ଗହଣ, କୁମ୍ଭୀର ପ୍ରଜନନ କେନ୍ଦ୍ର, ଗହୀରମଥା ଅଲିଭ୍ ରିଡ୍ଲେ କଇଁଛ ଏବଂ ଭିତରକନିକାର ଇତିହାସ, ଅତୀତ […]
ପୁସ୍ତକମେଳାର ଷଷ୍ଠ ସନ୍ଧ୍ୟା କେନ୍ଦ୍ରାପଡା,୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୬ଷ୍ଠ ଦିବସରେ କେମ ଦ୍ୱାରା ଆୟୋଜିତ ଆଶୁ କୁଇଜ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗୀତାରେ ବିଭିନ୍ନ ସ୍କୁଲରୁ ପ୍ରାୟ ୨୦୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ଯେଉଁ ପ୍ରତିଯୋଗୀ ଠିକ ଉତ୍ତର ଦେଉଥିଲେ ସେମାନଙ୍କୁ ଅତିଥିମାନେ […]
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ସେ ଆଜକୁ ୫୨ବର୍ଷ ତଳେ ଆଇ.ଆଇ.ଟି.ରୁ ଇଞ୍ଜିନିଅରିଂରେ ଡିଗ୍ରୀ […]
ପଟ୍ଟାମୁଣ୍ଡାଇ ୧୧/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀରାମପୁର ପାଳପାଟଣା ସ୍ଥିତ ରାମଚଣ୍ଡୀ ନୋଡ଼ାଲ ବିଦ୍ୟାଳୟରେ ଛାତ୍ର ଓ ଅଭିଭାବକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ନୂତନ ଭାବେ ଏକ ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାନ୍ସୀରାଣୀ ଗାଇଡ଼ କଂପାନୀ ଆନୁଷ୍ଠାନିକ ଭାବେ ଗଠନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା ସ୍କାଉଟ ସଂଯୋଜକ ଗାଲେଖ ବିହାରୀ ଭୁୟାଁ ଓ ଡାମରପୁର ସ୍ଥିତ ମା ବାସନ୍ତୀ ବାଳିକା […]
ଦିବ୍ୟାଙ୍ଗଙ୍କୁ କଳିଙ୍ଗ ନବଦିଗନ୍ତ ସ୍ୱେଛାସେବୀ ସଂଗଠନର ସହାୟତା କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର କିରଣ ସ୍ୱାଇଁ ଜଣେ ଦାଦନ ଶ୍ରମିକ ଭାବେ ସୁଦୁର ବାଙ୍ଗାଲୋରରେ ପାଣି ପାଇପ ମିସ୍ତ୍ରୀ ଭାବେ କାମ କରନ୍ତି। କାମ କରିବା ସମୟରେ ଅସାବଧାନତା ବଶତଃ ତାଙ୍କର ଡାହାଣ ଗୋଡର କାଣୀ ଆଙ୍ଗୁଠିରେ ଆଘାତ ଲାଗି ଏକ କ୍ଷତ ସୃଷ୍ଟି ହୋଇଥିଲା। ସେହି କ୍ଷତ ଧିରେ ଧିରେ ସଂକ୍ରମିତ ହୋଇ […]










