କେନ୍ଦ୍ରାପଡ଼ା,୧୩ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବାଳିକା ଆମର ସୁରକ୍ଷା ତାଲିମ ଶିବିର ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଭକ୍ତବନ୍ଧୁ ଓଝାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଳିକା ଆତ୍ମ ସୁରକ୍ଷା କୈାଶଳ ତାଲିମ କାର୍ଯ୍ୟକ୍ରମ ର ସଂଯୋଜିକା ଅଧ୍ୟାପିକା ପ୍ରୀତଲକ୍ଷ୍ମୀ ଜେନା ସ୍ୱାଗତ ସମ୍ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦେଶ୍ୟ ଜ୍ଞାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ […]

କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ପାରମ୍ପରିକ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପ୍ରାଣ ପ୍ରତିଷ୍ଠାତା ଆବାହକ ତଥା ବର୍ତ୍ତମାନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ ମନ୍ମଥ କୁମାର ରାୟ ସଭାପତିତ୍ୱ କରିଥିଲେ । ପ୍ରାରମ୍ଭରେ ସମ୍ପାଦକ ନରୋତ୍ତମ ଜେନା ଉପସ୍ଥିତ ସଦସ୍ୟମାନଙ୍କୁ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ଆଗାମୀ ବାର୍ଷିକ ଉତ୍ସବ ଓ ପତ୍ରିକା “ସାୟଂପ୍ରଭା” ପ୍ରକାଶନ ଉପରେ […]