ପଟ୍ଟାମୁଣ୍ଡାଇ,୧୫/୧ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ଓ କ୍ରୀଡା ଶିକ୍ଷକ ଅଜୟ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଉଦଘାଟନ ଉତ୍ସବରେ ନିମପୁର ଶାସନ ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ବଳଦେବ ପ୍ରସାଦ ନାୟକ ମୁଖ୍ୟଅତିଥି, ଖବରଦାତା ଜଗନ୍ନାଥ ଆଚାର୍ଯ୍ୟ, ପୂର୍ବତନ ପ୍ରଧାନଶିକ୍ଷକ ଶୁକଦେବ ଦାସ, ଶାସନ ଗ୍ରାମ ପଂଚାୟତ ସରପଂଚ ସଂଗ୍ରାମ […]
Day: 15 January 2025
କେନ୍ଦ୍ରାପଡ଼ା୧୫/୧- କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ହଳଦିଆ ବସ୍ତିର ମିଲେତ ଇବ୍ରାହିମ ମଦ୍ରାସା ପରିସରରେ ଡ. ସୈଫୁଦ୍ଦିନ କିଚଳୁ ଙ୍କ ଜନ୍ମ ଜୟନ୍ତୀ ସମାଜସେବୀ ସେକ ଶାବିର ହୁସେନ ଙ୍କ ସହଯୋଗ ରେ ଅନୁଷ୍ଠିତ ହୋଇଯାଇଛି । ଏହି ପବିତ୍ର ଦିବସରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କୁ ଡିବେଟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । […]
କେନ୍ଦ୍ରାପଡ଼ା,୧୫ା୧: ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜନସେବା ଦିବସ ଭାବେ ପାଳିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଉଚ୍ଚଶିକ୍ଷା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ସରକାର ତାଙ୍କ ନିର୍ବାଚନ ପ୍ରତିଶ୍ରୁତି ରକ୍ଷା […]
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ବାପା ଓ ଜେଜେ ମା’ ସମ୍ମିଳନୀ ପଟ୍ଟାମୁଣ୍ଡାଇ ୧୫/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ ମୂଳବସନ୍ତ ପଂଚାୟତର ସାନ ମୂଳବସନ୍ତ ଠାରେ ଜେଜେ ବାପା ଜେଜେ ମା’ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ଜେଜେବାପା ଓ ଜେଜେମା’ ସମ୍ମିଳନୀରେ ପଟ୍ଟାମୁଣ୍ଡାଇ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରିଣୀ ପ୍ରେମବାଳା ମହାପାତ୍ର ମୁଖ୍ୟଅତିଥି ଭାବେ […]
କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ପଞ୍ଚାୟତସ୍ଥିତ ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟର ପୁରାତନ ଛାତ୍ର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରାକ୍ତନ ଶିକ୍ଷକ ସତ୍ୟବ୍ରତ ସେନାପତି, ରତ୍ନାକର ରାଉତରାୟଙ୍କ ସମେତ ପ୍ରାକ୍ତନ ଛାତ୍ର ଦୁଷ୍ମନ୍ତ ପାଇକରାୟ, ପୁରାତନ ଛାତ୍ର ତଥା ମହାକାଳପଡା ବିକାଶ ମଞ୍ଚ ସଭାପତି କାଶୀନାଥ […]
କେନ୍ଦ୍ରାପଡ଼ା,୧୫ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଜୁନିୟର୍ (୧୯ବର୍ଷରୁ କମ୍) ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ଆଜି ଆରମ୍ଭ ହୋଇଯାଇଛି । ଏଥିରେ ୮ଟି ଦଳ ଭାଗ ନେଇଛନ୍ତି । କ୍ରିକେଟ ଆସୋସିଏସନର ସମ୍ପାଦକ ଶୁଭାଶିଷ ସେନାପତିଙ୍କ ତତ୍ୱାବଧାନରେ ବିଶିଷ୍ଟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପରେଶ ଚନ୍ଦ୍ର ଦାସ ଯୋଗଦେଇ ଏହି ଖେଳକୁ ଉଦ୍ଘାଟିତ କରିଥିଲେ […]
କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ଗ୍ରାମର ମା’ ଗଜଲକ୍ଷ୍ମୀ ପଡିଆଠାରେ ବଜରଙ୍ଗୀ ୟୁଥ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଦିନିକିଆ ଦିନ-ରାତି ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ଏହି ଦିନିକିଆ ଅନ୍ତଃଜିଲ୍ଲା ସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ବିଭିନ୍ନ ଜିଲ୍ଲାରୁ ଖ୍ୟାତିସମ୍ପନ୍ନ ୮ ଗୋଟି ଭଲିବଲ ଟିମ୍ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ କଟକ ସିଡିଏ ଟିମ୍ ଏବଂ କେନ୍ଦ୍ରାପଡା ଜିଲ୍ଲା ପାଟଳିପଙ୍କସ୍ଥିତ ଖୁରୁସିଆ ଭଲିବଲ ଟିମ୍ ଫାଇନାଲକୁ ଉତ୍ତୀର୍ଣ୍ଣ […]