କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ଯୁବ ବ୍ୟାପାର, କ୍ରୀଡ଼ା ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଶ୍ୱର ସର୍ବ ବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡାର କାର୍ଯ୍ୟକର୍ତ୍ତର୍ାମାନେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଜିଲ୍ଲାର ସର୍ବ ବୃହତ ମହାବିଦ୍ୟାଳୟ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ୫-ଟି ନାମରେ ନିର୍ମିତ ହେଇଥିବା ଭତ୍ତିଭୂମିର ମହାଦୁର୍ନୀତି ହୋଇଛି ଓ […]
Day: 16 January 2025
କେନ୍ଦ୍ରାପଡା,୧୬ା୧: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିନରେ ଗୁରୁବାର କେନ୍ଦ୍ରାପଡା ଟାଉନହଲ୍ଠାରୁ ୧୦୧ଜଣ ବରିଷ୍ଠ ତୀର୍ଥଯାତ୍ରୀ ଶିରିଡି-ନାସିକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଅପରାହ୍ନ ୩ଟାରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ । ଟାଉନହଲ୍ରେ ବରିଷ୍ଠ ନାଗରିକଙ୍କ ପଞ୍ଜିକରଣ ଓ ସ୍ୱାସ୍ଥ୍ୟପରୀକ୍ଷା କରାଯାଇଥିଲା । ସ୍ୱାସ୍ଥ୍ୟ ଯାଞ୍ଚ ପରେ ୧୦୧ଜଣ ବରିଷ୍ଠ ନାଗରିକ ଯୋଗ୍ୟ ବିବେଚିତ ହେବା ପରେ […]
କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବୁଧବାର ଦିନ ଉଦ୍ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚରେ ପୋଲିସ ଏକାଦଶକୁ ହରାଇ ମେଡିଆ ଏକାଦଶ(ବି) ଚମ୍ପିଆନ ହୋଇଛି । ମେଡିଆ ଏକାଦଶ(ବି) ପ୍ରଥମେ ଟସ୍ ଜିତି ବ୍ୟାଟିଂ କରି ୧୦ ଓଭରରେ ୧୯୯ରନ କରିଥିଲେ । ଏହାର ଜବାବରେ ପୋଲିସ […]
କେନ୍ଦ୍ରାପଡା,୧୬ା୧: ବାହାର ଦୁନିଆରେ ସଂଗଠିତ ହେଉଥିବା ଉତ୍ସବ ଓ ଅନୁଷ୍ଠିତ ମେଳାସବୁରେ ସାଧାରଣତଃ ଦିବ୍ୟାଙ୍ଗ ଶିଶୁମାନେ ଅଂଶଗ୍ରହଣ କରିବାରୁ ବଞ୍ôଚତ ହୋଇଥାନ୍ତି। ମୁଖ୍ୟସ୍ରୋତର ସମାଜରେ ଅନୁଷ୍ଠିତ ହେଉଥିବା ଏହି ସବୁ ମେଳା ମହୋତ୍ସବର ନିଆରା ଅନୁଭବ ସହ ଦିବ୍ୟାଙ୍ଗ ଶିଶୁମାନଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ପୁନର୍ବାସ’ ଚଳିତ ବର୍ଷ ୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ସପ୍ତମ ସନ୍ଧ୍ୟାରେ ଏକ ଭିନ୍ନ ଆୟୋଜନ କରିଥିଲା। ସ୍ୱତନ୍ତ୍ର ବିଦ୍ୟାଳୟମାନଙ୍କରେ ଅଧ୍ୟୟନରତ […]
କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଏହି ଶିବିର ଗତ ୬ତାରିଖରେ ଆରମ୍ଭ ହୋଇଥିବା ବେଳେ ୧୫ତାରିଖରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରାଧ୍ୟାପକ ଅଭିଜିତ ବୋଷ ଅଧ୍ୟକ୍ଷତା କରି କହିଥିଲେ ଯେ ଛାତ୍ରୀମାନେ ଭବିଷ୍ୟତ ଜୀବନରେ ଆବଶ୍ୟକ ପଡିଲେ ଏହି କୈାଶଳକୁ କାର୍ଯ୍ୟରେ ଲଗାଇ ନିଜକୁ ସୁରକ୍ଷା ପ୍ରଦାନ କରିପାରିବେ। ସମ୍ମାନୀତ ଅତିଥି ଭାବେ ପଦାର୍ଥ […]
କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ରାଉଳ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଂସାର ପଞ୍ଚାୟତ ସରପଞ୍ଚ ସରୋଜିନୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୋଷାକ ବଣ୍ଟନ କରିଥିଲେ। ଏହି ବୈଠକରେ ପ୍ରଥମ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୩୫୩ ଜଣ ଛାତ୍ରଛାତ୍ରୀକୁ ପୋଷାକ ଓ ଜୋତା […]
କେନ୍ଦ୍ରାପଡ଼ା,୧୬ା୧: ଯୁବ ସମାଜସେବୀ ଦିଲ୍ଲିପ କୁମାର ସାହୁ(ବିଜୁ)ଙ୍କର ଚିକିତ୍ସିତ ଅବସ୍ଥାରେ ଗୁରୁବାର ପ୍ରାତଃ ୪ଟାରେ ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ବିଜୁଙ୍କୁ ୪୯ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ସାନଭାଇ ବିଶ୍ୱପ୍ରକାଶ, ଝିଅ ଲିକି, ଧର୍ମପତ୍ନୀ ଲୋପାମୁଦ୍ରା, ପୁତୁରା ରୋହିତ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ମର ଶରୀରକୁ ଗୁଲନଗରସ୍ଥିତ ବାସଭବନକୁ ଅଣାଯିବା ପରେ ସେଠାରେ ବହୁ ବିଶିଷ୍ଟ […]
କେନ୍ଦ୍ରାପଡ଼ା,୧୫ା୧:କେନ୍ଦ୍ରାପଡ଼ା ମହାବିଦ୍ୟାଳୟକୁ ଖୁବଶୀଘ୍ର ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାକୁ ବୁଧବାର ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଅବସରରେ ସେ ଏହି ଘୋଷଣା କରିଛନ୍ତି। ସେହିପରି ଦୀର୍ଘଦିନ ଧରି କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ଥାୟୀ ଅଧ୍ୟକ୍ଷ ନଥିବାରୁ ତୁରନ୍ତ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ […]










