ତାଲୁକଆଇନ ସେବା ସମିତି ସଚେତନତା

ପଟ୍ଟାମୁଣ୍ଡାଇ ୧୮/୧ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୋକ୍ସୋ ଆକ୍ଟ ସମ୍ପର୍କରେ ଆଇନଗତ ସଚେତନତା ସୃଷ୍ଟି କରିବା ପାଇଁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କଲେଜରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ଅତିରିକ୍ତ ଜିଲ୍ଲା ଜଜ…

ବେଣୀପୁର ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୧୮ା୧: ଡେରାବିଶ ବ୍ଲକ ଅନ୍ତର୍ଗତ ବେଣୀପୁର ସରକାରୀ ହାଇସ୍କୁଲର ତିନିଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଶୀକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନ ଉତ୍ସବରେ ବେଣୀପୁର ଗ୍ରାମପଞ୍ଚାୟତର ସରପଞ୍ଚ ମୋହନ ଚରଣ ସାହୁ,…

ଜିଏସଟି ସର୍ବକ୍ଷମା ଯୋଜନା କର୍ମଶାଳା

କେନ୍ଦ୍ରାପଡ଼ା,୧୮ା୧: କେନ୍ଦ୍ରାପଡାସ୍ଥିତ ନିୟନ୍ତ୍ରିତ ବଜ଼ାର କମିଟି ସଭାଗୃହରେ ଜି.ଏସ.ଟି.ସର୍ବକ୍ଷମା ଯୋଜନାର ଏକ ସଚେତନତା କର୍ମଶାଳା ଶନିବାର ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ଜି. ଏସ୍‌. ଟି ବିଭାଗର ଅତିରିକ୍ତ ଆୟୁକ୍ତ ମୁକ୍ତି ରଞ୍ଜନ ଆଚାର୍ଯ୍ୟ, ଯୁଗ୍ମ ଆୟୁକ୍ତ ରମେଶ କୁମାର ମଣ୍ଡଳ ଓ…

ଗୌର ମହାପାତ୍ର ନିଖିଳ ଓଡିଶା ଆଇନଜୀବୀ ସଂଘ ଉପସଭାପତି

କେନ୍ଦ୍ରାପଡ଼ା,୧୮ା୧: କେନ୍ଦ୍ରାପଡା ଜିଲ୍ଲାର ଆଇନଜୀବୀ ଗୌର ପ୍ରସାଦ ମହାପାତ୍ର ନିଖିଳ ଓଡିଶା ଆଇନଜୀବୀ ସଂଘର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଭଞ୍ଜନଗରଠାରେ ୫୩ତମ ନିଖିଳ ଓଡିଶା ଆଇନଜୀବୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଅଧିବେଶନରେ…

ଗୋବରୀ ନଦୀର ଅସ୍ତିତ୍ୱ ପ୍ରତି ସରକାର ସମ୍ବେଦନଶୀଳ ନୁହଁନ୍ତି

ଗୋବରୀ ପୁନଉଦ୍ଧାର ନାଆଁରେ ୧୧ କୋଟି ଚଳୁ ପଟ୍ଟାମୁଣ୍ଡାଇ ୧୭/୧- -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଏବେ ଶୁଷ୍କ ହୋଇପଡିଛି । ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶବର ଶତାଧିକ ଗ୍ରାମବାସୀ…

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

କେନ୍ଦ୍ରାପଡ଼ା,୧୮ା୧: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଗତ ୭ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ତାଲିମ ଶିବିରରେ ୧୦୨ଜଣ ଛାତ୍ରୀ ଯୋଗଦେଇ ଆତ୍ମ ସୁରକ୍ଷା କୈାଶଳ ତାଲିମ…