ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ ସରକାର ଶନିବାର ସମସ୍ତ ଜିଲାପାଳ ଓ ଜିଲାପରିଷଦ କାର୍ଯ୍ୟନିବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ […]
Day: 19 January 2025
ପଟ୍ଟାମୁଣ୍ଡାଇ ତା ୧୯/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅରଡ଼ପଲ୍ଲୀ ଆଞ୍ଚଳିକ ସରକାରୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶରତ ମଲିକଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅରଡ଼ପଲ୍ଲୀ ସରପଞ୍ଚ ବୁଦ୍ଧିରାମ ବେହେରା ମୁଖ୍ୟଅତିଥି, ପଞ୍ଚସଖା ସେତୁ ଅଭିଯାନ କମିଟି ସଭାପତି ଚୌଧୁରୀ ସତ୍ୟବ୍ରତ ରାୟ ମୁଖ୍ୟବକ୍ତା ଓ ନାରୀନେତ୍ରୀ ମମତା ଘଡାଇ, ଶିକ୍ଷାବିତ ପ୍ରମୋଦ ତ୍ରିପାଠୀ ସି ଆର ସି ସି ରଞ୍ଜନ ବେହେରା, ରୋଜିନା ରାଉତ […]
ପ୍ରୟାଗରାଜ, ରବିବାର ଅପରାହ୍ନରେ ମହାକୁମ୍ଭମେଳା ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମହାକୁମ୍ଭମେଳାର ସେକ୍ଟର ୨୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ ମେଳା ପରିସରରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ମହାକୁମ୍ଭ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଦୂରରୁ ନିଆଁ ଏବଂ ଧୂଆଁ ଦେଖାଯାଉଥିଲା , ଅଗ୍ନିକାଣ୍ଡ ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ, ଅଗ୍ନିଶମ ବାହିନୀର ଅନେକ […]
କେନ୍ଦ୍ରାପଡା,୧୯ା୧: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ପାଳନ ନିମନ୍ତେ ସ୍ଥାନୀୟ ପବ୍ଲିକ ରିଡିଂରୁମ୍ ପରିସରରେ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି କମିଟି ସ୍ଥାୟୀ ସଭାପତି ବିଚିତ୍ରାନନ୍ଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ବିପ୍ଳବୀଙ୍କ ତିରୋଧାନ ଦିବସ ପାଳନ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ଆସନ୍ତା ୨୭ ତାରିଖରେ ବିପ୍ଳବୀଙ୍କ ତିରୋଧାନ […]
କେନ୍ଦ୍ରାପଡ଼ା,୧୯ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ଓ ବାଲାବାବା କ୍ରିକେଟ୍ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚ୍ରେ ପ୍ରଥମେ ବାଲାବାବା କ୍ରିକେଟ୍ କ୍ଲବ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ । ପ୍ରଥମେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ବ୍ୟାଟିିଂ କରି ୪୦ ଓଭରରେ ୬ […]
କେନ୍ଦ୍ରାପଡା,୧୯ା୧: ବାରୋସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଂଯୋଜନାରେ ସୁସ୍ଥ ଗାଁ ଓ ସୁସ୍ଥ ସମାଜ ଗଢି ତୋଳିବାର ଉଦ୍ଦେଶ୍ୟ ରଖି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ସଭାର ଆୟୋଜନ ହୋଇଥିଲା । ଲୋକ ସଚେତନ ହେଲେ ସତ୍ସଂକଳ୍ପ ନେଇପାରିବେ ଏବଂ ସଠିକ୍ ମାର୍ଗରେ ପରିଚାଳିତ ହୋଇ ନିଜର ସ୍ୱାସ୍ଥ୍ୟ ରକ୍ଷା କରିପାରିବେ ବୋଲି ଆଲୋଚନା ହୋଇଥିଲା । ଦେହ ଖରାପ ହେଲେ ସ୍ୱାସ୍ଥ୍ୟକେନ୍ଦ୍ରକୁ […]
ପଟ୍ଟାମୁଣ୍ଡାଇ,୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଳକ ଶିକ୍ଷା ଅଧିକାରୀ ହରିହର ଦଳାଇ ମୁଖ୍ୟଅତିଥି ସାମ୍ବାଦିକ ଜଗନ୍ନାଥ ଆଚାର୍ଯ୍ୟ, ପୂର୍ବତନ ପ୍ରଧାନଶିକ୍ଷକ ସଚିତ୍ର ବେହୁରା, ଆଳି ବ୍ଳକ ଅତିରିକ୍ତ ଶିକ୍ଷା ଅଧିକାରୀ ଉଦକର ସାମଲ, ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ଆଚାର୍ଯ୍ୟ, ଶାସନ […]
ପଟ୍ଟାମୁଣ୍ଡାଇ ତା ୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ପଂଚାୟତ ଗଙ୍ଗାରାମ ହାଇସ୍କୁଲ ଓ ସିଦ୍ଧ ପରମହଂସ ନୋଡାଲ ଉ ପ୍ରା ସ୍କୁଲର ମିଳିତ ୨୮ତମ ବାର୍ଷିକ କ୍ରୀଡା ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚିତରଞ୍ଜନ କବିଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟଅତିଥି, ପ୍ରଦୀପ କୁମାର ଦାସ ମୁଖ୍ୟବକ୍ତା ଓ କେନ୍ଦ୍ରାପଡ଼ା ଜିଲ୍ଲା ବିଜ୍ଞାନ ପରିଦର୍ଶକ ନିଷିଦ୍ଧ ବାରିକ, […]










