କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡା ସହରର ନୂଆ ବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ରାସ୍ତାର ଦୁଇ କଡରେ ବିଭିନ୍ନ ପ୍ରକାରର ଦୋକାନ ଥିବାବେଳେ ପାର୍କିଂ ସୁବିଧା କରୁନାହାନ୍ତି ବ୍ୟବସାୟୀ। ଯାହାଫଳରେ ଗ୍ରାହକମାନେ ରାସ୍ତାଉପରେ ଗାଡିରଖି ବ୍ୟବବସାୟିକ ପ୍ରତିଷ୍ଠାନକୁ ଜିନିଷ କିଣିବା ପାଇଁ ଯାଉଛନ୍ତି। ଏହାଦ୍ୱାରା ରାସ୍ତା ଜାମ ହେଉଛି। ଘଣ୍ଟା ଘଣ୍ଟା ଧରି ଲୋକେ ଟ୍ରାଫିକ ସମସ୍ୟାରେ ଫସି ରହୁଛନ୍ତି। ଏପରିକି ଅନେକ ସମୟରେ ରୋଗୀମାନଙ୍କୁ ନେଇ ଯାଉଥିବା ଗାଡି ମଧ୍ୟ […]
Day: 21 January 2025
କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରଚେଷ୍ଟାରେ ଓଡିଶାର ସମସ୍ତ ଜିଲ୍ଲାରେ ଦୀର୍ଘ ୮ବର୍ଷ ହେବ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ ହୋଇଆସୁଅଛି। ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ନିମନ୍ତେ ଶ୍ରୀମା’ଙ୍କ ଏହି ସାଧୁ ଉଦ୍ୟମ ଯୋଗୁଁ କେବଳ ଏହା ସମ୍ଭବ ହୋଇପାରିଛି। ଚଳିତବର୍ଷ ମଧ୍ୟ ସାରା ରାଜ୍ୟରେ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରୀକ୍ଷେତ୍ର ପୁରୀରେ […]
କେନ୍ଦ୍ରାପଡା,୨୧ା୧: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଆନୁକୂଲ୍ୟରେ ସାମୁଷିକ ବ୍ରତୋପନୟନ ତଳବାରଙ୍ଗସ୍ଥ ଶ୍ରୀ ଗୋପୀନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପବିତ୍ର ସାମୂହିକ ବ୍ରତୋପନୟନରେ ବିଲବଳରାମପୁରର ଦୀପ୍ତି ରଞ୍ଜନ କର, ଗରଦପୁରର ଦିବ୍ୟଦର୍ଶନ ପତି, ଜଜାଙ୍ଗର ଲକ୍ଷ୍ମୀକାନ୍ତ ତ୍ରିପାଠୀ, ଆଳି, ନେମାଳର ସଞ୍ଜୟ ଦୀକ୍ଷିତ, ପଟ୍ଟାମୁଣ୍ଡାଇ-ଅଣ୍ଡରା ଗ୍ରାମର ସୁଧାଂଶୁ ଶେଖର ପଣ୍ଡା ବ୍ରହ୍ମଚାରୀ ଭାବରେ ଉପବୀତ ଗ୍ରହଣ କରିଛନ୍ତି । ତୁଳସୀକ୍ଷେତ୍ର ପଣ୍ଡିତ ସଭାର ଉପଦେଷ୍ଟା […]










