ଭିନ୍ନକ୍ଷମ ଦମ୍ପତିଙ୍କୁ ପୁନର୍ବାସ ପକ୍ଷରୁ ସହାୟତା

କେନ୍ଦ୍ରାପଡା,୨୩ା୧: ଓଲସାହି ଗୋବର୍ଦ୍ଧନପୁରର ରବୀନ୍ଦ୍ର ସାମଲ ବିଦ୍ୟୁତ୍ ଆଘାତଜନିତ ଦୁର୍ଘଟଣାରେ ଶାରିରୀକ ଭିନ୍ନକ୍ଷମ ହୋଇପଡି ନିଜର ଗୋଟିଏ ଗୋଡ ଓ ଡାହାଣ ହାତର ପାପୁଲି ହରାଇଥିଲେ। ସିଏ ନିଜେ ଶତକଡା ସତୁରି ଭାଗ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ରହିଥିବାବେଳେ ତାଙ୍କର ସ୍ତ୍ରୀ…

ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ସ୍ୱଚ୍ଛଭାରତ ଅଭିଯାନ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ‘ସ୍ୱଚ୍ଛଭାରତ ଅଭିଯାନ’ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ସଫେଇ କାର୍ଯ୍ୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ସମାବେଶରେ ମଞ୍ଚର ସଭାପତି ବରିଷ୍ଠ ଆଇନଜୀବୀ…

ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୨୩ା୧ : ଆଜାଦ ହିନ୍ଦ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ସ୍ଥିତ ନେତାଜୀ ମଡେଲ ଉଚ୍ଚ ପ୍ରାଥମିକ ସ୍କୁଲରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ…

ସ୍ୱେଛାକୃତ ରକ୍ତଦାନ ଶିବିର ୧୧୪ୟୁନିଟ ରକ୍ତ ସଂଗୃହିତ

କେନ୍ଦ୍ରାପଡା,୨୩ା୧: କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ମୋଟର୍ସ ପକ୍ଷରୁ ନେତାଜୀ ଜୟନ୍ତୀ ଉପଲକ୍ଷେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ପ୍ରତିବର୍ଷ ଭଳି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା,…

ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ , ଭାରତ ସରକାରଙ୍କ ପକ୍ଷରୁ ଫେଲୋସିପ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ କଳା ଓ ସଂସ୍କୃତିର ବିକାଶ ପାଇଁ ସିନିୟର ଫେଲୋସିପ ପ୍ରଦାନ କରାଯାଇଛି। ଏହି ଫେଲୋସିପ ତାଙ୍କୁ ଆଗାମୀ ଦୁଇ ବର୍ଷ ପର୍ଯ୍ୟନ୍ତ ମିଳିବ। ଏହି…

ଭାରତ ସ୍ୱାଧୀନତା ପାଇବାରେ ନେତାଜୀଙ୍କ ବଳିଷ୍ଠ ଅବଦାନ ପରାକ୍ରମ ରହିଛି , ପରାକ୍ରମ ଦିବସ ଭାବେ ଚିତ ବିନୋଦନରେ ପ୍ରତିବର୍ଷ ପାଳନହେବ

ପଟ୍ଟାମୁଣ୍ଡାଇ ୨୩/ ୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଚିତ ବିନୋଦନ ଗୃହ ପରିସରରେ ନେତାଜୀ ଶୁଭାସ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ମହା ସମାରୋହରେ ପାଳତ ହୋଇଯାଇଛି । ମଂଚ ବରିଷ୍ଠ ସଭ୍ୟ ଚତୃର୍ଭୁଜ…

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ଗରାପୁରସ୍ଥିତ ‘ଶିକ୍ଷକ ଭବନ’ ରେ ମହାସମାରୋହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଂଘର ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା…

ଏମ ଏନ ହାଇସ୍କୁଲରେ ଜିଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ପ୍ରତିଯୋଗିତା

ପଟ୍ଟାମୁଣ୍ଡାଇ ତା ୨୩/୧-ପଟ୍ଟାମୁଣ୍ଡାଇ ଅଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ପଡିଆରେ ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆନ୍ତଃ ଜିଲ୍ଲା ୧୫ବର୍ଷରୁ…