ପ୍ରାଣକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଜିଲ୍ଲା ହିନ୍ଦୀ ଶକ୍ଷକ ସଙ୍ଘ

କେନ୍ଦ୍ରାପଡା,୨୫ା୧: ଇଶାନେଶ୍ୱର ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସ୍ୱର୍ଗତ ପ୍ରାଣକୃଷ୍ଣ ନାୟକଙ୍କ ଦ୍ୱାଦଶାହ ଅବସରରେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ପକ୍ଷରୁ ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହିତ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଓଷ୍ଟାର ସଭାପତି ଅଶୋକ…

କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୫ା୧ : କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ୧୭ଦଫା ସମ୍ବଳିତ ଦାବିପତ୍ର ଶନିବାର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରୀ ଭତ୍ତାଧାରୀ କଳାକାରଙ୍କ…

ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ କବି ସମ୍ମିଳନୀ

କେନ୍ଦ୍ରାପଡା,୨୫ା୧: ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଅବସରରେ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ, କବି ପୂଜନ ପର୍ବ, ଆଲୋଚନା ଚକ୍ର, ଆନୁଷ୍ଠାନିକ ସମ୍ବର୍ଦ୍ଧନା ଏବଂ ପୁସ୍ତକ ଲୋକାର୍ପଣ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ…

କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ

କେନ୍ଦ୍ରାପଡ଼ା ୨୫/୧- କେନ୍ଦ୍ରାପଡ଼ାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରାକ୍ରମ ଦିବସ ଅବସରରେ ଭାରତ ସରକାରଙ୍କ ତରଫରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ ଅନ୍ତର୍ଗତ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୧୦୦ ଜଣ ପ୍ରତିଯୋଗୀ ଭାଗ…

ନେତାଜୀ ମଡେଲ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୨୪ା୧: ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନେତାଜୀ ସ୍କୁଲର ୨୩ତମ ବାର୍ଷିକ ଉତ୍ସବ ଗୁରୁବାର ମୁନିସିପାଲଟି ଟାଉନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ଆଇନଜୀବୀ ନଳିନୀକାନ୍ତ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ…