ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ତୃତୀୟ ଲିଗମ୍ୟାଚ

କେନ୍ଦ୍ରାପଡା,୨୯ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ତୃତୀୟ ଲିଗ ମ୍ୟାଚ୍ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ…

ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ସ୍ମ୍ରୁତି ଚାରଣ ସଭା

କେନ୍ଦ୍ରାପଡ଼ା, ୨୯ା୧: ସ୍ୱାଧିନତା ସଂଗ୍ରାମୀ ସ୍ମ୍ରୁତି ସଂସଦ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ୨୪ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ସଂଗ୍ରାମୀଙ୍କ ସ୍ମ୍ରୁତି ଚାରଣ ଓ ସମ୍ବର୍ଦ୍ଧନା ସଭା ବଗଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରବୀନ୍ଦ୍ର ପ୍ରସାଦ…

କନ୍ଧା ଚାଷୀଙ୍କ ମହାସମାବେଶ , ହକ୍ ପାଇଁ ଚାଷୀ ହେଲେ ଏକ 

କେନ୍ଦ୍ରାପଡ଼ା, ୨୯ା୧ : ରାମଚଣ୍ଡି କୃଷକ ସଭା ଓ ଅଖିଳ ଭାରତ କୃଷକ ସଭାର ମିଳିତ ଡାକରାରେ ଗୋପ ଛକ ଠାରୁ ଏକବିଶାଳ କୃଷକ ଶୋଭାଯାତ୍ରା, ସାଥି ନିରଞ୍ଜନ ଦାଶ, ସାଥି ବିଚିତ୍ର ମଲ୍ଲ, ସାଥି ସୁବାଷ ମହାପାତ୍ର, ସାଥି ଶୋହାନା…

କେନ୍ଦ୍ରାପଡା ପାଲାଗାୟକ ପରିଷଦ ନୂତନ କର୍ମକର୍ତ୍ତାଙ୍କ ଶପଥପାଠ

କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ଶାଖାର ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର ବାର୍ଷିକ ଉତ୍ସବ ରାଣୀପୋଖରୀଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୂତନ ଭାବେ କର୍ମକର୍ତ୍ତା ନିର୍ବାଚିତ ହୋଇଥିବା ସଦସ୍ୟମାନଙ୍କୁ ବୁଧବାର ତିନିମୁହାଣୀ ରାମମନ୍ଦିରଠାରେ ପାଲାଗାୟକ ପର୍ଶୁରାମ ପଣ୍ଡାଙ୍କ ସଭାପତିତ୍ୱରେ ଶପଥ ଗ୍ରହଣ ଉତ୍ସବ…

ବଜ୍ରମହାକାଳୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତ ଜରିଆବାଡସ୍ଥିତ ବଜ୍ର ମହାକାଳୀ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦୁଇଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନ ଉତ୍ସବରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ପଟ୍ଟାମୁଣ୍ଡାଇ କଲେଜ ଉଦ୍ଭିଦ ବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୨୯/୧-ପଟ୍ଟାମୁଣ୍ଡାଇ କଲେଜ ଉଦ୍ଭିଦ ବିଜ୍ଞାନ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ଉଦ୍ଭିଦ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ…

ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି କର୍ମଶାଳା

ପଟ୍ଟାମୁଣ୍ଡାଇ ୨୯/୧- ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି ଆନୁକୂଲ୍ୟରେ ଏନଭାରମେଂଟ ଏଂଟରପେନିଓରସିପ ଆଣ୍ଡ ଇଣ୍ଡଷ୍ଟ୍ରି ଇନ ଦ କଂଟେଟ ଅଫ ଏନଇପି-୨୦୨୦ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ସୁଭାଶିଷ ମିଶ୍ରଙ୍କ…

ଅବକାରୀ ବିଭାଗର ଚଢାଉ , ମଦ ସହ ଜଣେ ଗିରଫ

ପଟ୍ଟାମୁଣ୍ଡାଇ ୨୮/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବାଲିପଡା ଗ୍ରାମରେ ଜଣଙ୍କ ଘରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ନକଲି ମଦ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି । ତାଙ୍କ ନାମରେ ଏକ…