ପଟ୍ଟାମୁଣ୍ଡାଇ କୋର୍ଟରେ ଆଇନ ସଚେତନତା ଶିବିର

ପଟ୍ଟାମୁଣ୍ଡାଇ ୩୦/୧କଳ୍ପତରୁ ନାୟକ- ସୁପ୍ରିମ କୋର୍ଟଙ୍କ ରାୟକୁ ଇଂରାଜୀ ଭାଷା ବଦଳରେ ଆଂଚଳିକ ଭାଷାରେ ଅନୁବାଦ କରିବା ସମ୍ପର୍କରେ ତାଳୁକ ଆଇନ ସେବା ସମିତି ପକ୍ଷରୁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସିଭିଲ…

ପ୍ରେମିକଙ୍କ ସହିତ ବିଭା ହେବlକୁ ଥିବା କନ୍ୟାକୁ ବିଷ ଦେଲେ ପ୍ରେମିକା!

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅଂଚଳରେ ଏକ ଲୋମଟାଙ୍କୁରା ଘଟଣା ଘଟିଯାଇଛି । ନିଜର ପ୍ରେମିକ ସହିତ ବିଭା ହେବାକୁ ଥିବା ଜନୈକା କନ୍ୟାକୁ ପ୍ରେମିକା ବିବାହିତା ମହିଳା ଜଣକ ବିଷ ଦେଇଥିବା ନେଇ ଗୁରୁତର ଅଭିଯୋଗ ହୋଇଛି ।…

“ଦୁହିତା” ଉନ୍ମୋଚନ ଓ କବିତା ପାଠ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୩୦/୧-ଓଡ଼ିଆ ଭାଷାର ଅସ୍ମିତା ସମ୍ପର୍କରେ ଆଲୋଚନାଚକ୍ର, ପତ୍ରିକା “ଦୁହିତା” ଉନ୍ମୋଚନ ଓ ମନୋଜ୍ଞ କବିତା ପାଠ ଉତ୍ସବ କଥାକାର ପ୍ରଫେସର ଡ଼ ନୀଳମଣି ଲେଙ୍କାଙ୍କ ପୌରହିତ୍ୟରେ ବଡ଼ମୋହନପୁର ଠାରେ ଅନୁଷ୍ଠିତ ହୋଇଯାଇଛି । କବି ଡା ମନୋରଞ୍ଜନ ଦାଶ…