କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ…
Month: January 2025
ବି ଏନ ଆର ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର
ପଟ୍ଟାମୁଣ୍ଡାଇ ତା ୨୭/୧-ଭୁବନେଶ୍ୱର ବି ଏନ ଆର ଏଜୁକେସନାଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଳିପୁର ବି ଏନ ଏନ ଆର ପବ୍ଲିକ ସ୍କୁଲ ଠାରେ ଦିବଂଗତ ସମାଜସେବୀ ଇଂ ବିଭୁତି ଭୂଷଣ ପାତ୍ରଙ୍କ ସ୍ମୃତି ଉଦେଶ୍ୟରେ ପବିତ୍ର…
କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ବି. ପରମେଶ୍ୱରନ୍ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ…
ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗମ୍ୟାଚ
କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ…
ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ
ପଟ୍ଟାମୁଣ୍ଡାଇ ୨୭/୧ – କେନ୍ଦ୍ରାପଡା ଜିଲ୍ଲାର ଏକ ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ସରକାରୀ ଆଇଟିଆଇ ନିକଟରେ ଥିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ୬ଷ୍ଠ ବାର୍ଷିକ ଉତ୍ସବ “ଗ୍ଲୋ ନାଇଟ୍- ୬” ବେଶ୍ ଧୁମ୍ଧାମ୍ରେ ପାଳିତ ହୋଇଯାଇଛି ।…
ଗ୍ରାମାଂଚଳର ଲୁକାୟିତ ପ୍ରତିଭାକୁ ଜାତୀୟ ସ୍ତରରେ ପରାକାଷ୍ଠା କରିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ଭୂମିକା ଅତୁଳନୀୟ-
ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୭/୧ – କେନ୍ଦ୍ରାପଡା ଜିଲ୍ଲାର ଏକ ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ସରକାରୀ ଆଇଟିଆଇ ନିକଟରେ ଥିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ୬ଷ୍ଠ ବାର୍ଷିକ ଉତ୍ସବ “ଗ୍ଲୋ…
ପ୍ରାଣକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଜିଲ୍ଲା ହିନ୍ଦୀ ଶକ୍ଷକ ସଙ୍ଘ
କେନ୍ଦ୍ରାପଡା,୨୫ା୧: ଇଶାନେଶ୍ୱର ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସ୍ୱର୍ଗତ ପ୍ରାଣକୃଷ୍ଣ ନାୟକଙ୍କ ଦ୍ୱାଦଶାହ ଅବସରରେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ପକ୍ଷରୁ ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହିତ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଓଷ୍ଟାର ସଭାପତି ଅଶୋକ…
କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା,୨୫ା୧ : କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ୧୭ଦଫା ସମ୍ବଳିତ ଦାବିପତ୍ର ଶନିବାର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରୀ ଭତ୍ତାଧାରୀ କଳାକାରଙ୍କ…
ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ କବି ସମ୍ମିଳନୀ
କେନ୍ଦ୍ରାପଡା,୨୫ା୧: ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଅବସରରେ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ, କବି ପୂଜନ ପର୍ବ, ଆଲୋଚନା ଚକ୍ର, ଆନୁଷ୍ଠାନିକ ସମ୍ବର୍ଦ୍ଧନା ଏବଂ ପୁସ୍ତକ ଲୋକାର୍ପଣ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ…
କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ
କେନ୍ଦ୍ରାପଡ଼ା ୨୫/୧- କେନ୍ଦ୍ରାପଡ଼ାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରାକ୍ରମ ଦିବସ ଅବସରରେ ଭାରତ ସରକାରଙ୍କ ତରଫରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ ଅନ୍ତର୍ଗତ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୧୦୦ ଜଣ ପ୍ରତିଯୋଗୀ ଭାଗ…
ନେତାଜୀ ମଡେଲ ସ୍କୁଲର ବାର୍ଷିକ ଉତ୍ସବ
କେନ୍ଦ୍ରାପଡା,୨୪ା୧: ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନେତାଜୀ ସ୍କୁଲର ୨୩ତମ ବାର୍ଷିକ ଉତ୍ସବ ଗୁରୁବାର ମୁନିସିପାଲଟି ଟାଉନ ହଲ୍ରେ ଅନୁଷ୍ଠିତ ହୋଇଯାଇଛି । ଆଇନଜୀବୀ ନଳିନୀକାନ୍ତ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ…
ଅବଦୁଲ କରିମଖାନ ମେମୋରିଆଲ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୨୬ରେ
କେନ୍ଦ୍ରାପଡା,୨୪ା୧: ଆସନ୍ତା ୨୬ତାରିଖରେ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଜାତୀୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହେବାକୁ ଯାଉଛି। ଏହି ଟୁର୍ଣ୍ଣାମେଣ୍ଟଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ୨୬ତାରିଖରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଆରମ୍ଭ ହୋଇ ଆସନ୍ତା…
ଏବେବି ମାନବିକତା ବଞ୍ଚିିଛି : ରାସ୍ତାରୁ ପାଇଥିବା ଅର୍ଥ ଓ ସାମଗ୍ରୀ ଫେରାଇଦେଲେ ଶିକ୍ଷୟତ୍ରୀ
କେନ୍ଦ୍ରାପଡ଼ା,୨୪ା୧ : ଏବେବି ମାନବିକତା ବଞ୍ଚିରହିଛି। ଅର୍ଥର ମୋହକୁ ପରିତ୍ୟାଗ କରି ଜଣେ ଶିକ୍ଷୟିତ୍ରୀ ରାସ୍ତାରୁ ପାଇଥିବା ୬ହଜାରରୁ ଉର୍ଦ୍ଧ୍ୱ ଅର୍ଥ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ସଂପୃକ୍ତ ମାଲିକଙ୍କୁ ଫେରାଇଦେଇଛନ୍ତି। କେନ୍ଦ୍ରାପଡା ବ୍ଲକ ଅଂଚଳର ଜଣେ ଶିକ୍ଷୟତ୍ରୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ…
ଭିନ୍ନକ୍ଷମ ଦମ୍ପତିଙ୍କୁ ପୁନର୍ବାସ ପକ୍ଷରୁ ସହାୟତା
କେନ୍ଦ୍ରାପଡା,୨୩ା୧: ଓଲସାହି ଗୋବର୍ଦ୍ଧନପୁରର ରବୀନ୍ଦ୍ର ସାମଲ ବିଦ୍ୟୁତ୍ ଆଘାତଜନିତ ଦୁର୍ଘଟଣାରେ ଶାରିରୀକ ଭିନ୍ନକ୍ଷମ ହୋଇପଡି ନିଜର ଗୋଟିଏ ଗୋଡ ଓ ଡାହାଣ ହାତର ପାପୁଲି ହରାଇଥିଲେ। ସିଏ ନିଜେ ଶତକଡା ସତୁରି ଭାଗ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ରହିଥିବାବେଳେ ତାଙ୍କର ସ୍ତ୍ରୀ…
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ସ୍ୱଚ୍ଛଭାରତ ଅଭିଯାନ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ‘ସ୍ୱଚ୍ଛଭାରତ ଅଭିଯାନ’ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ସଫେଇ କାର୍ଯ୍ୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ଓ ତତ୍ସଂଲଗ୍ନ ଅଞ୍ଚଳରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ସମାବେଶରେ ମଞ୍ଚର ସଭାପତି ବରିଷ୍ଠ ଆଇନଜୀବୀ…
ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା,୨୩ା୧ : ଆଜାଦ ହିନ୍ଦ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ସ୍ଥିତ ନେତାଜୀ ମଡେଲ ଉଚ୍ଚ ପ୍ରାଥମିକ ସ୍କୁଲରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ…
ସ୍ୱେଛାକୃତ ରକ୍ତଦାନ ଶିବିର ୧୧୪ୟୁନିଟ ରକ୍ତ ସଂଗୃହିତ
କେନ୍ଦ୍ରାପଡା,୨୩ା୧: କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ମୋଟର୍ସ ପକ୍ଷରୁ ନେତାଜୀ ଜୟନ୍ତୀ ଉପଲକ୍ଷେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ପ୍ରତିବର୍ଷ ଭଳି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା,…
ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ , ଭାରତ ସରକାରଙ୍କ ପକ୍ଷରୁ ଫେଲୋସିପ
କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ କଳା ଓ ସଂସ୍କୃତିର ବିକାଶ ପାଇଁ ସିନିୟର ଫେଲୋସିପ ପ୍ରଦାନ କରାଯାଇଛି। ଏହି ଫେଲୋସିପ ତାଙ୍କୁ ଆଗାମୀ ଦୁଇ ବର୍ଷ ପର୍ଯ୍ୟନ୍ତ ମିଳିବ। ଏହି…
ଭାରତ ସ୍ୱାଧୀନତା ପାଇବାରେ ନେତାଜୀଙ୍କ ବଳିଷ୍ଠ ଅବଦାନ ପରାକ୍ରମ ରହିଛି , ପରାକ୍ରମ ଦିବସ ଭାବେ ଚିତ ବିନୋଦନରେ ପ୍ରତିବର୍ଷ ପାଳନହେବ
ପଟ୍ଟାମୁଣ୍ଡାଇ ୨୩/ ୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଚିତ ବିନୋଦନ ଗୃହ ପରିସରରେ ନେତାଜୀ ଶୁଭାସ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ମହା ସମାରୋହରେ ପାଳତ ହୋଇଯାଇଛି । ମଂଚ ବରିଷ୍ଠ ସଭ୍ୟ ଚତୃର୍ଭୁଜ…
କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ଗରାପୁରସ୍ଥିତ ‘ଶିକ୍ଷକ ଭବନ’ ରେ ମହାସମାରୋହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଂଘର ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା…
ଏମ ଏନ ହାଇସ୍କୁଲରେ ଜିଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ପ୍ରତିଯୋଗିତା
ପଟ୍ଟାମୁଣ୍ଡାଇ ତା ୨୩/୧-ପଟ୍ଟାମୁଣ୍ଡାଇ ଅଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ପଡିଆରେ ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆନ୍ତଃ ଜିଲ୍ଲା ୧୫ବର୍ଷରୁ…
ପାର୍କିଂ ବ୍ୟବସ୍ଥା କରୁନାହାନ୍ତି ବ୍ୟବସାୟୀ , ରାସ୍ତାରେ ଗାଡିରଖି ଜାମ କରୁଛନ୍ତି ଗ୍ରାହକ
କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡା ସହରର ନୂଆ ବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ରାସ୍ତାର ଦୁଇ କଡରେ ବିଭିନ୍ନ ପ୍ରକାରର ଦୋକାନ ଥିବାବେଳେ ପାର୍କିଂ ସୁବିଧା କରୁନାହାନ୍ତି ବ୍ୟବସାୟୀ। ଯାହାଫଳରେ ଗ୍ରାହକମାନେ ରାସ୍ତାଉପରେ ଗାଡିରଖି ବ୍ୟବବସାୟିକ ପ୍ରତିଷ୍ଠାନକୁ ଜିନିଷ କିଣିବା ପାଇଁ ଯାଉଛନ୍ତି।…
ସାରା ରାଜ୍ୟରେ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ
କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରଚେଷ୍ଟାରେ ଓଡିଶାର ସମସ୍ତ ଜିଲ୍ଲାରେ ଦୀର୍ଘ ୮ବର୍ଷ ହେବ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ ହୋଇଆସୁଅଛି। ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ନିମନ୍ତେ ଶ୍ରୀମା’ଙ୍କ ଏହି…
ତୁଳସୀକ୍ଷେତ୍ର ପଣ୍ଡିତ ସଭାର ସାମୂହିକ ବ୍ରତୋପନୟନ
କେନ୍ଦ୍ରାପଡା,୨୧ା୧: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଆନୁକୂଲ୍ୟରେ ସାମୁଷିକ ବ୍ରତୋପନୟନ ତଳବାରଙ୍ଗସ୍ଥ ଶ୍ରୀ ଗୋପୀନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପବିତ୍ର ସାମୂହିକ ବ୍ରତୋପନୟନରେ ବିଲବଳରାମପୁରର ଦୀପ୍ତି ରଞ୍ଜନ କର, ଗରଦପୁରର ଦିବ୍ୟଦର୍ଶନ ପତି, ଜଜାଙ୍ଗର ଲକ୍ଷ୍ମୀକାନ୍ତ…










