କେନ୍ଦ୍ରାପଡା,୧୩ା୧: ସୋମବାର ଦିବା ୨ ଘଟିକା ସମୟରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଏହି ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା…
Month: January 2025
ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର
କେନ୍ଦ୍ରାପଡ଼ା,୧୩ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବାଳିକା ଆମର ସୁରକ୍ଷା ତାଲିମ ଶିବିର ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଭକ୍ତବନ୍ଧୁ ଓଝାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଳିକା ଆତ୍ମ…
ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ବନ୍ଧୁମିଳନ ସମାରୋହ
କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ପାରମ୍ପରିକ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପ୍ରାଣ ପ୍ରତିଷ୍ଠାତା ଆବାହକ ତଥା ବର୍ତ୍ତମାନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ ମନ୍ମଥ କୁମାର ରାୟ ସଭାପତିତ୍ୱ କରିଥିଲେ…
ପିଲାମାନେ ଆକାଶ ଛୁଇଁବାକୁ ଉଦ୍ୟମ କରନ୍ତୁ
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବରେ ରାଜ୍ୟ…
ପଟ୍ଟାମୁଣ୍ଡାଇ କଲେଜରେ ଜାତୀୟ ଯୁବଦିବସ
ପଟ୍ଟାମୁଣ୍ଡାଇ ତା ୧୨/୧-ପଟ୍ଟାମୁଣ୍ଡାଇ କଲେଜ ୟୁଥ ରେଡକ୍ରସ, ଏନ ଏସ ଏସ, ଏନ ସି ସି ଓ ରେଡ ରିବନ କ୍ଲବ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ…
କେନ୍ଦ୍ରାପଡା ଜିଲ୍ଲା ନାଟ୍ୟ-କଳା-ସାହିତ୍ୟ ପରିଷଦ ଗଠିତ
କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଜିଲ୍ଲା ନାଟ୍ୟ-କଳା-ସାହିତ୍ୟ ପରିଷଦର ଏକ ବୈଠକ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଛକସ୍ଥିତ ହୋଟେଲ୍ ଚଣ୍ଡିଆ ପ୍ୟାଲେସ୍ ପରିସରରେ ସ୍ତମ୍ଭକାର ଡଃ ସର୍ବେଶ୍ୱର ସେଣଙ୍କ ପୌରୋହିତ୍ୟରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ମାଟି କଳା, ସାହିତ୍ୟ…
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ଶେଷ ସୁପର ଲିଗ୍ ମ୍ୟାଚ୍ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍ସିଲ୍ ବିଜୟୀ
କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ଶେଷ ସୁପର ଲିଗ୍ ମ୍ୟାଚ୍ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍ସିଲ୍ ବିଜୟୀ ହୋଇଛି। ରବିବାର ଦିନ କେନ୍ଦ୍ରାପଡା…
ସ୍ୱାସ୍ଥ୍ୟରକ୍ଷା ଦିଗରେ ଧର୍ମଗୁରୁ ସଭା
କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଜିଲ୍ଲା ବାରୋଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଏକ ଧର୍ମଗୁରୁ ସଭା ରବିବାର ଆୟୋଜିତ ହୋଇଯାଇଛି । ସମାଜରୁ କୁସଂସ୍କାର ଓ ଅନ୍ଧ ବିଶ୍ୱାସ ଦୂର କରିବାକୁ ଧାର୍ମିକ ବ୍ୟକ୍ତିବିଶେଷ ଲୋକଙ୍କୁ ସଚେତନ କରିବେ ତଥା ଅସୁସ୍ଥ ବ୍ୟକ୍ତିଙ୍କୁ…
ପାଠକଟିଏ ଲେଖକର ଅମ୍ଳଜାନ ସଦୃଶ୍ୟ
ପୁସ୍ତକମେଳାର ସପ୍ତମ ସନ୍ଧ୍ୟା କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୭ମ ଦିବସରେ କେମ୍ର ଉପଦେଷ୍ଟା ଡ. ବିରଜା ରାଉତରାୟଙ୍କ ସଂଯୋଜନାରେ କଥା…
ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକର ଚଷମାରେ’ ଲୋକାର୍ପିତ
କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍)ର ଉପଦେଷ୍ଟା ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକ ଚଷମାରେ’ ଆଜି ମଧ୍ୟାହ୍ନରେ ପୁସ୍ତକ ମେଳା ପରିସରରେ ଲୋକାର୍ପିତ ହୋଇଯାଇଛି । ଏହି ପୁସ୍ତକରେ ବିଗତ ୨୨ବର୍ଷ ଧରି କେମ୍ ଦ୍ୱାରା ପ୍ରକାଶିତ ପୁସ୍ତକମେଳାର ‘କେନ୍ଦ୍ରାପଡା…
ଟ୍ରଷ୍ଟ ପକ୍ଷରୁ ଏଲ. ଏନ. ବିଦ୍ୟାପୀଠରେ ମେଧାବୃତ୍ତି ପ୍ରଦାନ
କେନ୍ଦ୍ରାପଡ଼ା,୧୧ା୧ : ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବାୟାବାବାଙ୍କ ଦ୍ୱାରା ପ୍ରତିଷ୍ଠିତ ମହାକାଳପଡାସ୍ଥିତ ଆଶ୍ରମବାଲିକୁଦାର ଲକ୍ଷ୍ମୀନାରାୟଣ ବିଦ୍ୟାପୀଠରେ ଶନିବାର ମେଧାବୃତ୍ତି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ପ୍ରଭାତ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଟ୍ରଷ୍ଟର ମୁଖ୍ୟ…
ବନ ବିଭାଗ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ , ଧରାପଡିଥିବା ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ
କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅନ୍ତର୍ଗତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରକୁ ମାଛ ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ରବିବାର ଦିନ ୨ ଟା ସମୟରେ ବାବୁବାଲି ଠାରୁ…
ବଡ଼ମୂଳବସନ୍ତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ
ପଟ୍ଟାମୁଣ୍ଡାଇ ୧୧/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ୟୁନାଇଟେଡ଼ ୟୁଥ କ୍ଲବ ପକ୍ଷରୁ ୪୦ବର୍ଷରୁ ଉର୍ଦ୍ଧ ଯୁବକଙ୍କୁ ନେଇ ଆୟୋଜିତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ ହୋଇଯାଇଛି । ୟୁ ୱା ସି ସଭାପତି ସଂଗ୍ରାମ କେଶରୀ ସ୍ୱାଇଁଙ୍କ ପୌରହିତ୍ୟରେ…
ସୁପର ଲିଗ୍ ମ୍ୟାଚ୍ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୯ତମ ମ୍ୟାଚ୍ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ…
ପାଠକୀୟ ଚାହିଦାରେ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ
କେନ୍ଦ୍ରାପଡ଼ା ୧୧/୧: ଦ୍ୱାବିଶଂତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି । ଏହି ଆକର୍ଷଣୀୟ ପରିପାଟିରେ ପ୍ରକାଶିତ ଏହି ସଂଗ୍ରହ୍ୟ ବିଶେଷାଙ୍କରେ ଭିତରକନିକାର ଜୈବ…
ଯୁବଶକ୍ତିର ସାମଗ୍ରୀକ ବିକାଶ ହେଲେ ଜିଲ୍ଲାର ବିକାଶ ସମ୍ଭବ
ପୁସ୍ତକମେଳାର ଷଷ୍ଠ ସନ୍ଧ୍ୟା କେନ୍ଦ୍ରାପଡା,୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୬ଷ୍ଠ ଦିବସରେ କେମ ଦ୍ୱାରା ଆୟୋଜିତ ଆଶୁ କୁଇଜ ପ୍ରତିଯୋଗୀତା ଅନୁଷ୍ଠିତ…
ଉଚ୍ଚାଭିଳାଷି ହେଲେ ଭବିଷ୍ୟତରେ ଲକ୍ଷ୍ୟ ପଥରେ ପହଞ୍ଚି ପାରିବ
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ଆମେରିକାସ୍ଥିତ…
ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାଂଶିରାଣୀ ଗାଇଡ଼ ଗଠିତ
ପଟ୍ଟାମୁଣ୍ଡାଇ ୧୧/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀରାମପୁର ପାଳପାଟଣା ସ୍ଥିତ ରାମଚଣ୍ଡୀ ନୋଡ଼ାଲ ବିଦ୍ୟାଳୟରେ ଛାତ୍ର ଓ ଅଭିଭାବକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ନୂତନ ଭାବେ ଏକ ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାନ୍ସୀରାଣୀ…
ଛୋଟ ପ୍ରୟାସ ଦୁନିଆକୁ ବଦଳାଇ ପାରେ !
ଦିବ୍ୟାଙ୍ଗଙ୍କୁ କଳିଙ୍ଗ ନବଦିଗନ୍ତ ସ୍ୱେଛାସେବୀ ସଂଗଠନର ସହାୟତା କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର କିରଣ ସ୍ୱାଇଁ ଜଣେ ଦାଦନ ଶ୍ରମିକ ଭାବେ ସୁଦୁର ବାଙ୍ଗାଲୋରରେ ପାଣି ପାଇପ ମିସ୍ତ୍ରୀ ଭାବେ କାମ କରନ୍ତି। କାମ କରିବା…
ପଟ୍ଟାମୁଣ୍ଡାଇ ବ୍ଲକ ପିଇଓ ସଂଘ କର୍ମକର୍ତ୍ତା ନିର୍ବାଚନ
ପଟ୍ଟାମୁଣ୍ଡାଇ ତା ୧୦/୧-ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଂଚାୟତରେ କାର୍ଯ୍ୟରତ ପଂଚାୟତ ନିର୍ବାହୀ ଅଧିକାରୀ ( ପି ଇ ଓ )ମାନଙ୍କ ଏକ ବୈଠକ ପ୍ରଭାତ ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ହୋଇଯାଇଛି । ଏଥିରେ ମାଧବ ଦଳାଇ, ସୁରଜ କୁମାର ମହାନ୍ତି,…
କେନ୍ଦ୍ରାପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ଚେତାବନୀ ସମାବେଶ
ଦାବି ପୂରଣ ନହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ କେନ୍ଦ୍ରାପଡ଼ା, ୧୦ା୧: ପାଞ୍ଚଦଫା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ଶୁକ୍ରବାର ରାଜ୍ୟ ବ୍ୟାପି ଚେତାବନୀ ସମାବେଶ ପରିପ୍ରେକ୍ଷୀରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ…
ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡି ଶୁଭ ଉଦଘାଟନ
କେନ୍ଦ୍ରାପଡ଼ା,୧୦ା୧: ଜମଧରସ୍ଥିତ ନିୟନ୍ତ୍ରିତ ବଜାର କମିଟିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡିର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, କେନ୍ଦ୍ରାପଡା ଲୋକସଭା ସାଂସଦଙ୍କ ପ୍ରତିନିଧି ତଥା…
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ସୁପର ଲିଗ୍ ମ୍ୟାଚ୍ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ
କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୮ତମ ମ୍ୟାଚ୍ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ ହୋଇଛି। ସୋମବାର ଦିନ ଇଲେଭେନ ଷ୍ଟାର…
ଅଣନିଶ୍ୱାସ ଜୀବନରେ ଜୀବନର ସଂଜ୍ଞା ବୋଧହୁଏ ଲେଖିବାରେ ମିଳିଯାଏ
ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା କେନ୍ଦ୍ରାପଡା,୧୦ା୧: କେନ୍ଦ୍ରାପଡା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା ଅପରାହ୍ନରେ ନେତାଜୀ ମଡେଲ ସ୍କୁଲ ଆନୁକୂଲ୍ୟରେ ଚିତ୍ତାକର୍ଷକ ସାଂସ୍କୃତିକ ବିଚିତ୍ରା ଓ କୁଇଜ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ…










