ପଟ୍ଟାମୁଣ୍ଡାଇ ତା ୬/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମା ଛୁଆଳିଆ ପୀଠ ଠାରେ ଆଳି ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବନ୍ଧୁମିଳନ ଉତ୍ସବ ‘ସମ୍ପର୍କ”-୨୦୨୫ ଅନୁଷ୍ଠିତ ହୋଇଯାଇଛି । ଆଳି ବ୍ଲକ ବି ଆର ସି ସି ଉଦକର ସାମଲଙ୍କ…
Month: January 2025
ଚୂଡ଼ାନ୍ତ ଭୋଟର ତାଲିକା-୨୦୨୫ପ୍ରକାଶିତ
କେନ୍ଦ୍ରାପଡା, ୬ା୧: ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ନିର୍ଭୁଲ ଓ ଶୁଦ୍ଧ ଭୋଟର ତାଲିକାର ଆବଶ୍ୟକତା ରହିଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ସୋମବାର ଚୂଡ଼ାନ୍ତ ଭୋଟର ତାଲିକା – ୨୦୨୫ ପ୍ରକାଶ ପାଇଛି। ଏହି ଅବସରରେ…
ଗାୟତ୍ରୀ ଜ୍ୟୋତି କଳସ ରଥ ପରିକ୍ରମା
ପଟ୍ଟାମୁଣ୍ଡାଇ ତା ୬/୧-କେନ୍ଦ୍ରାପଡ଼ା ଜିଲ୍ଲା ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ଜ୍ୟୋତି କଳସ ରଥ ପଟ୍ଟାମୁଣ୍ଡାଇ ସହର ପରିକ୍ରମା କରିଛି । ବେଲତଳ ଗୁଲ ନଗର ଗାୟତ୍ରୀ ପ୍ରଜ୍ଞାପୀଠ ପରିସରରେ ଜ୍ୟୋତି କଳସ ରଥକୁ ପୂଜାର୍ଚନା ସହ ପୁଷ୍ପମାଲ୍ୟ ଦେଇ…
କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡା, ୬ା୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ…
୨ୟ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତି ବୈଠକ
କେନ୍ଦ୍ରାପଡ଼ା, ୬ା୧ : କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ସୋମବାର ଅପରାହ୍ନରେ ଜିଲ୍ଲାପାଳ ସ୍ମତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତିର ୨ୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜାନୁୟାରୀ ୧୦ତାରିଖରୁ ଜିଲ୍ଲାର୧୧୮ ଗୋଟି ପ୍ୟାକ୍କ୍ସର…
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍ଘାଟିତ
କେନ୍ଦ୍ରାପଡା,୬ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ୮ ଦିନିଆ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍ଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ପ୍ରଫେସର ଅଶୋକ କୁମାର ଦାସ ଉଦ୍ଘାଟନ କରି ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷା ସମ୍ବନ୍ଧରେ ଆଲୋକପାତ କରିଥିଲେ…
ନବାଙ୍କ ବେଢା ଭଜନ ଓ ନୃତ୍ୟ ସମାରୋହ ପ୍ରସ୍ତୁତି
କେନ୍ଦ୍ରାପଡା,୬ା୧: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ସଂସ୍କୃତି ଓ ପରମ୍ପରା ଅନୁସାରେ ମକର ସଂକ୍ରାନ୍ତିର ପୂର୍ବ ଦିବସକୁ ନବାଙ୍କ ବେଢା କୁହାଯାଏ । ଏହି ଦିନ ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଜଗନ୍ନାଥ ମନ୍ଦିରରେ ନବାଙ୍କ ବେଢା ଉତ୍ସବ ଯଥାବିଧି ପାଳନ କରାଯାଏ । ଏହି…
ଡକ୍ଟରେଟ୍ ଉପାଧି ପାଇଲେ ତ୍ରିଲୋଚନ ବରାଳ
କେନ୍ଦ୍ରାପଡା,୬ା୧: କେନ୍ଦ୍ରାପଡା ଜିଲ୍ଲା ଆୟବା ଗ୍ରାମର ସ୍ୱର୍ଗତ ପୁରୁଷୋତ୍ତମ ବରାଳ ଓ ପଦ୍ମାବତୀ ବରାଳଙ୍କ ସୁପୁତ୍ର ତ୍ରିଲୋଚନ ବରାଳଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ଗତ ଡିସେମ୍ବର ୩୧ ତାରିଖରେ ପୁରୀ ଟାଉନହଲଠାରେ ୱାର୍ଲ୍ଡ ଚାରିଟି ୱେଲଫେୟାର ଫାଉଣ୍ଡେସନ ପକ୍ଷରୁ…
ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍ଘାଟିତ , ବହିର ଉତ୍ସବ ହେଉଛି ପୁସ୍ତକ ମେଳା
କେନ୍ଦ୍ରାପଡା, ୬ା୧- କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦ୍ଘାଟିତ ହୋଇଯାଇଛି । କେମ୍ର ସଭାପତି ଇଂ ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଓ ଉଦ୍ଘାଟକ ଭାବେ ବର୍ଷିଆନ…
ପୋଲିସର ନାକାବନ୍ଦି ଗାଡିଯାଞ୍ଚ
କେନ୍ଦ୍ରାପଡ଼ା, ୫ା୧: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକ ସ୍ଥାନ ଗୁଡିକରେ ନାକାବନ୍ଦି କରାଯାଇ ଗାଡି ଯାଞ୍ଚ କରାଯିବା ସହ ବିଭିନ୍ନ ହୋଟେଲ ଗୁଡିକୁ ମଧ୍ୟ ପୋଲିସ ଯାଞ୍ଚ କରିଛି। ସେହିପରି ପଟ୍ଟାମୁଣ୍ଡାଇ ପୋଲିସ ପକ୍ଷରୁ ବିଭିନ୍ନ…
ପ୍ରବୀଣ ରାଜନୈତିକ ମାୟାଧର ତ୍ରିପାଠୀଙ୍କ ଶ୍ରଦ୍ଧାଞ୍ଜଳି ସଭା
ପଟ୍ଟାମୁଣ୍ଡାଇ ୫/୧ -ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ବିଶିଷ୍ଟ ସମାଜିକକର୍ମୀ , ସଂଗଠକ, ବହୁ ପ୍ରତିଷ୍ଠାନର ପ୍ରତିଷ୍ଠାତା, ବଳିଷ୍ଠ କର୍ମକାଣ୍ଡ ତତ୍ୱବିତ, ପ୍ରବୀଣ ରାଜନୈତିକ ମାୟାଧର ତ୍ରିପାଠୀଙ୍କ ଦ୍ୱାଦଶ ତିଥିରେ ତାଙ୍କ ଜନ୍ମ ମାଟି ବିଲପୋଖରିଆପଡା ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ ଦାମୋଦର…
ସମାଜସେବୀ ଉମେଶ ଜେନାଙ୍କ ପରଲୋକ
ପଟ୍ଟାମୁଣ୍ଡାଇ ତା ୫/୧-ପଟ୍ଟାମୁଣ୍ଡାଇ ଅଂଚଳର ଯୁବସମାଜସେବୀ କଖାରୁଣୀ ଗ୍ରାମର ଉମେଶ ଜେନାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳେକୁ ତାଙ୍କୁ ୬୦ବର୍ଷ ବୟସ ହୋଇଥିଲା । ଦୀର୍ଘ ୧୫ବର୍ଷ ଧରି ଅବିଭକ୍ତ ଖଡିଅଣ୍ଟା ପଂଚାୟତ କଂଗ୍ରେସ ସଭାପତି ଥିଲେ । ପଂଚାୟତର ଉନ୍ନତିରେ…
ଜିଲ୍ଲା ସାହିତ୍ୟ ପରିଷଦର ସାରସ୍ୱତ ସମାରୋହ , ସାହିତ୍ୟ ନାଗରିକ ସମାଜର ନେତୃତ୍ୱ ନେବା ଆବଶ୍ୟକ
କେନ୍ଦ୍ରାପଡ଼ା,୫ା୧: ବ୍ୟକ୍ତିର ସମ୍ପର୍କ ପରିବାରଠୁ ନାଗରିକ ସମାଜ ଯାଏ ପରିବ୍ୟାପ୍ତ ହେବା ଉଚିତ। ମାତ୍ର ସାଂପ୍ରତିକ ସମୟରେ ବ୍ୟକ୍ତି ଓ ସମୂହର ସମ୍ପର୍କ କ୍ରମଶଃ ଛିନ୍ନ ହେବାରେ ଲାଗିଛି। ମଣିଷ ନିଜର ପତିଆରା ବୃଦ୍ଧି ପାଇଁ ଗୁରୁତ୍ୱ ଦେଉଥିବା ବେଳେ ସ୍ୱାର୍ଥ…
ସିପିଆଇର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ
କେନ୍ଦ୍ରାପଡା, ୫ା୧: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ ଗୋପଛକଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାର୍ଟିର ରାଜ୍ୟ ସଂପାଦକ ଆଶିଷ କାନୁନ୍ଗୋ ମୁଖ୍ୟ ଅତିଥି ଓ ରାଜ୍ୟ ସଂପାଦକ ମଣ୍ଡଳୀ ସଭ୍ୟ ଜୟନ୍ତ ଦାସ ପର୍ଯ୍ୟବେକ୍ଷକ ରୂପେ ଯୋଗଦେଇଥିଲେ।…
ବିନୋଦବିହାରୀ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା,୫/୧-କେନ୍ଦ୍ରାପଡ଼ା ସହର ସର୍ବ ପୁରାତନ ପ୍ରସିଦ୍ଧ ଶ୍ରୀ ଶ୍ରୀ ବିନୋଦ ବିହାରୀଜୀଉଙ୍କ ମନ୍ଦିର ଗତ ୬ମାସ ତଳେ ବଜ୍ରାଘାତରେ କ୍ଷତିଗ୍ରସ୍ତ ହେବା ପରେ ଏହି ମନ୍ଦିରର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଜିଲ୍ଲାପାଳ ସ୍ମୃତି ରଂଜନ ପ୍ରଧାନ ଗତ ଶୁକ୍ରବାର…
ଚାଷୀ ପ୍ରତିନିଧିଙ୍କ ସହ ପ୍ରଶାସନର ଦ୍ୱିପାକ୍ଷିକ ଆଲୋଚନା
କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପ୍ରସ୍ତାବିତ ଇସ୍ପାତ କାରଖାନା ପାଇଁ ପ୍ରଶାସନ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞାପନ ଜାରି କରିବାପରେ ଜମି ହରାଉଥିବା ଚାଷୀମାନଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ସ୍ରୁଷ୍ଟି ହୋଇଛି। ଏହାକୁ ପ୍ରଶମିତ କରିବା ପାଇଁ ଚାଷୀ…
ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ରାଜ୍ୟ ଆଲୋଚନାଚକ୍ର
ପଟ୍ଟାମୁଣ୍ଡାଇ ୫/୧-ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ “୨୦୩୬ସୁଦ୍ଧା ଓଡିଶା ଏକ ବିକଶିତ ରାଜ୍ୟ ହେବାର ସମ୍ଭାବନା” ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ବିଭାଗୀୟ ମୁଖ୍ୟ ପ୍ରଦ୍ୟୁମ୍ନ…
ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ୪/୧-କେନ୍ଦ୍ରାପଡା ଇଭେଣ୍ଟମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ ଉପଦେଷ୍ଠା ଡଃ ବିରଜା ରାଉତରାୟଙ୍କ ନିର୍ଦ୍ଦେଶରେ ମହୀପାଳ ସ୍ଥିତ ଟେଲିକମ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପୁସ୍ତକମେଳା ଜାନୁଆରୀ ୬ତାରିଖରୁ ଆରମ୍ଭ ହୋଇ…
ବିଶ୍ୱ ବ୍ରେଲୀ ଦିବସ ପାଳିତ
କେନ୍ଦ୍ରାପଡ଼ା, ୪ା୧: କେନ୍ଦ୍ରାପଡ଼ା ପୌରସଂସ୍ଥା ଦୃଷ୍ଟିବାଧିତ ବିଦ୍ୟାଳୟ ପରିସରରେ ବିଶ୍ୱ ବ୍ରେଲୀ ଦିବସ ଓ ବ୍ରେଲୀ ଲିପିର ଜନକ ମହାତ୍ମା ଲୁଇସ୍ ବ୍ରେଲ୍ଙ୍କ ୨୧୬ତମ ଜୟନ୍ତୀ ଶନିବାର ପାଳିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସ୍ୱପ୍ନାଂଶୁ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…
ଏମଏନ ହାଇସ୍କୁଲରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ତା ୪/୧-ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ , ଗାଇଡ଼ ଓ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ କୁମାର ରାଉତରାୟ ପ୍ରତ୍ୟକ୍ଷ ତତ୍ୱାବଧାନରେ…
ଜଳ ପରିଚାଳନା ନିଷ୍କାସନରେ ବାଧା, ଉଜୁଡି ଗଲା ୭ ହଜାର ହେକ୍ଟର ଚାଷ ଜମି , ପୋତି ହୋଇଗଲାଣି ବ୍ରୀଟିସ ଅମଳର ଜଳନିଷ୍କାସନ ପଥ, ନୟନଜୋରି ଜବରଦଖଲ
ପଟ୍ଟାମୁଣ୍ଡାଇ ୨/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚାଷୀର ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡି ଦେଇଛି । ବର୍ଷା ଛାଡି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି । ବର୍ଷା ଜଳ ନିଷ୍କାସନ ପଥ ଗୁଡ଼ିକୁ ବିଭିନ୍ନ ସ୍ଥାନରେ ଜବର…
ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ୩/୧-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଏମଏନ ହାଇସ୍କୁଲ ଏନସିସି କ୍ୟାଡ଼େଟଙ୍କ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସବଡିଭିଜନ ହସ୍ପିଟାଲ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା ନିରାକାର ପରିଡା ଉଦଘାଟନ କରିଥିଲେ । ପଟ୍ଟାମୁଣ୍ଡାଇ ଏମଏନ…
ପଟ୍ଟାମୁଣ୍ଡାଇରେ ଗଡ଼ମେକର ଶିଶିର ଉତ୍ସବ-୨୦୨୫
ପଟ୍ଟାମୁଣ୍ଡାଇ ତା ୩/୧-ଓଡିଶାର ସର୍ବବୃହତ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଂଗଠନ (ଗଡ଼ମେକର)ର ୧୮ତମ ଶିଶିର ଉତ୍ସବ ଓ ୩୮ତମ ବାର୍ଷିକ ଉତ୍ସବ ଅବସରରେ ନୂଆ ବର୍ଷ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଶ୍ରୀରାମ ମନ୍ଦିର ସମ୍ମୁଖ ସୁସଜ୍ଜିତ ମଞ୍ଚରେ ଗଡ଼ମେକର…
ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଶ୍ରୀକ୍ଷେତ୍ର ମହୋତ୍ସବ ଅନୁଷ୍ଠିତ
କେନ୍ଦ୍ରାପଡା ୩/୦୧- କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଅନ୍ନପୁର୍ଣ୍ଣା ଥୁଏଟର ପୁରୀଠାରେ ଜାତୀର ସ୍ତରୀୟ ଶ୍ରୀକ୍ଷେତ୍ର ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ଓ ସମ୍ପାଦକ…










