କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର ବୈଜ୍ଞାନିକ ଡ. ତାପସରଞ୍ଜନ ସାହୁ ମୁଖ୍ୟଅତିଥି,…
Month: February 2025
ଓଳକଣା ମେଲଣ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ , ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ ନିଷ୍ପତ୍ତି
କେନ୍ଦ୍ରାପଡା,୨୮ା୨: ଆସନ୍ତ ମାର୍ଚ୍ଚ ୧୩ ତାରିଖରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଓଳକଣା ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଏହି ମେଳଣଟି କେନ୍ଦ୍ରାପଡା ଓ କଟକ ଜିଲ୍ଲାର କେନ୍ଦ୍ରସ୍ଥଳରେ ଅନୁଷ୍ଠିତ ହୁଏ। ତେବେ ଶୁକ୍ରବାର ମେଳଣ ପଡିଆ ସ୍ଥିତ…
କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
କେନ୍ଦ୍ରାପଡା,୨୮ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗ ପ୍ରାଧ୍ୟାପକ ଡକ୍ଟର ପ୍ରଭାକର ମଲ୍ଲିକ ଶୁକ୍ରବାର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ସେ ସୁଭଦ୍ରା ମହତାବ ମହାବିଦ୍ୟାଳୟ, ଅସୁରେଶ୍ୱରରୁ ଚାକିରୀ ଆରମ୍ଭ କରି ତୁଳସୀ ମହିଳା ମହାବିଦ୍ୟାଳୟ ଏବଂ ଶେଷରେ କେନ୍ଦ୍ରାପଡା ସ୍ୱୟଂଶାସିତ…
ପଟ୍ଟାମୁଣ୍ଡାଇ ବ୍ଲକରେ ସୁଶାସନ ଓ ବିକାଶ କର୍ମଶାଳା
ପଟ୍ଟାମୁଣ୍ଡାଇ ୨୭/ – ରାଜ୍ୟ ସରକାରଙ୍କ ପଂଚାୟତରାଜ ବିଭାଗ ନିର୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ସୁଶାସନ ଓ ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିପିଡିଓ ପିତାମ୍ବର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ସୁଶାସନ ଓ ବିକାଶ କର୍ମଶାଳା ସଚେତନତା ଶିବିରରେ…
ଚେନାଇରେ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ
ପଟ୍ଟାମୁଣ୍ଡାଇ ୨୭/୨ – ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟକୁ ଜାତୀୟ ସ୍ତରରେ ପରିଚିତ କରିବା ଉଦ୍ଦେଶ୍ୟ ନେଇ ଚେନାଇସ୍ଥିତ ପ୍ରବାସୀ ଓଡ଼ିଆ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଗତ ୨୩ ତାରିଖ ଦିନ ଅନ୍ତର୍ଜାତୀୟ ମାତୃଭାଷା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି।…
ଵନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ
ପଟ୍ଟାମୁଣ୍ଡାଇ ତା ୨୭/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ବନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ କଲେଜ ପ୍ରାକ୍ତନ ଅଧକ୍ଷ ପ୍ରଫେସର ଦେବବ୍ରତ…
କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ୧୮ ହଜାର ୭୨୦ ମାଟ୍ରିକ ପରୀକ୍ଷାର୍ଥୀ :୧୦୭ ଟି କେନ୍ଦ୍ର ଏବଂ ୯ଟି ନୋଡାଲ କେନ୍ଦ୍ରରେ ସି.ସି.ଟିଭିର ବ୍ୟବସ୍ଥା
କେନ୍ଦ୍ରାପଡ଼ା, ୨୭ା୨: କେନ୍ଦ୍ରାପଡା ଜିଲ୍ଲାରେ ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଆସନ୍ତା ମାର୍ଚ୍ଚମାସ ୬ ତାରିଖରେ ଏହି ପରୀକ୍ଷା ଶେଷହେବ। ଚଳିତ ବର୍ଷ ଜିଲ୍ଲାରେ ୧୦୭ଟି…
ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ
କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର ସେବକ(ଜି.ଆର.ଏସ.) ଲଳିତବସନ୍ତ ଘଡେଇଙ୍କୁ ୪ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହିତ ଏକ ହଜାର…
୧୦ଟି ପଞ୍ଚାୟତକୁ ନେଇ ନୂତନ ବ୍ଲକ ପ୍ରତିଷ୍ଠା ଦାବି
କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକର ୧୦ଟି ଗ୍ରାମପଞ୍ଚାୟତକୁ ନେଇ ଏକ ନୂତନ ବ୍ଲକ ଗଠନ କରାଯିବାକୁ ଦାବି ହୋଇଛି। ଏନେଇ ଦଶ ପଞ୍ଚାୟତ ବିକାଶ ପରିଷଦ ସଭାପତି ବ୍ରଜସୁନ୍ଦର ଭୂୟାଁଙ୍କ ନେତୃତ୍ୱରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ…
କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆତ୍ମରକ୍ଷା ଶିବିର ଉଦ୍ଘାଟନ
କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏକ ଆତ୍ମସୁରକ୍ଷା ଶିବିର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍ଙ୍କ ପୌରହିତ୍ୟରେ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷ ଶ୍ରୀ ବୋଷ୍ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ଆବଶ୍ୟକତା…
ପାରାକ୍ରୀଡ଼ାବିତ୍ ଙ୍କୁ ବ୍ୟାଟେରୀ ଚାଳିତ ସ୍କୁଟର ପ୍ରଦାନ
କେନ୍ଦ୍ରାପଡା ୨୭/୨ – କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ‘ପୁନର୍ବାସ’ ପକ୍ଷରୁ ଚଳନଶକ୍ତି ବାଧିତ ଡେରାବିଶ ବ୍ଲକ ହରିଅଙ୍କ ଗ୍ରାମର ପାରାକ୍ରୀଡାବିତ୍ ବଲରାମ ସ୍ୱାଇଁଙ୍କୁ ମାଡ୍ରାସ ଆଇଆଇଟି ଦ୍ୱାରା ଉଦ୍ଭାଭିତ ଆତ୍ୟାଧୁନିକ ନିଓମୋସନ ବ୍ୟାଟେରୀ ସ୍କୁଟି ପ୍ରଦାନ…
ଗରାପୁରରେ ରେଲ୍ୱେ ଟିକେଟ୍ କାଉଣ୍ଟର ଉଦ୍ଘାଟିତ
କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରଠାରେ ରେଳବାଇର ନୂତନ ଟିକେଟ୍ କାଉଣ୍ଟର ଉଦ୍ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମାନସ ରଞ୍ଜନ ପରିଡା, ରେଳବାଇର…
ଗରାପୁର ସାଇ ମନ୍ଦିରରେ ଜାଗର ଉତ୍ସବ
କେନ୍ଦ୍ରାପଡା,୨୭ା୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ମନ୍ଦିରରେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ୱାବଧାନରେ ଜାଗର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦିନସାରା ବିଧି ଅନୁସାରେ ସାଇ ମନ୍ଦିର ସମସ୍ତ ପୂଜାର୍ଚ୍ଛନା ହେବାପରେ ସନ୍ଧ୍ୟା ସମୟରେ ଆଳତୀ କରାଯାଇଥିଲା । ଏହି ଉପଲକ୍ଷେ…
ମହାଦେବ ସେନାର ବାର୍ଷିକ ଯଜ୍ଞ ଉତ୍ସବ-୨୦୨୫
କେନ୍ଦ୍ରାପଡ଼ା,୨୭ା୨: ଗତକାଲି କେନ୍ଦ୍ରାପଡ଼ା ନିକଟସ୍ଥ ବାରୁଅ ଗ୍ରାମ ଇଟ୍ଟୀପୁର ପ୍ରସିଦ୍ଧ ଗିରିମଠ ପରିସରରେ ଚଳିତ ବର୍ଷ -୨୦୨୫ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ବାର୍ଷିକ ଯଜ୍ଞ ଉତ୍ସବ, ଆଧ୍ୟାତ୍ମିକ ସଭା, ସମ୍ବର୍ଦ୍ଧନାସଭା, ଭଜନ କାର୍ଯ୍ୟକ୍ରମ ଇତ୍ୟାଦି ସ୍ଥାନୀୟ ମହାଦେବ ସେନା ତରଫରୁ ଅନୁଷ୍ଠିତ…
କଜଳା ବିଲେଶ୍ୱର ମହାଦେବଙ୍କ ଜାଗର ଯାତ୍ରା
କେନ୍ଦ୍ରାପଡା୨୬/୨-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ ମଙ୍ଗଳା ଆରତି କାରାଯିବା ପରେ ବଡସିଂହାର ବେଷ ଅନୁଷ୍ଠିତ ହୋଇଥିଲା । ହଜାର…
ପଟ୍ଟାମୁଣ୍ଡାଇରେ ମହାଶିବରାତ୍ରି ଓ ଜାଗରଯାତ୍ରା
ପଟ୍ଟାମୁଣ୍ଡାଇ ତା ୨୬/୨-ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପବିତ୍ର ମହାଶିବରାତ୍ରି ଓ ଜାଗର ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ପ୍ରସିଦ୍ଧ ଶୈବ ପୀଠ ଚନ୍ଦନନଗର ଚନ୍ଦ୍ରମଉଳି ପୀଠରେ ମହାଶିବ ରାତ୍ରି ଉପଲକ୍ଷେ…
ତୁଳସୀକ୍ଷେତ୍ରରେ ମହାଶିବରାତ୍ରୀ ପାଳିତ
କେନ୍ଦ୍ରାପଡା,୨୬ା୨: ତୁଳସୀ କ୍ଷେତ୍ରରେ ବୁଧବାର ପବିତ୍ର ମହାଶିବରାତ୍ରି ଜାଗର ଯାତ୍ରା ନୀତି ଧୁମ୍ଧାମରେ ପାଳିତ ହୋଇଯାଇଛି। କ୍ଷେତ୍ର ମଧ୍ୟସ୍ଥ ବ୍ୟକଣ୍ଠେସ୍ୱର, କାଶୀବିଶ୍ୱନାଥ, ସିଦ୍ଧେଶ୍ୱ. ୟେଶାନିଶ୍ୱର୍, କ୍ଷେତ୍ର ପାର୍ଶ୍ୱବର୍ତ୍ତୀ ବୈଦ୍ୟନା. ଦେଉଳେଶ୍ୱର, ଦଣ୍ଡେଶ୍ୱର କୁମାରେଶ୍ୱର୍ ଭରତପୁରର ବଟେଶ୍ୱର ଓ ପ୍ରସିଦ୍ଧ ଅମରେଶ୍ୱର ପ୍ରଭୃତି…
ଦୁଷ୍କର୍ମ ଉଦ୍ୟମ ଅପରାଧରେ ଦୋଷୀଙ୍କୁ ସାଢେ ୩ବର୍ଷ ଜେଲଦଣ୍ଡ
କେନ୍ଦ୍ରାପଡା,୨୫ା୨: ଏକ ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାର କରି କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଅତିରିକ୍ତ ଜିଲ୍ଲାଜଜ ତ୍ରିବିକ୍ରମକେଶରୀ ଚିନ୍ନାରା ଦୋଷୀଙ୍କୁ ସାଢେ ତିନି ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜନୈକ ଲୋକଙ୍କର…
ଶ୍ରୀ ଶ୍ରୀ ତ୍ରିବାଙ୍କେଶ୍ୱର ମନ୍ଦିର ତୃତୀୟ ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା, ୨୫/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଗୋବରୀ ନଦୀ କୂଳରେ ଅବସ୍ଥିତ ଶ୍ରୀ ଶ୍ରୀ ତ୍ରିବାଙ୍କେଶ୍ୱର ଶିବ ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତ ରବିବାର ଦିନ ଅଙ୍କୁରାରୋପାଣ କରାଯାଇଥିଲା ।…
ମହାକୁମ୍ଭ କବିତା ଆସର
କେନ୍ଦ୍ରାପଡା: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟରାଷ୍ଟ୍ର ଚାରିଟେବୁଲ୍ ଟ୍ରଷ୍ଟ’ ପକ୍ଷରୁ ସ୍ଥାନୀୟ ପବ୍ଲିକ୍ ରିଡ଼ିଙ୍ଗରୁମ୍ ଠାରେ ମହାକୁମ୍ଭ କବିତା ଆସର ଅନୁଷ୍ଠିତ ହୋଇଯାଇଛି । “ମହାକୁମ୍ଭ କବିତା ନୈବେଦ୍ୟ’ ଶୀର୍ଷକ ଏହି ଆସରକୁ ବିଶିଷ୍ଟ କବି ଡାକ୍ତର ଅମିୟ ରଞ୍ଜନ ମହାପାତ୍ର…
ହାଇୱା ଧକ୍କାରେ ମହିଳା ମୃତ , ପ୍ରତିବାଦରେ ଟାୟାର ଜାଳି ରାସ୍ତା ରୋକ
କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡ଼ା ଟାଉନ୍ ଥାନା ଅନ୍ତର୍ଗତ ତିନିମୁହାଣୀ ଚଟିପୋଲ ନିକଟ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖ କଟକ- ଚାନ୍ଦବାଲି ରାଜପଥରେ ଏକ ହାଇୱା ଧକ୍କାରେ ସୋମବାର ପୂର୍ବାହ୍ଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ଟାଉନ…
ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ଫୁଲବାଣୀର ଜେଡି କ୍ଲବ କଟକର ଟାର୍ଜନ କ୍ଲବକୁ ୧-୦ଗୋଲରେ ହରାଇ ଚମ୍ପିୟନ
କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଫାଇନାଲ ମ୍ୟାଚ୍ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ…
କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୮ତମ ସ୍ୱନକ୍ଷତ୍ର ଦିବସ , ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
କେନ୍ଦ୍ରାପଡ଼ା,୨୪ା୨: ରାଜ୍ୟର ଅଗ୍ରଣୀ ସମବାୟ ଅନୁଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୩୮ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କ ପରିଚାଳନା ପରିଷଦର ସଭାପତି ଗୁରୁପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ବାଲିପାଟଣାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର
ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉତ୍କଳ ହସ୍ପିଟାଲର ଅଭିଜ୍ଞ ଡାକ୍ତର ଦୀପକ ବେହେରା (ହୃଦରୋଗ ବିଶେଷଜ୍ଞ), ଡାକ୍ତର ଦୀପକ…










