କେନ୍ଦ୍ରାପଡା,୨ା୨: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ୍ ରବିବାର ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚରେ କଟକର ମଙ୍ଗଳା କ୍ଲବ କେନ୍ଦ୍ରାପଡାର ଚାନ୍ଦ କ୍ଲବକୁ ୩-୦ ଗୋଲରେ ହରାଇ ଚମ୍ପିୟନ ହୋଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମହାକାଳପଡା ବିଧାୟକ ଡ. […]
Day: 2 February 2025
ପଟ୍ଟାମୁଣ୍ଡାଇ ତା ୧/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ଠାରେ ଜେଜେ ବାପା ଜେଜେ ମା ପୂଜନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ ନାୟକ ଉଦଘାଟନ କରିଥିଲେ I ଓକିଲ ସଂଘ ସଭାପତି ତପନ କୁମାର ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ […]
କେନ୍ଦ୍ରାପଡା,୧/୨ – ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ମତେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତ ସ୍ଥରରେ ଶିଶୁ ମାନଙ୍କ ସମସ୍ୟା ବୁଝିବାକୁ “ଶିଶୁଙ୍କ ପାଇଁ ଦିନଟିଏ” ପ୍ରତି ତ୍ରୈମାସିକରେ କରିବାକୁ ନିର୍ଦେଶ ରହିଛି । ତଦନୁଯାଇ ଜିଲ୍ଲାପାଳ କେନ୍ଦ୍ରାପଡ଼ାଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟର ସଦ୍ଦଭାବନା ସଭା ଗୃହରେ ଜିଲ୍ଲାପାଳ ସ୍ମତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ […]
ପଟ୍ଟାମୁଣ୍ଡାଇ ତା ୧/୨- ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୬୩ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି I ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଜୟହିନ୍ଦ ହାଇସ୍କୁଲର ଜୟଯାତ୍ରାକୁ ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ I କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧକ୍ଷା ଲିଲିତା […]
କେନ୍ଦ୍ରାପଡ଼ା,୧ା୨: କେନ୍ଦ୍ର ବଜେଟ୍ ଜନବିରୋଧୀ ଓ ଅଭିବୃଦ୍ଧି ବିରୋଧୀ ବୋଲି କହିଛନ୍ତି ସିପିଆଇ(ଏମ୍) କେନ୍ଦ୍ରାପଡା ଜିଲ୍ଲା କମିଟି ସମ୍ପାଦକ ଗୟାଧର ଧଳ। ସେ କହିଛନ୍ତି ଯେ ଦୁଇ ଦିନ ପରେ ଅନୁଷ୍ଠିତ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ଓ ଆଗାମୀ ବିହାର ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଆଗତ କରାଯାଇଥିବା ୨୦୨୫-୨୬ର କେନ୍ଦ୍ର ବଜେଟ ଦେଶ ତଥା ଦେଶବାସୀଙ୍କ ମୌଳିକ ସମସ୍ୟା ପ୍ରତି ଆଖି ବୁଜି ଦେଇଛି। […]
କେନ୍ଦ୍ରାପଡ଼ା,୧ା୨: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗଡାସ୍ଥିତ ହୋଟେଲ ଚଣ୍ଡିଆ ପ୍ୟାଲେସର ମାଲିକ ବଳରାମ ସାହୁ ଓରଫ ବାବୁନିଙ୍କୁ ଶନିବାର ସକାଳ ପ୍ରାୟ ୧୦ଟା ବେଳେ ପୁରୁଣା କଚେରୀ ନିକଟସ୍ଥ ମାଛ ଦୋକାନରେ ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ଅଭିଯୋଗରୁ ପ୍ରକାଶ ଯେ ବାବୁନି ମାଛ କିଣୁଥିବା ବେଳେ ହଠାତ ଟାଉନ ଥାନା ଅନ୍ତର୍ଗତ ପୋଷ୍ଟଅଫିସଲେନ୍ର […]










