ଦଶିପୁର ଗ୍ରାମପଞ୍ଚାୟତରେ ମିନି ଧାନମଣ୍ଡି ଖୋଲାଯିବାକୁ ଦାବି

କେନ୍ଦ୍ରାପଡା,୩ା୨: ଦଶିପୁର ଗ୍ରାମପଞ୍ଚାୟତରେ ଏକ ମିନି ଧାନମଣ୍ଡି ଖୋଲାଯିବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତଟି ହେଉଛି ନଦୀ ନାଳ ଘେରା ଅଞ୍ଚଳ। ପୂର୍ବରୁ ଏହି ପଞ୍ଚାୟତଟି ଦେମାଳ ଗ୍ରାମପଞ୍ଚାୟତ ଅଧିନସ୍ଥ ଦେମାଳ…

ଅନ୍ତର୍ଜାତୀୟ କବି ଡ. କଳ୍ପନା ମଲ୍ଲିକଙ୍କୁ ‘ଭଗ୍ନି ନିବେଦିତା’ ସମ୍ମାନ

କେନ୍ଦ୍ରାପଡ଼ା,୩ା୨: ବିଶିଷ୍ଟ ଅନ୍ତର୍ଜାତୀୟ କବି ସମାଜସେବୀ ଡ. କଳ୍ପନା ମଲ୍ଲିକଙ୍କୁ ‘ଭଗ୍ନି ନିବେଦିତା’ ସମ୍ମାନରେ ସମ୍ମାନିତ କରାଯାଇଛି। ଆମି ଭାରତ ବୋଲଛି ଟ୍ରଷ୍ଟ, ବୋଇବନ୍ଧୁ ପବ୍ଲିକେଶନ ଓ ବି.ଆଇ.ପି.ର ମିଳିତ ଆନୁକୂଲ୍ୟରେ କଲିକତାର ସଲ୍‌ଟଲେକ ଠାରେ ଥିବା କେନ୍ଦ୍ର ସରକାରଙ୍କ ଇଷ୍ଟର୍ଣ୍ଣ…

ଶିକ୍ଷକନେତା ଭଗବାନ ଜେନାଙ୍କ ୮ମ ସ୍ମାରକୀ ବକ୍ତ୍ରୁତାମାଳା ଜାତୀୟ ଶିକ୍ଷାନୀତି, ୨୦୨୦

କେନ୍ଦ୍ରାପଡ଼ା, ୩ା୨: ଶିକ୍ଷକନେତା ତଥା ସାହିତ୍ୟିକ ପ୍ରାଧ୍ୟାପକ ଭଗବାନ ଜେନାଙ୍କ ଅଷ୍ଟମ ସ୍ମାରକୀ ବକ୍ତ୍ରୁତାମାଳା ସ୍ମୃତି କମିଟି ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ପରିଚାଳନାରେ ଲ’ କଲେଜ କଲୋନୀ ସ୍ଥିତ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପରିସରରେ ଥିବା ବିକଳ୍ପ…

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ପଞ୍ଜିକୃତ ଶ୍ରମିକଙ୍କୁ ସହାୟତା ପ୍ରଦାନ

କେନ୍ଦ୍ରାପଡ଼ା, ୩ା୨: ଜିଲ୍ଲା ପ୍ରଶାସନ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ (ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା) ଅଧୀନରେ ହିତାଧିକାରୀ ମାନଙ୍କୁ ପରିଚୟ ପତ୍ର ଏବଂ ବିଭିନ୍ନ…

କେନ୍ଦ୍ରାପଡାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୩ା୨: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରପରିଷଦ ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି…