ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

ପଟ୍ଟାମୁଣ୍ଡାଇ ୪/୨ -ପଟ୍ଟାମୁଣ୍ଡାଇ ଅଂଚଳର ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ କଳସ ଶୋଭାଯାତ୍ରା କରାଯାଇ ପବିତ୍ର ବ୍ରାହ୍ମଣୀ ନଦୀରୁ ଶୁଦ୍ଧଜଳ ଅଣାଯାଇ ଯଜ୍ଞ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି । ବହୁ…

ଇଛାପୁର ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ସହରର ଇଛାପୁରସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ମଙ୍ଗଳବାର ଅପରାହ୍ନରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ପରିଷଦର ସଭାପତି ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ଦାଶଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ମାତୃ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ…

ଶିଳ୍ପ ପାଇଁ ଜମି ହରାଉଥିବା ଚାଷୀଙ୍କ ପ୍ରତିନିଧି, ଜିଲ୍ଲାପାଳଙ୍କ ଆଲୋଚନା

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ତହସିଲ ଅଂଚଳରେ ଶିଳ୍ପ ପାଇଁ ଜମି ହରାଇବାକୁଥିବା ଚାଷୀ ପ୍ରତିନିଧିମାନଙ୍କ ସହ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ମଙ୍ଗଳବାର ସନ୍ଧ୍ୟାରେ ଗରାପୁରସ୍ଥିତ ଆବାସିକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଲୋଚନା କରିଛନ୍ତି। ମହାକାଳପଡ଼ା ତହସିଲର ଅଞ୍ଚଳରେ ମିତ୍ତଲ…

ଦିନ ଦ୍ୱିପ୍ରହରରେ ଥାନା ସାମ୍ମୁଖରୁ ଡିକି ଭାଙ୍ଗି ଲୁଟି ନେଲେ ଦୁର୍ବୃତ

ପଟ୍ଟାମୁଣ୍ଡାଇ ୪/୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ବ୍ୟକ୍ତିଙ୍କ ଗାଡ଼ି ଡିକିରୁ ୧ ଲକ୍ଷ ଟଙ୍କା ଚୋରି ହୋଇଛି । ଗ୍ରାମଂଚଳ ଥାନା ଅନ୍ତର୍ଗତ ପନ୍ତୁରି ଗ୍ରାମର କମଳାକାନ୍ତ ପ୍ରଧାନଙ୍କ ବାଇକ ଡିକିରୁ ଏହି…

ଧାନବିକି ରଖିଥିଲେ ଟଙ୍କା,  ଲୁଟି ନେଲେ ଦୁର୍ବୃତ

ପଟ୍ଟାମୁଣ୍ଡାଇ ୪/୨-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ସମ୍ମୁଖରେ ମଙ୍ଗଳବାର ପୂର୍ବହ୍ନରେ ଜଣେ ବ୍ୟକ୍ତିଙ୍କ ଗାଡ଼ି ଡିକିରୁ ୧ ଲକ୍ଷ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ମଙ୍ଗଳବାର ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ପନ୍ତୁରି ଗ୍ରାମର କମଳାକାନ୍ତ ପ୍ରଧାନ…