ସମାଜସେବୀ କେଶବ ପଣ୍ଡାଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୫/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତର ବିଶିଷ୍ଟ ସମାଜସେବୀ କେଶବ ପଣ୍ଡା ଙ୍କ ଏକାଦଶାହ ଅବସରରେ ଜନ୍ମମାଟି କୁନ୍ଦୁପୁର ଠାରେ ଧ୍ରୁବ ଅନ୍ନପୂର୍ଣ୍ଣା ସେବା ପରିଷଦ ସଭାପତି ନଳିନୀକାନ୍ତ ସ୍ବାଇଁଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ରେ…

ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ବେଳେ ଯୁବ ଓ ଛାତ୍ରକଂଗ୍ରେସ ପକ୍ଷରୁ ବ୍ଲକ ଘେରାଉ ଉଦ୍ୟମ

ପଟ୍ଟାମୁଣ୍ଡାଇ ୫/୨ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିଥିଲା ବେଳେ ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦବୋଦ୍ଧନ ଦେଉଥିଲେ । ଏହି ସମୟରେ ଛାତ୍ର…

ପଟ୍ଟାମୁଣ୍ଡାଇରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

ପଟ୍ଟାମୁଣ୍ଡାଇ୫/୨ – ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

୬୧୦ପୂର୍ଣ୍ଣ ଅନୁଦାନପ୍ରାପ୍ତ ବରିଷ୍ଠ ପ୍ରଧାନ ଶିକ୍ଷକଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୫ା୨: ୬୧୦ସ୍କିମ ଅନ୍ତର୍ଗତ ୫୧ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଅବସରପ୍ରାପ୍ତ ପ୍ରଧାନଶିକ୍ଷକମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବଡଚଣା ବ୍ଲକ ଅଧିନସ୍ତ ଉଦୟଗିରିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ମଲ୍ଲିକ, ସୁବାସ ପଣ୍ଡା,…

ବିକଶିତ ଗାଁ ବିକଶିତ ଓଡ଼ିଶା” ଯୋଜନା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୫ା୨: “ବିକଶିତ ଗାଁ ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ଏକ ନୂତନ ପରିଭାଷା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମରେ “ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର…

ଶ୍ରୀବଳଦେବଜୀଉଙ୍କ ମନ୍ଦିର ସୁରକ୍ଷା ନେଇ ବଳଦେବସେନା ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୫ା୨: ବଳଦେବ ସେନା ପକ୍ଷରୁ କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରର ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଏକ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ପ୍ରସଙ୍ଗ ଗୁଡିକରୁ…

କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା- ୨୦୨୪

କେନ୍ଦ୍ରାପଡ଼ା, ୫ା୨: ଜଜାଙ୍ଗ କ୍ଲଷ୍ଟରର ନିପୁଣ ଓଡିଶା-୨୦୨୪ କାର୍ଯ୍ୟକ୍ରମ ଜଜାଙ୍ଗ ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କ୍ଲଷ୍ଟର ସଂଯୋଜିକା ସ୍ନେହଲତା ପରିଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜଜାଙ୍ଗ ଉଚ୍ଚ ପ୍ରାଥମିକ…

ବଜେଟ ୨୦୨୫-୨୬ରେ କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ,

କେନ୍ଦ୍ରାପଡ଼ା,୫ା୨: କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ହେଉଛି୨୦୨୫-୨୬ କେନ୍ଦ୍ରୀୟ ବଜେଟ। କର୍ପୋରେଟ ଲୁଣ୍ଠନ ପାଇଁ ବଜେଟ ଉଦ୍ଦିଷ୍ଟ ବୋଲି ଅବିହିତ କରିଛନ୍ତି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ…

ବାଲି ଘାଟକୁ କେନ୍ଦ୍ର କରି ଗଣ୍ଡଗୋଳ , ୩ ଆହତ

ପଟ୍ଟାମୁଣ୍ଡାଇ ୫/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚନ୍ଦନପୁର ବାଲି ଘାଟରୁ ବେଆଇନ ବାଲି ଉତୋଳନକୁ କେନ୍ଦ୍ର କରି ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ପରେ କେନ୍ଦ୍ରାପଡା ମୁଖ୍ୟ…