ପଟ୍ଟାମୁଣ୍ଡାଇ ତା ୫/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତର ବିଶିଷ୍ଟ ସମାଜସେବୀ କେଶବ ପଣ୍ଡା ଙ୍କ ଏକାଦଶାହ ଅବସରରେ ଜନ୍ମମାଟି କୁନ୍ଦୁପୁର ଠାରେ ଧ୍ରୁବ ଅନ୍ନପୂର୍ଣ୍ଣା ସେବା ପରିଷଦ ସଭାପତି ନଳିନୀକାନ୍ତ ସ୍ବାଇଁଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ରେ ରାଜନଗରବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଡ଼ ଅଲେଖ ଜେନା ଓ ଅଂଶୁମାନ ମହାନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ରାଜନଗର ବ୍ଲକ ପ୍ରାକ୍ତନ ଅଧ୍ୟକ୍ଷ […]
Day: 5 February 2025
ପଟ୍ଟାମୁଣ୍ଡାଇ ୫/୨ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିଥିଲା ବେଳେ ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦବୋଦ୍ଧନ ଦେଉଥିଲେ । ଏହି ସମୟରେ ଛାତ୍ର କଂଗ୍ରେସ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକରେ ଚାଲିଥିବା ବିଭିନ୍ନ ଦୁର୍ନୀତର ପ୍ରତିବାଦ ଓ ଗରିବ ଜନସାଧାରଣଙ୍କୁ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରି ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା […]
ପଟ୍ଟାମୁଣ୍ଡାଇ୫/୨ – ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦଘାଟନୀ ସମାରୋହ ଭିଡିଓ କନଫରେନ୍ସ ମାଧ୍ୟମରେ ଏଠାରେ ପ୍ରଦର୍ଶିତ ହୋଇଥିଲା। ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଶୁଂ ସାହୁଙ୍କ ତତ୍ୱବଧାନରେ ଆୟୋଜିତ ମନୋଜ୍ଞ […]
କେନ୍ଦ୍ରାପଡ଼ା, ୫ା୨: ୬୧୦ସ୍କିମ ଅନ୍ତର୍ଗତ ୫୧ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଅବସରପ୍ରାପ୍ତ ପ୍ରଧାନଶିକ୍ଷକମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବଡଚଣା ବ୍ଲକ ଅଧିନସ୍ତ ଉଦୟଗିରିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ମଲ୍ଲିକ, ସୁବାସ ପଣ୍ଡା, ନାରାୟଣ ଦାସ, କୈଳାସ ଚନ୍ଦ୍ର ସ୍ୱାଇଁ, ବାଇଧର ଜେନା, ଧରଣୀଧର ଦାସ, ମୋହନ ସାମଲ, ନିରଞ୍ଜନ ପଲେଇ, ରାମଚନ୍ଦ୍ର ଖିଲାର, ଯୋଗେନ୍ଦ୍ର ବାରିକ, ବୃନ୍ଦାବନ ସାହୁ, ପ୍ରମୋଦ […]
କେନ୍ଦ୍ରାପଡ଼ା,୫ା୨: “ବିକଶିତ ଗାଁ ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ଏକ ନୂତନ ପରିଭାଷା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମରେ “ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକସ୍ତରରେ ଏହି କାର୍ଯ୍ୟକ୍ରମକୁ ଆଭାଷୀ ମାଧ୍ୟମରେ ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଥିଲା । ଏହି କ୍ରମରେ କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାସ୍ଥିତ କେନ୍ଦ୍ରାପଡା ସ୍ୱୟଂଶାସିତ […]
କେନ୍ଦ୍ରାପଡ଼ା, ୫ା୨: ବଳଦେବ ସେନା ପକ୍ଷରୁ କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରର ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଏକ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ପ୍ରସଙ୍ଗ ଗୁଡିକରୁ ମୁଖ୍ୟତଃ ଶ୍ରୀଜୀଉଙ୍କ ଦେଉଳରେ ମୋବାଇଲ ଓ କ୍ୟାମେରା ନିଷେଧ କରାଯିବା ସହ ମନ୍ଦିରରେ ବିକାଶ ମୂଳକ କାର୍ଯ୍ୟକୁ ପ୍ରାଧାନ୍ୟ ଦିଆଯାଇ ତ୍ୱରାନିତ କରାଯିବାକୁ ଦାବି ହୋଇଛି। ସୂଚନା […]
କେନ୍ଦ୍ରାପଡ଼ା, ୫ା୨: ଜଜାଙ୍ଗ କ୍ଲଷ୍ଟରର ନିପୁଣ ଓଡିଶା-୨୦୨୪ କାର୍ଯ୍ୟକ୍ରମ ଜଜାଙ୍ଗ ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କ୍ଲଷ୍ଟର ସଂଯୋଜିକା ସ୍ନେହଲତା ପରିଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜଜାଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷୟତ୍ରୀ ସବିତା ପଣ୍ଡା ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବେ କପାଳେଶ୍ୱର ପଞ୍ଚାୟତର ସରପଞ୍ଚ କଳ୍ପନା ମହାନ୍ତି, ମୁଖ୍ୟବକ୍ତା ଭାବେ କେନ୍ଦ୍ରାପଡା […]
କେନ୍ଦ୍ରାପଡ଼ା,୫ା୨: କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ହେଉଛି୨୦୨୫-୨୬ କେନ୍ଦ୍ରୀୟ ବଜେଟ। କର୍ପୋରେଟ ଲୁଣ୍ଠନ ପାଇଁ ବଜେଟ ଉଦ୍ଦିଷ୍ଟ ବୋଲି ଅବିହିତ କରିଛନ୍ତି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ ମଞ୍ଚ, ସ୍ୱାଧୀନ ଫେଡରେସନ ସମୂହ ଓ ଯୁବ, ଛାତ୍ର, ମହିଳା ସଂଗଠନମାନେ। ବୁଧବାର ଫେବୃୟାରୀ ୫ ଦେଶବ୍ୟାପୀ ମିଳିତ ପ୍ରତିବାଦ କରିବା ସହିତ ୨୦୨୫-୨୬ କେନ୍ଦ୍ର ବଜେଟକୁ […]
ପଟ୍ଟାମୁଣ୍ଡାଇ ୫/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚନ୍ଦନପୁର ବାଲି ଘାଟରୁ ବେଆଇନ ବାଲି ଉତୋଳନକୁ କେନ୍ଦ୍ର କରି ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ପରେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଘଟଣା ସ୍ଥଳରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଓ ଚଉଦକୁଲାଟ ଫାଣ୍ଡି ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ପ୍ରକାଶ ଥାଉ […]










