ବଳଭଦ୍ରପୁରରେ ରାସ୍ତା ମଝିରେ ବିଦ୍ୟୁତ ଖୁଣ୍ଟ,ଜନତା ଅତିଷ୍ଠ ତୁରନ୍ତ ପ୍ରତିକାର ନହେଲେ ୧୪ରେ ବିଦ୍ୟୁତ ଅଫିସରେ ଧାରଣା

ପଟ୍ଟାମୁଣ୍ଡାଇ ତା ୬/୨-ପଟ୍ଟାମୁଣ୍ଡାଇ ବ୍ଲକର ବଳଭଦ୍ରପୁର ଏକ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ଜଣାଶୁଣା  । ବନ୍ୟା ବିପନ୍ନ ଏହି ପଂଚାୟତ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ମାତୃ ସ୍ଥାନୀୟ ପ୍ରଶାସନ ଓ ପଂଚାୟତ ପ୍ରତିନିଧିଙ୍କ ସହଯୋଗରେ ପର୍ଯ୍ୟାୟକ୍ରମେ ଅନେକ…

ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ବିଷ୍ଣୁ ମହାଯଜ୍ଞ ଆରମ୍ଭ

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞର ଗୁରୁବାର ଶୁଭାରମ୍ଭ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା…

ମାର୍ଶାଘାଇ ବ୍ଲକର ଅଙ୍ଗନୱାଡିକେନ୍ଦ୍ର ଗୁଡିକ ଭାଉଚର ନଥାଇ ସାମଗ୍ରୀ କିଣୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା(ଆଇ.ସି.ଡି.ଏସ.) କାର୍ଯ୍ୟାଳୟ ଅଧିନରେ ଥିବା ଅଙ୍ଗନୱାଡିକେନ୍ଦ୍ର ଗୁଡିକ କିଣୁଥିବା ସାମଗ୍ରୀର କୈାଣସି ଭାଉଚର ରଖିନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିପୁର ଗ୍ରାମର…

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା, ୬ା୨: ଶ୍ରୀମତୀ ଦେବୀ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ…

କେନ୍ଦ୍ରାପଡା କଲେଜରେ ମେଗା ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡା,୬ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ଆସନ୍ତା ୧୦ତାରିଖ ସୋମବାର କଲେଜ ଯୁବ ରେଡକ୍ରସ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ମହାବିଦ୍ୟାଳୟର ମୁଖଶାଳାରେ ଅବସ୍ଥିତ ଗାନ୍ଧିଭବନରେ ସେହିଦିନ ସକାଳ ୯ଟାରେ ଏହି ରକ୍ତଦାନ…