ଏସ କେ ହାଇସ୍କୁଲ ବାର୍ଷିକ ଉତ୍ସବ

  ପଟ୍ଟାମୁଣ୍ଡାଇ ତା ୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅମୃତମଣୋହି ପଞ୍ଚାୟତ ସିଦ୍ଧବାଲି ସିଦ୍ଧ କଖାରୁଖିଆ ହାଇସ୍କୁଲ ର ୪୫ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମଲିକଙ୍କ ପୌରାହିତ୍ୟରେ ଆୟୋଜିତ ସଭା ରେ ପ୍ରାକ୍ତନ ପ୍ରଧାନଶିକ୍ଷକ…

ପଟ୍ଟାମୁଣ୍ଡାଇ ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ପଟ୍ଟାମୁଣ୍ଡାଇ ତା ୭/୨-ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ହାଇସ୍କୁଲ୍ ପଡିଆରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବି ଏସ ଏସ…

ପାରାଦୀପ- ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ସମୀକ୍ଷା

କେନ୍ଦ୍ରାପଡା,୨୭ା୧: ପାରାଦୀପ – ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥର ୮ ଲେନ ରାସ୍ତା ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ…

ଗୁଲନଗର ଗ୍ରାମରେ ଶାରଳା ମେଳା

କେନ୍ଦ୍ରାପଡା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଉନବିଂଶ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଇଯାଇଛି । ଝଙ୍କଡ ମା’ ଶାରଳାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ଶ୍ରୀବଳଦେବଜୀଉ ମନ୍ଦିରରୁ କରପଲ୍ଲବ…