ପଟ୍ଟାମୁଣ୍ଡାଇ ତା ୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅମୃତମଣୋହି ପଞ୍ଚାୟତ ସିଦ୍ଧବାଲି ସିଦ୍ଧ କଖାରୁଖିଆ ହାଇସ୍କୁଲ ର ୪୫ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମଲିକଙ୍କ ପୌରାହିତ୍ୟରେ ଆୟୋଜିତ ସଭା ରେ ପ୍ରାକ୍ତନ ପ୍ରଧାନଶିକ୍ଷକ ପାର୍ଥସାରଥୀ ଦାଶ ମୁଖ୍ୟ ଅତିଥି, କବି ସଚିତ୍ର କୁମାର ବେହୁରା ମୁଖ୍ୟବକ୍ତା, ଶିକ୍ଷାବିତ୍ ସନାତନ ତରାଇ, ସି ଆର ସି ସି ବିନୟ କୁମାର ଦାସ, ପ୍ରାକ୍ତନ […]
Day: 7 February 2025
ପଟ୍ଟାମୁଣ୍ଡାଇ ତା ୭/୨-ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ହାଇସ୍କୁଲ୍ ପଡିଆରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବି ଏସ ଏସ ଓ ସୁଧାଂଶୁ ଶେଖର ପ୍ରଧାନଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶିବିର ଉଦଘାଟନ କରିଥିଲେ […]
କେନ୍ଦ୍ରାପଡା,୨୭ା୧: ପାରାଦୀପ – ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥର ୮ ଲେନ ରାସ୍ତା ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମାଟି, ବାଲି, ପାଣି ସୁରକ୍ଷା ମଞ୍ଚ(ମାବାପା)ର ଆବାହକ ଆଇନଜୀବୀ ବିଧୁଭୂଷଣ ମହାପାତ୍ର ଏକ ୩ଦଫା ଦାବି ନେଇ ପ୍ରସ୍ତାବ ଆଗତ କରିଥିଲେ। ଶ୍ରୀ ମହାପାତ୍ର କହିଥିଲେ ଯେ […]
କେନ୍ଦ୍ରାପଡା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଉନବିଂଶ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଇଯାଇଛି । ଝଙ୍କଡ ମା’ ଶାରଳାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ଶ୍ରୀବଳଦେବଜୀଉ ମନ୍ଦିରରୁ କରପଲ୍ଲବ ଓ ମହାପ୍ରସାଦ ଅଣାଯିବା ପରେ ଗୋବରୀ ଘାଟରୁ ଭକ୍ତମାନେ କଳସରେ ପାଣି ଆଣି ଘଟ ସ୍ଥାପନ କରାଯାଇଥିଲା । ପ୍ରେମାନନ୍ଦ କର ଓ ପତିତପାବନ ନାୟକ କର୍ତ୍ତା […]










