କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା ହେଉଥିବା ବେଳେ ଉକ୍ତ ରାତିରେ ଯାତ୍ରା ଆରମ୍ଭରୁ ବନ୍ଦ ହୋଇଯାଇଛି । ଧସ୍ତାଧସ୍ଥି ,ପିଟାପିଟି ଓ ଚେୟାର ଫୋଫଡା ଓ ଭାଙ୍ଗିବା ଯୋଗୁ ସହ ଶହ ଶହ ଦର୍ଶକ ଆହତ ହୋଇ ଖଣ୍ଡିଆ ଖାବରା ହୋଇଛନ୍ତି । ଯାତ୍ରା କଳାକାର ନିଜକୁ […]

କେନ୍ଦ୍ରାପଡ଼ା,୯ା୨:ପୂର୍ବତନ ବିଧାୟକ ଇନ୍ଦ୍ରମଣି ରାଉତ ଶିକ୍ଷକତା ଜୀବନରୁ ରାଜନେତା ହୋଇଥିଲେ। ଶିକ୍ଷକତା କରିବା ସମୟରେ ତାଙ୍କର ସମାଜସେବାର ବାସ୍ନା ବାରି ହୋଇଥିଲା। ସେ ନିଜସ୍ୱ ଅର୍ଥରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ସହାୟକ ହୋଇଥିଲେ। ମାଗୁଣୀ ନାମକ ଜଣେ କିଶୋର ବୁଲା ବିକାଳୀଙ୍କୁ ହଷ୍ଟେଲରେ ରଖି ପାଠ ପଢାଇ ଉଦାହରଣ ସୃଷ୍ଟି କରିଥିଲେ। ଜିଲା ପ୍ରତିଭା ପୂଜା ସମିତି ଆନୁକୂଲ୍ୟରେ ସଭାପତି ପ୍ରଦୀପ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତି ସଭାରେ ଅତିଥି […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମହିଳା ଜଣଙ୍କ ହେଲେ ସ୍ଥାନୀୟ ବକ୍ତାରପୁର ଗ୍ରାମର କମଳା ସହୁ (୪୭)  ବୋଲି ଜଣାପଡିଛି । କମଳା ଏକ ଛୋଟ ଦୋକାନ କରି ପୂଜା ସାମଗ୍ରୀ ଜିନିଷ ବିକ୍ରି କରିବା ସହ ପେଟ୍ରୋଲ ମଧ୍ୟ ବିକ୍ରି […]