ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ବୈଠକ

କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ କରିଥିଲେ । ମହାସଂଘର ରାଜ୍ୟ ସଭାପତି…

ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ ଏକତ୍ରିତ ହୋଇଥିଲେ । ଦୀର୍ଘଦିନ ପରେ…

ଗରାପୁର ଆଶ୍ରମରେ ଶିବାନନ୍ଦ ତୋରଣ ଉଦଘାଟିତ

କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ…