କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ କରିଥିଲେ । ମହାସଂଘର ରାଜ୍ୟ ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା ତଥା ରାଜ୍ୟ ଉପସଭାନେତ୍ରୀ ସବିତା ଜେନାଙ୍କ ଉପସ୍ଥିତିରେ ହୋଇଥିବା ଏହି ବୈଠକରେ ଜିଲ୍ଲାର ଶତାଧିକ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ । ରାଷ୍ଟ୍ରୀୟ ସ୍ତରରେ […]

କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ ଏକତ୍ରିତ ହୋଇଥିଲେ । ଦୀର୍ଘଦିନ ପରେ ଭେଟ ହୋଇଥିବାରୁ ସମସ୍ତଙ୍କ ମନରେ ଆନନ୍ଦର ସୀମା ନଥିଲା । କ୍ଷୀରୋଦ ଚନ୍ଦ୍ର ଭଦ୍ର ଓ ନିରାକାର ଦାସ ଏହି ସମାବେଶର ଆୟୋଜନ କରିଥିଲେ । ସ୍କୁଲ […]

କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଠ ଅତିଥି ଓ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ […]