Day: 11 February 2025

କେନ୍ଦ୍ରାପଡା କଲେଜରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ , ୧୮୮ୟୁନିଟ ରକ୍ତ ସଂଗୃହିତ

କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ଆନୁକୂଲ୍ୟରେ ଏକ ବିଶାଳ ସ୍ୱେଛାକୃତ ରକ୍ତଦାନ ଶିବିର ଗାନ୍ଧିଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ...

କେନ୍ଦ୍ରାପଡା ରାଜପୁତ ଆସୋସିଏସନର ବୈଠକ

କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ରାଜପୁତ ଆସୋସିଏସନର ଏକ ବୈଠକ ସହରର ବିନୋଦବିହାରୀ ମନ୍ଦିର ପ୍ରାଙ୍ଗଣରେ ଆଇନଜୀବୀ ହାଡିବନ୍ଧୁ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜପୁତ ସମାଜର...

ବିଦ୍ୟାଳୟସ୍ତରୀୟ ଗଣିତ, ବିଜ୍ଞାନ ମେଳା ଅନୁଷ୍ଠିତ

କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତେରଗାଁ ପଞ୍ଚାୟତ ବଜ୍ରବୁଢୀ ବାଳିକା ଉଚ୍ଚ ବିଦ୍ୟାଳୟର "ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା" ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ଓ...

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପାଇଁ ସହାୟତା

 କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ସ୍ନାତକ ଶ୍ରେଣୀର ଆର୍ôଥକ ଅନଗ୍ରସର ମେଧାବୀ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ପ୍ରୋତ୍ସାହନ ରାଶି ପ୍ରଦାନ ନିମନ୍ତେ ପୁନର୍ବାସ ଅନୁଷ୍ଠାନ...