ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ ଡେରାବିଶ ଥାନାରେ ଅବସ୍ଥାପିତ କରାଯାଇଥିବା ବେଳେ ମୁଖ୍ୟାଳୟରେ ଥିବା ତପନ କୁମାର ନାୟକଙ୍କୁ…

୬ଷ୍ଠ ରାଜ୍ୟ ଅର୍ଥ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା ଜିଲ୍ଲାରେ ପହଞ୍ଚିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଜିଲ୍ଲାପାଳ ସ୍ମୃତି ରଞ୍ଜନ…

ଅଷ୍ଟମପ୍ରହର ନାମ ଯଜ୍ଞ

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା, ପ୍ରବଚନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜକ ସୁରେନ୍ଦ୍ର ନାଥ ଶତପଥିଙ୍କ ଦ୍ୱାରା…

ଶ୍ରୀଧର ରାଉତ ଭିନ୍ନକ୍ଷମ ବାର୍ଷିକ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡା,୧୩ା୨: ଭିନ୍ନକ୍ଷମତା ସହିତ ଆର୍ôଥକ ଅନାଗ୍ରସରତା ସର୍ବଦା ଓତଃପ୍ରୋତ ଭାବେ ଜଡ଼ିତ ଥାଏ । ବିଶେଷ କରି ଯେଉଁ ଛାତ୍ରଛାତ୍ରୀମାନେ ଗୁରୁତର ଭିନ୍ନକ୍ଷମତା ସହ ନିମ୍ନ ଆର୍ôଥକ ବର୍ଗରୁ ଆସିଥାନ୍ତି, ସେମାନଙ୍କ ନିମନ୍ତେ ଉଚ୍ଚଶିକ୍ଷା ସମାପନର ଲକ୍ଷ୍ୟ ଦୁରୁହ ହୋଇ ପଡିଥାଏ…

ମଦନମୋହନଜୀଉଙ୍କ ଦ୍ୱିତୀୟ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ମଙ୍ଗଳବାର ଦିନ ଘଟ ସ୍ଥାପନ ପରେ ଶୁଭାଧିବାସ…

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୨ତମ ସ୍ୱନକ୍ଷତ୍ର ଦିବସରେ ବରିଷ୍ଠ କୃଷି ବିଜ୍ଞାନୀ ସମ୍ମାନୀତ

କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ ପାଇଁ ବରିଷ୍ଠ କୃଷି ବିଜ୍ଞାନୀ ତଥା ମୃତ୍ତିକା ବିଶେଷଜ୍ଞ ତଥା କଟକ ଜାତୀୟ…